ଚାରି ଦିନ ପରେ ୨ ଡିଗ୍ରି ଖସିବ ତାପମାତ୍ରା…

ଭୁବନେଶ୍ବର : ରାଜ୍ୟରେ ବର୍ତ୍ତମାନ ଦିନର ତାପମାତ୍ରା ଅଧିକ ରହିଛି। ଶୀତ କିମ୍ବା କୁହୁଡ଼ି ମଧ୍ୟ ବିଶେଷ ନାହିଁ। ଆ‌ସନ୍ତା ୪ ଦିନ ପର୍ଯ୍ୟନ୍ତ ରାଜ୍ୟର ତାପମାତ୍ରାରେ ବିଶେଷ ପରିବର୍ତ୍ତନ ସମ୍ଭାବନା ନାହିଁ। ଏହାର ପରବର୍ତ୍ତୀ ସମୟରେ ରାଜ୍ୟର ତାପମାତ୍ରା ପାଖାପାଖି ୨ରୁ ୩ ଡିଗ୍ରି ଯାଏ କମିବ।

ସ୍ବାସ୍ଥ୍ୟମନ୍ତ୍ରୀଙ୍କ ଚିକିତ୍ସା ପାଇଁ ଆପୋଲୋ ହସ୍ପିଟାଲରେ ସ୍ୱତନ୍ତ୍ର ଡାକ୍ତରୀ ଦଳ ଗଠିତ

ଭୁବନେଶ୍ବର: ଗୁଳିମାଡ଼ର ଶିକାର ହୋଇଥିବା ସ୍ବାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସଙ୍କ ଚିକିତ୍ସା ପାଇଁ ଆପୋଲୋ ହସ୍ପିଟାଲରେ ସ୍ୱତନ୍ତ୍ର ଡାକ୍ତରୀ ଦଳ ଗଠିତ ହୋଇଛି। ଏହି ଦଳରେ ସର୍ଜରି, ଆନେସ୍ଥେସିଆ, ନ୍ୟୁରୋ, ମେଡିସିନ, କାର୍ଡିଆକ ଇତ୍ୟାଦି ବିଭାଗର ବରିଷ୍ଠ ଡାକ୍ତର ଅଛନ୍ତି। କ୍ୟାପିଟାଲ

ଢେଙ୍କାନାଳରେ ପର୍ଯ୍ୟଟନ ଭିତ୍ତିଭୂମିର ବିକାଶ ପାଇଁ ସ୍ୱତନ୍ତ୍ର ପ୍ୟାକେଜ୍ ଲାଗି ଅନୁରୋଧ କଲେ କେନ୍ଦ୍ରମନ୍ତ୍ରୀ…

ଢେଙ୍କାନାଳ: ଢେଙ୍କାନାଳ ଜିଲ୍ଲାରେ ପର୍ଯ୍ୟଟନ ଭିତ୍ତିଭୂମିର ବିକାଶ ଓ ପର୍ଯ୍ୟଟକଙ୍କ ସୁବିଧାକୁ ତ୍ୱରାନ୍ୱିତ କରିବା ପାଇଁ ଏକ ସ୍ୱତନ୍ତ୍ର ପ୍ୟାକେଜ୍ ମଞ୍ଜୁର କରିବାକୁ କେନ୍ଦ୍ର ସଂସ୍କୃତି ଓ ପର୍ଯ୍ୟଟନ ମନ୍ତ୍ରୀ ଜି. କିଷାନ ରେଡ୍ଡୀଙ୍କୁ ପତ୍ର ଲେଖି ଅନୁରୋଧ କରିଛନ୍ତି କେନ୍ଦ୍ର ଶିକ୍ଷା ଓ

ନବ ଦାସଙ୍କୁ ଗୁଳିମାଡ଼ ଘଟଣାର କ୍ରାଇମବ୍ରାଞ୍ଚ ତଦନ୍ତ ନିର୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ…

ଭୁବନେଶ୍ବର: ଗୁଳିମାଡ଼ର ଶିକାର ହୋଇଥିବା ସ୍ବାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସଙ୍କ ଉପରକୁ ଗୁଳିମାଡ଼ ଘଟଣାକୁ ନିନ୍ଦା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସେ ନବ ଦାସଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି। ମୁଖ୍ୟମନ୍ତ୍ରୀ ଏହି ଘଟଣାର କ୍ରାଇମବ୍ରାଞ୍ଚ ତଦନ୍ତ ନିର୍ଦେଶ

ସ୍ବାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସଙ୍କୁ ପୁଲିସ କର୍ମୀଙ୍କ ଗୁଳିମାଡ଼, ଅବସ୍ଥା ସଙ୍କଟାପନ୍ନ ହେବାରୁ ଭୁବନେଶ୍ବର…

ଝାରସୁଗୁଡ଼ା: ସ୍ବାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସଙ୍କୁ ବ୍ରଜରାଜନଗରରେ ଗୁଳିମାଡ଼ ହୋଇଥିବାର ଖବର ମିଳିଛି। ଗୁଳିଟି ତାଙ୍କ ଛାତିର ବାମ ପାଖରେ ବାଜିଛି। ସେ ଏକ ଦଳୀୟ କାର୍ଯ୍ୟକ୍ରମରେ ଯୋଗ ଦେବାକୁ ଆସିବାକୁ ବ୍ରଜରାଜନଗର ଆସିଥିଲେ। ସେ ଏକ ବିରାଟ ଶୋଭାଯାତ୍ରାରେ ଆସୁଥିବା ବେଳେ ଜଣେ ପୁଲିସ

ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କୁ ଗୁଳି ମାଡ଼ : ମନ୍ତ୍ରୀ ଙ୍କୁ ଗୁଳି କରିଛି ପୋଲିସ

ବ୍ରଜରାଜନଗର -୨୯/୦୧/୨୩ ପ୍ରାପ୍ତ ସୂଚନା ଅନୁଯାୟୀ ଏକ କାର୍ଯ୍ୟକ୍ରମରେ ଯୋଗଦାନ କରିବା ପାଇଁ ବ୍ରଜରାଜନଗର ଯାଇଥିବା ସମୟରେ ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସ ଅତର୍କିତ ଭାବେ ଗୁଳିମାଡ଼ର ଶିକାର ହୋଇଛନ୍ତି। ଏ.ଏସ.ଆଇ ଗୋପାଳ ଦାସ ଘଟାଇଛନ୍ତି ଏହି ଘଟଣା। ଚାରି ରୁ ପାଞ୍ଚ ରାଉଣ୍ଡ ଗୁଳି ଚାଳନା କରା

ସୁବାଷ ବୋଷ ଛକ ନିକଟରେ ଗାଡ଼ି ପର୍କିଙ୍ଗ ଓ ଶୌଚାଳୟ ଉଦ୍ଘାଟନ ପରେ ଵି ତାଲା : ଅଭିଯୋଗ ଆଣିଲା ଜିଲ୍ଲା କଂଗ୍ରେସ…

ମାଲକାନଗିରି : ମାଲକାନଗିରି ଆଜି ଜିଲ୍ଲା ସଦର ସୁବାଷ ବୋଷ ଛକ ନିକଟରେ ପୌରପରିଷଦ ତରଫରୁ ଜନସାଧାରଣଙ୍କ ସୁବିଧା ନିମନ୍ତେ ଗାଡ଼ି ପର୍କିଙ୍ଗ ଓ ଶୌଚାଳୟ ର ବ୍ୟବସ୍ଥା କରାଯାଇଛି। କାମ ସରିବା ମାସ ମାସ ପରେ ମଧ୍ୟ ଏହି ପର୍କିଙ୍ଗ ସ୍ଥାନଟି ଜନସାଧାରଣଙ୍କ ପାଇଁ ଖୋଲାଯାଇପାରୁ ନଥିବାରୁ

କିଟ୍‍ ଓ କିସ୍‍ ପକ୍ଷରୁ ମିନି ମାରାଥନ…

ଫୁଲବାଣୀ :- କିଟ୍‍ ଓ କିସ୍‍ ଅନୁଷ୍ଠାନର ରୌପ୍ୟ ଜୟନ୍ତୀ ଅବସରରେ ଫୁଲବାଣୀଠାରେ ଆଜି ସକାଳୁ ବିଭିନ୍ନ ସ୍କୁଲ ପିଲାଙ୍କୁ ନେଇ ମିନି ମାରାଥନର ଆୟୋଜନ କରାଯାଇଥିଲା। କନ୍ଧମାଳ ଏସପି ଶୁଭେନ୍ଦୁ ପାତ୍ର, ମୁଖ୍ୟ ଜିଲ୍ଲା ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଜ଼ିଲ୍ଲା ପରିଷଦ ବିଶ୍ୱରଂଜନ ନାୟକ ଓ

ସୁନ୍ଦରଗଡ଼ ବିଜେପିର ଜିଲ୍ଲା କାର୍ଯ୍ୟକାରିଣୀ ବୈଠକ…

ସୁନ୍ଦରଗଡ଼ : ବିଜେପି ସୁନ୍ଦରଗଡ଼ ସାଂଗଠନିକ ଜିଲ୍ଲା ପକ୍ଷରୁ ଜିଲ୍ଲା ସଭାପତି ତଥା ତଳସରା ବିଧାୟକ ଭବାନୀ ଶଙ୍କର ଭୋଇଙ୍କ ଅଧ୍ୟକ୍ଷତାରେ ସୁନ୍ଦରଗଡ଼ ସ୍ଥିତ ବିଜେପି ଜିଲ୍ଲା କାର୍ଯ୍ୟାଳୟ ଭୋଜପୁର ଠାରେ ଜିଲ୍ଲା କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ସମ୍ମାନିତ ଅତିଥି

ଦଣ୍ଡକାଳୀ ମନ୍ଦିର ପ୍ରତିଷ୍ଠା ଉତ୍ସବ ଅବସରରେ କଳସ ଯାତ୍ରା…

ବ୍ରହ୍ମପୁର : ସ୍ଥାନୀୟ ପାଣିଗ୍ରାହୀ ପେଣ୍ଠ ସ୍ଥିତ ଦଣ୍ଡକାଳୀ ମନ୍ଦିରର ରତ୍ନମୁଦ ଓ ମୁଖ୍ୟ ଫାଟକ ପ୍ରତିଷ୍ଠା ଉତ୍ସବ ଆରମ୍ଭ ହୋଇଯାଇଛି। ଏହି ଅବସରରେ ଆଜି ମନ୍ଦିର ନିକଟରୁ ଏକ ବିରାଟ କଳସ ଶୋଭାଯାତ୍ରା ବାହାରି ଥିଲା । ଏହି ଶୋଭାଯାତ୍ରା ସହର ପରିକ୍ରମା କରିବା ସହିତ ବାଲୁଙ୍କେଶ୍ୱର ମନ୍ଦିର