ସୁରକ୍ଷାକର୍ମୀଙ୍କ ଗୁଳିରେ ମୋଷ୍ଟ ୱାଣ୍ଟେଡ୍ ମାଓବାଦୀ ‘ଅନଲ’ ନିହତ

ରାଉରକେଲା: ପଶ୍ଚିମ ସିଂହଭୂମ ଜିଲ୍ଲା ସରଣ୍ଡା ଜଙ୍ଗଲରେ ସୁରକ୍ଷାକର୍ମୀ ଓ ମାଓବାଦୀଙ୍କ ମଧ୍ୟରେ ଚାଲିଥିବା ଗୁଳିବିନିମୟରେ ସୁରକ୍ଷାବଳକୁ ଏକ ବଡ଼ ସଫଳତା ମିଳିଛି। ଏହି ଅପରେସନରେ ଏକ କୋଟି ଟଙ୍କାର ମୋଷ୍ଟ ୱାଣ୍ଟେଡ୍ ତଥା କୁଖ୍ୟାତ ମାଓବାଦୀ ନେତା ‘ଅନଲ’ ନିହତ ହୋଇଛି। ଅନଲ ସିପିଆଇ

ବଢ଼ିଲା ଗ୍ରାମରକ୍ଷୀଙ୍କ ମାସିକ ଭତ୍ତା; ଏଣିକି ମିଳିବ ୨,୫୦୦ ଟଙ୍କା

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟର ଗ୍ରାମାଞ୍ଚଳରେ କାର୍ଯ୍ୟରତ ଗ୍ରାମରକ୍ଷୀ ମାନଙ୍କ ପାଇଁ ପୂର୍ବରୁ ପ୍ରଚଳିତ ଥିବା ମାସିକ ଭତ୍ତାକୁ ବୃଦ୍ଧି କରିଛନ୍ତି। ଏଣିକି ଗ୍ରାମରକ୍ଷୀ ମାନେ ୧,୮୦୦ ଟଙ୍କା ବଦଳରେ ୨,୫୦୦ ଟଙ୍କା ମାସିକ ଭତ୍ତା ପାଇବେ। ଏଥି ସହିତ ସପ୍ତାହକୁ ଥରେ

୭୨ ପ୍ରଧାନଶିକ୍ଷକ ଶିକ୍ଷୟିତ୍ରୀଙ୍କ ଦରମା ବନ୍ଦ କଲେ ଜିଲ୍ଲା ଶିକ୍ଷାଧିକାରୀ

ପୁରୀ: ପୁରୀ ଜିଲ୍ଲାର ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ ପାଇଁ ନିର୍ଦ୍ଦେଶ ଦେଲେ ଜିଲ୍ଲା ଶିକ୍ଷାଧିକାରୀ ଦୀପକ ପାଢୀ । ବର୍ଷା ସମୟରେ ସାପ କାମୁଡ଼ିଲେ ଓ ବଜ୍ରପାତ ହେଲେ ସେଥିରୁ କିପରି ସୁରକ୍ଷିତ ରହିବ ସେନେଇ ସଚେତନତା ଶିବିର ପାଇଁ ନିର୍ଦ୍ଦେଶ ଥିଲା, ଏଥିପାଇଁ ପ୍ରଧାନଶିକ୍ଷକଙ୍କୁ ୪୫୦୦

୧୦,୦୦୦ ଲାଞ୍ଚ ନେଇ ବନ୍ଧା ହେଲେ ଆରଆଇ

ଭୁବନେଶ୍ୱର: କଟକ ସଦର ତହସିଲ ଅନ୍ତର୍ଗତ କଖଡି ସର୍କଲର ରାଜସ୍ୱ ନିରୀକ୍ଷକ (ଆରଆଇ) ଜାନକୀ ରଞ୍ଜନ ମଲ୍ଲିକଙ୍କୁ ଗୁରୁବାର ଦିନ ଓଡ଼ିଶା ଭିଜିଲାନ୍ସ ଅଧିକାରୀମାନେ ୧୦,୦୦୦ ଟଙ୍କା ଲାଞ୍ଚ ନେଉଥିବା ବେଳେ ଗିରଫ କରିଛନ୍ତି। ଭିଜିଲାନ୍ସ ପକ୍ଷରୁ ପ୍ରକାଶିତ ସୂଚନା ଅନୁଯାୟୀ, ଏକ ମ୍ୟୁଟେସନ୍

୪.୫୭ ଲକ୍ଷ ହିତାଧିକାରୀ ପାଇଲେ ସୁଭଦ୍ରା ଟଙ୍କା

ଭୁବନେଶ୍ୱର: ଓଡ଼ିଶା ସରକାର ଗୁରୁବାର ଦିନ ସୁଭଦ୍ରା ଯୋଜନା ଅଧୀନରେ ୪,୫୭,୬୮୧ ଜଣ ମହିଳାଙ୍କୁ ସୁଭଦ୍ରା ଟଙ୍କା ପ୍ରଦାନ କରିଛନ୍ତି। ଭୁବନେଶ୍ୱରର ଓଡ଼ିଶା କୃଷି ଓ ପ୍ରଯୁକ୍ତିବିଦ୍ୟା ବିଶ୍ୱବିଦ୍ୟାଳୟ (ଓୟୁଏଟି) କ୍ୟାମ୍ପସରେ ଆୟୋଜିତ ଏକ ରାଜ୍ୟସ୍ତରୀୟ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ

