Sign in
Sign in
Recover your password.
A password will be e-mailed to you.
କରଞ୍ଜିଆ ବନଖଣ୍ଡରେ ଜଳୁଛି ଜଙ୍ଗଲ
କରଞ୍ଜିଆ: ଜଳୁଛି ଜଙ୍ଗଲ । ଏକର ଏକର ଜଙ୍ଗଲରେ ଲାଗିଛି ନିଆଁ । କରଞ୍ଜିଆ ବନଖଣ୍ଡ ସରଭାଡ଼ି ଜଙ୍ଗଲ ହୁତୁହୁତୁ ହୋଇ ଜଳୁଛି । ବନବିଭାଗ କର୍ମଚାରୀଙ୍କ ଉଦ୍ୟମ ସତ୍ତ୍ୱେ ବି ନିଆଁକୁ ଆୟତ୍ତ କରାଯାପାରିନାହଁ ।
ଗତ କିଛିଦିନ ହେବ ଶିମିଳିପାଳ ଅଭୟାରଣ୍ୟର ବିଭିନ୍ନ ରେଞ୍ଜ ଅଞ୍ଚଳରେ ନିଆଁ!-->!-->!-->…
ଆସନ୍ତାକାଲିଠୁ ଆରମ୍ଭ ହେବ ଯୁକ୍ତ ଦୁଇ ପରୀକ୍ଷା…
ଭୁବନେଶ୍ୱର:ଆସନ୍ତାକାଲିଠୁ ଆରମ୍ଭ ହେଉଛି ଯୁକ୍ତ ଦୁଇ ପରୀକ୍ଷା । ଏଥିପାଇଁ ସବୁ ପ୍ରସ୍ତୁତି ଶେଷ ହୋଇଛି । ଆଜି ସନ୍ଧ୍ୟା ସୁଦ୍ଧା ୨୦୨ଟି ହବ୍ରେ ପ୍ରଶ୍ନପତ୍ର ସହ ଅନ୍ୟାନ୍ୟ ଜରୁରୀ କାଗଜପତ୍ର ପହଞ୍ଚିବ । ହେଲେ ଏସବୁ ଭିତରେ ଅଧ୍ୟାପକଙ୍କ ଆନ୍ଦୋଳନ ସରକାରଙ୍କୁ ଚିନ୍ତାରେ ପକାଇଦେଇଛି । କାରଣ!-->…
ବିପ୍ଲବୀ ଚନ୍ଦ୍ରଶେଖର ଆଜାଦଙ୍କ ଶହୀଦ ଦିବସ ପାଳନ…
ବ୍ରହ୍ମପୁର : ବ୍ରହ୍ମପୁରର ଅଗ୍ରଣୀ ସାଂସ୍କୃତିକ ଅନୁଷ୍ଠାନ ପୂଜ୍ୟପୂଜା ସମିତି ପକ୍ଷରୁ ସ୍ଥାନୀୟ ବିଜିପୁର କମ୍ୟୁନିଟି ହଲ ଠାରେ ଆଜି ମହାନ ବିପ୍ଲବୀ, ସ୍ୱାଧୀନତା ସଂଗ୍ରାମୀ ଚନ୍ଦ୍ର ଶେଖର ଆଜାଦଙ୍କ ୯୩ତମ ସହୀଦ ଦିବସ ପାଳନ ହୋଇଯାଇଛି l ଏହି ଅବସରରେ ସମିତି ସଭାପତି ବଂଶୀଧର ଭୂୟାଁଙ୍କ!-->…
ଚିକିତ୍ସା ଅବହେଳାରୁ ଏମ୍କେସିଜିରେ ରୋଗୀଙ୍କ ମୃତ୍ୟୁ ଅଭିଯୋଗ…
ବ୍ରହ୍ମପୁର: ଦକ୍ଷିଣ ଓଡ଼ିଶାର ପ୍ରାଣ କେନ୍ଦ୍ର କୁହାଯାଇଥିବା ଏମ୍କେସିଜି ମେଡ଼ିକାଲ କଲେଜ ଓ ହସ୍ପିଟାଲର ରୋଗୀ ଚିକିତ୍ସା ବ୍ୟବସ୍ଥା ନିମ୍ନଗାମୀ ହୋଇଛି । ଯାହାଫଳରେ ଚିକିତ୍ସା ଅବହେଳାରୁ ସାଧାରଣ ରୋଗୀଟି ଅକାଳରେ ମୃତ୍ୟୁ ବରଣ କରିଥିବା ଅଭିଯୋଗ ହୋଇ ଆସୁଛି । ମେଡକାଲରେ କାର୍ଯ୍ୟ!-->…
ସ୍ତ୍ରୀକୁ ପିଟିପିଟି ମାରିବା ପରେ ବିଷ ପିଇ ଜୀବନ ହାରିଲା ସ୍ୱାମୀ…
ସୋର ; ପାରିବାରିକ କଳହର କରୁଣ ପରିଣତି । ସ୍ତ୍ରୀକୁ ମାରି ବିଷ ପିଇଲା ସ୍ୱାମୀ । ବାଲେଶ୍ୱର ଜିଲ୍ଲା ଖଇରା ଥାନା ତିଳଦା ଆଠଘରିଆ ଗାଁରେ ଅଘଟଣ ଘଟିଛି। ମୃତକ ହେଲେ ବାବୁ ଦାସ ଓ ମିନାକ୍ଷୀ ଦାସ। କୌଣସି କାରଣରୁ ଦୁଇଜଣଙ୍କ ମଧ୍ୟରେ ପ୍ରଥମେ ବଚସା ହୋଇଥିଲା। ପରେ ହାତାହାତି ହୋଇଥିଲେ!-->…
