ଭୁବନେଶ୍ବରରେ ବିଜେପି ରାଜ୍ୟ କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ

ଭୁବନେଶ୍ବର: ଭାରତୀୟ ଜନତା ପାର୍ଟି ଆଗାମୀ ସାଧାରଣ ନିର୍ବାଚନ (୨୦୨୪)ରେ କିପରି ଭାବେ ପଡ଼ିଆକୁ ଓହ୍ଲାଇବ ସେନେଇ ରଣନୀତି ପ୍ରସ୍ତୁତ କରିଛି। କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଅଧ୍ୟକ୍ଷତାରେ ବିଜେପି ସ୍ଥାନୀୟ ଏକ ହୋଟେଲରେ ଆୟୋଜିତ ‘ରାଜ୍ୟ କାର୍ଯ୍ୟକାରିଣୀ ବୈଠକ’ରେ ଶନିବାର ଏନେଇ…

ସିବିଆଇ ବିରୋଧରେ ସୁପ୍ରିମକୋର୍ଟ ଯିବେ ଅଭିଷେକ ବାନାର୍ଜୀ

କୋଲକାତା: ସ୍କୁଲ୍‌ ଚାକିରି ଦୁର୍ନୀତି ମାମଲାରେ ସିବିଆଇ ଆଜି ଟିଏମସି ଜାତୀୟ ସାଧାରଣ ସମ୍ପାଦକ ତଥା ସାଂସଦ ଅଭିଷେକ ବାନାର୍ଜୀଙ୍କୁ ପଚରାଉଚରା ପାଇଁ ଡାକିଥିଲା । ସେଠାରେ ସିବିଆଇ ଅଭିଷେକଙ୍କୁ ଅନେକ ପ୍ରଶ୍ନ ପଚାରିଛି | ତେବେ ଏହି ପଚରାଉଚୁରାକୁ ନେଇ ଅଭିଷେକ ବାନାର୍ଜୀ କହିଛନ୍ତି ଯେ…

ପୋଲିସ ଚା ପିଇବାବେଳେ ଅଭିଯୁକ୍ତ ଚମ୍ପଟ

ସମ୍ବଲପୁର: ଚା ପିଇବାବେଳେ ଅଭିଯୁକ୍ତ ଚମ୍ପଟ । ନାକଟିଦେଉଳ ପୋଲିସକୁ ଚକମା ଦେଇ ଅଭିଯୁକ୍ତ ଫେରାର । ସମ୍ବଲପୁର ଜିଲ୍ଲା ନାକଟିଦେଉଳ ଥାନା ଗୋଧିଢିପ ଛକ ନିକଟରେ ପୋଲିସ୍‌ ଚା ପିଉଥିବା ବେଳେ ଚକମା ଦେଇ ଅଭିଯୁକ୍ତ ଫେରାର ହୋଇଯାଇଛି । ବିଭିନ୍ନ ଟ୍ରାଫିକ୍‌ ପୋଷ୍ଟରେ ନାକାବନ୍ଦୀ କରି…

କର୍ଣ୍ଣାଟକର ମୁଖ୍ୟମନ୍ତ୍ରୀ ଭାବେ ସିଦ୍ଦରମେୟା ଓ ଉପମୁଖ୍ୟମନ୍ତ୍ରୀ ଭାବେ ଡି.କେ. ଶିବକୁମାରଙ୍କ ଶପଥ ଗ୍ରହଣ

ବେଙ୍ଗାଲୁରୁ: ଦ୍ବିତୀୟ ଥର ପାଇଁ ଆଜି କର୍ଣ୍ଣାଟକର ମୁଖ୍ୟମନ୍ତ୍ରୀ ଭାବେ ବିଶିଷ୍ଟ କଂଗ୍ରେସ ନେତା ସିଦ୍ଦରମେୟା ଶପଥ ଗ୍ରହଣ କରିଥିବା ସମ୍ବାଦ ସରବରାହ ସଂସ୍ଥାନ ‘ଏଏନ୍‌ଆଇ’ ରିପୋର୍ଟ କରିଛି।ବେଙ୍ଗାଲୁରୁସ୍ଥିତ ଶ୍ରୀ କାନ୍ତୀରବ ଷ୍ଟାଡିୟମ୍‌ରେ ଆୟୋଜିତ ଏହି ଭବ୍ୟ ଶପଥ ଗ୍ରହଣ ଉତ୍ସବରେ…

ରାସ୍ତା ଉପରେ ଜଳିଗଲା ‘ମୋ ବସ୍‌’, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ

ରାଉରକେଲା: ରାଉରକେଲାରେ ଆଜି ଏକ ‘ମୋ ବସ୍‌’ ଜଳିଯାଇଛି। ତେବେ ସମସ୍ତ ଯାତ୍ରୀ ଓ ବସ୍ କର୍ମଚାରୀ ସୁରକ୍ଷିତ ଅଛନ୍ତି। ଦିନ ପ୍ରାୟ ସାଢ଼େ ୧୦ଟା ବେଳେ ଏହି ଘଟଣା ଘଟିଛି। ବସ୍‌ଟି ରାଉରକେଲାରୁ ବେଦବ୍ୟାସ ଯାଉଥିବା ବେଳେ ଟିସିଆଇ ଛକ ନିକଟରେ ଏଥିରେ ନିଆଁ ଲାଗି ଯାଇଥିଲା। ସେତେବେଳେ…

