Sign in
Sign in
Recover your password.
A password will be e-mailed to you.
ଓଡ଼ିଶା ରାଜ୍ୟ ଦଲିଲ ଲେଖକ ଓ ମୋହରିର ସଂଘ ତରଫରୁ ଭିନ୍ନକ୍ଷମ ଶିଶୁଙ୍କୁ ଶୀତ ବସ୍ତ୍ର ବଣ୍ଟନ
ବାଲିଗୁଡ଼ା, ତା, ୨୭/୦୧: କନ୍ଧମାଳ ଜିଲ୍ଲା ବାଲିଗୁଡା ଅଞ୍ଚଳ ର ଅଗ୍ରଣୀ ସ୍ଵେଚ୍ଛାସେବୀ ଅନୁଷ୍ଠାନ ବନବାସୀ ସେବା ସମିତି ଦ୍ଵାରା ପରିଚାଳିତ ରେଡ୍କ୍ରସ ଦୃଷ୍ଟିହୀନ ବିଦ୍ୟାଳୟର ଭିନ୍ନକ୍ଷମ ଛାତ୍ରଛାତ୍ରୀ ମାନଙ୍କୁ ବନବିହାର ନିମନ୍ତେ ଭଞ୍ଜନଗର ସ୍ଥିତ ଫରେଷ୍ଟ ପାର୍କ ବୁଲିବାକୁ ଯାଇଥିଲେ।!-->…
୭୭ ତମ ସାଧାରଣତନ୍ତ୍ର ଦିବସରେ ଦୃଷ୍ଟିବାଧିତ ଛାତ୍ରଛାତ୍ରୀଙ୍କ ସଫଳତା
ବାଲିଗୁଡ : କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ସ୍ଥିତ ବିଜୁ ପଟ୍ଟନାୟକ ମିନି ଷ୍ଟାଡିୟମରେ ୭୭ତମ ସାଧାରଣତନ୍ତ୍ର ଦିବସ - ୨୦୨୬ ମହା ଆଡ଼ମ୍ବରରେ ଅନୁଷ୍ଠିତ ହୋଇ ଯାଇଛି। ଏହି ଉତ୍ସବରେ ସ୍ଥାନୀୟ ବିଦ୍ୟାଳୟ ଓ ମହାବିଦ୍ୟାଳୟର ଛାତ୍ରଛାତ୍ରୀମାନେ ଅଂଶଗ୍ରହଣ କରିଥିଲେ। କିନ୍ତୁ ଗର୍ବ ଏବଂ ଗୌରବର!-->…
ଟିପିଏସ୍ଓଡିଏଲ୍ ପକ୍ଷରୁ ସାଧାରଣତନ୍ତ୍ର ଦିବସ ପାଳିତ
ବ୍ରହ୍ମପୁର: ଟିପି ସଦର୍ଣ୍ଣ ଓଡ଼ିଶା ଡିଷ୍ଟ୍ରିବ୍ୟୁସନ୍ ଲିମିଟେଡ୍ (ଟିପିଏସ୍ଓଡିଏଲ୍) ୭୭ତମ ସାଧାରଣତନ୍ତ୍ର ଦିବସ ଗର୍ବ ଓ ଦେଶପ୍ରେମର ଉତ୍ସାହ ସହିତ ପାଳନ କରାଯାଇଛି। ବ୍ରହ୍ମପୁରସ୍ଥିତ ଏହାର କର୍ପୋରେଟ୍ କାର୍ଯ୍ୟାଳୟରେ ସିଇଓ ଶ୍ରୀ ଅମିତ କୁମାର ଗର୍ଗ ଜାତୀୟ ପତାକା ଉତ୍ତୋଳନ କରି!-->…
କୋଲକାତାରେ ୫ ନିପା ଭାଇରସ ଆକ୍ରାନ୍ତ ଚିହ୍ନଟ, ଆଲର୍ଟରେ ଅଛି ସ୍ୱାସ୍ଥ୍ୟ ବିଭାଗ
