୨୯ ଫୁଟ୍‌ ମୋବାଇଲ ଟାଓ୍ବାର ଚୋରି…

ପାଟନା: ବିହାରର ପାଟନାରେ ଏକ ଡକାୟତ ଗ୍ୟାଙ୍ଗ୍‌ ନିଜକୁ ଟେଲିକମ୍‌ କମ୍ପାନୀର କର୍ମଚାରୀ ପରିଚୟ ଦେଇ ୨୯ ଫୁଟ୍‌ ଉଚ୍ଚତାର ଏକ ମୋବାଇଲ ଟାଓ୍ବାରକୁ ଚୋରିକରି ନେଇଯାଇଛି। ଚୋରି ସମ୍ପର୍କରେ କେହି କୌଣସି ଆଭାସ ପାଇ ନ ଥିଲେ। ୫ଜି ସେବା ଆରମ୍ଭ କରିବା ଲାଗି ଟେଲିକମ୍‌ କମ୍ପାନୀର

ବ୍ରିଜ୍‌ ଭୂଷଣଙ୍କ ବିରୋଧରେ ତଦନ୍ତ ନିର୍ଦ୍ଦେଶ…

ନୂଆଦିଲ୍ଲୀ: ଯୌନ ଉତ୍ପୀଡ଼ନ ଓ ହତ୍ୟା ଧମକ ଅଭିଯୋଗ ଭାଜପା ଏମ୍‌ପି ତଥା ରେସଲିଂ ଫେଡେରେଶନ୍‌ ଅଫ୍‌ ଇଣ୍ଡିଆ (ଡବ୍ଲ୍ୟୁଏଫ୍‌ଆଇ) ଅଧ୍ୟକ୍ଷ ବ୍ରିଜ୍‌ ଭୂଷଣ ଶରଣ ସିଂଙ୍କୁ ମହଙ୍ଗା ପଡ଼ିଛି। ତାଙ୍କ ବିରୋଧରେ ଆଗତ ଅଭିଯୋଗଗୁଡ଼ିକର ତଦନ୍ତ ପାଇଁ ଶୁକ୍ରବାର ଏକ କମିଟି ଗଠନ କରାଯାଇଛି। ଭାରତୀୟ

ଭାରତୀୟ ହକି ଟିମ୍‌କୁ ବଡ଼ ଝଟକା: ଟିମ୍‌ରୁ ବାଦ୍‌ ପଡିଲେ ହାର୍ଦ୍ଦିକ ସିଂ

ଭୁବନେଶ୍ୱର: ଓଡିଶାରେ ଚାଲିଥିବା ପୁରୁଷ ହକି ବିଶ୍ୱକପ୍‌ରେ ଭାରତୀୟ ହକି ଟିମ୍‌କୁ ବଡ଼ ଝଟକା। ଦଳର ପ୍ରମୁଖ ଖେଳାଳି ହାର୍ଦ୍ଦିକ ସିଂ ଆହାତ ଯୋଗୁ ଟିମ୍‌ରୁ ବାଦ ପଡିଛନ୍ତି। ନ୍ୟୁଜିଲ୍ୟାଣ୍ଡ ବିପକ୍ଷ କ୍ରସ୍‌ ଓଭର ମ୍ୟାଚ୍‌ର ଗୋଟିଏ ଦିନ ପୂର୍ବରୁ ଏହି ଖରାପ ଖବର ସାମ୍ନାକୁ ଆସିଛି। ତେବେ

ଜୁନ୍‌ ୨୦ରେ ବିଶ୍ୱପ୍ରସିଦ୍ଧ ରଥଯାତ୍ରା…

ପୁରୀ : ଜୁନ୍‌ ୨୦ରେ ବିଶ୍ୱପ୍ରସିଦ୍ଧ ରଥଯାତ୍ରା ଅନୁଷ୍ଠିତ ହେବ। ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଚୂଡାନ୍ତ ତାଲିକା ପ୍ରକାଶ ପାଇଛି। ତାଲିକା ଅନୁଯାୟୀ, ଏପ୍ରିଲ ୨୩ରେ ପବିତ୍ର ଅକ୍ଷୟ ତୃତୀୟା,ସେହିଦିନ ରଥକାଠ ଅନୁକୂଳ କରାଯିବ। ଏହି ଦିନ ମଧ୍ୟ ପ୍ରସିଦ୍ଧ ଚନ୍ଦନଯାତ୍ରା ଆରମ୍ଭ ହେବ।

ରାଜ୍ୟ ସରକାର ଆବାସ ଘର ବଣ୍ଟନରେ ସାଧୁତା ଅବଲମ୍ବନ କରନ୍ତୁ: ଧର୍ମେନ୍ଦ୍ର

ଭୁବନେଶ୍ବର: କେନ୍ଦ୍ର ସରକାର ଓଡ଼ିଶାକୁ ପର୍ଯ୍ୟାପ୍ତ ଘର ଦେଇଛନ୍ତି। ତେଣୁ ରାଜ୍ୟ ସରକାର ଗରିବ ଲୋକଙ୍କ ଉପରେ ଚାପ ନ ପକାଇ ତାଲିକାରେ ସାଧୁତା ଅବଲମ୍ବନ କରନ୍ତୁ ବୋଲି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି। ଏ ସମ୍ପର୍କରେ ଶୁକ୍ରବାର ଧର୍ମେନ୍ଦ୍ର ଗଣମାଧ୍ୟମକୁ କହିଛନ୍ତି,