ଡକାୟତି ଗ୍ୟାଙ୍ଗର ପର୍ଦ୍ଦାଫାଶ କଲା ବାଲିଗୁଡ଼ା ପୋଲିସ୍…
ନଗଦ ଟଙ୍କା ସହ ମାରଣାସ୍ତ୍ର ଓ ଚୋରି ମୋଟରସାଇକେଲ ଜବତବାଲିଗୁଡ଼ା : ଏକ ୬ଜଣିଆ ଡକାୟତି ଗ୍ୟାଙ୍ଗର ପର୍ଦ୍ଦାଫାଶ କଲା ବାଲିଗୁଡ଼ା ପୋଲିସ୍ । ଏନେଇ ବାଲିଗୁଡ଼ା ଏସଡିପିଓ ରୋହିତ ବର୍ମା ସାମ୍ବାଦିକ ସମ୍ମିଳନୀ ମାଧ୍ୟମରେ ସୂଚନା ଦେଇଛନ୍ତି । ନଗଦ ଏକଲକ୍ଷ ଟଙ୍କା, ଗୋଟିଏ ଦେଶୀ ପିସ୍ତଲ୍, ଗୋଟିଏ!-->…
ବାହାଘର ପୂର୍ବରୁ ବିଷ ପିଇ ଜୀବନ ହାରିଲେ ଯୁବତୀ…
ଭଞ୍ଜନଗର : ବିଷ ପିଇ ଯୁବତୀଙ୍କ ଆତ୍ମହତ୍ୟା । ଗଂଜାମ ଜିଲ୍ଲା ତାରାସିଙ୍ଗି ଥାନା ଅନ୍ତର୍ଗତ ନୂଆଁଟାଙ୍ଗଣ ଗାଁରେ ଘଟିଛି ଏଭଳି ଘଟଣା । ଯୁବତୀଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ଭଞ୍ଜନଗର ମେଡିକାଲରେ ଭର୍ତ୍ତି କରାଯାଇଥିବା ବେଳେ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ ।
!-->!-->!-->…
ହତ୍ୟାକାରୀକୁ ଦଶବର୍ଷ କାରାଦଣ୍ଡ…
ସୁନ୍ଦରଗଡ଼ : ଆଜି ମାନ୍ୟବର ଜିଲ୍ଲା ଦୌରା ଜଜ ଶ୍ରୀ ଶୁଭଦର୍ଶୀ ପଟନାୟକ ସୁନ୍ଦରଗଡ଼ ଏସ.ଟି କେଶ୍ ନମ୍ୱର୍ ୯୪/୨୦୧୮ ରେ ଏକ ହତ୍ୟା ଘଟଣାରେ ଜଣେ ଅପରାଧୀ ଭ୍ରମର କୁଅଁରକୁ ଆଇ.ପି.ସି ର ଦଫା ୩୦୪(୧) ରେ ଦଶ ବର୍ଷ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି । ସୁନ୍ଦରଗଡ଼ ଜିଲ୍ଲା ହେମଗିରି ଥାନା!-->…
ଜିଲ୍ଲାପାଳଙ୍କ ହିଞ୍ଜିଳିକାଟୁ ଗସ୍ତ, ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟ ସମୀକ୍ଷା…
ହିଞ୍ଜିଳିକାଟୁ ୨୮।୨ : ଗଞ୍ଜାମ ଜିଲ୍ଲାପାଳ ଦିବ୍ୟଜ୍ୟୋତି ପରିଡା ମଙ୍ଗଳବାର ହିଞ୍ଜିଳିକାଟୁ ଗସ୍ତରେ ଆସି ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ ର ସମୀକ୍ଷା କରିଥିଲେ। ପ୍ରଥମେ ହିଞ୍ଜିଳିକାଟୁ ପୌରପରିଷଦ ନୁତନ ବସଟର୍ମୀନାଲ ପରିସରକୁ ଲାଗି ଚାଲିଥିବା ନିର୍ମାଣାଧୀନ ମାର୍କେଟ କମ୍ପ୍ଲେକ୍ସ ର!-->…
ସମାଜସେବୀ ଅଶୋକ ପରିଡା ସମ୍ବର୍ଦ୍ଧିତ…
ଫୁଲବାଣୀ : କନ୍ଧମାଳ ଜିଲ୍ଲାର ସ୍ୱଛାସେବୀ ଅନୁଷ୍ଠାନ ସେନସଭଲର ବାର୍ଷିକ ଉତ୍ସବ ଟିକାବାଲିର ଦାସାଗୁଡା ଠାରେ ଅନୁଷ୍ଠିତ ହୋଇଛି । ସେନସଭଲର ସମ୍ପାଦକ ପ୍ରଶାନ୍ତ କୁମାର ପ୍ରଧାନ ୨୩ ତମ ବାର୍ଷିକ ଉତ୍ସବରେ ଅତିଥି ପରିଚୟ ପ୍ରଦାନ କରି ଅନୁଷ୍ଠାନର କାର୍ଯ୍ୟକ୍ରମ ବିବରଣୀ ପାଠ!-->…