Sign in
Sign in
Recover your password.
A password will be e-mailed to you.
ଗୋପାଳ ଦାସଙ୍କ ଘରେ କ୍ରାଇମବ୍ରାଞ୍ଚର ଛାନଭିନ୍ : ସ୍ତ୍ରୀ ଓ ପୁତୁରାଙ୍କୁ ପଚରା ଉଚରା…
ବହ୍ମପୁର: ନବ ଦାସ ହତ୍ୟାକାରୀ ଗୋପାଳ ଦାସ ଘରେ କ୍ରାଇମବ୍ରାଞ୍ଚ ଟିମ୍ର ଛାନ୍ବିନ୍ । ଗୋପାଳ ଦାସର ବ୍ରହ୍ମପୁର ଶିଳ୍ପାଞ୍ଚଳରେ ଘରେ ସକାଳୁ କ୍ରାଇମବ୍ରାଞ୍ଚ ଟିମ୍ ପହଞ୍ଚି ଖୋଳତାଡ଼ କରିଛି । ଗୋପାଳ ସ୍ତ୍ରୀ ଓ ଅନ୍ୟ ସମ୍ପର୍କୀୟଙ୍କୁ ପଚରାଉଚରା କରିଥିଲା ଟିମ୍ । ଗୋପାଳଙ୍କ ପଡିଶା!-->…
ପୂର୍ବତନ କଂଗ୍ରେସ ବିଧାୟକ ଅର୍ଜୁନ ଚରଣ ଦାସଙ୍କ ଉପରେ ଚଢ଼ିଗଲା ହାଇୱା ! ଘଟଣାସ୍ଥଳରେ ମୃତ୍ୟୁ…
ଯାଜପୁର : ସଡକ ଦୁର୍ଘଟଣାରେ ପୂର୍ବତନ ଯାଜପୁର ସାଂସଦ ଅନାଦି ଦାସଙ୍କ ପୁଅ ତଥା ପୂର୍ବତନ କଂଗ୍ରେସ ବିଧାୟକ ଅର୍ଜୁନ ଚରଣ ଦାସଙ୍କ ଗାଡି ଦୁର୍ଘଟଣାରେ ମୃତ୍ୟୁ ହୋଇଛି। ବାଇକରେ ଯାଉଥିବା ବେଳେ ଯାଜପୁର ଖରସ୍ରୋତା ବ୍ରିଜ ଉପରେ ଅର୍ଜୁନ ଦୁର୍ଘଟଣାର ଶିକାର ହୋଇଛନ୍ତି। ତାଙ୍କ ଉପରେ!-->…
ମର୍ଣ୍ଣିଂ ଓ୍ୱାକ୍ ବେଳେ ଆକ୍ରମଣ କଲା ମହୁମାଛି, ବିଧାୟକ ଆହତ…
ଆନନ୍ଦପୁର : ମହୁମାଛି ଆକ୍ରମଣରେ ବିଧାୟକ ଆହତ । ଆନନ୍ଦପୁର ବିଧାୟକ ଭାଗିରଥୀ ସେଠୀ ମହୁମାଛି ଆକ୍ରମଣରେ ଆହତ ହୋଇଛନ୍ତି । ସକାଳୁ ମର୍ଣ୍ଣିଂୱାକ୍ କରୁଥିବା ବେଳେ ହଠାତ୍ ମହୁମାଛି ଆକ୍ରମଣ କରିଥିଲେ । ମହୁମାଛିଙ୍କ କବଳରୁ ନିଜକୁ ରକ୍ଷା କରିବା ପାଇଁ ନିକଟସ୍ଥ ଏକ କ୍ଲବ!-->…
ବାଲେଶ୍ୱର ଉପଜିଲ୍ଲାପାଳଙ୍କୁ ମରଣାନ୍ତକ ଆକ୍ରମଣ ଘଟଣା: ୧୦ରୁ ଉର୍ଦ୍ଧ୍ୱ ଗିରଫ
ବାଲେଶ୍ୱର : ବାଲେଶ୍ୱର ଉପଜିଲ୍ଲାପାଳଙ୍କୁ ବାଲି ମାଫିଆଙ୍କ ଆକ୍ରମଣ ଘଟଣା । ୧୦ରୁ ଉର୍ଦ୍ଧ୍ୱ ବ୍ୟକ୍ତିଙ୍କୁ ଗିରଫ କରିଛି ପୋଲିସ । ଗତକାଲି ଫୁଲାଡି କଣ୍ଟାବଣିଆ ନିକଟ ବୁଢାବଳଙ୍ଗ ନଦୀରେ ବେଆଇନ ବାଲି ଉତ୍ତୋଳନ ବେଳେ ଉପଜିଲ୍ଲାପାଳ ଚଢାଉ କରିଥିଲେ। ପରେ ବାଲି ମାଫିଆ ଉପଜିଲ୍ଲାପାଳ ଓ!-->…
ବିପୁଳ ପରିମାଣରେ ମାଓ ସାମଗ୍ରୀ ଜବତ…
କଳାହାଣ୍ଡି : କଳାହାଣ୍ଡିରେ ମାଓ କ୍ୟାମ୍ପ ଠାବ। ନର୍ଲା ଥାନା ସମାଝୋଲା ପରଗଲ ସଂରକ୍ଷିତ ଜଙ୍ଗଲରେ CRPF ଓ ପୋଲିସର ମିଳିତ ଅପରେସନ ବେଳେ ସିପିଆଇ ମାଓ କ୍ୟାମ୍ପ ଠାବ ହୋଇଛି। ବିପୁଳ ପରିମାଣର ମାଓ ସାମଗ୍ରୀ ଜବତ କରିଛି ସୁରକ୍ଷାବାହିନୀ । ବଂଶାଧାରା-ଘୁମୁସର-ନାଗାବଳୀ ଡିଭିଜନ ମାଓବାଦୀ!-->…
