Sign in
Sign in
Recover your password.
A password will be e-mailed to you.
ରାଜ୍ୟରେ ବନ୍ଦ ହେଲା ତମାଖୁ ଏବଂ ନିକୋଟିନ୍ର ବ୍ୟବହାର, ଅମାନିଆ ହେଲେ କାର୍ଯ୍ୟାନୁଷ୍ଠାନ
ଭୁବନେଶ୍ୱର : ରାଜ୍ୟ ସରକାରଙ୍କ ବଡ଼ ପଦକ୍ଷେପ । ରାଜ୍ୟରେ ବନ୍ଦ ହେବ ଗୁଟଖା ବ୍ୟବସାୟ । ନା ହେବ ଉତ୍ପାଦନ, ନା ହେବ ବିକ୍ରି । ଚଳିତବର୍ଷ ଜାନୁୟାରୀ ୨୧ ତାରିଖରେ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଜାରି ହୋଇଛି ଏନେଇ ବିଧିବଦ୍ଧ ବିଜ୍ଞପ୍ତି ।!-->…
ନିଲମ୍ବିତ ରେଞ୍ଜରଙ୍କ ଘର ନିକଟରୁ ମିଳିଲା ମୃତହାତୀର ଶରୀର : ମୋବାଇଲ ଲାଇଟ ରେ ହେଲା ଶବ ବ୍ୟବଚ୍ଛେଦ ! ରେଞ୍ଜରଙ୍କ…
ବାଲିଗୁଡା, ତା, ୨୨/୦୧ : କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ବନଖଣ୍ଡ ବେଲଘର ରେଞ୍ଜ ମୁଣ୍ଡୁଟି ଜଙ୍ଗଲରୁ ହାତୀର ମୃତଦେହ ଗାଏବ ଘଟଣା ସାରା ରାଜ୍ୟରେ ଚର୍ଚ୍ଚାର ବିଷୟ ହୋଇଛି। ତେବେ ଏହି ମୃତହାତୀର ଖଣ୍ଡବିଖଣ୍ଡିତ ଅଂଶ ବୁଧବାର ନିଲମ୍ବିତ ରେଞ୍ଜର ବିନୟ ବିଶିଙ୍କ ଘର କଳାହାଣ୍ଡି ଜିଲ୍ଲା!-->!-->!-->…
ଆସନ୍ତାକାଲି ଓଡ଼ିଶା ଆସିବେ ଉପରାଷ୍ଟ୍ରପତି, ପରାକ୍ରମ ଦିବସ ପାଳନ କାର୍ଯ୍ୟକ୍ରମରେ ଯୋଗଦେବେ
ଭୁବନେଶ୍ୱର: ସଜେଇ ହେଲାଣି ନେତାଜୀଙ୍କ ଜନ୍ମସ୍ଥାନ । ଆସନ୍ତାକାଲି ଜନ୍ମ ଦିବସକୁ ପରାକ୍ରମ ଦିବସ ଭାବେ ପାଳନ କରିବେ ସରକାର। କାଲି ଆସୁଛନ୍ତି ଉପ ରାଷ୍ଟ୍ରପତି । ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ୧୨୯ତମ ଜନ୍ମ ବାର୍ଷିକୀ ପାଳନ ଅବସରରେ ନେତାଜୀ ଜନ୍ମସ୍ଥାନ ସଂଗ୍ରହାଳୟ ପରିଦର୍ଶନ କରିବେ!-->…
