Sign in
Sign in
Recover your password.
A password will be e-mailed to you.
ଅଜିତ ପାୱାରଙ୍କ ଦେହାନ୍ତରେ ଶୋକ ପ୍ରକାଶ କଲେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ
ମହାରାଷ୍ଟ୍ର : ମହାରାଷ୍ଟ୍ର ବାରାମତିରେ ମହାରାଷ୍ଟ୍ର ଉପ ମୁଖ୍ୟମନ୍ତ୍ରୀ ଅଜିତ ପାୱାରଙ୍କ ବିମାନ ଦୁର୍ଘଟଣାରେ ମୃତ୍ୟୁ ହୋଇଛି । ଉପମୁଖ୍ୟମନ୍ତ୍ରୀଙ୍କ ଦେହାନ୍ତ ପରେ ରାଜନୈତିକ ମହଲରେ ଖେଳିଯାଇଛି ଶୋକର ଛାୟା । ଅଜିତଙ୍କ ବିୟୋଗରେ ଗଭୀର ଶୋକବ୍ୟକ୍ତ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ!-->…
ବ୍ରହ୍ମପୁତ୍ରରେ ବୁଡ଼ିଲା ଡଙ୍ଗା, ୬ ନିଖୋଜ
ଆସାମ : ଆସାମ ବାରପେଟା ଜିଲ୍ଲାରେ ବ୍ରହ୍ମପୁତ୍ର ନଦୀରେ ଏକ ଡଙ୍ଗା ବୁଡ଼ି ଛଅ ଜଣ ନିଖୋଜ ହୋଇଥିବା ଖବର ମିଳିଛି। ୨୨ ଜଣ ଏକ ଡଙ୍ଗାରେ ବ୍ରହ୍ମପୁତ୍ର ନଦୀରେ ଯାଉଥିବା ବେଳେ ବୁଡ଼ିଯାଇଥିଲା । ଏନଡିଆରଏଫ ଓ ଏସଡିଆରଏଫଙ୍କ ସହ ସ୍ଥାନୀୟ ମତ୍ସ୍ୟଜୀବୀଙ୍କ ଦ୍ୱାରା ଅନେକଙ୍କ ଉଦ୍ଧାର!-->…
ଗୁରୁଗ୍ରାମର ଏକାଧିକ ସ୍କୁଲକୁ ବୋମା ଧମକ
ଗୁରୁଗ୍ରାମ: ଦିଲ୍ଲୀ ସଂଲଗ୍ନ ଗୁରୁ ଗ୍ରାମର ଅନେକ ପ୍ରମୁଖ ସ୍କୁଲକୁ ବୋମା ଧମକ ମିଳିଛି। ଫଳରେ ଉତ୍ତେଜନା ସୃଷ୍ଟି ହୋଇଛି। ପୋଲିସ କହିଛି ଯେ ସୂଚନା ପାଇବା ପରେ ସ୍କୁଲ ପରିଚାଳନା, ପୋଲିସ ବିଭାଗ ଏବଂ ଜିଲ୍ଲା ପ୍ରଶାସନ ସତର୍କ ଅଛନ୍ତି। ପୋଲିସ ଅନୁଯାୟୀ ବିଭିନ୍ନ ସ୍କୁଲର ସରକାରୀ ଇମେଲ୍!-->…
ଓମଫେଡ୍ ବୁଥରେ ଗୁଟଖା ବିକିଲେ ଲାଇସେନ୍ସ ବାତିଲ ନେଇ ବିଏମସିର ଚେତାବନୀ
ଭୁବନେଶ୍ବର: ଓମଫେଡ୍ ବୁଥରେ ଗୁଟଖା ବିକିଲେ ଆକ୍ସନ । ଭେଣ୍ଡିଂ ଜୋନ୍, ଓମଫେଡ୍ ବୁଥରେ ଗୁଟଖା ବିକିଲେ ଆକ୍ସନ । ଲାଇସେନ୍ସ ବାତିଲ ନେଇ ଚେତାବନୀ ଦେଇଛି ବିଏମସି|
ବିଏମସି ଅଞ୍ଚଳରେ ଗୁଟଖା ବିକ୍ରି ହେବ ସମ୍ପୂର୍ଣ୍ଣ ନିଷେଧ । ଜୋରଦାର୍ ହେବ ଗୁଟୁଖା ଏନଫୋର୍ସମେଣ୍ଟ!-->!-->!-->…
ବେକାରୀ ସମସ୍ୟାକୁ ନେଇ ରାଜରାସ୍ତାରେ ଗର୍ଜିଲା ଭଞ୍ଜସେନା
ମୟୂରଭଞ୍ଜ: ମୟୂରଭଞ୍ଜ ଜିଲ୍ଲାରେ ବେକାରୀ ସମସ୍ୟାକୁ ନେଇ ରାଜରାସ୍ତାରେ ଗର୍ଜିଲା ଯୁବଛାତ୍ର ସଂଗଠନ ଭଞ୍ଜସେନା । ରୋଜଗାର ଦିଅ ନାରା ଦେଇ ବାରିପଦା ମଧୁବନ ଠାରୁ ବିଶାଳ ଶୋଭାଯତ୍ରାରେ ବାହାରି ସହର ପରିକ୍ରମା କରିଥିଲେ । ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ କରିଛି!-->…
