Sign in
Sign in
Recover your password.
A password will be e-mailed to you.
ବିରାଗୁଡ଼ା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ : ରାମଧୁନ୍ରେ ମୁଖରିତ ହେଲା ଗାଁ,…
ବାଲିଗୁଡ଼ା : କନ୍ଧମାଳ ଜିଲ୍ଲା ବାଲିଗୁଡା ବ୍ଲକ ଅନ୍ତର୍ଗତ ବିରାଗୁଡ଼ା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ମହାତ୍ମା ଗାନ୍ଧୀ ଓ ଲାଲବାହାଦୁର ଶାସ୍ତ୍ରୀଙ୍କ ଜୟନ୍ତୀ ଶ୍ରଦ୍ଧା ଓ ଉତ୍ସାହର ସହ ପାଳିତ ହୋଇଯାଇଛି। ଏହି ଅବସରରେ ଛାତ୍ରଛାତ୍ରୀମାନେ ଗାନ୍ଧୀ ଓ ଶାସ୍ତ୍ରୀଙ୍କ ଫଟୋଚିତ୍ର ଧରି!-->…
ବିଶ୍ୱନାଥ ପଟ୍ଟନାୟକ ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଗାନ୍ଧୀ ଜୟନ୍ତୀ ପାଳିତ
ବାଲିଗୁଡ଼ା : କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ସ୍ଥିତ ବିଶ୍ୱନାଥ ପଟ୍ଟନାୟକ ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ମହାତ୍ମା ଗାନ୍ଧୀଙ୍କ ଜୟନ୍ତୀ ଶ୍ରଦ୍ଧା ଓ ସମ୍ମାନର ସହ ପାଳିତ ହୋଇଯାଇଛି। ଏହି ଅବସରରେ ଗାନ୍ଧୀଜୀଙ୍କ ଅହିଂସା, ସତ୍ୟ, ଶାନ୍ତି ଓ ସ୍ୱଚ୍ଛତାର ଆଦର୍ଶ ସମ୍ପର୍କରେ ଆଲୋଚନା!-->…
ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀରେ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ରାଜ୍ୟପାଳ, ମୁଖ୍ୟମନ୍ତ୍ରୀ ଓ ବାଚସ୍ପତି: ଶେଷ ଧାଡ଼ିର…
ଭୁବନେଶ୍ୱର : ପବିତ୍ର ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ଅବସରରେ ଓଡ଼ିଶା ବିଧାନସଭା ପରିସରରେ ଆୟୋଜିତ ଏକ ଭବ୍ୟ କାର୍ଯ୍ୟକ୍ରମରେ ରାଷ୍ଟ୍ରପିତା ମହାତ୍ମା ଗାନ୍ଧୀ ଏବଂ ପୂର୍ବତନ ପ୍ରଧାନମନ୍ତ୍ରୀ ଭାରତରତ୍ନ ଲାଲ ବାହାଦୁର ଶାସ୍ତ୍ରୀଙ୍କୁ ଭକ୍ତିପୂତ ଶ୍ରଦ୍ଧାଞ୍ଜଳି ଅର୍ପଣ କରାଯାଇଛି।!-->!-->!-->…