ନିଖୋଜ ୪ ନାବାଳକ ସ୍କୁଲରୁ ଉଦ୍ଧାର, କ୍ରିକେଟ ଦେଖିବାକୁ ଯାଇ ଘରକୁ ଫେରି ନଥିଲେ
ଦେବଗଡ଼ : ନିଖୋଜ ୪ ନାବାଳକ ସ୍କୁଲରୁ ଉଦ୍ଧାର । କ୍ରିକେଟ ଦେଖିବାକୁ ଯାଇ ଛାତ୍ରମାନେ ନିଖୋଜ ହୋଇଥିଲେ । ଦେବଗଡ଼ ଜିଲ୍ଲା ରିଆମାଳ ଥାନା ଟିଂକବୀର ଗାଁରେ ଆୟୋଜିତ କ୍ରିକେଟ ଟୁର୍ଣ୍ଣାମେଣ୍ଟ ଦେଖିବାକୁ ଯାଇ ୪ ଜଣ ନାବାଳକ ଆଉ ଘରକୁ ଫେରିନଥିଲେ । ପରିବାର ଲୋକେ ବହୁ ଖୋଜାଖୋଜି ପରେ!-->…
ଭିନ୍ନ ଭିନ୍ନ ଅଭିଯୋଗକୁ ନେଇ ବିଜେଡ଼ିକୁ ଖୋଲା ଆହ୍ୱାନ ଦେଲେ ଅରବିନ୍ଦ ମହାପାତ୍ର
ଭୁବନେଶ୍ବର: ନିଲମ୍ବନ ପରେ ଦଳର ଅଭିଯୋଗକୁ ଖୋଲା ଆହ୍ୱାନ ଦେଲେ ବିଧାୟକ ଅରବିନ୍ଦ ମହାପାତ୍ର । ଭିନ୍ନ ଭିନ୍ନ ଅଭିଯୋଗକୁ ନେଇ କଲେ ଖୋଲା ଆହ୍ୱାନ କରିବା ସହ ଅତନୁ ସବ୍ୟସାଚୀଙ୍କୁ ନିଶାଣ କଲେ ।ଅରବିନ୍ଦ କହିଛନ୍ତି , ମୁଁ ଆଶ୍ଚର୍ଯ୍ୟ ଯେ ଜାନୁଆରୀ ୧୫ ସନ୍ଧ୍ୟାରେ ଦଳରୁ ନିଳମ୍ବନ ହେଲି । କାରଣ!-->…
ରକ୍ତଦାନ ଶିବିର ଆୟୋଜନ ନିମିତ୍ତ ଅନ୍ତିମ ପ୍ରସ୍ତୁତି ବୈଠକ
ବୋଲଗଡ଼,୨୦/୦୧(ନିସର୍ତ୍ତ) : ବୋଲଗଡ଼ ଗୋଷ୍ଠୀ ଶିକ୍ଷା କାର୍ଯ୍ୟାଳୟ ପରିସରରେ ଗୋଷ୍ଠୀ ଶିକ୍ଷା ଅଧିକାରୀ ପ୍ରମୋଦ କୁମାର ସ୍ବାଇଁଙ୍କ ଅଧ୍ୟକ୍ଷତାରେ ଏବଂ ସହଗୋଷ୍ଠୀ ଶିକ୍ଷା ଅଧିକାରୀ କୈଳାସ ନାଥ ସ୍ୱାଇଁଙ୍କ ଆବାହକତ୍ୱରେ ମଙ୍ଗଳବାର ଦିନ ୨ଘଟିକା ସମୟରେ ଆଗାମୀ ୨୫ତାରିଖରେ ଅନୁଷ୍ଠିତ ହେବାକୁ!-->…
ଜମାକାରୀଙ୍କ ଟଙ୍କା ଆତ୍ମସାତ ଅଭିଯୋଗ: ଗ୍ରାହକସେବା କେନ୍ଦ୍ର ପରିଚାଳକଙ୍କୁ ମାଡ଼
