Sign in
Sign in
Recover your password.
A password will be e-mailed to you.
ଆମେରିକା ଉପରେ ଚାଇନାର ବେଲୁନ ଦେଖି ବଢିଲା ଟେନସନ : ବ୍ଲିଙ୍କନଙ୍କ ବେଜିଂ ଯାତ୍ରା ସ୍ଥଗିତ…
ୱାଶିଂଟନ,୪ ।୨: ଆମେରିକାର ପ୍ରତିରକ୍ଷା ମନ୍ତ୍ରଣାଳୟ ‘ପେଣ୍ଟାଗନ’ କହିଛି ଦେଶରେ ଏକ ଚାଇନା ଗୁଇନ୍ଦା ବେଲୁନ ଦେଖାଯାଇଛି । ୩ଟି ବସ ଆକାରର ଏହି ବେଲୁନ ବୈଦେଶିକ ମନ୍ତ୍ରୀ ଆଣ୍ଟୋନି ବ୍ଲିଙ୍କନଙ୍କ ଚାଇନା ଯାତ୍ରାର ଠିକ ପୂର୍ବରୁ ଦେଖାଯାଇଛି । ପେଣ୍ଟାଗନର ପ୍ରବକ୍ତା ବ୍ରିଗେଡିୟର ଜନରାଲ!-->…
ବ୍ରିଟେନର ପ୍ରଧାନମନ୍ତ୍ରୀ ହେବା ମୋର ଧର୍ମ: ସୁନକ
ଲଣ୍ଡନ,୪ ।୨: ମୂଳ ଭାରତୀୟ ବାସିନ୍ଦା ତଥା ବ୍ରିଟେନର ପ୍ରଧାନମନ୍ତ୍ରୀ ଋଷି ସୁନକ ଗତ ବର୍ଷ ରାଜନୈତିକ ଉତ୍ଥାନ ପତନ ମଧ୍ୟରେ ୧୦ କାଉଣ୍ଟିଂ ଷ୍ଟ୍ରିଟରେ ଶୀର୍ଷ ପଦ ସମ୍ଭାଳିବା ପଛରେ ନିଜର ପ୍ରେରଣାକୁ ନିଜର ‘ଧର୍ମ’ ବୋଲି କହିଛନ୍ତି । ବ୍ରିଟେନର ପ୍ରଥମ ଭାରତୀୟ ମୂଳ ବାସିନ୍ଦା ଋଷି ସୁନକ!-->…
ଝାଡଖଣ୍ଡ ଯିବେ ଶାହା : ବାବା ବୈଦ୍ୟନାଥଙ୍କୁ କରିବେ ଦର୍ଶନ…
ନୂଆଦିଲ୍ଲୀ,୪।୨: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଶନିବାର ଝାଡଖଣ୍ଡ ଯିବାର କାର୍ଯ୍ୟକ୍ରମ ରହିଛି। ଏହି ଅବସରରେ ଅମିତ ଶାହା ବାବା ବୈଦ୍ୟନାଥଙ୍କୁ ଦର୍ଶନ କରିବେ। ଏହାପରେ ରାମକୃଷ୍ଣ ମିଶନର ଶତବାର୍ଷିକୀ ଉତ୍ସବରେ ଅଂଶଗ୍ରହଣ କରିବେ।
ଏଥିସହ ୪୫୦ କୋଟି ବ୍ୟୟରେ ନିର୍ମିତ ନାନୋ!-->!-->!-->…
ଭୂକମ୍ପରେ ଥରିଲା ମଣିପୁର
ଇମ୍ଫାଲ,୪।୨: ମଣିପୁରରେ ଭୂକମ୍ପ ଝଟକା। ଶନିବାର ସକାଳ ୬ଟା୧୪ରେ ଏହି ଭୂମିକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲ୍ରେ ଏହାର ତିବ୍ରତା ୪.୦ ରେକର୍ଡ ହୋଇଥିବା ବେଳେ ଏହାର ଆକ୍ଷାଂଶ ୨୫.୧୩ ଏବଂ ଗଭୀରତା ୧୦ କିଲୋମିଟର ରହିଛି।
ଏନେଇ ଜାତୀୟ ଭୂକମ୍ପ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା!-->!-->!-->…
ବିଦ୍ରୋହ ହେବାକୁ ଯାଉଛି, ଏହା ପୂର୍ବରୁ ଉଦ୍ଧବଙ୍କୁ ଦିଆଯାଇଥିଲା ଚେତାବନୀ…
ମୁମ୍ବାଇ,୪ ।୨: ଗତବର୍ଷ ଶିବସେନାରେ ବିଭାଜନ ପରେ ମହାରାଷ୍ଟ୍ରରେ ମହାବିକାଶ ଅଘାଡି(ଏମଭିଏ) ସରକାର ଭାଙ୍ଗି ଯାଇଥିଲା । ଏହାକୁ ନେଇ ଏବେ ଏନସିପି ନେତା ତଥା ଏମଭିଏ ସରକାରରେ ଉପମୁଖ୍ୟମନ୍ତ୍ରୀ ଥିବା ଅଜିତ ପାୱାର ବଡ କଥା କହିଛନ୍ତି । ସେ କହିଛନ୍ତି ମୁଁ ବହୁ ପୂର୍ବରୁ ଉଦ୍ଧବ ଠାକରେଙ୍କୁ!-->…
