ଅର୍ଚ୍ଚନା ନାଗ ହନିଟ୍ରାପ୍‌ ମାମଲାରେ ନୟାଗଡ଼ର କେଉଁ ରାଜନେତା ଫସିଥିଲେ…?

ଭୁବନେଶ୍ବର: ଅର୍ଚ୍ଚନା ନାଗ ହନିଟ୍ରାପ୍‌ ମାମଲାରେ କେନ୍ୟୁଜ୍ ହାତରେ EXCLUSIVE ତଥ୍ୟ । ୪ ଅଭିଯୁକ୍ତଙ୍କ କ’ଣ ଥିଲା ଭୂମିକା? ଏନେଇ ଚାର୍ଜସିଟରେ ଉଲ୍ଲେଖ ରହିଛି । ୪ ଅଭିଯୁକ୍ତ ହେଲେ ଅର୍ଚ୍ଚନା ନାଗ, ସ୍ୱାମୀ ଜଗବନ୍ଧୁ, ସହଯୋଗୀ ଖଗେଶ୍ୱର ଓ ଶ୍ରଦ୍ଧାଞ୍ଜଳି ବେହେରା । ପୂରା ଘଟଣାରେ କାହାର

ଡାକ୍ତରଙ୍କ ଅବହେଳାରୁ ଚାଲିଗଲା ନବଜାତର ଜୀବନ, ବ୍ୟାଗରେ ମୃତଦେହ ଧରି ବୁଲିଲା ବାପା…

ସୋର: ସୋରୋ ଡାକ୍ତରଖାନାରେ ଅଭାବନୀୟ ପରିସ୍ଥିତି। ଶିଶୁପୁତ୍ରର ମୃତଦେହକୁ ବ୍ୟାଗରେ ଧରି ଅଢ଼େଇ ଘଣ୍ଟା ବୁଲିଲା ବାପା । ଖବରପାଇ ଘଟଣାସ୍ଥଳରେ ପୋଲିସ, ପହଞ୍ଚି ବୁଝାସୁଝା କରିବା ପରେ ପରିସ୍ଥିତି ଶାନ୍ତ ପଡ଼ିଥିଲା । ଉତ୍ତେଜିତ ଲୋକେ ଡାକ୍ତରଖାନାରେ ପ୍ରସୂତି ଡାକ୍ତର ସାଗର ମହାପାତ୍ରଙ୍କୁ

ଅଷ୍ଟ୍ରେଲିଆର ହିନ୍ଦୁ ମନ୍ଦିର ଉପରେ ଖଲିସ୍ଥାନ ସମର୍ଥକଙ୍କ ଆକ୍ରମଣ …

ନୂଆଦିଲ୍ଲୀ: ଅଷ୍ଟ୍ରେଲିଆର ମେଲବର୍ଣ୍ଣରେ ଥିବା ଏକ ହିନ୍ଦୁ ମନ୍ଦିର ବାପ୍ସ ସ୍ୱାମୀ ନାରାୟଣ ଉପରେ ଆକ୍ରମଣ ହୋଇଛି। ଖଲିସ୍ତାନ ସମର୍ଥକମାନେ ହିଁ ଏହି ମନ୍ଦିର ଉପରେ ଆକ୍ରମଣ କରିଥିବା ଜଣାପଡିଛି। ଖାଲି ସେତିକି ନୁହେଁ ବିଦେଶରେ ଭାରତକୁ ମଧ୍ୟ ଅପମାନିତ କରାଯାଇଛି। ଏହି ମନ୍ଦିରର କାନ୍ଥରେ

୬୦ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଧରା ପଡ଼ିଲେ ବରିଷ୍ଠ କିରାଣି…

ଭୁବନେଶ୍ୱର: କଳାହାଣ୍ଡି ଜଳବିଭାଜିକା ପ୍ରକଳ୍ପ ନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟରେ ବରିଷ୍ଠ କିରାଣି ଭାବେ କାର୍ଯ୍ୟ କରୁଥିବା ଶ୍ୟାମସୁନ୍ଦର ବଳ ଗୁରୁବାର ୬୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। କିଛି ପୁରୁଣା ବିଲ୍ ପାସ୍‌ କରାଇ ଦେବା ପାଇଁ

ଓଟିଇଟି ମୂଲ୍ୟାଙ୍କନକୁ ନେଇ ଗର୍ଜିଲେ ଶିକ୍ଷକ…

କଟକ : ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ପରିଚାଳିତ ସ୍ପେଶାଲ ଓଡ଼ିଶା ଟିଚର୍ସ ଇଲିଜିବିଲିଟି ଟେଷ୍ଟ (ଓଟିଇଟି) ପରୀକ୍ଷା ଫଳକୁ ପ୍ରତିବାଦ। ମୂଲ୍ୟାଙ୍କନରେ ତ୍ରୁଟି ଥିବା ଅଭିଯୋଗ ଆଣି କଟକ ମାଧ୍ୟମିକ ଶିକ୍ଷା ପରିଷଦ କାର୍ଯ୍ୟାଳୟ ସମ୍ମୁଖରେ ଗର୍ଜିଛନ୍ତି ଶହ ଶହ  ଶିକ୍ଷକ । ଗ୍ରେସ ମାର୍କ

