Sign in
Sign in
Recover your password.
A password will be e-mailed to you.
ବରିଷ୍ଠ ଅଧିକାରୀ ସମ୍ମିଳନୀର ଦ୍ୱିତୀୟ ଦିବସରେ ‘ଷ୍ଟାର୍ଟଅପ୍ ଓ ଏମ୍ଏସ୍ଏମ୍ଇ ଉପରେ ଆଲୋଚନାଚକ୍ର ଅନୁଷ୍ଠିତ
ଭୁବନେଶ୍ୱର: ବରିଷ୍ଠ ଅଧିକାରୀ ସମ୍ମିଳନୀର ଦ୍ୱିତୀୟ ଦିବସରେ ‘ଷ୍ଟାର୍ଟଅପ୍ ଓ ଏମ୍ଏସ୍ଏମ୍ଇ ଦ୍ୱାରା ଗତିଶୀଳ ଓଡ଼ିଶାର ଅର୍ଥନୀତି’ ଶୀର୍ଷକ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଥିଲା । ଏମ୍ଏସ୍ଏମ୍ଇ ବିଭାଗର ପ୍ରମୁଖ ଶାସନ ସଚିବ ଏହି ବିଷୟରେ ସଂକ୍ଷିପ୍ତ ବିବରଣୀ ପ୍ରଦାନ କରିବା ପରେ!-->…
କ୍ଵାଟରରୁ ମହିଳା କନଷ୍ଟେବଳଙ୍କ ମୃତଦେହ ଉଦ୍ଧାର…
ଢେଙ୍କାନାଳ : ଢେଙ୍କାନାଳ ଟାଉନ ଥାନା କାର୍ଯ୍ୟରତ ମହିଳା କନଷ୍ଟେବଳ ସୁନିତା ନାୟକଙ୍କ ଝୁଲନ୍ତା ମୃତ ଶରୀର ରିଜର୍ଭ ଲାଇନ ପୋଲିସ କ୍ଵାଟରରୁ ଉଦ୍ଧାର ହୋଇଛି। ସୁନିତାଙ୍କ ସ୍ୱାମୀ ଗଣେଶ୍ୱର ନାୟକ ରିଜର୍ଭ ପୋଲିସରେ କାର୍ଯ୍ୟରତ ଅଛନ୍ତି। ସୂଚନା ଅନୁସାରେ ଗତକାଲି ସେମାନଙ୍କ ମଧ୍ୟରେ କୌଣସି!-->…
ଆସନ୍ତା ୨୦ ତାରିଖରେ ବସିବ ସର୍ବଦଳୀୟ ବୈଠକ
ଭୁବନେଶ୍ୱର: ବିଧାନସଭା ବଜେଟ ଅଧିବେଶନ ପାଇଁ ଆସନ୍ତା ୨୦ ତାରିଖରେ ବସିବ ସର୍ବଦଳୀୟ ବୈଠକ । ବାଚସ୍ପତି ବିକ୍ରମ କେଶରୀ ଆରୁଖଙ୍କ ଅଧ୍ୟକ୍ଷତାରେ ବସିବ ବୈଠକ । ବଜେଟ୍ ଅଧିବେଶନକୁ ସୁରୁଖୁରୁରେ ଶେଷ କରିବା ପାଇଁ ବୈଠକରେ ଆଲୋଚନା କରାଯିବ । ଦୁଇଟି ପର୍ଯ୍ୟାୟରେ ହେବାକୁ ଥିବା ଏହି ଅଧିବେଶନରେ!-->…
କନ୍ୟାଯାତ୍ରୀଙ୍କ ଉପରେ ମାଡିଗଲା ସ୍କର୍ପିଓ: ୩ ମୃତ,୧୨ ଆହତ
ଗୋପାଳପୁର: ଗଞ୍ଜାମ ଜିଲା ଗୋପାଳପୁର ଥାନା ଅଧୀନ ମାଣ୍ଡିଆପଲ୍ଲୀ ଗ୍ରାମରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ୩ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୧୨ରୁ ଅଧିକ ଆହତ ହୋଇଛନ୍ତି । ମୃତକମାନେ ହେଲେ ବ୍ରହ୍ମପୁର ମହାନଗର ଅଞ୍ଚଳର ଲାଞ୍ଜିପଲ୍ଲୀ କେଶବ ନଗରର ସ୍ବପ୍ନା ରେଡି ସଞ୍ଜୁ ରେଡି ଓ!-->…
ସୁନ୍ଦରଗଡ଼ ଦର୍ଶନ ଏକାଡେମୀର ବାର୍ଷିକ ଉତ୍ସବ…
ସୁନ୍ଦରଗଡ଼ : ସନ୍ଥ ଶ୍ରୀ ଶ୍ରୀ ରାଜିନ୍ଦ୍ର ସିଂ ମହାରାଜଙ୍କ ଆଶୀର୍ବାଦରୁ ଟାଙ୍ଗରପାଲି ବ୍ଲକ୍ ଅନ୍ତର୍ଗତ ମହୁଳପାଲି ଗ୍ରାମରେ ଅବସ୍ଥିତ ଦର୍ଶନ ଏକାଡେମୀ ଇଂରାଜୀ ମାଧ୍ୟମିକ ବିଦ୍ୟାଳୟରେ ଗତ ୧୩ ତାରିଖ ଦିନ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ସୁନ୍ଦରଗଡ ଅତିରିକ୍ତ!-->…