ଶ୍ରୀମନ୍ଦିର ଉପରେ ଡ୍ରୋନ ଉଡ଼ାଇବା ଘଟଣା, ‘ଭିଡିଓ କ୍ଲିପ୍‌ ବିକ୍ରି ନେଇ ତଦନ୍ତ କରାଯିବ’…

ପୁରୀ : ଶ୍ରୀମନ୍ଦିର ନୋ ଫ୍ଲାଇଂ ଜୋନ୍‌ରେ ଡ୍ରୋନ ଉଡ଼ାଇ ଭିତରବେଢ଼ାର ଭିଡିଓ ଭାଇରାଲ କରିବା ସହ ଏହି କ୍ଲିପ୍‌ ଦେବା ପାଇଁ ଟଙ୍କା ମାଗିବା ଘଟଣାରେ ଅଭିଯୁକ୍ତ ବଙ୍ଗୀୟ ୟୁଟ୍ୟୁବର ଅନିମେଷ ଚକ୍ରବର୍ତ୍ତୀଙ୍କୁ ଗତ ୧୮ ତାରିଖରେ ପୁରୀ ପୋଲିସର ଏକ ସ୍ବତନ୍ତ୍ର ଟିମ୍‌ ପଶ୍ଚିମବଙ୍ଗର ନିମ୍‌ତା

ହକି ଟିକେଟ କଳାବଜାରି, ଆଉ ୪ ଗିରଫ

ଭୁବନେଶ୍ୱର: କଳିଙ୍ଗ ଷ୍ଟାଡିୟମରେ ଚାଲିଥିବା ହକି ବିଶ୍ୱକପ୍‌ ଦେଖିବାକୁ ସମସ୍ତଙ୍କ ମନରେ ଉତ୍କଣ୍ଠା ରହିଛି। ହେଲେ ଟିକେଟ ମିଳୁ ନ ଥିବାରୁ ଅନେକ ନିରାଶ ହୋଇଛନ୍ତି। ଏପରି ସ୍ଥିତିରେ ଦଲାଲଙ୍କ ହାତରେ ପୁଳାପୁଳା ଟିକେଟ ଦେଖିବାକୁ ମିଳୁଛି। ସେମାନେ ଟିକେଟ ବ୍ଲାକ୍‌ରେ ବିକି ମାଲାମାଲ୍‌

ବୋହୂଙ୍କୁ ଧର୍ମ ପରିବର୍ତ୍ତନ ପାଇଁ ବାଧ୍ୟ କରାଯାଇନାହିଁ…

କଟକ : କାଉନ୍‌ସେଲିଂ ପରେ କଟକ ମହିଳା ଥାନା ବାହାରକୁ ଆସି ପରସ୍ପରକୁ ଆକ୍ଷେପ-ପ୍ରତିଆକ୍ଷେପ କରିଥିବା ଓଲିଉଡ୍‌ କଣ୍ଠଶିଳ୍ପୀ ହ୍ୟୁମାନ ସାଗରଙ୍କ ମାମଲା ଶୁକ୍ରବାର ଟିକେ ଅଲଗା ଅଲଗା ଲାଗିଛି। ହ୍ୟୁମାନ ଓ ତାଙ୍କ ମା’ ଶେଫାଳୀ ସୁନା ବୋହୂ ଶ୍ରୀୟା ମିଶ୍ର ଓ ତାଙ୍କ ବାପାଙ୍କୁ କଟୁକ୍ତି

ଇଡିରେ ହାଜର ହେଲେ ତାଳଚେର ବିଧାୟକ…

ଭୁବନେଶ୍ୱର: ତାଳଚେରର ବିଜେଡି ବିଧାୟକ ବ୍ରଜ କିଶୋର ପ୍ରଧାନ ଶୁକ୍ରବାର ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) କାର୍ଯ୍ୟାଳୟରେ ହାଜର ହୋଇଥିଲେ। ଅପରାହ୍ନ ପ୍ରାୟ ସାଢ଼େ ୧ଟାରେ ସେ ନୟାପଲ୍ଲୀସ୍ଥିତ ଆଞ୍ଚଳିକ କାର୍ଯ୍ୟାଳୟରେ ପହଞ୍ଚତ୍ବା ପରେ ଅଧିକାରୀମାନେ ତାଙ୍କୁ ଜେରା କରିଥିଲେ। ତେବେ ଏନେଇ

ପୋଲିସ ପରିଚୟ ଦେଇ ଲୁଟୁଛନ୍ତି ଲୁଟେରା, ପୋଲିସର ଛାନଭିନ ଆରମ୍ଭ…

ଦାରିଙ୍ଗବାଡି: ପୋଲିସ ପରିଚୟ ଦେଇ ଲୋକଙ୍କ ଠାରୁ ମୋବାଇଲ ଓ ଟଙ୍କା ଲୁଟୁଛନ୍ତି ଜଣେ ଦୁର୍ବୁତ। ଏଭଳି କିଛି ଅଭିଯୋଗ ଆସିଛି ଦାରିଙ୍ଗବାଡି ଥାନା ଅଞ୍ଚଳରୁ । ଜଣେ ଅଚିହ୍ନା ଯୁବକ ଲୋକଙ୍କୁ ନିଜକୁ ପୋଲିସ ପରିଚୟ ଦେଇ ଅଞ୍ଚଳର ଅନେକ ଲୋକଙ୍କ ଠାରୁ ମୋବାଇଲ ସହ ଟଙ୍କା ଲୁଟି ନେଇଥିବା ଅଭିଯୋଗ