ଦଳୀୟ କନ୍ଦଳ ଯୋଗୁଁ ବିଜୁ ଜନ୍ମଜୟନ୍ତୀ ପାଳନ ଫିକା ପଡିଲା…

ମାଲକାନଗିରି,୦୫/୪ : ଆଜି ସାରା ଓଡିଶା ବିଜୁବାବୁଙ୍କ ୧୦୭ ତମ ଜନ୍ମ ଜୟନ୍ତୀକୁ ଧୁମଧାମରେ ପାଳନ କରିବାକୁ ଖୋଦ ସଭାପତି ନବୀନ ପଟ୍ଟନାୟକ ଆହ୍ଵାନ ଦେଇଥିବା ବେଳେ ସାରା ରାଜ୍ୟର ସମସ୍ତ ବିଧାନସଭା ନିର୍ବାଚନ ମଣ୍ଡଳୀରେ ଧୁମଧାମରେ ପାଳନ ହୋଇଥିବା ବେଳେ ମାଲକାନଗିରି ଠାରେ ସେଭଳି କିଛି

ଶାଢ଼ିରେ ଲାଗିଲା ଦୀପ ନିଆଁ, ଭକ୍ତ ଗୁରୁତର

ପୁରୀ: ଶ୍ରୀମନ୍ଦିରରେ ଅଘଟଣ। ଶ୍ରୀମନ୍ଦିର ଭିତରେ ଦୀପରୁ ନିଆଁ ଲାଗି ମହିଳା ଭକ୍ତ ଗୁରୁତର। ଗୁରୁତର ମହିଳା ଭୁବନେଶ୍ବର ପଟିଆ ଅଞ୍ଚଳର ୬୫ ବର୍ଷୀୟା ବୃଦ୍ଧା ଅରୁଣା ମିଶ୍ର। ସଦର ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି ହୋଇଛନ୍ତି। ତାଙ୍କ ଶାଢ଼ୀ ତଳ ପଟୁ ଦୀପରୁ ନିଆଁ ଲାଗି ତାଙ୍କ ପାଦ ଓ ଗୋଡ

କ୍ରାଇମବ୍ରାଞ୍ଚ ତଦନ୍ତ ଉପରେ ପ୍ରତିକ୍ରିୟା ରଖିଲେ ଦୀପାଳି, କହିଛନ୍ତି ପରିବାରକୁ ନିଶ୍ଚିତ ନ୍ୟାୟ ମିଳିବ

ଝାରସୁଗୁଡା: ନବ ଦାସଙ୍କ ହତ୍ୟା ପରେ ଖାଲି ପଡ଼ିଛି ଝାରସୁଗୁଡ଼ା ବିଧାନସଭା ଆସନ । ଖୁବଶୀଘ୍ର ସେଠାରେ ଉପନିର୍ବାଚନ ହେବ । ଏହାକୁ ନେଇ ଉଷ୍ଣ ହେଲାଣି ଝାରସୁଗୁଡ଼ା ରାଜନୈତିକ ପାଣିପାଗ । ଉପନିର୍ବାଚନରେ ବିଜେଡି ନବ ଦାସଙ୍କ ଝିଅ ଦୀପାଳିଙ୍କୁ ପ୍ରାର୍ଥୀ କରିପାରେ ବିଜେଡି । ସେ ଏବେ

ଟିକାବାଲି ପ୍ରାଥମିକ ଶିକ୍ଷକସଂଘର ବାର୍ଷିକ ଉତ୍ସବ…

ଫୁଲବାଣୀ : ଟିକାବାଲି ବସଷ୍ଟାଣ୍ଡ ସ୍ଥିତ କଲ୍ୟାଣ ମଣ୍ଡପ ଠାରେ ଟିକାବାଲି ମିଳିତ ଶିକ୍ଷକ ସଂଘର ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଛି l ଏହି କାର୍ଯ୍ୟକ୍ରମ ରେ ସଂଘର ପରିଚାଳନା କମିଟିର ଶୂନ୍ୟ ସ୍ଥାନ ଥିବା ପଦବୀ ପୂରଣ କରାଯାଇଥିଲା l ଉପସଭାପତି ପଦବୀ ପାଇଁ ସୁପ୍ରଭା ପାତ୍ର, ସଂଯୋଜକ ରୂପେ

ବିଜୁ ଏକ୍ସପ୍ରେସ ୱେ କେବଳ ଏକ ରାସ୍ତା ନୁହେଁ, ଏ ହେଉଛି ଜୀବନରେଖା : ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ପଶ୍ଚିମ ଓଡ଼ିଶାର ବିକାଶ କାହାଣୀରେ ଯୋଡ଼ି ହୋଇଛି ଆଉ ଏକ ଐତିହାସିକ ଅଧ୍ୟାୟ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ପଶ୍ଚିମ ଓଡ଼ିଶାର ୩ଟି ଜିଲ୍ଲା ଗସ୍ତ ଅବସରରେ ବିଜୁ ଏକ୍ସପ୍ରେସ ୱେକୁ ରାଜ୍ୟବାସୀଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ

ବିଜୁବାବୁଙ୍କ ୧୦୭ତମ ଜୟନ୍ତୀ ପାଳିତ…

ଫୁଲବାଣୀ : ସେବା ଓ ସ୍ୱାଭିମାନ ଥିଲା ବିଜୁବାବୁଙ୍କ ଆଦର୍ଶ । ସେ ଆଦର୍ଶରେ ଅନୁପ୍ରାଣିତ ହୋଇ ରାଜ୍ୟକୁ ସାମଗ୍ରିକ ବିକାଶପଥରେ ଆଗେଇ ନେବାପାଇଁ ଯୁବ ସମାଜକୁ ମୁଖ୍ୟମନ୍ତ୍ରୀ ଆହ୍ୱାନ ଦେଇଛନ୍ତି । ସେହି ପରିପ୍ରେକ୍ଷୀରେ କନ୍ଧମାଳ ଜିଲ୍ଲା ଫୁଲବାଣୀ ବ୍ଲକ ବିଜୁ ଜନତା ଦଳ ପକ୍ଷରୁ ଜିଲ୍ଲା

ପ୍ରତୀକ୍ଷାର ଅନ୍ତ : ରଙ୍ଗେଇଲୁଣ୍ଡାରୁ ଉଡ଼ିଲା ବିମାନ…

ବ୍ରହ୍ମପୁର : ଅନେକ ଦିନର ପ୍ରତୀକ୍ଷା ପରେ ଶେଷରେ ବ୍ରହ୍ମପୁର ରଙ୍ଗେଇଲୁଣ୍ଡାରୁ ଉଡ଼ିଲା ବିମାନ। ବିମାନସେବା ଉଡାଣର ଶୁଭାରମ୍ଭ କରିଛନ୍ତି ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଆଜି ରଙ୍ଗେଇଲୁଣ୍ଡାରୁ ୯ ସିଟ୍ ବିଶିଷ୍ଟ ଏକ ବିମାନ ଉଡ଼ାଣ ଭରିଛି । ଆଜି ଦିନ ୧୦ଟା ୪୦ମିନିଟରେ

ଗ୍ୟାସ୍ ସିଲିଣ୍ଡର ଫାଟି ୪ଜଣ ଗୁରୁତ, ମେଡିକାଲରେ ଭର୍ତ୍ତି

ରାଉରକେଲା: ଗ୍ୟାସ୍ ସିଲିଣ୍ଡର ଫାଟି ୪ଜଣ ଗୁରୁତର ହୋଇଛନ୍ତି । ରାଉରକେଲା ରେଳବାଇ କଲୋନୀ ଛୋଟା ପାର୍କ ନିକଟରେ ଘଟିଛି ଏଭଳି ଅଘଟଣ । ୪ଗୁରୁତରଙ୍କୁ IGH ମେଡିକାଲକୁ ସ୍ଥାନାନ୍ତର କରାଯାଇଛି। ଘଟଣାସ୍ଥଳରେ ଦମକଳ ବାହିନୀ ଓ ପୋଲିସ ପହଞ୍ଚି ଗୁରୁତରଙ୍କୁ ଉଦ୍ଧାର କରି ତଦନ୍ତ ଆରମ୍ଭ

ଡବ୍ଲୁପିଏଲରେ ଛକା ଓ ଚୌକା ବର୍ଷା ପଛର ରହସ୍ୟ

ମୁମ୍ବାଇ: ପୁରୁଷ କ୍ରିକେଟରଙ୍କ ପାଇଁ ଯୁଗାନ୍ତକାରୀ ସାବ୍ୟସ୍ତ ହୋଇଥିବା ଆଇପିଏଲ୍‌ (ଇଣ୍ଡିଆନ୍ ପ୍ରିମିୟର୍ ଲିଗ୍‌) ଆରମ୍ଭର ଠିକ୍ ୧୫ ବର୍ଷ ପରେ ଶନିବାରଠାରୁ ମହିଳା ପ୍ରିମିୟର୍ ଲିଗ୍ (ଡବଲ୍ୟୁପିଏଲ୍‌)ର ଶୁଭାରମ୍ଭ ହୋଇଛି। ତେବେ ଉଦଘାଟନୀ ମ୍ୟାଚରେ ମୁମ୍ବାଇ ଇଣ୍ଡିଆନ୍ସ ଏବଂ ଗୁଜରାଟ

ଫୋନ୍‌ରେ ନୁହେଁ ତାଙ୍କ ମନରେ ‘ପେଗାସସ୍‌’ ଅଛି: ରାହୁଲ୍‌ ଗାନ୍ଧୀଙ୍କୁ ସମାଲୋଚନା କରି କହିଲେ ଶିବରାଜ ଚୌହାନ୍‌

ଭୋପାଳ: ଫୋନ୍‌ରେ ନୁହେଁ ତାଙ୍କ ମନରେ ‘ପେଗାସସ୍‌’ ଥିବା କଥା ଶନିବାର ଦିନ ମଧ୍ୟପ୍ରଦେଶର ମୁଖ୍ୟମନ୍ତ୍ରୀ ଶିବରାଜ ସିଂହ ଚୌହାନ୍‌ କଂଗ୍ରେସ ସାଂସଦ ରାହୁଲ୍‌ ଗାନ୍ଧୀଙ୍କୁ ସମାଲୋଚନା କରି କହିଛନ୍ତି।ସୂଚନାଯୋଗ୍ୟ, ଇଜ୍ରାଏଲୀୟ ‘ସ୍ପାଏୱେ‌ର୍‌’ ‘ପେଗାସସ୍‌’ ମାଧ୍ୟମରେ ତାଙ୍କ ଫୋନ୍‌