ହସପିଟାଲରେ ପହଞ୍ଚି ରୋଗୀଙ୍କ ଅସ୍ତ୍ରୋପଚାର କଲେ ତ୍ରିପୁରା ମୁଖ୍ୟମନ୍ତ୍ରୀ…

ନୂଆଦିଲ୍ଲୀ: ଚର୍ଚ୍ଚାରେ ତ୍ରିପୁରା ମୁଖ୍ୟମନ୍ତ୍ରୀ ମାଣିକ ଶାହା। ପେସାରେ ଡାକ୍ତର ତ୍ରିପୁରା ମୁଖ୍ୟମନ୍ତ୍ରୀ ବୁଧବାର ଏକ ୧୦ ବର୍ଷ ପିଲାର ଦାନ୍ତର ସଫଳ ସର୍ଜରୀ କରିଛନ୍ତି। ମୁଖ୍ୟମନ୍ତ୍ରୀ ଡାକ୍ତର ହୋଇଥିବା ହେତୁ ସେ ଗତ ବୁଧବାର ଦିନ ହସ୍ପିଟାଲର ଅପରେସନ ଥିଏଟରରେ ପହଞ୍ଚି ଜଣେ ୧୦ ବର୍ଷ

ବିଜୁ କେବିକେ ଯୋଜନା ପାଣ୍ଠି କାଟିବାକୁ ନେଇ ବିଧାୟକ-ଜିଲ୍ଲାପାଳ ମୁହାଁମୁହିଁ…!

ବଲାଙ୍ଗିର : ବିଜୁ କେବିକେ ଯୋଜନା ପାଣ୍ଠି କାଟିବାକୁ ନେଇ ବଲାଙ୍ଗିର ଜିଲ୍ଲା ପରିଷଦ ବୈଠକରେ ମୁହାଁମୁହିଁ ହୋଇଛନ୍ତି କଣ୍ଟାବାଂଜି ବିଧାୟକ ସନ୍ତୋଷ ସିଂହ ସାଲୁଜା ଓ ଜିଲ୍ଲାପାଳ ଚଞ୍ଚଳ ରାଣା। ଏହି ଯୋଜନାରେ କଣ୍ଟାବାଂଜି ନିର୍ବାଚନ ମଣ୍ଡଳୀର ବ୍ଲକ ଗୁଡ଼ିକୁ ଆସୁଥିବା ଅନୁଦାନ କଟାଯାଉଥିବା

୬ ବର୍ଷୀୟ ରୁଦ୍ର ସେଠି ବିନା ବିଶ୍ରାମରେ ଦୌଡ଼ୁଛନ୍ତି ୧୭ କି.ମି.

ଆଉଜଣେ ବୁଦ୍ଧିଆ.... ମାଲକାନଗିରି: ଓଡ଼ିଶା ଦେଖିବ ଆଉ ଏକ ବୁଦ୍ଧିଆ ସିଂ। ଠିକ୍‌ ବୁଦ୍ଧିଆ ପରି ନିଜକୁ ପ୍ରସ୍ତୁତ କରି ଚାଲିଛନ୍ତି ଜଣେ କୁନି ଆଥଲେଟ୍‌ । ଏହି ଆଥଲେଟଜଣକ ହେଉଛନ୍ତି ମାଲକାନଗିରିର ୬ ବର୍ଷୀୟ ରୁଦ୍ର ସେଠି।  ସେ ଏବେ ମାଲକାନଗିରିର ବୁଦ୍ଧିଆ ସିଂ ଭାବେ ବେଶ୍‌ ପରିଚିତ ହୋଇ

ଟ୍ରେଲର ଡ୍ରାଇଭରଙ୍କୁ ଛୁରା ମାଡ଼, ଲୁଟିନେଲେ ୫ ହଜାର

ଚମ୍ପୁଆ: ରାସ୍ତା ପାର୍ଶ୍ୱରେ ଛିଡ଼ା ହୋଇଥିଲା ଟ୍ରେଲର । ଅଚାନକ ମାଡ଼ି ଆସିଲେ ଜଣେ ଦୁର୍ବୃତ୍ତ । ଡ୍ରାଇଭରଙ୍କୁ ଛୁରା ମାଡ଼ କରି ଲୁଟିନେଲେ ୫ ହଜାର ଟଙ୍କା । ଡ୍ରାଇଭରଜଣକ ରକ୍ତାକ୍ତ ଅବସ୍ଥାରେ ପଡ଼ି ଛଟପଟ ହେଉଥିବା ବେଳେ ତାଙ୍କୁ ତୁରନ୍ତ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଏପରି

ଭୁବନେଶ୍ୱରରୁ ରାଉରକେଲାକୁ ନିୟମିତ ବିମାନ ସେବା ଆରମ୍ଭ…

ଭୁବନେଶ୍ୱର: ଆଜିଠୁ ଭୁବନେଶ୍ୱରରୁ ରାଉରକେଲାକୁ ଦୈନିକ ଉଡ଼ାଣ। ହକି ବିଶ୍ୱକପ୍‌ ପୂର୍ବରୁ ରାଉରକେଲାକୁ ନିୟମିତ ବିମାନସେବା ଆରମ୍ଭ ହୋଇଛି। ରାଉରକେଲାରୁ ଅପରାହ୍ଣ ୨ଟା ୫୫ରେ ବାହାରି ଭୁବେନେଶ୍ୱରରେ ୩ଟା ୫୦ ରେ ପହଞ୍ଚିବ । ଭୁବନେଶ୍ୱରରୁ ୪ଟା ୧୫ରେ ବାହାରି ରାଉରକେଲାରେ ୫ଟା ୧୦ରେ ପଂହଚିବ