କୋରାପୁଟରେ 5T ସଚିବ: ବଦଳିବ ଶାବର ଶ୍ରୀକ୍ଷେତ୍ରରେ ରୂପରେଖ…
କୋରାପୁଟ : ଶାବର ଶ୍ରୀକ୍ଷେତ୍ରରେ 5T ସଚିବ। କୋରାପୁଟ ଶାବର ଶ୍ରୀକ୍ଷେତ୍ର ଜଗନ୍ନାଥ ମନ୍ଦିର ଯାଇ ଦର୍ଶନ କରିଛନ୍ତି 5T ସଚିବ ଭି.କେ.ପାଣ୍ଡିଆନ୍ । ଆଜି ସକାଳୁ ମନ୍ଦିର ଯାଇ ବେଢା ପରିଦର୍ଶନ କରିଛନ୍ତି। ତାଙ୍କ ସହ ଅତିରିକ୍ତ ଜିଲ୍ଲାପାଳ, ଜିଲ୍ଲା ଯୋଜନା ଅଧିକାରୀ ଓ ମନ୍ଦିର କମିଟି!-->…
ଜାଡରେ ଥରୁଛି ମୟୁରଭଞ୍ଜ: ୪ ଡିଗ୍ରୀକୁ ଖସିଲା ତାପମାତ୍ରା, ଆଗକୁ ଆହୁରି ବଢିବ ଶୀତ…
ମୟୁରଭଞ୍ଜ: କିଛି ଦିନ ପରେ ମୟୁରଭଞ୍ଜ ଜିଲ୍ଲାକୁ ପୁଣି ଫେରିଛି ହାଡ଼ ଭଙ୍ଗା ଶୀତ। ପ୍ରବଳ ଶୀତ ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ ହେଇପଡିଛି । ଆଜି ଶିମିଳିପାଳ ଅଭୟାରଣ୍ୟ ମଧ୍ୟରେ ଥିବା ଉପର ବାରାକାମୁଡ଼ାରେ ୪ ଡିଗ୍ରୀ ସର୍ବନିମ୍ନ ତାପମାତ୍ରା ରେକର୍ଡ କରାଯାଇଥିବା ବେଳେ ନଅଣରେ ୬ ଡିଗ୍ରୀ!-->…
୧୦ରେ ଓଡ଼ିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ମହାପ୍ରଭୁ ଲିଙ୍ଗରାଜଙ୍କୁ କରିବେ ଜଳାଭିଷେକ…
ଭୁବନେଶ୍ୱର: ଆସନ୍ତା ୧୦ ତାରିଖରୁ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ୧୧ ତାରିଖ ସକାଳେ ମହାପ୍ରଭୁ ଲିଙ୍ଗରାଜଙ୍କ ଦର୍ଶନ କରିବେ । ସେହି ଦିନ ସାହାଣମେଲା ସମୟ ସକାଳ ସାଢେ ୬ଟାରୁ ସାଢେ ୯ଟା ମଧ୍ୟରେ ମନ୍ଦିର ପହଂଚିବାର କାର୍ଯ୍ୟକ୍ରମ ରହିଛି। ତେଣୁ!-->…
ଆଜିଠୁ ବିଶ୍ୱ ପ୍ରସିଦ୍ଧ ଯୋରନ୍ଦା ମେଳା…
ଢେଙ୍କାନାଳ: ଆଜିଠୁ ଯୋରନ୍ଦା ମାଘ ମେଳା । ୧୫୦ ତମ ଯୋରନ୍ଦା ମେଳା ଅବସରରେ ମହିମା ଗାଦିରେ ସାଧୁସନ୍ଥଙ୍କ ଭିଡ଼ । ରାଜ୍ୟ ଓ ରାଜ୍ୟବାହାରୁ ସାଧୁସନ୍ଥ ଆସି ଯୋରନ୍ଦାରେ ପହଞ୍ଚିଛନ୍ତି। ଏଥର ବିନା କଟକଣାରେ ହେବ ଯୋରନ୍ଦା ମେଳା ହେଉଥିବାରୁ ୭ରୁ ୮ଲକ୍ଷ ସାଧୁସନ୍ଥ ଓ ଶ୍ରଦ୍ଧାଳୁଙ୍କ ଭିଡ଼!-->…
ନ୍ୟୁକ୍ଲିୟ ବୋମା-କୋରାନ ହାତରେ ଧରି ବିଶ୍ୱକୁ ଡରାଅ, ଭିକ ମାଗିବାର ଆବଶ୍ୟକତା ନାହିଁ…
ଇସଲାମାବାଦ,୪ ।୨: ପାକିସ୍ତାନର ଆର୍ଥିକ ସଙ୍କଟ ସମସ୍ତଙ୍କୁ ଅବଗତ । ଦେଶ ଏମିତି ଆର୍ଥିକ ସଙ୍କଟ ଦେଇ ଗତି କରୁଛି ଯେ ଏବେ ଦେବାଳିଆ ପରିସ୍ଥିତିରେ ପହଞ୍ଚି ଗଲାଣି । ଦେଶରେ ମହଙ୍ଗା ମାଡ ଏତେ ହେଲାଣି ଯେ ସାଧାରଣ ଜନତା ପରସ୍ପର ମଧ୍ୟରେ ମାଡଗୋଳ ଆରମ୍ଭ କରି ଦେଲେଣି । ପାକିସ୍ତାନ ଏବେ ସାରା!-->…