Sign in
Sign in
Recover your password.
A password will be e-mailed to you.
ଗଞ୍ଜାମରେ ୧୩ ହସ୍ପିଟାଲର ରୂପ ବଦଳିବ…
ବ୍ରହ୍ମପୁର : ଗଞ୍ଜାମ ଜିଲାରେ ପ୍ରଥମ ପର୍ଯ୍ୟାୟରେ ୫-ଟି ଆଧାରରେ ୧୩ ହସ୍ପିଟାଲର ରୁପାନ୍ତରୀକରଣ ଲାଗି ଚୂଡାନ୍ତ ହୋଇଛି । ଜିଲାରେ ଥିବା ୧୩ ବିଧାନସଭା ନିର୍ବାଚମଣ୍ଡଳୀରେ ଗୋଟିଏ ଲେଖାଏ ହସ୍ପିଟାଲକୁ ଏଥିରେ ସାମିଲ କରାଯିବ। ସେଥିମଧ୍ୟରେ ବ୍ରହ୍ମପୁରର ସିଟି ହସ୍ପିଟାଲ (ଜିଲା!-->…
ହିଞ୍ଜିଳିକାଟୁରେ ସିନିୟର ଡିଭିଜନ ସିଭିଲ କୋର୍ଟ ଲୋକାର୍ପିତ…
ହିଞ୍ଜିଳିକାଟୁ,୬।୨ : ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ପୌରପରିଷଦ ଅନ୍ତର୍ଗତ ନୁଆଗଡ ଠାରେଥିବା ଜେ ଏମ ଏଫ ସି କୋର୍ଟ ପରିସରରେ ସୋମବାର ପୂର୍ବାହ୍ନରେ ରେ ସିନିୟର ଡିଭିଜନ ସିଭିଲ କୋର୍ଟ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ହାଇକୋର୍ଟ ମୁଖ୍ୟ ବିଚାରପତି ଡଃ ଜଷ୍ଟିସ ଏସ ମୁରଲୀଧର, ଜର୍ଜ!-->…
ଆଦାନୀ ଗ୍ରୁପ୍ ଜାଲିଆତି ତଥା ରାଷ୍ଟ୍ର ବିରୋଧୀ କାରନାମା ପ୍ରତିବାଦରେ ସୁନ୍ଦରଗଡ଼ ଜିଲ୍ଲା କଂଗ୍ରେସର…
ସୁନ୍ଦରଗଡ଼ : ଆଜି ଜିଲ୍ଲା ସୁନ୍ଦରଗଡ଼ ଜିଲ୍ଲା କଂଗ୍ରେସ କମିଟି ସଭାପତି ବେଣୁ ମାଧବ ତ୍ରିପାଠୀଙ୍କ ନେତୃତ୍ୱରେ ତଥା ଏ.ଆଇ.ସି.ସି ଓ ପି.ସି.ସିର ନିର୍ଦ୍ଦେଶ କ୍ରମେ ସ୍ଥାନୀୟ ଷ୍ଟେଟ ବ୍ୟାଙ୍କ ନିକଟରେ ଆଦାନୀ ଗ୍ରୁପ୍ ର ଜାଲିଆତି ତଥା ରାଷ୍ଟ୍ରବିରୋଧୀ କାରନାମା ପ୍ରତିବାଦରେ ଏକ ଗଣ ଧାରଣା ଓ!-->…
ମାର୍ଚ୍ଚ ୩୧ ସୁଦ୍ଧା ସ୍କ୍ରାପିଙ୍ଗ ହେବ ୧୫ ବର୍ଷରୁ ଅଧିକ ପୁରୁଣା ସରକାରୀ ଗାଡ଼ି