କେନ୍ଦ୍ର ସରକାରଙ୍କ ବିରୋଧରେ ଗର୍ଜିଲା ବିଜେଡି
ଛତ୍ରପୁର : ବିଜେପି ନେତୃତ୍ୱଧୀନ କେନ୍ଦ୍ର ସରକାର ଗରିବଙ୍କ ମୁହଁରୁ ଖାଦ୍ୟ ଛଡାଇ ନେଉଛନ୍ତି , ଚାଷୀଙ୍କୁ ସେମାନଙ୍କ ଅଧିକାର ଦେଉ ନାହାନ୍ତି । ବିକାଶର ଦ୍ୱାହି ଦେଇ ଗରିବ ଲୋକଙ୍କୁ ଶୋଷଣ କରୁଛନ୍ତି । ସହନଶୀଳ ଓଡିଶାବାସୀ କ୍ରମାଗତ କେନ୍ଦ୍ର ଶୋଷଣ , ଉପେକ୍ଷା ଓ ଅବହେଳାର ଶିକାର!-->!-->!-->…
ବିନା ସୂଚନା ରେ ପାଚେରୀ ନିର୍ମାଣ କାର୍ଯ୍ୟ କୁ ତୀବ୍ର ବିରୋଧ…
ଛତ୍ରପୁର : ଗାଁ ଲୋକ ଏବଂ ପୋଲିସ ଧସ୍ତାଧସ୍ତି, ପୋଲିସ ପକ୍ଷରୁ ମୁଦୁ ଲାଠି ଚାଳନା ସହ ୨୫ ରୁ ଊର୍ଦ୍ଧ୍ୱ ମହିଳା ଓ ପୁରୁଷଙ୍କୁ ପୋଲିସ ଉଠାଇନେଲା , ଘଟଣା ସ୍ଥଳର ରେ ଉତେଜନା ଜାରି ଛତ୍ରପୁର,୧୫।୨: ଜିଲ୍ଲା ପ୍ରଶାସନ ପକ୍ଷରୁ କାଳୀପଲ୍ଲୀ ଅଂଚଳ ରେ ଡ଼ି ନୋଟିଫିକେସନ କୁ ସଠିକ ଭାବେ ସର୍ଭେ!-->!-->!-->…
ରାଜ୍ୟରେ ଦୁର୍ନୀତି ଓ ଆଇନ ଶୃଙ୍ଖଳା ବିପର୍ଯ୍ୟସ୍ତ କୁ ନେଇ ଗଞ୍ଜାମ ଜିଲ୍ଲାପାଳଙ୍କ ଅଫିସ ଘେରାଉ କଲା ଭାଜପା…
ଛତ୍ରପୁର : ରାଜ୍ୟରେ ଦୁର୍ନୀତି ଓ ଆଇନ ଶୃଙ୍ଖଳା ବିପର୍ଯ୍ୟସ୍ତ, ବରିଷ୍ଠ ମନ୍ତ୍ରୀଙ୍କ ହତ୍ୟା, ରାଜ୍ୟରେ ଅରାଜକତା ଓ ଜନସାଧାରଣଙ୍କ ଅସୁରକ୍ଷିତ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଏଥିପାଇଁ ଦାୟୀ କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ଇସ୍ତଫା ଦାବୀ ନେଇ ଗଞ୍ଜାମ ଜିଲ୍ଲା ଓ ଘୁମୁସର ଜିଲ୍ଲା ଭାରତୀୟ!-->!-->!-->…
ରାଜ୍ୟରେ ବିପର୍ଯ୍ୟସ୍ତ ଆଇନ୍ ଶୃଙ୍ଖଳା ପରିସ୍ଥିତି ନେଇ ସୁନ୍ଦରଗଡ଼ ବିଜେପିର ଗଣ ବିକ୍ଷୋଭ…
ସୁନ୍ଦରଗଡ଼ -୧୫/୦୨/୨୩ ବିଜେପି ସୁନ୍ଦରଗଡ଼ ସାଙ୍ଗଠନିକ ଜିଲ୍ଲା ପକ୍ଷରୁ ସୁନ୍ଦରଗଡ଼ ସ୍ଥିତ ବିବେକାନନ୍ଦ ଛକ ଠାରେ ଜିଲ୍ଲା ସଭାପତି ତଥା ତଳସରା ବିଧାୟକ ଭବାନୀ ଶଙ୍କର ଭୋଇଙ୍କ ଅଧ୍ୟକ୍ଷତାରେ ରାଜ୍ୟରେ ଆଇନ ଶୃଙ୍ଖଳା ସଂପୂର୍ଣ୍ଣ ବିପର୍ଯ୍ୟସ୍ତ ହେବା ପରିପ୍ରେକ୍ଷୀରେ ମୁଖ୍ୟମନ୍ତ୍ରୀଙ୍କ ଇସ୍ତଫା!-->…
ଭିନ୍ନକ୍ଷମଙ୍କୁ ମାଗଣା ଚାଉଳ ମିଳିବ ପ୍ରତିଶ୍ରୁତି ଦେଲେ ଭିଡିଓ…
ଫୁଲବାଣୀ :- କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ବ୍ଲକ ଅନ୍ତର୍ଗତ ମାଓ ଇଲାକା ତଥା ଦୁର୍ଗମ ପାଙ୍ଗା ଉପରସାହି ପଂଚାୟତର ଗଣ୍ଡାପଡ଼ା ଗ୍ରାମର ବସୁମତୀ ମଲ୍ଲିକ l ଜଣେ ଭିନ୍ନକ୍ଷମ ଆଦିବାସୀ ମହିଳା lତାଙ୍କୁ ଭିନ୍ନକ୍ଷମ ଭତ୍ତା ମିଳୁଛି l କିନ୍ତୁ ଚାଉଳ ମିଳୁନି lଭିନ୍ନକ୍ଷମ ଯୋଗୁଁ କୌଣସି!-->!-->!-->…