ଭୁବନେଶ୍ବର: ପଶ୍ଚିମବଙ୍ଗରେ ନିପା ଭାଇରସ୍ ଆତଙ୍କ । କୋଲକାତାର ୫ଜଣ ନିପା ଭାଇରସ ଆକ୍ରାନ୍ତ ଚିହ୍ନଟ ପରେ ଆଲର୍ଟରେ ଅଛି ସ୍ୱାସ୍ଥ୍ୟ ବିଭାଗ । ଆକ୍ରାନ୍ତଙ୍କ ମଧ୍ୟରେ ଜଣେ ଡାକ୍ତର ଓ କିଛି ନର୍ସ ଅଛନ୍ତି । ସେମାନଙ୍କ ମଧ୍ୟରୁ ଦୁଇ ଜଣ ନର୍ସଙ୍କ ଅବସ୍ଥା ସଂକଟାପନ୍ନ ରହିଛି!-->…
ଗଂଜାମ ଜିଲାସ୍ତରୀୟ ଜାତୀୟ ମତଦାତା ଦିବସ : ୧୩ ଜଣ ବୁଥ୍ ସ୍ତରୀୟ ଅଧିକାରୀ ଓ ୧୩ ଜଣ ବିଏଲଓ ସୁପର ଭାଇଜର ପୁରସ୍କୃତ
ଛତ୍ରପୁର : ଗଂଜାମ ଜିଲାସ୍ତରୀୟ ଜାତୀୟ ମତଦାତା ଦିବସ-୨୦୨୬ ମହାସମାରୋହରେ ଛତ୍ରପୁରସ୍ଥିତ ଜିଲ୍ଲାପରିଷଦ ଋଷିକୁଲ୍ୟା ସମ୍ମିଳନୀ କକ୍ଷରେ ପାଳିତ ହୋଇଯାଇଛି । ମୁଖ୍ୟଅତିଥି ଭାବେ ଅତିରିକ୍ତ ଜିଲ୍ଲାପାଳ ଦେବଦତ୍ତ ପଣ୍ଡା ଯୋଗଦେଇ ଜାତୀୟ ମତଦାତା ଦିବସର ମହତ୍ଵ ଓ ମତଦାନର ଗୁରୁତ୍ବ ସମ୍ପର୍କରେ!-->…
ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିରର ତ୍ରିଂଶତମ ବାର୍ଷିକ ଉତ୍ସବ : ଯୋଗଦେଲେ ଓଡିଶା ବିଧାନସଭାର ବାଚସ୍ପତି
ନୟାଗଡ଼,୨୭/୦୧(ନିସର୍ତ୍ତ): ନୟାଗଡ଼ ଜିଲ୍ଲା ରଣପୁର ବ୍ଲକ ଅନ୍ତର୍ଗତ ରାଜସୁନାଖଳା ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରର ତ୍ରିଂଶତମ ବାର୍ଷିକ ଉତ୍ସବ ମହାସମାରୋହରେ ପାଳିତ ହୋଇଯାଇଛି । ଆୟୋଜିତ ଏହି ସଭାରେ ପରିଚାଳନା ସମିତି ସଭାପତି ପ୍ରଶାନ୍ତ କୁମାର ତ୍ରିପାଠୀଙ୍କ ସଭାପତିତ୍ୱରେ ମୁଖ୍ୟଅତିଥି!-->…
ବୁଧବାର ଶ୍ରୀଜିଉଙ୍କ ଶ୍ରୀମୁଖ ଶୃଙ୍ଗାର ନୀତି: ସନ୍ଧ୍ୟା ୬ରୁ ରାତି ୧୦ ଯାଏଁ ସର୍ବସାଧାରଣ ଦର୍ଶନ ବନ୍ଦ
