ଦାୟିତ୍ୱ ନେଲେ ନୂଆ ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନା…

ଭୁବନେଶ୍ବର: ବରିଷ୍ଠ ଆଇଏଏସ୍ ଅଫିସର ପ୍ରଦୀପ କୁମାର ଜେନା ରାଜ୍ୟର ନୂଆ ମୁଖ୍ୟ ଶାସନ ସଚିବ ଭାବେ ବୁଧବାର ଦାୟିତ୍ୱ ଗ୍ରହଣ କରିଛନ୍ତି । ଏହି ଅବସରରେ ଅତିରିକ୍ତ ଶାସନ ସଚିବ, ବିଭିନ୍ନ ବିଭାଗର ପ୍ରମୁଖ ଶାସନ ସଚିବ, ଅଧିକାରୀ, କର୍ମଚାରୀ ଏବଂ ବିଭିନ୍ନ ବର୍ଗର ବ୍ୟକ୍ତିବିଶେଷ ତାଙ୍କୁ

ମରାମତି ବେଳେ ଛିଡ଼ିପଡ଼ିଲା ଡାକୋଟା, ୨ କର୍ମଚାରୀ ଆହତ…

ଭୁବନେଶ୍ବର: ମରାମତି ବେଳେ ହାଇଡ୍ରା ବେଲ୍ଟରୁ ଛିଡ଼ିପଡ଼ିଲା ବିଜୁ ବାବୁଙ୍କ ଡାକୋଟା ବିମାନ। ଭୁବନେଶ୍ୱର ଏୟାରପୋର୍ଟ ସାମ୍ନାରେ ମରାମତି ବେଳେ ଘଟିଥିବା ଏହି ଅଘଟଣରେ ୨ ଜଣ କର୍ମଚାରୀ ଆହତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ଜଣଙ୍କ ମୁଣ୍ଡ ଫାଟି ଯାଇଥିବା ବେଳେ ଅନ୍ୟଜଣେ ସାମାନ୍ୟ ଆହତ

ମୋ ଝିଅ ବହୁତ ଷ୍ଟ୍ରଙ୍ଗ, ସେ କେବେବି ଆତ୍ମହତ୍ୟା କରିବନି, ତାକୁ ତଣ୍ଟି ଚିପି ମାରିଦେଇଛନ୍ତି : ଛାତ୍ରୀଙ୍କ ମା’

ସମ୍ବଲପୁର: ‘ମୋ’ ଝିଅ ବହୁତ ଷ୍ଟ୍ରଙ୍ଗା। ସେ କେବେବି ଆତ୍ମହତ୍ୟା କରିବନି। ଜୋରଜବରଦସ୍ତ ତଣ୍ଟି ଚିପି ତାକୁ ମାରିଦେଇଛନ୍ତି। କେବଳ ଜଣଙ୍କ ଦ୍ୱାରା ବି ଏହା ସମ୍ଭବ ନୁହେଁ, ଏଥିରେ ଆହୁରି କିଛି ଜଣଙ୍କ ସମ୍ପୃକ୍ତି ରହିଛି। ’ ନିଖୋଜ ଭିସୁଟ ଛାତ୍ରୀ ଚିନ୍ମୟୀ ପ୍ରିୟଦର୍ଶିନୀ ସାହୁଙ୍କ ମୃତଦେହ

ରାଜ୍ୟର କୌଣସି ସଂଗ୍ରହାଳୟର ପ୍ରବେଶ ଦେୟ ୧୦ ଟଙ୍କାରୁ ଅଧିକ ନ କରିବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ…

ଭୁବନେଶ୍ବର: ଓଡ଼ିଶା କଳାର ଭୂମି। ଆମର କଳା, ସଂସ୍କୃତି ସାରା ବିଶ୍ବରେ ଓଡିଶାର ଏକ ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଛି। ଆମର ଏହି ମହାନ ଐତିହ୍ୟର ସଂରକ୍ଷଣ ଏବଂ ପ୍ରଚାର ପ୍ରସାର ଦିଗରେ ସଂଗ୍ରହାଳୟ ଗୁଡିକ ଗୁରୁତ୍ବପୂର୍ଣ୍ଣ ଭୂମିକା ଗ୍ରହଣ କରିଆସିଛି । ଜନସାଧାରଣ, ବିଶେଷ କରି ଯୁବ

ଝାଡ଼ଖଣ୍ଡ ଓ ପଶ୍ଚିମବଙ୍ଗର ଦୁଇ ଲୁଟେରାଙ୍କୁ ଗିରଫ କଲା କ୍ୟାଣ୍ଟନମେଣ୍ଟ ଥାନା ପୁଲିସ…

କଟକ: କ୍ୟାଣ୍ଟନମେଣ୍ଟ ଥାନା ପୁଲିସକୁ ବଡ଼ ସଫଳତା ମିଳିଛି। ଏହି ଥାନାର ପୁଲିସ ଟିମ୍‌ ଝାଡ଼ଖଣ୍ଡ ଓ ପଶ୍ଚିମବଙ୍ଗର ଦୁଇ ଜଣ ମୋବାଇଲ୍‌ ଫୋନ୍‌ ଲୁଟେରାଙ୍କୁ ଗିରଫ କରିଛନ୍ତି। ଅଭିଯୁକ୍ତମାନଙ୍କ ଠାରୁ ପୁଲିସ ୯୦ଟି ମୋବାଇଲ ଫୋନ୍‌ ଜବତ କରିଛି। ଏହାର ବଜାର ମୂଲ୍ୟ ପ୍ରାୟ ୧୭ ଲକ୍ଷ ଟଙ୍କା ହେବ।

