ଜିଲ୍ଲାରେ ଅନିର୍ଦ୍ଧିଷ୍ଟ ଦିନ ପାଇଁ ଡ୍ରାଇଭର ମହାସଂଘର ଷ୍ଟିଅରିଂ ଛାଡ଼ ଆନ୍ଦୋଳନ ଡାକରା

ମାଲକାନଗିରି : ମାଲକାନଗିରି ଜିଲ୍ଲାରେ ଅନିର୍ଦ୍ଧିଷ୍ଟ କାଳ ପାଇଁ ଡ୍ରାଇଭର ମହାସଂଘର ଷ୍ଟିଅରିଂ ଛାଡ଼ ଆନ୍ଦୋଳନ ଡାକରା। ଆଜି ସକାଳ ଠାରୁ ଡ୍ରାଇଭର ମାନେ ସ୍ଟେରିଙ୍ଗ ଛାଡ଼ ଆନ୍ଦୋଳନରେ ବସିଛନ୍ତି। ଯେଉଁ ପର୍ଯ୍ୟନ୍ତ ଡ୍ରାଇଭର ମହାସଂଘର ଦାବି ଗୁଡିକୁ ରାଜ୍ୟ ସରକାର ପୂରଣ ନ କରନ୍ତି ସେ

୭ ଦଫା ଦାବି ନେଇ ଡ୍ରାଇଭର ସଙ୍ଘର ଷ୍ଟିୟରିଂ ଛାଡ଼ ଆନ୍ଦୋଳନ: ଯାତ୍ରୀବାହୀ ବସ ଚଳାଚକ ସମ୍ପୂର୍ଣ୍ଣ ବନ୍ଦ

ବାଲିଗୁଡ଼ା : ସରକାର ଶୁଣିଲେନି। ସମୟ ସୀମା ପାର ହେଲା l ଓଡ଼ିଶାର ଡ୍ରାଇଭର ମହାସଂଘ ପକ୍ଷରୁ ୭ ଦଫା ଦାବି ନେଇ ଷ୍ଟିଅରିଂ ଛାଡ଼ ଡାକରା ଦେଇ ରାଜରାସ୍ତା କୁ ଓଲ୍ହାଇଛନ୍ତି। ଏହି ପରିପ୍ରେକ୍ଷୀରେ ମଙ୍ଗଳବାର ବାଲିଗୁଡା ଶାଖାର ଡ୍ରାଇଭର ମାନେ ୭ ଦଫା ଦାଵୀ ନେଇ ସ୍ଥାନୀୟ ଗାନ୍ଧୀ ଛକ ନିକଟରେ

ନୂତନ ଅଫିସ ସହ ଭିତ୍ତିଭୂମି ଉନ୍ନତିକରଣ କରୁଛି ଟିପିଏସ୍ଓଡିଏଲ୍

-- ନବରଙ୍ଗପୁର, ମାଲକାନଗିରି ଏବଂ କୋରାପୁଟରେ ନୂତନ ଅଫିସ ବିଲ୍ଡିଂ ଉଦଘାଟିତ-- ଉନ୍ନତ ଭିତ୍ତିଭୂମି ଏବଂ ବିଲିଂ କାଉଣ୍ଟର ସହ ସମନ୍ୱିତ ସୁବିଧା-- କର୍ମଚାରୀଙ୍କ ସହ ଆଲୋଚନା କଲେ ମୁଖ୍ୟ କାର୍ଯ୍ୟ ନିର୍ବାହୀ ଅଧିକାରୀ ଶ୍ରୀ ଅମିତ କୁମାର ଗର୍ଗ-- ଉପଭୋକ୍ତାଙ୍କ ସୁବିଧା ଏବଂ ସଷ୍ଟେନେବିଲିଟି

ଅଜଣା ଗାଡ଼ି ଧକ୍କାରେ ଜଣେ ମୃତ, ଅନ୍ୟ ଜଣେ ଗୁରୁତର

ବାଂଶପାଳ: କେନ୍ଦୁଝରଜିଲ୍ଲା ବାଂଶପାଳ ବ୍ଲକ କାଞ୍ଜିପାଣି ଥାନା ଅନ୍ତର୍ଗତ କୁଆଁର ଠାରେ ଆଜି ଏକ ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଛି। ଅନ୍ୟ ଜଣେ ଗୁରୁତର ଅଛନ୍ତି। ମୃତ ବ୍ୟକ୍ତି ହେଲେ ରମେଶ ବାରିକ (୨୫)।ସୂଚନା ଅନୁସାରେ ରମେଶ ଆଜି ହାଟରୁ ଲିପୁ

ସବ୍ ଜେଲ୍‌କୁ ଜିଲ୍ଲା ଜେଲ୍‌ରେ ମିଶ୍ରଣ କରାଯିବ

ଭୁବନେଶ୍ୱର: ରାଜ୍ୟ ଜେଲ୍ ନିର୍ଦ୍ଦେଶାଳୟ ପକ୍ଷରୁ କେତେକ ସବ୍ ଜେଲ୍‌କୁ ବନ୍ଦ କରି ନିକଟସ୍ଥ ଜିଲ୍ଲା ଜେଲ୍‌ରେ ମିଶ୍ରଣ କରାଯିବ ବୋଲି ବିଜ୍ଞପ୍ତି ପ୍ରକାଶ ପାଇଛି। ଏହି ଯୋଜନାରେ ସଂଶୋଧିତ ସୁବିଧାଗୁଡ଼ିକୁ ନିକଟବର୍ତ୍ତୀ ଜେଲ୍ ସହିତ ମିଶ୍ରଣ କରିବା ଏବଂ ବର୍ତ୍ତମାନର କଏଦୀମାନଙ୍କୁ