ପୁରୀ: ଆସନ୍ତାକାଲି ୩ ରୁ ୪ ଘଣ୍ଟା ପର୍ଯ୍ୟନ୍ତ ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କ ସାଧାରଣ ଦର୍ଶନ ବନ୍ଦ ରହିବ । ସ୍ୱତନ୍ତ୍ର ‘ବନକଲାଗି’ ବା ଶ୍ରୀମୁଖ ଶୃଙ୍ଗାର ନୀତି ଅନୁଷ୍ଠିତ ହେବ । ମହାପ୍ରଭୁଙ୍କ ଏହା ଏକ ଗୁପ୍ତ ନୀତି ହୋଇଥିବାରୁ ଏହି ସମୟରେ କିଛି ଘଣ୍ଟା ପାଇଁ ସାଧାରଣ ଦର୍ଶନ ବନ୍ଦ ରହିବ ।!-->…
ବଢ଼ିଲା ଅଙ୍ଗନବାଡି ପିଲାଙ୍କ ପୋଷାକର ମୂଲ୍ୟ
ଭୁବନେଶ୍ୱର: ବଢିଲା ଅଙ୍ଗନୱାଡି ପିଲାଙ୍କ ପୋଷାକର ମୂଲ୍ୟ । ମାଳତୀ ଦେବୀ ପ୍ରକ୍ ବିଦ୍ୟାଳୟ ଯୋଜନାରେ ପ୍ରିସ୍କୁଲ ପିଲାଙ୍କ ପୋଷାକର ମୂଲ୍ୟ ବଢ଼ାଯାଇଛି । ସ୍କୁଲର ଉଭୟ ପୋଷାକ ଓ ଜୋତା ପାଇଁ ବଢ଼ାଯାଇଛି ସରକାରୀ ଖର୍ଚ୍ଚ। ପୋଷାକ ଓ ଜୋତା ପାଇଁ ବଢିବ ସରକାରୀ ଖର୍ଚ୍ଚ । ପୂର୍ବରୁ ଛାତ୍ରଙ୍କ!-->…
୩ରେ ପୁରୀ ଆସିବେ ମହାମହିମ, ଶ୍ୱେତଗଙ୍ଗାରେ କରିବେ ପିଣ୍ଡଦାନ
ପୁରୀ: ଆସନ୍ତା ୩ ତାରିଖ ଦିନ ଓଡିଶା ଗସ୍ତରେ ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ପୁରୀ ଯାଇ ଶ୍ରୀମନ୍ଦିରରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କୁ ଦର୍ଶନ କରିବେ ରାଷ୍ଟ୍ରପତି । ଏହାସହ ମହାମହିମ ପଞ୍ଚତୀର୍ଥ ଶ୍ୱେତଗଙ୍ଗା ପୁଷ୍କରିଣୀକୁ ଯାଇ ପିଣ୍ଡଦାନ କରିବାର କାର୍ଯ୍ୟକ୍ରମ ରହିଛି । ପରେ!-->…
ପୋଖରୀରୁ ନବଜାତ ଶିଶୁକନ୍ୟାର ମୃତଦେହ ଉଦ୍ଧାର
ବ୍ରହ୍ମପୁର: ପୁଣି ଅଲୋଡା ହେଲା ଶିଶୁ କନ୍ୟା। ଗଞ୍ଜାମ ଦିଗପହଣ୍ଡି ଥାନା ଭୀଷ୍ମଗିରୀ ପୋଖରୀରେ ଭାସୁଛି ନବଜାତ ଶିଶୁକନ୍ୟାର ମୃତଦେହ ଉଦ୍ଧାର। ବିଳମ୍ବିତ ରାତିରେ ନବଜାତ ଶିଶୁ କନ୍ୟାକୁ ଫିଙ୍ଗି ଦେଇଥିବା ସନ୍ଦେହ। ନବଜାତକୁ ଦେଖି ପୋଲିସକୁ ଖବର ଦେଲେ ସ୍ଥାନୀୟ ଲୋକେ।
ପୋଲିସ ଖବର ପାଇ!-->!-->!-->…