ଭୁବନେଶ୍ୱର: ଆସନ୍ତା ମାର୍ଚ୍ଚ ୩୧ ସୁଦ୍ଧା ୧୫ ବର୍ଷରୁ ପୁରୁଣା ସରକାରୀ ଓ ସରକାରୀ ସଂସ୍ଥାର ଗାଡି ସ୍କ୍ରାପିଙ୍ଗ ହେବ | ବାଣିଜ୍ୟ ଓ ପରିବହନ ବିଭାଗର ପ୍ରମୁଖ ସଚିବ ଉଷା ପାଢ଼ୀ ଏନେଇ ସମସ୍ତ ବିଭାଗୀୟ ସଚିବଙ୍କୁ ଚିଠି ଲେଖି ଜଣାଇଛନ୍ତି | ଉକ୍ତ ଚିଠିରେ ସେ ଉଲ୍ଲେଖ କରିଛନ୍ତି ଯେ ୧୫ବର୍ଷରୁ!-->…
ନବ ଦାସଙ୍କ ମୃତ୍ୟୁ: ସିବିଆଇ ତଦନ୍ତ ଦାବିରେ ଓଡ଼ିଶା ହାଇକୋର୍ଟରେ ଜନସ୍ବାର୍ଥ ମାମଲା…
କଟକ: ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କ ମୃତ୍ୟୁ ନେଇ ଓଡ଼ିଶା ହାଇକୋର୍ଟରେ ଏକ ଜନସ୍ବାର୍ଥ ମାମଲା ଦାୟର ହୋଇଛି। ସିବିଆଇ ତଦନ୍ତ ଦାବି କରାଯାଇ ଏହି ମାମଲା ଦାୟର କରିଛନ୍ତି ଭାରତୀୟ ବିକାଶ ପରିଷଦ।
ସୂଚନାଯୋଗ୍ୟ, ଗତ ମାସ ୨୯ ତାରିଖ ଦିନ ମନ୍ତ୍ରୀ ନବ ଦାସଙ୍କୁ ହତ୍ୟା!-->!-->!-->…
ଅରୁନ୍ଧତୀ ଜୁଏଲର୍ସରୁ ସୁନା ଗହଣା ଗାଏବ ଘଟଣା, ଆସିଷ୍ଟାଣ୍ଟ ମ୍ୟାନେଜର ଗିରଫ…
ବ୍ରହ୍ମପୁର : ବଡ଼ ବଜାରଥାନା ଅନ୍ତର୍ଗତ ସାନବଜାର ସ୍ଥିତ ଅରୁନ୍ଧତୀ ଜୁଏଲର୍ସ ସୋ’ରୁମରୁ ୩୩ ଲକ୍ଷ ୩୮ ହଜାର ଟଙ୍କାର ସୁନା ଗହଣା ଗାଏବ ହୋଇଥିବା ଅଭିଯୋଗ ଘଟଣାରେ ଅଭିଯୁକ୍ତ ଆସିଷ୍ଟାଣ୍ଟ ମ୍ୟାନେଜର ଗିରଫ । ସେହେଲେ ବ୍ରଜନଗରର ୩ୟ ଲାଇନର ତଥା ଉକ୍ତ ସୋ’ରୁମରେ ଆସିଷ୍ଟାଣ୍ଟ ମ୍ୟାନେଜର!-->…
ଆଠଗଡ଼ ହେପାଜତ ମୃତ୍ୟୁ ଘଟଣାରେ ଦୋଷୀଙ୍କ ବିରୋଧରେ ହେବ କଠୋର କାର୍ଯ୍ୟାନୁଷ୍ଠାନ: ପିସିସିଏଫ