ଖୁବ୍ ଶୀଘ୍ର ୪୦ ହଜାର ଶିକ୍ଷକ ନିଯୁକ୍ତି : ଗଣଶିକ୍ଷା ମନ୍ତ୍ରୀ…

ଭୁବନେଶ୍ବର: ଖୁବ୍ ଶୀଘ୍ର ପ୍ରାଥମିକ ସ୍କୁଲ ପାଇଁ ୨୦ ହଜାର ଶିକ୍ଷକ ନିଯୁକ୍ତି ହେବେ। ଏନେଇ ବିଜ୍ଞାପନ ପ୍ରକାଶ ସରିଛି। ସେହିପରି ହାଇ ସ୍କୁଲ ପାଇଁ ମଧ୍ୟ ୨୦ ହଜାର ଶିକ୍ଷକ ନିଯୁକ୍ତି ହେବେ। ଏନେଇ ବିଜ୍ଞାପନ ମଧ୍ୟ ବାହାରି ସାରିଛି। ମୋଟ ୪୦ ହଜାର ନିଯୁକ୍ତି ଶିକ୍ଷକ ନିଯୁକ୍ତି ନିମନ୍ତେ

ଲାଞ୍ଚ ନେଉଥିଲା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଲେ ଏଏସ୍‌ଆଇ ଓ ହୋମଗାର୍ଡ…

ବାଲେଶ୍ୱର: ଖନ୍ତାପଡ଼ା ଥାନାରେ ବୁଧବାର ଅପରାହ୍‌ଣରେ ଭିଜିଲାନ୍ସର ଏହି ଚଢ଼ଉ ହୋଇଛି। ଏହି ଥାନାରେ ଏକ ମାମଲାର ରଫାଦଫା କରିବାକୁ ୨୦ ହଜାର ଟଙ୍କା ଲାଞ୍ଚ ନେଉଥିଲା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି ଏଏସ୍‌ଆଇ ଓ ହୋମଗାର୍ଡ। ଭିଜିଲାନ୍‌ସ ହାତରେ ପୁଲିସ ଏଏସ୍‌ଆଇ ରତିକାନ୍ତ ଦାସ ଓ

ମୁଖ୍ୟମନ୍ତ୍ରୀ ଓ ଗୃହ ରାଷ୍ଟ୍ରମନ୍ତ୍ରୀଙ୍କ ନାମରେ ସ୍ବାଧିକାର ଭଙ୍ଗ ପ୍ରସ୍ତାବ ଆଣିଲେ ନରସିଂହ…

ଭୁବନେଶ୍ବର: ଗୃହରେ ବିଭ୍ରାନ୍ତିକର ତଥ୍ୟ ରଖିଥିବାରୁ ମୁଖ୍ୟମନ୍ତ୍ରୀ ଓ ଗୃହ ରାଷ୍ଟ୍ରମନ୍ତ୍ରୀଙ୍କ ନାମରେ ସ୍ବାଧିକାର ଭଙ୍ଗ ପ୍ରସ୍ତାବ ଆଣିଛନ୍ତି କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ର। ମନ୍ତ୍ରୀ ନବ ଦାସ ହତ୍ୟା ଘଟଣାରେ ଶ୍ରୀ ମିଶ୍ର ପଚରିଥିବା ଏକ ପ୍ରଶ୍ନର ଉତ୍ତରରେ

ପାୱାର ଚ୍ୟାନେଲକୁ ଡେଇଁଥିବା ଭିସୁଟ ଛାତ୍ରୀଙ୍କ ମୃତଦେହ ଉଦ୍ଧାର

ସମ୍ବଲପୁର: ପାୱାର ଚ୍ୟାନେଲକୁ ଡେଇଁ ଗତକାଲିଠୁ ନିଖୋଜ ଥିବା ବୁର୍ଲା ଭିସୁଟ ଛାତ୍ରୀଙ୍କ ମୃତଦେହ ଆଜି ଠାବ ହୋଇଛି। ଅଗ୍ନିଶମ କର୍ମଚାରୀ ଗତକାଲି ରାତିରୁ ଖୋଜାଖୋଜି ଆରମ୍ଭ କରିଥିବା ବେଳେ ଆଜି ପୂର୍ବାହ୍ନ ପ୍ରାୟ ୯ଟା ପରେ ଚିନ୍ମୟୀ ପ୍ରିୟଦର୍ଶିନୀ ସାହୁଙ୍କ ମୃତଦେହକୁ ଠାବ କରିଛନ୍ତି।

ଯୁବମୋର୍ଚ୍ଚା କାର୍ଯ୍ୟକର୍ତ୍ତାଙ୍କ ଉପରେ ପୁଲିସର ମାତ୍ରାଧିକ କାର୍ଯ୍ୟାନୁଷ୍ଠାନକୁ ନିନ୍ଦା କଲେ ଧର୍ମେନ୍ଦ୍ର…

ଭୁବନେଶ୍ୱର: ରାଜ୍ୟର ବିପର୍ଯ୍ୟସ୍ତ ଆଇନଶୃଙ୍ଖଳା ପ୍ରତିବାଦରେ ବିଜେପି ଯୁବ ମୋର୍ଚ୍ଚାର ବିଧାନସଭା ଘେରାଉ ସମୟରେ ପୋଲିସର ମାତ୍ରାଧିକ ଓ ଏକପାଖିଆ କାର୍ଯ୍ୟାନୁଷ୍ଠାନକୁ କଠୋର ଭାଷାରେ ନିନ୍ଦା କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଶ୍ରୀ ପ୍ରଧାନ ଟ୍ୱିଟ୍ କରିଛନ୍ତି ଯେ