ମାଓକ୍ୟାମ୍ପ ଠାବ: ଟିଫିନ ବୋମା, ୨୦ ଜିଲୋଟିନ୍‌ ସହ ବିପୁଳ ବିସ୍ଫୋରକ ଜବତ

ନୂଆପଡ଼ା: ନୂଆପଡ଼ା ଜିଲ୍ଲା ସିନାପାଲି ଥାନା ଝାରବନ୍ଧ ଗାଁ ନିକଟ ନାରାୟଣ ଡୁଙ୍ଗୁରୀ ସଂରକ୍ଷିତ ଜଙ୍ଗଲରୁ ଏକ ମାଓ କ୍ୟାମ୍ପ ଠାବ ହୋଇଛି। ମାଓ କ୍ୟାମ୍ପରୁ ଗୋଟିଏ ଟିଫିନ ବୋମା, ୨୦ଟି ଜିଲୋଟିନ୍‌ ସମେତ ବିପୁଳ ମାଓ ସାମଗ୍ରୀ ଓ ବିସ୍ଫୋରକ ଜବତ ହୋଇଛି। ଜିଲ୍ଲା ପୁଲିସ କାର୍ଯ୍ୟାଳୟରେ

ଷ୍ଟିଅରିଂ ଛାଡ଼ ଆନ୍ଦୋଳନ: ଡ୍ରାଇଭର ସଂଘ ସହ ବୈଠକ କରିବେ ସରକାର

ଭୁବନେଶ୍ୱର,୮।୭: ଓଡ଼ିଶା ଡ୍ରାଇଭର ଏକତା ମହାମଞ୍ଚ ପକ୍ଷରୁ ମଙ୍ଗଳବାର ୬ ଦଫା ଦାବି ନେଇ ଷ୍ଟିଅରିଂ ଛାଡ଼ ଆନ୍ଦୋଳନ ଡାକରା ଦିଆଯାଇଛି। ଏହି ପରିପ୍ରେକ୍ଷୀରେ ଆନ୍ଦୋଳନରତ ଡ୍ରାଇଭର ସଂଘ ସହ ସରକାର ବୈଠକ କରିବେ ବୋଲି ପରିବହନ ମନ୍ତ୍ରୀ ବିଭୂତି ଜେନା ମଙ୍ଗଳବାର ସୂଚନା ଦେଇଛନ୍ତି। ଆଲୋଚନା

‘ମନମୋହନଙ୍କ ପାଇଁ ରାଜ୍ୟରେ ସରକାର’, ପ୍ରଶଂସାରେ ପୋତିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୮।୭: ଓଡ଼ିଶା ଭାଜପାର ରାଜ୍ୟ ସଭାପତି ଭାବେ ଚତୁର୍ଥ ଥର ପାଇଁ ନିର୍ବାଚିତ ହୋଇଥିବା ମନମୋହନ ସାମଲଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପ୍ରଶଂସାରେ ପୋତିଛନ୍ତି। ସର୍ବସମ୍ମତିକ୍ରମେ ନିର୍ଦ୍ୱନ୍ଦ୍ୱରେ ସଭାପତି ନିର୍ବାଚିତ ହେବା ପରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ‘୨୦୨୪ରେ

ପୁଣି ଜନନୀ ଯନ୍ତ୍ରଣା ; ଖଟିଆରେ ବୁହା ହେଲେ ଗର୍ଭବତୀ 

କଲମପୁର : ସବୁଦିନିଆ ରାସ୍ତା ଖଣ୍ଡେ ନଥିବା ଯୋଗୁଁ ଦୁର୍ଗମ ଅଞ୍ଚଳବାସୀଙ୍କୁ ଭୋଗିବାକୁ ପଡୁଛି ନାହିଁ ନଥିବା ଦୁର୍ଦ୍ଦଶା। ଗାଁକୁ ଆମ୍ବୁଲାନ୍ସ ପହଞ୍ଚି ପାରେନି ବୋଲି ଯନ୍ତ୍ରଣାରେ ଛଟପଟ ରୋଗୀ ତଥା ଗର୍ଭବତୀ। ଗର୍ଭବତୀ ମହିଳାଙ୍କୁ ଖଟିଆରେ ବୁହା ହେବା ଭଳି ଅନେକ ଘଟଣା ରୀତିମତ ଘଟି ଚାଲିଛି।

ଡଗରା ବେଳାଭୂମିରେ ବଙ୍ଗୀୟ ଦମ୍ପତ୍ତିଙ୍କୁ ଅସଦାଚରଣ ଅଭିଯୋଗ, ଦୁଇ ଯୁବକ ଗିରଫ

ବାଲିଆପାଳ : ବାଲିଆପାଳ ଥାନା ଅନ୍ତର୍ଗତ ଡଗରା ବେଳାଭୂମିରେ ଜଣେ ବଙ୍ଗୀୟ ଦମ୍ପତ୍ତି ପର୍ଯ୍ୟଟକଙ୍କୁ ସ୍ଥାନୀୟ ଅଂଚଳର କିଛି ଯୁବକ ଅସଦାଚରଣ କରିବାର ଭିଡିଓ ମୋବାଇଲରୁ ମୋବାଇଲ ଭାଇରାଲ ହେବାରେ ଲାଗିଛି । ଅନ୍ୟପଟେ ଯୁବତୀଙ୍କ ଏତଲା କ୍ରମେ ବାଲିଆପାଳ ପୋଲିସ ମାମଲା ରୁଜ୍ଜୁ କରି ଆଜି