ବିମାନ ଦୁର୍ଘଟଣାରୁ ଅଳ୍ପକେ ବଞ୍ଚିଲେ ରାଜସ୍ଥାନର ପୂର୍ବତନ ଉପମୁଖ୍ୟମନ୍ତ୍ରୀ

ରାଜସ୍ଥାନ : ଆଜି ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ ଅଜିତ୍ ପାୱାରଙ୍କ ବିମାନ ଦୁର୍ଘଟଣା ପରେ ପୂର୍ବତନ ପଞ୍ଜାବ ଉପମୁଖ୍ୟମନ୍ତ୍ରୀ ଏବଂ ରାଜସ୍ଥାନ କଂଗ୍ରେସ ପ୍ରଭାରୀ ସୁଖଜିନ୍ଦର ସିଂ ରନ୍ଧାୱାଙ୍କୁ ନେଇ ଯାଉଥିବା ଏୟାର ଇଣ୍ଡିଆର ଏକ ବିମାନ ଏବେ ଜୟପୁରରେ ଲ୍ୟାଣ୍ଡିଂ କରିପାରିନଥିଲେ ।

ପ୍ରଥମ ଅବତରଣ ବିଫଳ ପରେ ମାନୁଆଲ୍ ପଦ୍ଧତିରେ ଅବତରଣ କରିବାକୁ ଚେଷ୍ଟା କରିଥିଲେ ପାଇଲଟ

ମହାରାଷ୍ଟ୍ର : VT-SSK ବିମାନଟି ଆଜି ସକାଳ ପ୍ରାୟ ୮:୧୦ ସମୟରେ ମୁମ୍ବାଇରୁ ବାରାମତୀ ଅଭିମୁଖେ ବାହାରିଥିଲା । ପ୍ରାୟ ୮:୪୫ ସମୟରେ ବାରାମତୀ ଏୟାରପୋର୍ଟରେ ଅବତରଣ କରିବା ବେଳେ ଏହା ରନୱେରୁ ବାହାରକୁ ଖସିଯାଇଥିଲା । ପୁଣେ-ବାରାମତୀ ଅଞ୍ଚଳରେ ପ୍ରବଳ କୁହୁଡ଼ି ଯୋଗୁଁ ଭିଜିବିଲିଟି ଅତି

ଆମେରିକାରେ ବରଫ ଝଡ଼, ଗଲାଣି ୪୦ରୁ ଅଧିକ ଜୀବନ

ଆମେରିକା : ଆମେରିକାରେ ଗତ ଜାନୁଆରୀ ୨୫ତାରିଖରୁ ଆରମ୍ଭ ହୋଇଥିବା ବରଫ ଝଡ ଏବେ ଅଧିକ ଘାତକ ହେବାରେ ଲାଗିଲାଣି । ଏହା ଏବେସୁଦ୍ଧା ୪୨ଟି ଜୀବନ ନେଇ ସାରିଥିବା ବେଳେ ଜନଜୀବନ ଏକପ୍ରକାର ଠପ୍ ହୋଇଯାଇଛି । ପ୍ରବଳ ବରଫପାତ ସାଙ୍ଗକୁ ହାଡ଼ଭଙ୍ଗା ଶୀତରେ ୪୦ ଟପିଲାଣି ମୃତ୍ୟୁ ସଂଖ୍ୟା ।

ଭିତ୍ତିଭୂମି ବିକାଶ କ୍ଷେତ୍ରରେ ଭାରତ ଆଗରେ ରହିଛି: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ନୂଆଦିଲ୍ଲୀ : ଆରମ୍ଭ ହେଲା ସଂସଦର ବଜେଟ ଅଧିବେଶନ । ପ୍ରଥମ ଦିନରେ ଅଭିଭାଷଣ ରଖିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । କହିଛନ୍ତି, ପ୍ରତି କ୍ଷେତ୍ରରେ ଦେଶ ଆଗକୁ ବଢ଼ୁଛି, ସାରା ବିଶ୍ବରେ ଭାରତର ଚର୍ଚ୍ଚା ହେଉଛି। ଭିତ୍ତିଭୂମି ବିକାଶ କ୍ଷେତ୍ରରେ ଭାରତ ଆଗରେ ରହିଛି ।

ଅଜିତ ପାୱାରଙ୍କ ଦେହାନ୍ତରେ ଶୋକ ପ୍ରକାଶ କଲେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ

ମହାରାଷ୍ଟ୍ର : ମହାରାଷ୍ଟ୍ର ବାରାମତିରେ ମହାରାଷ୍ଟ୍ର ଉପ ମୁଖ୍ୟମନ୍ତ୍ରୀ ଅଜିତ ପାୱାରଙ୍କ ବିମାନ ଦୁର୍ଘଟଣାରେ ମୃତ୍ୟୁ ହୋଇଛି । ଉପମୁଖ୍ୟମନ୍ତ୍ରୀଙ୍କ ଦେହାନ୍ତ ପରେ ରାଜନୈତିକ ମହଲରେ ଖେଳିଯାଇଛି ଶୋକର ଛାୟା । ଅଜିତଙ୍କ ବିୟୋଗରେ ଗଭୀର ଶୋକବ୍ୟକ୍ତ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ

ବ୍ରହ୍ମପୁତ୍ରରେ ବୁଡ଼ିଲା ଡଙ୍ଗା, ୬ ନିଖୋଜ

ଆସାମ : ଆସାମ ବାରପେଟା ଜିଲ୍ଲାରେ ବ୍ରହ୍ମପୁତ୍ର ନଦୀରେ ଏକ ଡଙ୍ଗା ବୁଡ଼ି ଛଅ ଜଣ ନିଖୋଜ ହୋଇଥିବା ଖବର ମିଳିଛି। ୨୨ ଜଣ ଏକ ଡଙ୍ଗାରେ ବ୍ରହ୍ମପୁତ୍ର ନଦୀରେ ଯାଉଥିବା ବେଳେ ବୁଡ଼ିଯାଇଥିଲା । ଏନଡିଆରଏଫ ଓ ଏସଡିଆରଏଫଙ୍କ ସହ ସ୍ଥାନୀୟ ମତ୍ସ୍ୟଜୀବୀଙ୍କ ଦ୍ୱାରା ଅନେକଙ୍କ ଉଦ୍ଧାର

ଗୁରୁଗ୍ରାମର ଏକାଧିକ ସ୍କୁଲକୁ ବୋମା ଧମକ

ଗୁରୁଗ୍ରାମ: ଦିଲ୍ଲୀ ସଂଲଗ୍ନ ଗୁରୁ ଗ୍ରାମର ଅନେକ ପ୍ରମୁଖ ସ୍କୁଲକୁ ବୋମା ଧମକ ମିଳିଛି। ଫଳରେ ଉତ୍ତେଜନା ସୃଷ୍ଟି ହୋଇଛି। ପୋଲିସ କହିଛି ଯେ ସୂଚନା ପାଇବା ପରେ ସ୍କୁଲ ପରିଚାଳନା, ପୋଲିସ ବିଭାଗ ଏବଂ ଜିଲ୍ଲା ପ୍ରଶାସନ ସତର୍କ ଅଛନ୍ତି। ପୋଲିସ ଅନୁଯାୟୀ ବିଭିନ୍ନ ସ୍କୁଲର ସରକାରୀ ଇମେଲ୍

ଓମଫେଡ୍ ବୁଥରେ ଗୁଟଖା ବିକିଲେ ଲାଇସେନ୍ସ ବାତିଲ ନେଇ ବିଏମସିର ଚେତାବନୀ

ଭୁବନେଶ୍ବର: ଓମଫେଡ୍ ବୁଥରେ ଗୁଟଖା ବିକିଲେ ଆକ୍ସନ । ଭେଣ୍ଡିଂ ଜୋନ୍, ଓମଫେଡ୍ ବୁଥରେ ଗୁଟଖା ବିକିଲେ ଆକ୍ସନ । ଲାଇସେନ୍ସ ବାତିଲ ନେଇ ଚେତାବନୀ ଦେଇଛି ବିଏମସି| ବିଏମସି ଅଞ୍ଚଳରେ ଗୁଟଖା ବିକ୍ରି ହେବ ସମ୍ପୂର୍ଣ୍ଣ ନିଷେଧ । ଜୋରଦାର୍ ହେବ ଗୁଟୁଖା ଏନଫୋର୍ସମେଣ୍ଟ

ବେକାରୀ ସମସ୍ୟାକୁ ନେଇ ରାଜରାସ୍ତାରେ ଗର୍ଜିଲା ଭଞ୍ଜସେନା

ମୟୂରଭଞ୍ଜ: ମୟୂରଭଞ୍ଜ ଜିଲ୍ଲାରେ ବେକାରୀ ସମସ୍ୟାକୁ ନେଇ ରାଜରାସ୍ତାରେ ଗର୍ଜିଲା ଯୁବଛାତ୍ର ସଂଗଠନ ଭଞ୍ଜସେନା । ରୋଜଗାର ଦିଅ ନାରା ଦେଇ ବାରିପଦା ମଧୁବନ ଠାରୁ ବିଶାଳ ଶୋଭାଯତ୍ରାରେ ବାହାରି ସହର ପରିକ୍ରମା କରିଥିଲେ । ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ କରିଛି

କୋଇଲା ଖଣି ବନ୍ଦ କଲା କମ୍ପାନୀ, ଜିଲ୍ଲାପାଳଙ୍କ ଅଫିସ ଘେରିଲେ ଶ୍ରମିକ

ସମ୍ବଲପୁର: ବିଭିନ୍ନ ସମସ୍ୟା ନେଇ ସମ୍ବଲପୁର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଘେରାଉ । ଖିଣ୍ଡା ଅଞ୍ଚଳରେ ଥିବା ଏନଏଲସି କମ୍ପାନୀର କାର୍ଯ୍ୟ କରୁଥିବା ଶ୍ରମିକ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଘେରାଉ କରିଛନ୍ତି । ଅଭିଯୋଗ କମ୍ପାନୀ ୨ ନମ୍ବର ଓ ୩ ନମ୍ବର କୋଇଲା ଖଣି ବନ୍ଦ କରି