କୋଇଲା ଖଣି ବନ୍ଦ କଲା କମ୍ପାନୀ, ଜିଲ୍ଲାପାଳଙ୍କ ଅଫିସ ଘେରିଲେ ଶ୍ରମିକ
ସମ୍ବଲପୁର: ବିଭିନ୍ନ ସମସ୍ୟା ନେଇ ସମ୍ବଲପୁର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଘେରାଉ । ଖିଣ୍ଡା ଅଞ୍ଚଳରେ ଥିବା ଏନଏଲସି କମ୍ପାନୀର କାର୍ଯ୍ୟ କରୁଥିବା ଶ୍ରମିକ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଘେରାଉ କରିଛନ୍ତି । ଅଭିଯୋଗ କମ୍ପାନୀ ୨ ନମ୍ବର ଓ ୩ ନମ୍ବର କୋଇଲା ଖଣି ବନ୍ଦ କରି!-->…
ଗୋପାଳପୁର ବେଳାଭୂମି ମହୋତ୍ସବ ଉଦଘାଟନ କଲେ ରାଜ୍ୟପାଳ…
ବ୍ରହ୍ମପୁର : ଗୋପାଳପୁର କେବଳ ଏକ ଆକର୍ଷଣୀୟ ବେଳାଭୂମି ଗନ୍ତବ୍ୟସ୍ଥଳ ନୁହେଁ, ଏହା ଏପରି ଏକ ସ୍ଥାନ ଯେଉଁଠାରେ ଇତିହାସ ବର୍ତ୍ତମାନ ସହିତ ମିଶିଛି ଏବଂ ପରମ୍ପରା ପ୍ରଗତି ସହିତ ହାତରେ ହାତ ମିଳାଇ ଚାଲିଛି । ଆମର ଉପକୂଳ କେବଳ ଏକ ଭୌତିକ ସୀମା ନୁହେଁ, ବରଂ ଜୀବିକା ଏବଂ ଆକାଂକ୍ଷାର ପ୍ରତୀକ!-->…
‘ଓଡ଼ିଶାରେ ପୁଞ୍ଜିନିବେଶକୁ ତ୍ୱରାନ୍ୱିତ କରିବା ପାଇଁ ଆମ ସରକାର ସଂକଳ୍ପବଦ୍ଧ’
ଭୁବନେଶ୍ବର: ଆମ ସରକାରଙ୍କ ନୀତି-ଭିତ୍ତିକ ଆଭିମୁଖ୍ୟ ଓଡ଼ିଶାରେ ପୁଞ୍ଜିନିବେଶକୁ ତ୍ୱରାନ୍ୱିତ କରିବା ସହ ଏକ ସୁଦୃଢ଼ ଶିଳ୍ପ ପରିବେଶ ସୃଷ୍ଟି କରିବା ପାଇଁ ସଂକଳ୍ପବଦ୍ଧ। ଆଜି ରାଉରକେଲାଠାରେ ଆୟୋଜିତ ‘ଏଣ୍ଟରପ୍ରାଇଜ୍ ଓଡ଼ିଶା’ କାର୍ଯ୍ୟକ୍ରମରେ ବିଭିନ୍ନ ଶିଳ୍ପଦ୍ୟୋଗୀ ଓ ଅଂଶୀଦାରମାନଙ୍କ ସହ!-->…
ବିସ୍ଫୋରଣରେ ମହିଳା ମୃତ, ୨ ଗୁରୁତର
ବାଲିପାଟଣା: ମଙ୍ଗଳବାର ବିଳମ୍ବିତ ରାତିରେ ଖୋର୍ଦ୍ଧା ଜିଲ୍ଲା ବାଲିପାଟଣା ଥାନା ନରିଶୋରେ ବେଆଇନ ଭାବେ ଚାଲିଥିବା ଏକ ବାଣ କାରଖାନାରେ ଭୟଙ୍କର ବିସ୍ଫୋରଣ ଘଟିଛି। ଏଥିରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ତିନି ଜଣ ଗୁରୁତର ହୋଇଛନ୍ତି। ବିସ୍ଫୋରଣ ଏତେ ଶକ୍ତିଶାଳୀ ଥିଲା ଯେ ଘରଟି!-->…
ବୋଲଗଡ଼ ବିଡିଓଙ୍କୁ ହଟାଇବାକୁ ଦାବି, ଏକାଠି ହେଲେ ଶତାଧିକ ଲୋକ
ବେଗୁନିଆ: ଜୋର ଧରିଲା ବୋଲଗଡ଼ ବିଡିଓଙ୍କୁ ହଟାଇବା ଦାବି । ବୋଲଗଡ଼ ବିଡିଓ ସୁମନସୁଧା କୁଣ୍ଡୁଙ୍କ ବିରୋଧରେ ଏକାଠି ହେଲେ ଶତାଧିକ ଲୋକ । ବିଶାଳ ଶୋଭାଯାତ୍ରାରେ ବଜାର ପରିକ୍ରମା ସହିତ ବିଡିଓଙ୍କୁ ନିଲମ୍ବନ କରିବାକୁ ଦାବି କରିଛନ୍ତି । ଏନେଇ ମୁଖ୍ୟମନ୍ତ୍ରୀ ଓ!-->…