Sign in
Sign in
Recover your password.
A password will be e-mailed to you.
ସି-ସୋର ଚିଟ୍ଫଣ୍ଡ ଠକେଇ ମାମଲା; ରବୀନ୍ଦ୍ର ଜେନାଙ୍କୁ ସାମୟିକ ଆଶ୍ବସ୍ତି
ଭୁବନେଶ୍ବର: ସି-ସୋର୍ ଚିଟଫଣ୍ଡ ଠକେଇ ମାମଲା । ପୂର୍ବତନ ସାଂସଦ ରବି ଜେନାଙ୍କୁ ମିଳିଲା ସାମୟିକ ଆଶ୍ବସ୍ତି । ଅଦାଲତରେ ପରବର୍ତ୍ତୀ ଶୁଣାଣି ଯାଏଁ ରବିନ୍ଦ୍ରଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ଉପରେ ଅଙ୍କୁଶ ଲଗାଇଛନ୍ତି ହାଇକୋର୍ଟ ।
ସି-ସୋର୍ ଚିଟଫଣ୍ଡ କେସରେ ପୂର୍ବତନ ସାଂସଦ ରବି!-->!-->!-->…
ଦିଲ୍ଲୀ ବିଶ୍ବର ୯ମ ବ୍ୟସ୍ତ ବହୁଳ ବିମାନ ବନ୍ଦର
ନୂଆଦିଲ୍ଲୀ : ଦିଲ୍ଲୀର ଇନ୍ଦିରା ଗାନ୍ଧୀ ଆନ୍ତର୍ଜାତିକ ବିମାନ ବନ୍ଦର ବିଶ୍ବର ୯ମ ବ୍ୟସ୍ତବହୁଳ ବିମାନ ବନ୍ଦରଭାବେ ମାନ୍ୟତାଲାଭ କରିଛି। ଏୟାରପୋର୍ଟ କାଉନସିଲ ଇଣ୍ଟରନ୍ୟାସନାଲ (ଏସିଆଇ) ପକ୍ଷରୁ ବିଶ୍ବର ୨୦ଟି ବିମାନ ବନ୍ଦରକୁ ସର୍ଭେରେ ସାମିଲ କରାଯାଇଥିଲା। ଗତବର୍ଷ ୭,୭୮,୨୦,୮୩୪ ଯାତ୍ରୀ!-->…
ଭୁବନେଶ୍ୱରରେ ୨୫ ଲକ୍ଷ ଟଙ୍କାର ବ୍ରାଉନସୁଗାର ଜବତ, ୫ ଜଣ ନିଶା ବ୍ୟବସାୟୀ ଗିରଫ
ଭୁବନେଶ୍ୱର : ମୈତ୍ରୀ ବିହାର ଥାନା ଅଞ୍ଚଳରେ ଚାଲିଥିଲା ଧଳାଜହର କାରବାର । ୨୫୪ ଗ୍ରାମ ବ୍ରାଉନସୁଗାର ଜବତ ହୋଇଛି । ୫ ଜଣଙ୍କୁ ଗିରଫ କଲା କମିଶନରେଟ ପୋଲିସ । ୩ ମୋଟର ସାଇକେଲ ସହ ୩ହଜାର ଟଙ୍କା ଜବତ। ୫ ଅଭିଯୁକ୍ତଙ୍କ ଭିତରୁ ଜଣେ ଅଭିଯୁକ୍ତ ରାଜେନ୍ଦ୍ର!-->…
ମନମୋହନଙ୍କ ବଡ଼ ଘୋଷଣା: ଖୁବଶୀଘ୍ର ସଂପ୍ରସାରଣ ହେବ ମନ୍ତ୍ରିମଣ୍ଡଳ
ଭୁବନେଶ୍ୱର: ରାଜ୍ୟ ବିଜେପି ସଭାପତି ମନମୋହନ ସାମଲଙ୍କ ବଡ଼ ଘୋଷଣା। ଖୁବଶୀଘ୍ର ସଂପ୍ରସାରଣ ହେବ ମନ୍ତ୍ରିମଣ୍ଡଳ। ପ୍ରଭୁ ଲିଙ୍ଗରାଜ ମନ୍ଦିରରେ ଆଶିଷ ନେଲା ବେଳେ ଦେଲେ ଏପରି ସୂଚନା। ରାଜ୍ୟ ମନ୍ତ୍ରିମଣ୍ଡଳରେ ୬ଟି ପଦ ଖାଲି ଅଛି ଏବଂ ଖୁବଶୀଘ୍ର ସଂପ୍ରସାରଣ ହେବ। ଖୁବଶୀଘ୍ର ବୋର୍ଡ ନିଗମ!-->…
ନଦୀ ଉପରେ ୨ ଫାଳ ହେଲା ପୋଲ, ୯ ମୃତ
ଗୁଜରାଟ : ଗୁଜରାଟରେ ବୁଧବାର ଏକ ବଡ ଅଘଟଣ ଘଟିଛି । ବଦୋଦରାରେ ଏକ ପୋଲ ହଠାତ୍ ଦୁଇ ଫାଳ ହୋଇ ଏକାଧିକ ଗାଡି ନଦୀକୁ ଖସି ପଡିବାରୁ ୯ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଅନେକ ଗୁରୁତର ଆହତ ହୋଇଛନ୍ତି । ବଦୋଦରା ଓ ଆନନ୍ଦକୁ ଯୋଡୁଥିବା ମହୀସାଗରନଦୀରେ ତିଆରି ହୋଇଥିବା ପୋଲ ଖସି ପଡିଛି । ଖବର!-->…
