ବ୍ଲକସ୍ତରୀୟ ମହାତ୍ମାଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନାର ଜନ ଶୁଣାଣୀ ଶିବିର

ଛତ୍ରପୁର : ସ୍ଥାନୀୟ ବ୍ଲକ ସମ୍ମିଳନୀ କକ୍ଷ ଠାରେ ବୁଧବାର ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା ଏବଂ ପ୍ରଧାନ ମନ୍ତ୍ରୀ ଆବାସ ଯୋଜନା (ଗ୍ରାମୀଣ) ର ବ୍ଲକ ସ୍ତରୀୟ ଜନଶୁଣାଣୀ ଶିବିର ବିଡିଓ ସାରଦା ପ୍ରସନ୍ନ ପଣ୍ଡାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି ।

ଶିକ୍ଷକମାନଙ୍କ ପଦୋନ୍ନତି ସୀମାକୁ କମାଇ ଦେଇଥିବାରୁ ମୁଖ୍ୟମନ୍ତ୍ରୀ ଏବଂ ଗଣଶିକ୍ଷାମନ୍ତ୍ରୀଙ୍କୁ ଧନ୍ୟବାଦ…

ଲକ୍ଷ୍ମୀପୁର : କୋରାପୁଟ ଜିଲ୍ଲା ଲକ୍ଷ୍ମୀପୁର ପ୍ରାଥମିକ ଶିକ୍ଷକ ସଂଗଠନ ତରଫରୁ ଆଜି ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏବଂ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାସଙ୍କୁ ଧନ୍ୟବାଦ ଦେବା ନିମନ୍ତେ ଏକ୍ସ ବୋର୍ଡ଼ ପ୍ରାଥମିକ ବିଦ୍ୟାଳୟ ପ୍ରାଙ୍ଗଣରେ ଏକତ୍ରିତ ହୋଇଥିଲେ | ରାଜ୍ୟ

ମା’ ଛେଉଣ୍ଡ ୩ପିଲା ଭିକ୍ଷା ବୃତ୍ତିକରି ଆଣୁଥିଲେ ଟଙ୍କା, ମଦ ପିଉଥିଲେ ବାପା…

ବ୍ରହ୍ମପୁର : ମା’ ଛେଉଣ୍ଡ ୩ ପିଲାଙ୍କୁ ଭିକ୍ଷା ବୃଦ୍ଧିରେ ଲଗାଇ ସେହି ଟଙ୍କାରେ ମଦ ପିଉଛନ୍ତି ବାପା। କିଛି ଏଭଳି ଏକ ଅଭାବନୀୟ ଘଟଣା ଘଟିଛି ଗଞ୍ଜାମ ଜିଲା କୋଦଳା ଥାନା କୋଦଳା ଏନ୍‌ଏସି ଅଞ୍ଚଳରେ। ପ୍ରଶାସନ ହସ୍ତକ୍ଷେପ କରି ୩ ଛୁଆଙ୍କୁ ଉଦ୍ଧାର କରିଛି ।ସୂଚନାଯୋଗ୍ୟ, ରଞ୍ଜନ ରଣାଙ୍କ

ଦଖଲ ଘର ଓ ଜମିର ପଟ୍ଟା ଗ୍ରାମବାସୀଙ୍କ ନାମରେ କରିବା ଦାବୀ ନେଇ ଗଂଜାମ ଜିଲ୍ଲାପାଳଙ୍କ ଉଦ୍ଦେଶ୍ୟ ସ୍ମାରକ ପତ୍ର…

ଛତ୍ରପୁର : ଛତ୍ରପୁର ବ୍ଲକ ଅନ୍ତର୍ଗତ ବଡପୁଟି ଗ୍ରାମରେ ଦଖଲ ଘର ଓ ଜମିର ପଟ୍ଟା ଗ୍ରାମବାସୀଙ୍କ ନାମରେ କରିବା ଦାବୀ ନେଇ ବୁଧବାର ଅଖିଳ ଉତ୍କଳ ଅଗ୍ନିକୂଳ କ୍ଷତ୍ରିୟ ସଂଘ , ବଡପୁଟି ଗ୍ରାମ କୂଳ ସଂଘ ଏବଂ ଗ୍ରାମବାସୀଙ୍କ ପକ୍ଷରୁ ଏକ ସ୍ମାରକ ପତ୍ର ଗଂଜାମ ଜିଲ୍ଲାପାଳଙ୍କ ଉଦ୍ଦେଶ୍ୟରେ

ଆରମ୍ଭ ହେଲା +୨ ବାର୍ଷିକ ପରୀକ୍ଷା : ଦକ୍ଷିଣାଞ୍ଚଳରେ ୭୨, ୫୭୨ ପରୀକ୍ଷାର୍ଥୀ…

ବ୍ରହ୍ମପୁର : ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ପରିଚାଳିତ +୨ କଳା, ବିଜ୍ଞାନ, ବାଣିଜ୍ୟ ଓ ଧନ୍ଦାମୂଳକ ଶିକ୍ଷାର ୨୦୨୩ ମସିହା ବାର୍ଷିକ ପରୀକ୍ଷା ଆସନ୍ତା ମାର୍ଚ୍ଚ ୧ ତାରିଖରୁ ଆରମ୍ଭ ହେଉଛି l ପୂର୍ବାହ୍ଣ ୧୦ଟାରେ ଆରମ୍ଭ ହୋଇ ଅପରାହ୍ଣ ଗୋଟାଏରେ ପ୍ରଥମ ସିଟିଂରେ ସରୁଥିବା ରାଜ୍ୟର