ସ୍କୁଲ ପୋଷାକ ପିନ୍ଧି ବିଧାନସଭା ଆସିଲେ ବିଧାୟକ…
ପୁଡୁଚେରି,୪।୨: ପୁଡୁଚେରିକୁ ରାଜ୍ୟ ମାନ୍ୟତା ଦେବା ଲାଗି ବିଧାନସଭାରେ ପ୍ରସ୍ତାବ ଗୃହୀତ କରାଇବାକୁ ସରକାର ରାଜି ହେଉ ନ ଥିବାରୁ ଏହାର ପ୍ରତିବାଦରେ ବିରୋଧୀ ଡିଏମ୍କେ ଏବଂ କଂଗ୍ରେସ ବିଧାୟକମାନେ ସ୍କୁଲ ପୋଷାକ ପିନ୍ଧି ସାଇକେଲରେ ବିଧାନସଭା ଆସିଥିଲେ। ଶୁକ୍ରବାର ଏଭଳି ଅଭିନବ ପ୍ରତିବାଦ!-->…
ଚିଦାମ୍ବରମ୍ ସ୍ତ୍ରୀଙ୍କ ସମ୍ପତ୍ତି ବାଜ୍ୟାପ୍ତ କଲା ଇଡି…
ନୂଆଦିଲ୍ଲୀ,୪।୨: ସାରଦା ଚିଟ୍ଫଣ୍ଡ ଏବଂ ମନିଲଣ୍ଡରିଂ ମାମଲାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) କଂଗ୍ରେସ ନେତା ପି. ଚିଦାମ୍ବରମ୍ଙ୍କ ସ୍ତ୍ରୀ ନଳିନୀ ଚିଦାମ୍ବରମ, ପୂର୍ବତନ ସିପିଏମ୍ ବିଧାୟକ ଦେବେନ୍ଦ୍ର ନାଥ ବିଶ୍ୱାସ ଏବଂ ଆସାମର ପୂର୍ବତନ ମନ୍ତ୍ରୀ ଅଞ୍ଜନ ଦତ୍ତଙ୍କ ମାଲିକାନାରେ!-->…
ଗୋଟିଏ ବେଞ୍ଚରେ ୨ ପ୍ରଧାନ ବିଚାରପତି…
ନୂଆଦିଲ୍ଲୀ,୪।୨: ଭାରତର ପ୍ରଧାନ ବିଚାରପତି (ସିଜେଆଇ) ଡି.ଓ୍ବାଇ. ଚନ୍ଦ୍ରଚୂଡ଼ଙ୍କ ସହ ଶୁକ୍ରବାର ବେଞ୍ଚ ଶେୟାର କରିଛନ୍ତି ସିଙ୍ଗାପୁର ପ୍ରତିପକ୍ଷ ସୁନ୍ଦରେଶ ମେନନ୍। ୨୦୧୨ରୁ ସିଙ୍ଗାପୁରର ଚତୁର୍ଥ ପ୍ରଧାନ ବିଚାରପତି ଭାବେ କାର୍ଯ୍ୟରତ ଜଷ୍ଟିସ୍ ମେନନ୍ ଭାରତ ଗସ୍ତରେ ଅଛନ୍ତି।
!-->!-->!-->…
ମନୋହର ଲାଲ ଖଟ୍ଟରଙ୍କ ବଡ ଘୋଷଣା: ପଦନ୍ନୋତିରେ ଅନୁସୂଚିତ ଜାତିର କର୍ମଚାରୀଙ୍କୁ ମିଳିବ ସଂରକ୍ଷଣ…
ଚଣ୍ଡିଗଡ଼,୪ ।୨: ହରିୟାଣା ମୁଖ୍ୟମନ୍ତ୍ରୀ ମନୋହର ଲାଲ ଖଟ୍ଟର ଏକ ବଡ ଘୋଷଣା କରିଛନ୍ତି । ରାଜ୍ୟ ସରକାରଙ୍କ ପାଇଁ କାମ କରୁଥିବା ଅନୁସୂଚିତ ଜାତି(ଏସସି) କର୍ମଚାରୀଙ୍କ ପାଇଁ ଏହି ଘୋଷଣା କରାଯାଇଛି । ସିଏମ ଖଟ୍ଟର ଶୁକ୍ରବାର ଘୋଷଣା କରିଛନ୍ତି କି ରାଜ୍ୟ ସରକାରଙ୍କ ପାଇଁ କାମ କରୁଥିବା!-->…
କାୟା ବଢ଼ାଉଛି କର୍କଟ: ଏମ୍କେସିଜିରେ ମାସକୁ ହଜାରେ ରୋଗୀ…
ବ୍ରହ୍ମପୁର : କର୍କଟ ରୋଗ ଲୋକଙ୍କ ମନରେ ଭୟର ବସା ବାନ୍ଧିଛି। ଏହାର ମୁକାବିଲା ପାଇଁ ସରକାର ନାନା ପଦକ୍ଷେପ ଗ୍ରହଣ କରୁଛନ୍ତି। କିନ୍ତୁ ଆବଶ୍ୟକ ସଚେତନତା ଅଭାବରୁ ରୋଗୀଙ୍କ ହାର ଧୀରେ ଧୀରେ ବଢ଼ିବାରେ ଲାଗିଛି। ଦକ୍ଷିଣ ଓଡ଼ିଶାର ପ୍ରମୁଖ ସ୍ବାସ୍ଥ୍ୟକେନ୍ଦ୍ର ଏମ୍କେସିଜି ମେଡିକାଲ!-->!-->!-->…