୩​‌ରେ ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି, ସମୀକ୍ଷା କଲେ କ୍ରାଇମବ୍ରାଞ୍ଚ ଡିଜି

ଭୁବନେଶ୍ବର: ଆସନ୍ତା ମାସ ୩ତାରିଖ​ରେ ବା​‌ଲେଶ୍ଵର ଗସ୍ତ କରିବେ ରାଷ୍ଟ୍ରପତି। ଏହା ପୂର୍ବରୁ ଜିଲା ଏସିପି କାର୍ଯ୍ୟାଳୟରେ ସୁରକ୍ଷା ବ୍ୟବସ୍ଥା ତଦାରଖ କରିଛନ୍ତି କ୍ରାଇମବ୍ରାଞ୍ଚ ଡିଜି।ଏହି ବୈଠକରେ ପୂର୍ବାଞ୍ଚଳ ଡିଆଇଜି, ଏସିପିଙ୍କ ସହ ଜିଲାର ବରିଷ୍ଠ ପୁଲିସ ଅଧିକାରୀମାନେ ଉପସ୍ଥିତ ଥିଲେ।

ବେଆଇନ LPG ଗ୍ୟାସ ସିଲିଣ୍ଡର କାରଖାନା ଉପରେ ଚଢ଼ାଉ

ବାଲେଶ୍ବର: ବାଲେଶ୍ବର ଜିଲ୍ଲା ଭୋଗରାଇ ବ୍ଲକ ଶୁଆଶୁନିରେ ଥିବା ବେଆଇନ ଏଲପିଜି ଗ୍ୟାସ ଟାଙ୍କି କାରଖାନା ଠାବ ହୋଇଛି। ଏହି ବେଆଇନ କାରଖାନା ଉପରେ ଯୋଗାଣ ବିଭାଗ ରେଡ୍ କରିଛି। ରେଡ୍ ବେଳେ କାରଖାନାରୁ ୫୦୦ରୁ ଅଧିକ ଚୋରା ଗ୍ୟାସ୍ ଟାଙ୍କି ଜବତ ହୋଇଛି। ଗୋଦାମରୁ ଏକ ଗ୍ୟାସ କନଭର୍ଟର ମେସିନ

ଆସନ୍ତା ୨ଦିନରେ ୨ରୁ ୩ ଡିଗ୍ରୀ ଆହୁରି ବଢ଼ିବ ତାପମାତ୍ରା, କୁହୁଡି ପାଇଁ ୬ ଜିଲ୍ଲାକୁ ୱେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର: ରାଜ୍ୟରେ ଆହୁରି ବଢ଼ିବ ରାତି ତାପମାତ୍ରା ଏବଂ କମିଯିବ ଶୀତ। ଆସନ୍ତା ୨ଦିନରେ ୨ରୁ ୩ ଡିଗ୍ରୀ ତାପମାତ୍ରା ଆହୁରି ବଢ଼ିବ। ଫେବ୍ରୁଆରୀ ୧ ଯାଏ ରାଜ୍ୟର ଅନେକ ସ୍ଥାନରେ କୁହୁଡ଼ି ରହିବା ସହ କାକର ପଡ଼ିବ। ଆଜି ୬ ଜିଲ୍ଲାରେ ଘନ କୁହୁଡ଼ି ପାଇଁ ୱେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ମୃତକଙ୍କ ନାଁରେ ଚାଉଳ ଉଠାଉଥିବା ବ୍ୟକ୍ତିଙ୍କୁ ଯୋଗାଣ ମନ୍ତ୍ରୀଙ୍କ ତାଗିଦ

ଭୁବନେଶ୍ଵର: ଯେଉଁ ରାସନକାର୍ଡ ଉପଭୋକ୍ତା ମାନେ ମୃତ ବ୍ୟକ୍ତିଙ୍କ ନାଁରେ ଚାଉଳ ଉଠାଉଥିବେ ସେମାନଙ୍କ ବିରୋଧରେ କଡା କାର୍ଯ୍ୟାନୁଷ୍ଠାନ ହେବ ବୋଲି ଚେତାବନୀ ଦେଇଛନ୍ତି ଯୋଗାଣ ମନ୍ତ୍ରୀ । ସେ କହିଛନ୍ତି ମୃତ ବ୍ୟକ୍ତିଙ୍କ ନାଁରେ ଯେତିକି ଚାଉଳ ଉଠିଥିବ,ତାହା ଦେଢ଼ଗୁଣା ସେହି ବ୍ୟକ୍ତିଙ୍କ

ପ୍ରଦୂଷଣ ପ୍ରମାଣପତ୍ର ଥିଲେ ଛାଡ଼ ହେବ ପୂର୍ବ ଜରିମାନା

ଭୁବନେଶ୍ୱର: ପ୍ରଦୂଷଣ ପ୍ରମାଣପତ୍ର ଥିଲେ ପୂର୍ବ ଜରିମାନା ଛାଡ଼ କରାଯିବ। ଗାଡ଼ିର ପ୍ରଦୂଷଣ ପ୍ରମାଣପତ୍ର ବାହାର କରିବା ବେଳେ ପୂର୍ବରୁ ଥିବା ପ୍ରଦୂଷଣ ନିୟମ ଉଲ୍ଲଂଘନଜନିତ ଜରିମାନାକୁ ସରକାରଙ୍କ ପକ୍ଷରୁ କ୍ଷମା କରି ଦିଆଯାଉଛି। କେବଳ ଥରେ କି ଦୁଇଥର ନୁହେଁ ପୂର୍ବରୁ ଯେତେଥର ବି