ମାନବ ଅଧିକାର ସୁରକ୍ଷା ମଞ୍ଚ ପକ୍ଷରୁ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ: ସତ୍ୟ, ଅହିଂସା ଓ ମାନବିକତାର ଆଦର୍ଶ…
ବ୍ରହ୍ମପୁର : ମାନବ ଅଧିକାର ସୁରକ୍ଷା ମଞ୍ଚ ପକ୍ଷରୁ ରାଷ୍ଟ୍ରପିତା ମହାତ୍ମା ଗାନ୍ଧୀ ଓ ପୂର୍ବତନ ପ୍ରଧାନମନ୍ତ୍ରୀ ଲାଲ ବାହାଦୁର ଶାସ୍ତ୍ରୀଙ୍କ ଜୟନ୍ତୀ ସ୍ଥାନୀୟ ଗାନ୍ଧୀନଗର ଛକସ୍ଥିତ ଗାନ୍ଧୀଜୀଙ୍କ ପ୍ରତିମୂର୍ତ୍ତି ନିକଟରେ ଶ୍ରଦ୍ଧା ଓ ସମ୍ମାନର ସହ ପାଳିତ ହୋଇଯାଇଛି।
ମଞ୍ଚର!-->!-->!-->!-->!-->…
ମହାନ ସଂଘର ୪୨ତମ ପ୍ରତିଷ୍ଠା ଦିବସ ପାଳିତ: ସମାଜସେବା କ୍ଷେତ୍ରରେ ସଂଘର ଭୂମିକାକୁ ଅତିଥିଙ୍କ ଭୂୟସୀ ପ୍ରଶଂସା
ବ୍ରହ୍ମପୁର : ସମାଜସେବା କ୍ଷେତ୍ରରେ ଅଗ୍ରଣୀ ଅନୁଷ୍ଠାନ ‘ମହାନ ସଂଘ’ର ୪୨ତମ ପ୍ରତିଷ୍ଠା ଦିବସ ମହାସମାରୋହରେ ପାଳିତ ହୋଇଯାଇଛି। ବ୍ରହ୍ମପୁର ସହର ଉପକଣ୍ଠ ରାମଚନ୍ଦ୍ରପୁରସ୍ଥିତ ‘ବିଶ୍ୱ ନିକେତନ ଜରା ନିବାସ’ ପରିସରରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ବ୍ରହ୍ମପୁର!-->!-->!-->…
ପୁଣି ଆରମ୍ଭ ହେଲାଣି ବାଲିମାଫିଆଙ୍କ ରାଜତ୍ୱ : ଅବାଧରେ ଛତିଶଗଡ଼କୁ ଚାଲିଛି ବେଆଇନ ବାଲି ଚାଲାଣ, ରାଜସ୍ୱ ବିଭାଗ…
କୋଷାଗୁମୁଡ଼ା : ନବରଙ୍ଗପୁର ଜିଲ୍ଲା କୋଷାଗୁମୁଡ଼ା ବ୍ଲକ ତଥା କୋଡ଼ିଙ୍ଗା ତହସିଲ ଅଞ୍ଚଳରେ ପୁଣି ଥରେ ସକ୍ରିୟ ହୋଇଉଠିଛନ୍ତି ବାଲି ମାଫିଆ। ସ୍ଥାନୀୟ ନଦୀଘାଟଗୁଡ଼ିକରୁ ଦିନରାତି ବେଆଇନ ଭାବେ ବାଲି ଉତ୍ତୋଳନ କରାଯାଇ ପଡ଼ୋଶୀ ଛତିଶଗଡ଼ ରାଜ୍ୟକୁ ଅବାଧରେ ଚୋରା ଚାଲାଣ ଚାଲିଥିବା ଅଭିଯୋଗ!-->!-->!-->…
କୋରାପୁଟ ଜିଲ୍ଲା ସଦର ମହକୁମାରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ: ସର୍ବଧର୍ମ ପ୍ରାର୍ଥନା ସହ କୃତୀ ଛାତ୍ରଛାତ୍ରୀ…