ବାଲିଆପାଳ : ଜମାକାରୀଙ୍କ ଲକ୍ଷାଧିକ ଟଙ୍କା ଆତ୍ମସାତ ଅଭିଯୋଗରେ ଭାରତୀୟ ଷ୍ଟେଟବ୍ୟାଙ୍କର ଗ୍ରାହକ ସେବା କେନ୍ଦ୍ର ଦାୟିତ୍ୱରେ ଥିବା ପରିଚାଳକ ରଞ୍ଜନ ରଣାଙ୍କୁ ବିଦ୍ୟୁତ ଖୁଣ୍ଟରେ ବାନ୍ଧି ନିର୍ଦ୍ଧୁମ ପିଟିଛନ୍ତି ଉତ୍ୟକ୍ତ ଜମାକାରୀ ।ଏଭଳି ଘଟଣା ଦେଖିବାକୁ ମିଳିଛି ବାଲେଶ୍ଵର ଜିଲ୍ଲା!-->…
କନ୍ଧମାଳ – କଳାହାଣ୍ଡି ସୀମାନ୍ତ ଜଙ୍ଗଲରେ ମାଓ କ୍ୟାମ୍ପ ଠାବ କୁମ୍ବିଂ ଅପରେସନ ଜୋରଦାର
କନ୍ଧମାଳ:ତା, ୨୨/୦୧ : ଦେଶକୁ ନକ୍ସଲ ଏବଂ ମାଓବାଦୀ ମୁକ୍ତ କରିବା ପାଇଁ ଡେଡ଼ଲାଇନ ସମୟ ଯେତେ ପାଖେଇ ଆସୁଛି, ପୁଲିସ ଏବଂ ସୁରକ୍ଷା ବାହିନୀଙ୍କ କୁମ୍ବିଂ ଅପେରସନ ମଧ୍ୟ ସେତିକି ତୀବ୍ର ହେବାରେ ଲାଗିଛି । ସେହିଭଳି କନ୍ଧମାଳ ଜିଲ୍ଲାରେ ମଧ୍ୟ ଜିଲ୍ଲା ପୁଲିସ ଏବଂ କେନ୍ଦ୍ରୀୟ!-->…
କାଗଜ କଲମରେ ‘ଅମୃତ’, ବାସ୍ତବରେ ଦୁର୍ନୀତି: କୋଟପାଡ଼ ଅମୃତ ସରୋବର ପ୍ରକଳ୍ପରେ ମହାଘୋଟାଲା
କୋଟପାଡ଼ : କୋରାପୁଟ ଜିଲ୍ଲା କୋଟପାଡ଼ ବ୍ଲକରେ ସରକାରଙ୍କ ‘ଅମୃତ ସରୋବର’ ପ୍ରକଳ୍ପରେ ବ୍ୟାପକ ଅନିୟମିତତା ହୋଇଥିବା ନେଇ ଏକ ସମ୍ବେଦନଶୀଳ ତଥ୍ୟ ସାମ୍ନାକୁ ଆସିଛି। ଆଜାଦି କା ଅମୃତ ମହୋତ୍ସବ ଅବସରରେ ପ୍ରତି ପଞ୍ଚାୟତରେ ପୋଖରୀର ପୁନଃଉଦ୍ଧାର ପାଇଁ ଯୋଜନା କରାଯାଇଥିବା ବେଳେ ଛତିଶଗଡ଼!-->…
ଶ୍ରୀମନ୍ଦିରକୁ ବୋମାରେ ଉଡ଼ାଇ ଦେବା ଧମକ ମାମଲାରେ ଅଭିଯୁକ୍ତକୁ ବାନ୍ଧିଲା ପୁଲିସ
ପୁରୀ : ବିଶ୍ୱପ୍ରସିଦ୍ଧ ପୁରୀ ଶ୍ରୀମନ୍ଦିରକୁ ବୋମାରେ ଉଡ଼ାଇ ଦେବାକୁ ଧମକ ଦେବା ଘଟଣାରେ ପୁଲିସକୁ ମିଳିଛି ବଡ଼ ସଫଳତା। ସୋସିଆଲ ମିଡିଆ ମାଧ୍ୟମରେ ଧମକ ଦେଇଥିବା ଅଭିଯୋଗରେ ଅଭିଯୁକ୍ତ ପ୍ରତୀକ୍ ମିଶ୍ରଙ୍କୁ ପୁରୀ ସିଂହଦ୍ୱାର ଥାନା ପୁଲିସ ଗିରଫ କରିଛି। ଏହି ଘଟଣା ପରେ!-->…