ବିଜେପି ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ…

ଫୁଲବାଣୀ : କନ୍ଧମାଳ ଜିଲ୍ଲା ବିଜେପି ସଭାପତି ଜଗନ୍ନାଥ ସାହୁଙ୍କ ନେତୃତ୍ଵରେ ଏକ ରାଲି ବାହାରି ଜିଲ୍ଲପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଦଳ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରାଯାଇଥିଲା l ପ୍ରକାଶ ଥାଉ କି ସ୍ଵାସ୍ଥ୍ୟମନ୍ତ୍ରୀ ନବ ଦାସ ହତ୍ୟା ମାମଲାରେ ସରଗରମ ହୋଇଛି ରାଜ୍ୟ ରାଜନୀତି ।

ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ରଙ୍କ ବିରୋଧରେ ସଂଗୀନ ଦଫା

ସମ୍ବଲପୁର: ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ରଙ୍କ ବିରୋଧରେ ସମ୍ବଲପୁର ଟାଉନ ଥାନାରେ ଏତଲା ଦେଇଛନ୍ତି ଆଇଆଇସି ଅନିତା ପ୍ରଧାନ । ଜୟନାରାୟଣଙ୍କ ବିରୋଧରେ ଲାଗିଛି ସଂଗୀନ ଦଫା । ଆଇପିସିର ଧାରା ୩୫୩, ୩୫୪, ୩୩୨, ୨୯୪, ୫୦୦, ୩୪୧ ଓ ୫୦୬ଭଳି ଦଫା ଲାଗିଛି । ମହିଳାଙ୍କୁ ଅଶାଳୀନ

ମିଗୁନପଦରରେ ୯୯ ବାଟାଲିୟନ ଦ୍ଵାରା ନୂତନ ବିଏସଏଫ କ୍ୟାମ୍ପ ର ପ୍ରତିଷ୍ଠା…

ଫିରିଙ୍ଗିଆ - କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ବ୍ଲକ୍ ଅନ୍ତର୍ଗତ ସିମରବନ୍ଧ ପଞ୍ଚାୟତ ମିଗୁନୁପଦର ଗ୍ରାମରେ ନୂତନ ଭାବେ ଏକ ବିଏସଏଫ କ୍ୟାମ୍ପ ପ୍ରତିଷ୍ଠା କରାଯାଇଛି। କ୍ୟାମ୍ପ ଉଦଘାଟନ ସମୟରେ ଶ୍ରୀ ସମ୍ଭୁ ବୈଦ୍ୟ(ଅତିରିକ୍ତ କମାଣ୍ଡାଣ୍ଟ), ଶ୍ରୀ ସୁଭେନ୍ଦୁ ପାତ୍ର ଆଇପିଏସ ଅଫିସର (ଆରକ୍ଷୀ

ଚାଷୀମାନଙ୍କ ଭାଗିଦାରୀ, ନିଷ୍ଠା ଓ ସହଯୋଗ ଯୋଗୁ ପାଣି ପଞ୍ଚାୟତ ଆଜି ଆନ୍ଦୋଳନରେ ପରିଣତ ହୋଇପାରିଛି – ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ରାଜ୍ୟସ୍ତରୀୟ ପାଣି ପଞ୍ଚାୟତ ପକ୍ଷ-୨୦୨୩ ଉଦଯାପନ ସମାରୋହ ଆଜି ଲୋକସେବା ଭବନ, କନଭେନସନ ସେଣ୍ଟର ଠାରେ ଅନୁଷ୍ଠିତ ହୋଇଯାଇଛି । ଏହି ଉଦଯାପନୀ ସମାରୋହରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୁଖ୍ୟ ଅତିଥି ଭାବେ ଯୋଗଦେଇ କହିଛନ୍ତି ଯେ ପାଣି ପଞ୍ଚାୟତ ଆଜି ଏକ

ଇମ୍ରାନ ଖାନଙ୍କୁ ହାଇକୋର୍ଟଙ୍କ ଅନ୍ତରୀଣ ସୁରକ୍ଷା…

ଇସଲାମାବାଦ : ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କ ଉପରେ ଝୁଲୁଥିବା ଗିରଫଦାରୀର ତରବାରି ଆପାତତଃ କିଛି ସମୟ ପାଇଁ ଟଳିଯାଇଛି । ଆତଙ୍କବାଦ ନିରୋଧୀ ଅଦାଲତ (ଏଟିସି) ଇମ୍ରାନ ଖାନଙ୍କ ଅନ୍ତରୀଣ ଜାମିନ ନାମଞ୍ଜୁର କରିବା ପରେ ପାକିସ୍ତାନ ହାଇକୋର୍ଟ ତାଙ୍କୁ ସ୍ବାସ୍ଥ୍ୟଗତ