ବନ୍ଦ ଘରୁ ଖଣ୍ଡ ବିଖଣ୍ଡିତ ମୃତଦେହ ମିଳିବା ଘଟଣା, ମୁଖ୍ୟ ଅଭିଯୁକ୍ତ ସାନ ଭାଇ ଗିରଫ

ବଲାଙ୍ଗୀର: ବଲାଙ୍ଗୀରର ସାଲେପାଲିପଡ଼ାରେ ବୀଭତ୍ସ ହତ୍ୟାକାଣ୍ଡର ମୁଖ୍ୟ ଅଭିଯୁକ୍ତ ସାନ ଭାଇ ଗିରଫ ହୋଇଛି। ମୁଖ୍ୟ ଅଭିଯୁକ୍ତ ସାନ ଭାଇ ପାରିବାରିକ କଳହରୁ ବଡ଼ ଭାଇକୁ ହାଣି ୮ ଖଣ୍ଡ କରିଥିଲା। ଦୁଇଦିନ ତଳେ ପଲିଥିନରେ ଖଣ୍ଡ ବିଖଣ୍ଡିତ ମୃତଦେହ ଉଦ୍ଧାର କରିଥିଲା ପୁଲିସ। ଅଭିଯୁକ୍ତକୁ…

କର୍ଣ୍ଣାଟକର କଂଗ୍ରେସ ସରକାର : ନିର୍ବାଚନୀ ପ୍ରତିଶ୍ରୁତି ପୂରଣ ପାଇଁ ୫ ନୂଆ ଯୋଜନା, ଖର୍ଚ୍ଚ ହେବ ୬୨,୦୦୦ କୋଟି

ନୂଆଦିଲ୍ଲୀ: ମତଦାନ ପରେ ବିପୁଳ ଭୋଟ ପାଇ ଜିତିଥିଲା କଂଗ୍ରେସ। ମାଟି କାମୁଡ଼ି ପଡ଼ିଥିବା କଂଗ୍ରେସ ପାଇଁ କର୍ଣ୍ଣାଟକ ବିଧାନସଭା ନିର୍ବାଚନ ଏକ ନୂଆ ଆଶା ନେଇ ଆସିଛି। ଆଜି ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଥିବା ବେଳେ ଏବେ କଂଗ୍ରେସ ଦେଇଥିବା ୫ଟି ପ୍ରତିଶ୍ରୁତି ପୂରଣ କରିବ ବୋଲି…

ବାୟୁସେନା ମିଗ୍‌-୨୧ର ଉଡ଼ାଣକୁ ସ୍ଥଗିତ ରଖିଲା…

ନୂଆଦିଲ୍ଲୀ: ରାଜସ୍ଥାନରେ ବାୟୁସେନାର ଲଢ଼ୁଆ ମିଗ୍‌-୨୧ ବିମାନ ଦୁର୍ଘଟଣାଗ୍ରସ୍ତ ହେବାର ଦୁଇ ସପ୍ତାହ ପରେ ଭାରତୀୟ ବାୟୁସେନା ସୋଭିଏତ ରୁଷିଆ ଦ୍ୱାରା ନିର୍ମିତ ଏହି ବିମାନର ପୁରୁଣା ଫ୍ଲିଟ୍‌କୁ ବନ୍ଦ କରିବାକୁ ନିଷ୍ପତ୍ତି ନେଇଛି। ମେ’ ୮ରେ ହୋଇଥିବା ଦୁର୍ଘଟଣାର ତଦନ୍ତ ଏବେ ଜାରି…

ଘରକୁ ଆସିଥିବା ପୁଲିସ କନେଷ୍ଟବଳଙ୍କ ଆତ୍ମହତ୍ୟା

ଘଟଗାଁ: କେନ୍ଦୁଝର ଜିଲ୍ଲା ଘଟଗାଁ ବ୍ଲକ୍ ଅନ୍ତର୍ଗତ ହାତିନୋଟା ଗ୍ରାମରେ ଘଟିଛି ଏକ ଅଭାବନୀୟ ଘଟଣା। ଗତକାଲି ରାତିରେ ଗାଁର ପ୍ରେମାନନ୍ଦ ନାଏକ ତାଙ୍କ ଘର ପାଖରେ ଥିବା ସଜୁନା ଗଛରେ ବେକରେ ଚୁନି ବାନ୍ଧି ଆତ୍ମହତ୍ୟା କରିଛନ୍ତି। ପ୍ରେମାନନ୍ଦ ପେୁଲିସ୍ କନେଷ୍ଟବଳ (ଏ.ଏସ୍.ଏ.ପି) ଭାବରେ…

ଆତଙ୍କବାଦୀଙ୍କୁ ପାଣ୍ଠି ଯୋଗାଣ ନେଇ ଜମ୍ମୁକଶ୍ମୀରର ୧୫ଟି ସ୍ଥାନରେ ଏନଆଇଏର ଚଢ଼ାଉ

ଶ୍ରୀନଗର: ଆତଙ୍କବାଦୀଙ୍କୁ ପାଣ୍ଠି ଯୋଗାଣକୁ ନେଇ ଆଜି ଏନଆଇଏ ବଡ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି | ଆଜି ଜାତୀୟ ଅନୁସନ୍ଧାନ ଏଜେନ୍ସି (ଏନଆଇଏ) ଜମ୍ମୁକଶ୍ମୀରର ସାତୋଟି ଜିଲ୍ଲାର ୧୫ଟି ସ୍ଥାନରେ ଚଢ଼ାଉ କରିଛି। ନିଷିଦ୍ଧ ସଂଗଠନ ଜମାତ-ଏ-ଇସଲାମୀର ଆତଙ୍କବାଦୀ କାର୍ଯ୍ୟକଳାପ ସଂପର୍କରେ…