ACF ସୋମ୍ୟରଞ୍ଜନ ମହାପାତ୍ର ମୃତ୍ୟୁ ମାମଲା, ବିଦ୍ୟାଭାରତୀ ପଣ୍ଡାଙ୍କ ଆବେଦନକୁ ଖାରଜ କରିଛନ୍ତି କୋର୍ଟ
କଟକ: ACF ସୋମ୍ୟରଞ୍ଜନ ମହାପାତ୍ର ମୃତ୍ୟୁ ମାମଲା । ପତ୍ନୀ ବିଦ୍ୟାଭାରତୀ ପଣ୍ଡାଙ୍କ ବିରୋଧରେ ଚାଲିବ ମାମଲା । ଏହା ସହ ଡିଏଫଓ ସଂଗ୍ରାମ ବେହେରାଙ୍କ ସହ ରୋଷେୟା ମନ୍ମଥଙ୍କ ନାମରେ ମଧ୍ୟ ଚାଲିବ ମାମଲା ।
ବିଦ୍ୟାଭାରତୀ ପଣ୍ଡାଙ୍କ ଆବେଦନକୁ ଖାରଜ କରିଛନ୍ତି କୋର୍ଟ!-->!-->!-->…
ବିଜେପି ନେତା ଜଗନ୍ନାଥ ପ୍ରଧାନଙ୍କୁ ମିଳିଲା ଜାମିନ
ଭୁବନେଶ୍ୱର: ବିଜେପି ନେତା ଜଗନ୍ନାଥ ପ୍ରଧାନଙ୍କୁ ମିଳିଲା ଜାମିନ। ଜାମିନ ଦେଲେ ଖୋର୍ଦ୍ଧା ଜିଲ୍ଲା ଦୌରାଜଜ୍। ୩୦ ହଜାର ଟଙ୍କା ଓ ଜଣେ ଜାମିନଦାରଙ୍କ ବଦଳରେ ମିଳିଲା ଜାମିନ। BMC ଅଧିକାରୀଙ୍କୁ ମାଡ଼ ଘଟଣାରେ ଗିରଫ ହୋଇଥିଲେ ଜଗନ୍ନାଥ।
ଭୁବନେଶ୍ବର ମହାନଗର ନିଗମର ଜଣେ ବରିଷ୍ଠ!-->!-->!-->…
ଅତି ପ୍ରବଳ ବର୍ଷା ସାଙ୍ଗକୁ ବଜ୍ରପାତ ସମ୍ଭାବନା : ୯ରୁ କମିବ
ଭୁବନେଶ୍ୱର,୮।୭: ଦକ୍ଷିଣ ପଶ୍ଚିମ ଗାଙ୍ଗେୟ ପଶ୍ଚିମବଙ୍ଗ ଓ ଏହାର ଆଖପାଖ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସକ୍ରିୟ ରହିଛି। ଏହା ସହିତ ଜଡିତ ଘୂର୍ଣ୍ଣିବଳୟ ସମୁଦ୍ର ପତ୍ତନଠାରୁ ୭.୬ କି.ମି. ଉଚ୍ଚରେ ରହି ଦକ୍ଷିଣ-ପଶ୍ଚିମ ଆଡକୁ ବ୍ୟାପିଛି। ଏହା ଆସନ୍ତା ୨ଦିନ ମଧ୍ୟରେ ଝାଡ଼ଖଣ୍ଡ ଏବଂ ଉତ୍ତର!-->…
ଜିଲ୍ଲା ଆଇନସେବା ପ୍ରାଧିକରଣ ପକ୍ଷରୁ ‘ବନ ମହୋତ୍ସବ ସପ୍ତାହ’ ପାଳନ
ଓଡିଶା ଆଦର୍ଶ ବିଦ୍ୟାଳୟ ପରିସରରେ ରୋପଣ ହେଲା ଚାରା
ବ୍ରହ୍ମପୁର : ଗଞ୍ଜାମ ଜିଲ୍ଲା ଆଇନସେବା ପ୍ରାଧିକରଣ,ବ୍ରହ୍ମପୁର ଦ୍ୱାରା ସୋମବାର ଓଡିଶା ଆଦର୍ଶ ବିଦ୍ୟାଳୟ କରାପଲ୍ଲୀ ଠାରେ ବନ ମହୋତ୍ସବ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା।ଜିଲ୍ଲା ଓ ଦୌରା ଜଜ ତଥା ଜିଲ୍ଲା ଆଇନ ସେବା ପ୍ରାଧିକରଣ!-->!-->!-->…
ଜିଲ୍ଲାରେ ଅନିର୍ଦ୍ଧିଷ୍ଟ ଦିନ ପାଇଁ ଡ୍ରାଇଭର ମହାସଂଘର ଷ୍ଟିଅରିଂ ଛାଡ଼ ଆନ୍ଦୋଳନ ଡାକରା
ମାଲକାନଗିରି : ମାଲକାନଗିରି ଜିଲ୍ଲାରେ ଅନିର୍ଦ୍ଧିଷ୍ଟ କାଳ ପାଇଁ ଡ୍ରାଇଭର ମହାସଂଘର ଷ୍ଟିଅରିଂ ଛାଡ଼ ଆନ୍ଦୋଳନ ଡାକରା। ଆଜି ସକାଳ ଠାରୁ ଡ୍ରାଇଭର ମାନେ ସ୍ଟେରିଙ୍ଗ ଛାଡ଼ ଆନ୍ଦୋଳନରେ ବସିଛନ୍ତି। ଯେଉଁ ପର୍ଯ୍ୟନ୍ତ ଡ୍ରାଇଭର ମହାସଂଘର ଦାବି ଗୁଡିକୁ ରାଜ୍ୟ ସରକାର ପୂରଣ ନ କରନ୍ତି ସେ!-->…