ଆରମ୍ଭ ହେଲା ରାଜ୍ୟସଭା ନିର୍ବାଚନ ପ୍ରକ୍ରିୟା: ଓଡ଼ିଶା ସମେତ ୧୦ ରାଜ୍ୟ ନିର୍ବାଚନ ଅଧିକାରୀଙ୍କୁ ନିର୍ବାଚନ କମିଶନଙ୍କ…

ଭୁବନେଶ୍ବର: ରାଜ୍ୟ ସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ ହୋଇଛି । ଆସନ୍ତା ଏପ୍ରିଲରେ ଖାଲି ହେଉଛି ୧୦ ରାଜ୍ୟର ୩୭ ଆସନ । ଏହି ପ୍ରରିପେକ୍ଷିରେ ଓଡ଼ିଶା ସମେତ ୧୦ ରାଜ୍ୟ ନିର୍ବାଚନ ଅଧିକାରୀଙ୍କୁ ନିର୍ବାଚନ କମିଶନ ଚିଠି ଲେଖିଛନ୍ତି । ରିଟର୍ଣ୍ଣିଂ ଅଫିସର ନିଯୁକ୍ତି ଲାଗି ପ୍ରସ୍ତାବ

ରାଜ୍ୟ ସରକାରଙ୍କ ବଡ ନିଷ୍ପତ୍ତି: ରାଜ୍ୟରେ ବ୍ୟାନ୍ ହେଲା ଗୁଟଖା, ପାନ ମସଲା…

ବ୍ରହପୁର : ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ଅନୁସାରେ ସାଧାରଣ ଜନସ୍ୱାସ୍ଥ୍ୟର ସୁରକ୍ଷା ଦୃଷ୍ଟିକୋଣରୁ ରାଜ୍ୟ ସରକାର ଓଡ଼ିଶାରେ ଗୁଟଖା, ପାନ ମସଲା, ଜର୍ଦ୍ଦା, ଖଇନି ଓ ତମ୍ବାକୁ କିମ୍ବା ନିକୋଟିନ୍ ଯୁକ୍ତ ସମସ୍ତ ପ୍ରକାରର ଖାଦ୍ୟ ପଦାର୍ଥର ଉତ୍ପାଦନ, ପ୍ରସ୍ତୁତି, ପ୍ୟାକେଜିଂ, ସଞ୍ଚୟ,

ଉପଯୁକ୍ତ ମୂଲ୍ୟରେ ଚାଷୀଙ୍କଠାରୁ ଧାନ ନକିଣିଲେ ରାସ୍ତାକୁ ଓହ୍ଲାଇବ କଂଗ୍ରେସ

ଭଦ୍ରକ: ଭଦ୍ରକ ଜିଲ୍ଲାରେ ସରକାର ତୁରନ୍ତ ଚାଷୀର ଧାନ କିଣନ୍ତୁ ବୋଲି ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟିର ପୂର୍ବତନ ସାଧାରଣ ସଂପାଦକ ମନୋଜ ବିଶ୍ଵାଳ ଦାବି କରିଛନ୍ତି। ଉପଯୁକ୍ତ ମୂଲ୍ୟରେ ଚାଷୀଙ୍କ ଠାରୁ ଧାନ କିଣା ନହେଲେ କଂଗ୍ରେସ ରାଜରାସ୍ତାକୁ ଉହ୍ଲାଇବ ବୋଲି ଶ୍ରୀ ବିଶ୍ଵାଳ ଚେତାବନୀ

ବିଜେପି ନୂଆ ମୁଖିଆଙ୍କ ପ୍ରଥମ ବୈଠକ

ନୂଆଦିଲ୍ଲୀ: ନୂଆ ବିଜେପି ମୁଖିଆ ନୀତିନ ନବୀନଙ୍କ ପ୍ରଥମ ବୈଠକ ଦଳର ମୁଖ୍ୟ କାର୍ଯ୍ୟାଳୟ ଠାରେ ଅନୁଷ୍ଠିତ ହୋଇଛି । ଏହି ବୈଠକ ତିନୋଟି ଅଧିବେଶନରେ ଅନୁଷ୍ଠିତ ହେଉଛି ।ବିଜେପିର ନବନିଯୁକ୍ତ ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ ତାଙ୍କର କାର୍ଯ୍ୟକାଳ ଆରମ୍ଭ କରିଛନ୍ତି । ସଂଗଠନ ଏବଂ ନିର୍ବାଚନ

ଦେଢ଼ଲକ୍ଷ ପାର୍ କଲା ସୁନା ଦର

ନୂଆଦିଲ୍ଲୀ: ଦେଶରେ ସୁନା ଓ ରୁପା ଦାମ୍ ଥମିବାର ନାଁ ନେଉନି । ଗତକାଲି ଅପେକ୍ଷା ଆଜି ଦେଶରେ ସୁନା ଦାମ୍ ଗ୍ରାମ ପିଛା ୭୪୮ ଟଙ୍କା ବୃଦ୍ଧି ପାଇ ଦେଢ଼ ଲକ୍ଷ ପାର୍ କରିଛି । ରୂପା ଦାମ୍ ମଧ୍ୟ ୧୦ ଗ୍ରାମ ପିଛା ୧୦୦ଟଙ୍କା ବୃଦ୍ଧି ହୋଇଛି ।ଆଜିର ସୁନା ଓ ରୂପା ଦର ଅନୁସାରେ ସୁନା ପ୍ରଥମ ଥର