ଆଠଗଡ଼: ଆଠଗଡ଼ ବନଖଣ୍ଡ ବନବିଭାଗ ହେପାଜତରେ ଅଟକଙ୍କ ମୃତ୍ୟୁ ଘଟଣାରେ ଦୋଷୀଙ୍କ ବିରୋଧରେ ହେବ କଠୋର କାର୍ଯ୍ୟାନୁଷ୍ଠାନ। ବନବିଭାଗ ହେପାଜତରେ ଜଣଙ୍କ ମୃତ୍ୟୁ ଘଟଣାକୁ ଦୁଃଖଦାୟକ ବୋଲି କହିଛନ୍ତି ପ୍ରଧାନ ମୁଖ୍ୟ ବନ ସଂରକ୍ଷକ ଦେବୀଦତ୍ତ ବିଶ୍ୱାଳ କହିଛନ୍ତି। ଏହାର ତଦନ୍ତ ପାଇଁ!-->…
ଅବସରପ୍ରାପ୍ତ ପ୍ରଫେସରଙ୍କ ଘରୁ ଚୋରି ଘଟଣା, ନାବାଳକଙ୍କ ସମେତ ଦୁଇ ଗିରଫ…
ବ୍ରହ୍ମପୁର : ବଡ଼ ବଜାର ଥାନା ଅନ୍ତର୍ଗତ ପ୍ରେମ୍ନଗର ୫ମ ଲାଇନ ସଂପ୍ରସାରଣ ସାହିରେ ରହୁଥିବା ଅର୍ଥନୀତି ବିଭାଗର ଅବସରପ୍ରାପ୍ତ ପ୍ରଫେସର ରାଜେନ୍ଦ୍ର ପ୍ରସାଦ ପାତ୍ରଙ୍କ ତାଲା ବନ୍ଦ ଘରୁ ଚୋର ଘଟଣାରେ ପୁଲିସ ନାବାଳକଙ୍କ ସମେତ ଦୁଇ ଚୋରକୁ ଗିରଫ କରିଛି । ଗିରଫ ଯୁବକ ଜଣଙ୍କ ଜଗବନ୍ଧୁ ସାହିର!-->…
ହାଇକୋର୍ଟରେ ପୂର୍ବତନ ସାଂସଦ ରବୀନ୍ଦ୍ର କୁମାର ଜେନାଙ୍କ ଆବେଦନ ଖାରଜ
କଟକ: ବାଲେଶ୍ବରର ପୂର୍ବତନ ସାଂସଦ ରବୀନ୍ଦ୍ର କୁମାର ଜେନାଙ୍କ ପାଇଁ ଅଡ଼ୁଆ ପରିସ୍ଥିତି ସୃଷ୍ଟି ହୋଇଛି। ସିସୋର ଚିଟ୍ଫଣ୍ଡ ଘଟଣାକୁ ନେଇ ତାଙ୍କ ବିରୋଧରେ ଭୁବନେଶ୍ବର ସ୍ବତନ୍ତ୍ର ସିବିଆଇ ଅଦାଲତରେ ବିଚାରାଧୀନ ମାମଲା ରଦ୍ଦ ପାଇଁ ଶ୍ରୀ ଜେନା ଦାୟର କରିଥିବା ଆବେଦନକୁ ହାଇକୋର୍ଟ ଖାରଜ!-->…
ରଘୁନାଥ ପ୍ରସାଦ ପାଢୀ ଗ୍ରନ୍ଥାଗାର ତରଫରୁ ଏକ ଏକଦିବସୀୟ ଅଭିମୁଖୀକରଣ କାର୍ଯ୍ୟକ୍ରମ
ବ୍ରହ୍ମପୁର : ବ୍ରହ୍ମପୁର ବିଶ୍ୱବିଦ୍ୟାଳୟର ରଘୁନାଥ ପ୍ରସାଦ ପାଢୀ ଗ୍ରନ୍ଥାଗାର ତରଫରୁ କୁଳପତି ପ୍ରଫେସର ଗୀତାଞ୍ଜଳି ଦାସଙ୍କର ପ୍ରେରଣାରେ ଛାତ୍ରଛାତ୍ରୀମାନଙ୍କ ପାଇଁ ଏକ ଏକଦିବସୀୟ ଅଭିମୁଖୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଅଛି। ଏହା କୁ ବିଶ୍ୱବିଦ୍ୟାଳୟ ର ସ୍ନାତୋକତ୍ତର ବିଭାଗର!-->…