ଏଡିଜି ଅରୁଣ ବୋଥ୍ରାଙ୍କ ନେତୃତ୍ୱରେ କ୍ରାଇମ୍‌ବ୍ରାଞ୍ଚ୍‌ ତଦନ୍ତ…

ଭୁବନେଶ୍ୱର: ସ୍ୱାସ୍ଥ୍ୟମନ୍ତ୍ରୀ ନବକିଶୋର ଦାସଙ୍କୁ ଗୁଳିମାଡ଼ ଘଟଣାର ତଦନ୍ତ କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କ୍ରାଇମ୍‌ବ୍ରାଞ୍ଚ୍‌କୁ ନିର୍ଦ୍ଦେଶ ଦେବା ପରେ କ୍ରାଇମବ୍ରାଞ୍ଚ୍‌ର ଅତିରିକ୍ତ ଡିଜି ଅରୁଣ ବୋଥ୍ରା ଅନ୍ୟ ଅଫିସରଙ୍କୁ ନେଇ ଏକ ସ୍ୱତନ୍ତ୍ର ହେଲିକପ୍ଟରରେ ଝାରସୁଗୁଡ଼ାରେ

ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀଙ୍କୁ ସ୍ୱାସ୍ଥ୍ୟ ବିଭାଗ ଦାୟିତ୍ୱ…

ଭୁବନେଶ୍ୱର: ରାଜ୍ୟ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଦେହାନ୍ତ ପରେ ବର୍ତ୍ତମାନ ନୂତନ ସ୍ୱାସ୍ଥ୍ୟମନ୍ତ୍ରୀ ଭାବରେ ନିରଞ୍ଜନ ପୂଜାରୀ ଦାଇତ୍ୱ ଗ୍ରହଣ କରିଛନ୍ତି । ତେବେ ନିରଞ୍ଜନ ଓ ଅର୍ଥମନ୍ତ୍ରୀ ଥିବା ବେଳେ ବର୍ତ୍ତମାନ ସ୍ୱାସ୍ଥ୍ୟବିଭାଗର ମଧ୍ୟ ଦାଇତ୍ୱ ତୁଲାଇବେ । ରାଜ୍ୟପାଳ ପ୍ରଫେସର ଗଣେଶି

ମହିଳା ଅନୁଗାମୀଙ୍କୁ ଦୁଷ୍କର୍ମ ମାମଲାରେ ଆଶାରାମ ବାପୁ ଦୋଷୀ ସାବ୍ୟସ୍ତ…

ଅହମ୍ମଦାବାଦ : ଆତ୍ମଘୋଷିତ ବାବା ଆଶାରାମ ବାପୁ ୧୦ ବର୍ଷ ପୁରୁଣା ଦୁଷ୍କର୍ମ ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଛି। ଗୁଜରାଟର ଗୋଟିଏ କୋର୍ଟ ଆଶାରାମକୁ ଦୋଷୀ ସାବ୍ୟସ୍ତ କରିଛନ୍ତି। ଦୁଷ୍କର୍ମର ଶିକାର ହୋଇଥିବା ମହିଳା ଜଣଙ୍କ ଆଶରାମର ଆଶ୍ରମରେ ରହୁଥିଲେ। ସେ ଆଶ୍ରମରେ ରହୁଥିବା ବେଳେ ତାକୁ

ଭିତରକନିକାରୁ ୨ ଶିକାରୀ ଗିରଫ…

କେନ୍ଦ୍ରାପଡ଼ା : ଭିତରକନିକା ଜାତୀୟ ଉଦ୍ୟାନରେ ବିଦେଶୀ ପକ୍ଷୀ ଶିକାର କରୁଥିବା ୨ ଶିକାରୀ ଗିରଫ। ଭିତରକନିକା ଫରେଷ୍ଟ ବ୍ଲକ୍ ନିକଟ ଇଶ୍ୱରପୁର ପଞ୍ଚାୟତ ମାହାଲା ଗ୍ରାମ ନିକଟରେ ପକ୍ଷୀ ଶିକାର ନେଇ କନିକା ରେଞ୍ଜ୍ ଅଫିସର ମାନସ କୁମାର ଦାସ ସୂଚନା ପାଇବା ପରେ ବିଭାଗୀୟ ଅଧିକାରୀଙ୍କ

ମୁଖ୍ୟମନ୍ତ୍ରୀ ଇସ୍ତଫା ଦିଅନ୍ତୁ : ସାଲୁଜା…

ଭୁବନେଶ୍ୱର: ମନ୍ତ୍ରୀଙ୍କୁ ଗୁଳି କରି ହତ୍ୟା ମାମଲାରେ ମୁଖ୍ୟମନ୍ତ୍ରୀଙ୍କୁ କଂଗ୍ରେସ ଟାର୍ଗେଟ କରିଛନ୍ତି । ରାଜ୍ୟରେ ଆଇନ ଶୃଙ୍ଖଳା ସଂପୂର୍ଣ୍ଣ ବିପର୍ଯ୍ୟସ୍ତ କହିଲେ ସନ୍ତୋଷସିଂ ସାଲୁଜା । ଗୃହ ବିଭାଗର ଦାୟିତ୍ୱରେ ଥିବାରୁ ମୁଖ୍ୟମନ୍ତ୍ରୀ ଇସ୍ତଫା ଦିଅନ୍ତୁ କହିଲେ ସାଲୁଜା ।