ଷ୍ଟାଣ୍ଡପୋଷ୍ଟରେ ଜଳ ଯୋଗାଣ ବନ୍ଦ : ଆଗକୁ ଗ୍ରୀଷ୍ମ ଋତୁ…

ବ୍ରହ୍ମପୁର : ବ୍ରହ୍ମପୁର ସହରରେ ଜଳ ସଙ୍କଟର ସ୍ଥାୟୀ ସମାଧାନ ଓ ୨୪ ଘଣ୍ଟିଆ ବିଶୁଦ୍ଧ ପିଇବା ପାଣି ଯୋଗାଣ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଜାନିବିଲି ବୃହତ୍‌ ପ୍ରକଳ୍ପ ନିମନ୍ତେ ନୂତନ ପଦକ୍ଷେପ ନିଆଯାଇଛି। କିନ୍ତୁ ଉକ୍ତ ପ୍ରକଳ୍ପରୁ ସମ୍ପୂର୍ଣ୍ଣ ଜଳ ଯୋଗାଣ ହୋଇ ନ ଥିବା ବେଳେ ସହରରେ

ସରକାରୀ ସହାୟତାରୁ ବଞ୍ଚିତ ନୀରାଶ୍ରୟା…

ଦାରିଙ୍ଗବାଡ଼ି,୦୧/୦୩ : ସରକାର ଅସହାୟ, ବୃଦ୍ଧା, ବିଧବା ଙ୍କ ସୁବିଧା କରିବାକୁ ଯାଇ ବିଭିନ୍ନ ଯୋଜନା ମାନ କରି ଛନ୍ତି ସତ ହେଲେ ସରକାରୀ ବାବୁ ମାନଙ୍କ ଖାମଖିଆଲ ମନ ଭାବରୁ ବହୁ ଯୋଜନା ପାଇବାରୁ ବଞ୍ଚିତ ହୋଇ ରହିଛନ୍ତି ଗଦାପୁର ଗ୍ରାମ ପଞ୍ଚାୟତ ଅଧିନସ୍ତ ଢୁସାରି ଗ୍ରାମର ବିଧବା ମା

ଲକ୍ଷ୍ମୀପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ସୌନ୍ଦର୍ଯ୍ୟକରଣ ଲାଗି କୋରାପୁଟ ଜିଲ୍ଲାପାଳଙ୍କ ଭିତ୍ତିଭୂମି…

ଲକ୍ଷ୍ମୀପୁର : କୋରାପୁଟ ଜିଲ୍ଲାପାଳ ଅବୁଦୁଲ ଅବତାର ଆଜି ଲକ୍ଷ୍ମୀପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର ଗସ୍ତ କରି ଭିତ୍ତି ଭୁୁୁୁମି ତର୍ଜମା କରି ଭାରପ୍ରାପ୍ତ ଡାକ୍ତର ନବ କିଶୋର କୁଣ୍ଡୁଙ୍କ ସହ ଆଲୋଚନା କରି କରିଥିଲେ । କିଛି ଦିନ ତଳେ ରାଜ୍ୟ ସରକାର ଫାଇଭ ଟି ଜରିଆରେ ମୋ ହସ୍ପିଟାଲ

ବାଲିଗୁଡ଼ା ଥାନା ଅଞ୍ଚଳରେ ପୁଣି ଚୋରି : ତାଲା ଭାଙ୍ଗି ଦୃର୍ବୁତ୍ତ ଲୁଟି ନେଲେ ସୁନା ଅଳଙ୍କାର…

ବାଲିଗୁଡ଼ା : କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଥାନା ଅଞ୍ଚଳରେ ଦିନକୁ ଦିନ ଚୋରି, ଡକାୟତି ବୃଦ୍ଧି ପାଇବାରେ ଲାଗିଛି । ଗତ ରାତିରେ ବାଲିଗୁଡ଼ା ଏନ୍ଏସି ଅନ୍ତର୍ଗତ ୨ ନଂ ଓ୍ବାର୍ଡର ଜାମପଦା ସାହିର ଜଣେ ଆର୍ମି ଅଫିସରଙ୍କ ଘରୁ ଚୋରି ହୋଇଥିବା ଜଣାପଡ଼ିଛି । ସୂଚନା ପ୍ରକାରେ ଜାମପଦା ସାହିର

ପାଟ୍ଟଖଣ୍ଡା ପବ୍ଲିକ ସ୍କୁଲର ୨୫ତମ ବାର୍ଷିକ ଉତ୍ସବ ପାଳିତ…

ବାଲିଗୁଡା : କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ପାଟ୍ଟଖଣ୍ଡା ପବ୍ଲିକ ସ୍କୁଲର ୨୫ ତମ ବାର୍ଷିକ ଉତ୍ସବ ବିଦ୍ୟାଳୟ ପରିସରରେ ମହାସମାରୋହରେ ପାଳିତ ହୋଇଯାଇଛି l ଉକ୍ତ ଉତ୍ସବରେ ମୁଖ୍ୟଅତିଥି ଭାବେ ଉପ ଜିଲ୍ଲାପାଳ ଏମଏସ.ମଧୁମିତା ଯୋଗ ଦେଇ ପ୍ରଦୀପ ପ୍ରଜ୍ଜଳନ କରି ଆନୁଷ୍ଠାନିକ ଭାବେ ଉଦଘାଟନ