ପୁରୀ ଜିଲ୍ଲା ଗୋପ କୁଶୁପୁରରେ ତୈଳ ଖନନ ପ୍ରକ୍ରିୟା ଆରମ୍ଭ

ଗୋପ : ପୁରୀ ଜିଲ୍ଲା ଗୋପ ନିକଟ କୁଶୁପୁରୁରେ ବାହାରିବ ତୈଳ । ପ୍ରାକୃତିକ ଗ୍ୟାସ ଓ ତୈଳ ସନ୍ଧାନ ନେଇ ସେସମିକ ସର୍ଭେ ପରେ ଆରମ୍ଭ ହେଲା ଖନନ ପ୍ରକ୍ରିୟା। ଆଜି ପୂଜାର୍ଚ୍ଚନା କରାଯାଇ ଖନନ ପ୍ରକ୍ରିୟାର ଶୁଭାରମ୍ଭ ହୋଇଛି । ଅଏଲ ଇଣ୍ଡିଆ ପକ୍ଷରୁ ରିଗ ମେସିନ ଦ୍ୱାରା ସମୁଦାୟ ୨୨୭୫

କଂଗ୍ରେସରେ ସାମିଲ ହେଲେ ପ୍ୟାରିମୋହନ ମହାପାତ୍ରଙ୍କ ଝିଅ ସିକ୍ତା ପତି…

ଭୁବନେଶ୍ବର: ଆଜି କଂଗ୍ରେସ ଦଳରେ ସାମିଲ ହେଲେ ପ୍ୟାରିମୋହନ ମହାପାତ୍ରଙ୍କ ଝିଅ ସିକ୍ତା ପତି। ଏକଦା ଓଡିଶା ରାଜନୀତିରେ ବେଶ ଶକ୍ତିଶାଳୀ ଏବଂ ଚହଳ ପକାଇଥିବା ନେତା ହେଉଛନ୍ତି ପ୍ୟାରୀମୋହନ ମହାପାତ୍ର। ଆଜି ଅପରାହ୍ନରେ କଂଗ୍ରେସ ଭବନରେ ସେ ପ୍ରଭାରୀ ଚେଲ୍ଲା କୁମାର, ସଭାପତି ଶରତ ପଟ୍ଟନାୟକ

ଚାଉଳ କାଟକୁ ନେଇ ବିଜେଡି ତରଫରୁ ଆନ୍ଦୋଳନ…

ହିଞ୍ଜିଳିକାଟୁ ୧୫।୨ ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଅନ୍ନ ଯୋଜନାରେ ମିଳୁଥିବା ଅତିରିକ୍ତ ୫ କେଜି ଚାଉଳ ବନ୍ଦ ହେବାକୁ ନେଇ ପ୍ରତିବାଦ କରିଛି ହିଞ୍ଜିଳିକାଟୁ ବ୍ଳକ ବିଜେଡି । ୧୪,୧୫,୧୬ ତିନି ଧରି ରାଜ୍ୟବ୍ୟାପୀ ଆନ୍ଦୋଳନ କରିବାକୁ ଶାସକ ଦଳ ପକ୍ଷରୁ ।ପ୍ରେସମିଟ୍ କରି ଶାସକ ବିଜେଡି ପକ୍ଷରୁ

ବିଜେଡି ନେତାଙ୍କୁ ସତର୍କ କଲେ କଂଗ୍ରେସ ପ୍ରଭାରୀ ଚେଲ୍ଲା କୁମାର…

ଭୁବନେଶ୍ବର: ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କ ହତ୍ୟାକାଣ୍ଡକୁ ୧୮ ଦିନ ବିତିସାରିଛି । କିନ୍ତୁ ଏପର୍ଯ୍ୟନ୍ତ ତାଙ୍କୁ କାହିଁକି ଗୁଳି ମାରି ହତ୍ୟା କରାଗଲା ତାହା ଜଣାପଡ଼ି ନାହିଁ । କ୍ରାଇମବ୍ରାଂଚ ମାମଲାର ତଦନ୍ତ କରୁଥିବା ବେଳେ ଏପର୍ଯ୍ୟନ୍ତ ମୁହଁ ଖୋଲୁନି । ନବ ଦାସଙ୍କ ହତ୍ୟାକାରୀ

ଭାରତୀୟ ଜନତା ପାର୍ଟି ତରଫରୁ ମୁଖ୍ୟମନ୍ତ୍ରୀଙ୍କ ଇସ୍ତଫା ଦାବିରେ ଗଣ ବିକ୍ଷୋଭ…

ମାଲକାନଗିରି,୧୫।୨ ମାଲକାନଗିରି ଜିଲ୍ଲା ଭାରତୀୟ ଜନତା ପାର୍ଟି ତରଫରୁ ମୁଖ୍ୟମନ୍ତ୍ରୀଙ୍କ ଇସ୍ତଫା ଦାବିରେ ଗଣ ବିକ୍ଷୋଭ କରିବା ସହ ଏକ ଇଙ୍ଗ ଶୋଭା ଯାତ୍ରାରେ ସହର ପରିକ୍ରମା କରି ଜିଲ୍ଲାପାଳଙ୍କ କାର୍ଯ୍ୟ।ଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରି ଜିଲ୍ଲାପାଳଙ୍କୁ ଏକ ଦାବିପତ୍ର ପ୍ରଦାନ