୩ ଦିନ ପରେ ପୁଣି ବଢ଼ିବ ଶୀତ…

ଭୁବନେଶ୍ବର : ରାଜ୍ୟରେ ଏବେ ଶୀତ ଟିକେ କମିଛି । ଦିନର ତାପମାତ୍ରା ମଧ୍ୟ ବଢ଼ିଛି । ରାତିରେ ବିଶେଷ ଶୀତ ଅନୁଭବ ହେଉନାହିଁ । ତେବେ ଆସନ୍ତା ୩ ଦିନ ପର୍ଯ୍ୟନ୍ତ ରାଜ୍ୟରେ ଏଭଳି ତାପମାତ୍ରା ଜାରି ରହିବାକୁ ଥିବା ବେଳେ ପରେ ଟିକେ ଶୀତ ବଢ଼ିବ । ଏହି ସମୟରେ ତାପମାତ୍ରା ୨ରୁ ୩ ଡିଗ୍ରି

୪,୦୮୪ କିମି ପଦଯାତ୍ରା କରି ସବୁ ରାଜନେତାଙ୍କୁ ପଛରେ ପକାଇଲେ ରାହୁଲ ଗାନ୍ଧି…

ଶ୍ରୀନଗର : ଘୃଣାର ବଜାରରେ ପ୍ରେମର ଦୋକାନ ଖୋଲିବାର ନାରା ଦେଇ ଭାରତ ଯୋଡ଼ୋ ଯାତ୍ରା କରୁଥିବା ରାହୁଲ ଗାନ୍ଧି ନୂଆ ରେକର୍ଡ କରିଛନ୍ତି। ସେପ୍ଟେମ୍ବର ୭ରେ କନ୍ୟାକୁମାରୀରୁ ଆରମ୍ଭ ହୋଇଥିବା ରାହୁଲଙ୍କ ପଦଯାତ୍ରା ଆଜି କଶ୍ମୀରରେ ଶେଷ ହୋଇଛି। ୧୩୫ ଦିନ ମଧ୍ୟରେ ରାହୁଲ ମୋଟ ୪,୦୮୪ କିମି ରାସ୍ତା

ଉତ୍କଳ ବିଶ୍ୱବିଦ୍ୟାଳୟରେ ସହିଦ ଦିବସ ପାଳିତ…

ଭୁବନେଶ୍ୱର: ଉତ୍କଳ ବିଶ୍ୱବିଦ୍ୟାଳୟ ପୁରାତନ ଛାତ୍ରସଂଘ, ଆଲୁମ୍ନି କନେକ୍ଟ ଏବଂ ଏନ୍ଏସ୍ଏସ୍ ଶାଖାର ମିଳିତ ସହଯୋଗରେ ଆଜି ବିଶ୍ୱବିଦ୍ୟାଳୟ ପରିସରସ୍ଥ ଅହିଂସା ସ୍ଥଳରେ ସହିଦ ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ଉତ୍କଳ ବିଶ୍ୱବିଦ୍ୟାଳୟ କୁଳପତି ପ୍ରଫେସର ସବିତା ଆଚାର୍ଯ୍ୟ, ପୁରାତନ

ଆଇଜର ମେସ ପରିଚାଳକଙ୍କୁ ଆକ୍ରମଣ ଥାନାରେ ମାମଲା…

ବ୍ରହ୍ମପୁର : ଗୋଳନ୍ଥରା ଥାନା ଅନ୍ତର୍ଗତ ଲାଉଡି ଗାଁ ଆଇଜର ସ୍ଥାୟୀ କ୍ୟାମ୍ପସ ପରିସରରେ ମେସ ପରିଚାଲକଙ୍କୁ ଆକ୍ରମଣ ନେଇ ଥାନାରେ ମାମଲା ରୁଜୁ ହୋଇଛି । ସୂଚନା ମୁତାବକ ଗତ ୨୮ ତାରିଖ ଶନିବାର ବିଳମ୍ବିତ ରାତ୍ରିରେ ଆଇଜର ମେସର ରୋଷେଇ ଘର ନିକଟରେ କିଛି ବ୍ୟକ୍ତି ମେସ ପରିଚାଳକ ଅବଦେଶ ସିଂ

ଘରକୁ ଗଲେ ପୁଅ ବୋହୂ ମାରୁଛନ୍ତି, ଏମିତି ଅଭିଯୋଗ ଆଣି ଥାନାରେ ବୃଦ୍ଧଙ୍କ ଧାରଣା…

କାକଟପୁର: ଦିନକୁ ଦିନ ମଣିଷ ଭୁଲିଯାଉଛି ମାନବିକତା। ଯିଏ ମୁଣ୍ଡ ଝାଳ ତୁଣ୍ଡରେ ମାରି ଛୋଟରୁ ବଡ ଯାଏ ବଢ଼େଇ କୁଢ଼େଇ ଗଢ଼ି ତୋଳିଥାଏ ତାକୁ ଟିକେ ଆଦର ଦେଇପାରୁନି ସେହି ଜନ୍ମକଲା ପୁଅ। ସାମାନ୍ଯ ସ୍ବାର୍ଥ ପାଇଁ ପାଲଟି ଯାଉଛି ପଶୁ। ବାପା ଯେ ତାକୁ ଦିନେ ଜନ୍ମ ଦେଇ ପାଳିପୋଷି ମଣିଷ