‘ସମୀକ୍ଷା’ ପୋର୍ଟାଲ ଉନ୍ମୋଚନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

ଭୁବନେଶ୍ୱର: ଆଜି ଷଷ୍ଠ ରାଜ୍ୟ ଅର୍ଥ କମିଶନର ଲୋକସେବା ଭବନ ଠାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଚୂଡ଼ାନ୍ତ ରିପୋର୍ଟ ପ୍ରଦାନ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ‘ସମୀକ୍ଷା’ ପୋର୍ଟାଲର ମଧ୍ୟ ଉନ୍ମୋଚନ କରିଛନ୍ତି । ଏହି ପୋର୍ଟାଲ ରାଜ୍ୟ ଅର୍ଥ କମିଶନ (SFC) ଏବଂ କେନ୍ଦ୍ର

ଚିତ୍ରକୋଣ୍ଡାରେ ଉତ୍କଳ ସାମ୍ବାଦିକ ସଙ୍ଘର ଜିଲ୍ଲା ସ୍ତରୀୟ ସାଧାରଣ ପରିଷଦ ବୈଠକ

, ନୂତନ ସଦସ୍ୟତା ଗ୍ରହଣ କଲେ ୮ ସାମ୍ବାଦିକ ମାଲକାନଗିରି (ସୁଧାଂଶୁ ଶେଖର ମହାନ୍ତି) : ମାଲକାନଗିରି ଜିଲ୍ଲା ଉତ୍କଳ ସାମ୍ବାଦିକ ସଙ୍ଘ ର ଜିଲ୍ଲା ସ୍ତରୀୟ ସାଧାରଣ ପରିଷଦ ବୈଠକ ଜିଲ୍ଲାର ଚିତ୍ରକୋଣ୍ଡା ବ୍ଲକ ସ୍ଥିତ ଇକୋ ପାର୍କ ଠାରେ ଅନୁଷ୍ଠିତ ହୋଇଯାଇଛି। ଚିତ୍ରକୋଣ୍ଡା ବ୍ଲକ ଉତ୍କଳ

ମୁଖ୍ୟମନ୍ତ୍ରୀଙ୍କୁ ଚୂଡ଼ାନ୍ତ ରିପୋର୍ଟ ପ୍ରଦାନ କଲେ ଷଷ୍ଠ ରାଜ୍ୟ ବେତନ କମିସନ

ଭୁବନେଶ୍ୱର: ଷଷ୍ଠ ରାଜ୍ୟ ଅର୍ଥ କମିସନର ଲୋକସେବା ଭବନ ଠାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଚୂଡ଼ାନ୍ତ ରିପୋର୍ଟ ପ୍ରଦାନ କରିଛନ୍ତି। କିଛି ଦିନ ପୂର୍ବରୁ ଏହି ରିପୋର୍ଟ ରାଜ୍ୟପାଳ ଡ. ହରିବାବୁ କମ୍ଭମପାଟିଙ୍କୁ ପ୍ରଦାନ କରାଯାଇଥିଲା। ଆଜି ମୁଖ୍ୟମନ୍ତ୍ରୀ ‘ସମୀକ୍ଷା’ ପୋର୍ଟାଲର ମଧ୍ୟ

‘ୱିଙ୍ଗସ ଇଣ୍ଡିଆ’ରେ ଅଂଶଗ୍ରହଣ କଲେ ଓଡ଼ିଶା ସରକାର; ଦକ୍ଷତା ବିକାଶ ଆଭିମୁଖ୍ୟକୁ ଆଗକୁ ବଢ଼ାଇବା ପାଇଁ ବୁଝାମଣାପତ୍ର…

ଭୁବନେଶ୍ବର: ଇଦ୍ରାବାଦର ବେଗୁମପେଟ୍ ଠାରେ ଆୟୋଜିତ ଏସିଆର ସବୁଠାରୁ ବଡ଼ ବେସାମରିକ ବିମାନ ଚଳାଚଳ କାର୍ଯ୍ୟକ୍ରମ ‘ୱିଙ୍ଗସ ଇଣ୍ଡିଆ ୨୦୨୬’ରେ ଓଡ଼ିଶା ସରକାର ଅଂଶଗ୍ରହଣ କରିଛନ୍ତି। ଭାରତର ବିମାନ ଚଳାଚଳ କ୍ଷେତ୍ରରେ ରାଜ୍ୟର ବଢୁଥିବା ଭୂମିକାକୁ ପ୍ରତିଫଳିତ କରି ଏହି ପାଭିଲିୟନର ବିଷୟବସ୍ତୁ

ଅଜିତଙ୍କୁ ଝୁରୁଛନ୍ତି ସମର୍ଥକ; ଆହତଙ୍କ ସାହାଯ୍ୟ ପାଇଁ ପ୍ରୋଟୋକଲ୍ ଭାଙ୍ଗିଥିଲେ

ମହାରାଷ୍ଟ୍ର : ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ ଅଜିତ୍ ପାୱାରଙ୍କ ଆଜି ଦେହାନ୍ତ ହୋଇଛି । ବାରାମତିର ଏୟାରଷ୍ଟ୍ରିପ୍ ନିକଟରେ ଏକ ବିମାନ ଦୁର୍ଘଟଣାରେ ତାଙ୍କର ମୃତ୍ୟୁ ଘଟିଛି । ତାଙ୍କ ମୃତ୍ୟୁ ଖବର ଶୁଣିବା ପରେ ତାଙ୍କ ପରିବାର ଏବଂ ସମର୍ଥକମାନେ ମର୍ମାହତ ହୋଇପଡିଛନ୍ତି । ଆପଣଙ୍କୁ