କୋରାପୁଟ : କୋରାପୁଟ ଜିଲ୍ଲା ସଦର ମହକୁମା ସମେତ ବିଭିନ୍ନ ସ୍ଥାନରେ ରାଷ୍ଟ୍ରପିତା ମହାତ୍ମା ଗାନ୍ଧୀ ଓ ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ଭାରତରତ୍ନ ଲାଲ ବାହାଦୁର ଶାସ୍ତ୍ରୀଙ୍କ ଜୟନ୍ତୀ ଶ୍ରଦ୍ଧା ଓ ସମ୍ମାନର ସହ ପାଳିତ ହୋଇଯାଇଛି। ଏହି ଅବସରରେ ଉଭୟ ମହାପୁରୁଷଙ୍କ ପ୍ରତିମୂର୍ତ୍ତିରେ!-->!-->!-->…
ଗୋପାଳପୁର ଶ୍ରୀ ଧବଳେଶ୍ୱରଙ୍କ ପୀଠରେ ଘରଚଟିଆ ସୁରକ୍ଷା ଅଭିଯାନ ଆରମ୍ଭ…
ବ୍ରହ୍ମପୁର : ୭୨ତମ ଜାତୀୟ ବନ୍ୟପ୍ରାଣୀ ସପ୍ତାହ ଅବସରରେ ଗଞ୍ଜାମ ଜିଲ୍ଲା ଗୋପାଳପୁରସ୍ଥିତ ଶ୍ରୀ ଧବଳେଶ୍ୱରଙ୍କ ପୀଠରେ ସ୍ବେଛାସେବୀ ସଂଗଠନ ଆଞ୍ଚଳିକ ବିକାଶ ପରିଷଦ ତରଫରୁ ଘର ଚଟିଆପକ୍ଷୀ ସୁରକ୍ଷା ଅଭିଯାନ ଆରମ୍ଭ ହୋଇଯାଇଛି l ଆଧୁନିକତାର ପରିପାଟୀରେ ପ୍ରତିଦିନ ପୃଥିବୀର କୌଣସି ନା!-->!-->!-->…
ଗାନ୍ଧିଜୀ ଓ ଶାସ୍ତ୍ରିଜୀଙ୍କ ଜିଲ୍ଲାସ୍ତରୀୟ ଜୟନ୍ତୀ ଛତ୍ରପୁରରେ ପାଳିତ
ଜଳ ସଂରକ୍ଷଣ, ସ୍ବଚ୍ଛତା ଓ ପରିବେଶ ସୁରକ୍ଷା ଦିଗରେ ଗାନ୍ଧିଜୀ ଗୁରୁତ୍ବ ଦେଉଥିଲେ : ଛତ୍ରପୁର ବିଧାୟକ
ନିଜର ଦାୟିତ୍ବ ପ୍ରତି ସମସ୍ତେ ସଚେତନ ହୋଇ କାର୍ଯ୍ୟ କଲେ ଦେଶ ଉନ୍ନତି ପଥରେ ଆଗେଇ ଚାଲିବ: ଗଞ୍ଜାମ ଜିଲ୍ଲାପାଳ
ଛତ୍ରପୁର : ଆଜି ଗଞ୍ଜାମ ଜିଲ୍ଲାସ୍ତରୀୟ ୧୫୭ ତମ ଜାତିର!-->!-->!-->!-->!-->!-->!-->…
ଧରାକୋଟ ଓ ସାନଖେମୁଣ୍ଡିରେ ହଇଜା ଆତଙ୍କ: ୧୫ ଦିନରେ ୪ ମୃତ୍ୟୁ ଅଭିଯୋଗ, ହଇଜା କଥାକୁ ଖଣ୍ଡନ କଲେ ଜିଲ୍ଲା ସ୍ୱାସ୍ଥ୍ୟ…
ଆସିକା/ଦିଗପହଣ୍ଡି : ଗଞ୍ଜାମ ଜିଲ୍ଲାର ଧରାକୋଟ ଏବଂ ସାନଖେମୁଣ୍ଡି ବ୍ଲକରେ ଝାଡ଼ାବାନ୍ତି ବ୍ୟାପିବା ଘଟଣା ସ୍ଥାନୀୟ ଅଞ୍ଚଳରେ ତୀବ୍ର ଆତଙ୍କ ସୃଷ୍ଟି କରିଛି। ବିଗତ ୧୫ ଦିନ ମଧ୍ୟରେ ଏହି ରୋଗରେ ୪ ଜଣଙ୍କ ମୃତ୍ୟୁ ଘଟିଥିବା ଅଭିଯୋଗ ହେଉଥିବା ବେଳେ ଏହା ହଇଜା ଯୋଗୁଁ ନୁହେଁ, ବରଂ ଭୋଜି!-->!-->!-->…