Sign in
Sign in
Recover your password.
A password will be e-mailed to you.
ଆନ୍ଦୋଳନକୁ ନେଇ ୟୁ-ଟର୍ଣ୍ଣ ମାରିଲା ବିଜେପି
ଜୟପୁର: ରାଜନୀତି ଅପେକ୍ଷା ଲୋକ ଆମ ପାଇଁ ଆଗ। ଲୋକଙ୍କ ସୁରକ୍ଷା ଓ ସ୍ୱାସ୍ଥ୍ୟ ଆମ ପାଇଁ ଗୁରୁତ୍ୱପୂର୍ଣ୍ଣ। ଏମିତି କେତେ କଥା କହିବା ସହ କରୋନା ସଂକ୍ରମଣର ଦ୍ୱାହି ଦେଇ ବିଜେପି ରାଜସ୍ଥାନରେ ଜାରି ରଖିଥିବା ଜନ ଆକ୍ରୋଶ ଯାତ୍ରାକୁ ବନ୍ଦ କରିବାକୁ ନିଷ୍ପତ୍ତି ନେଇଥିଲା। ଏହି ନିଷ୍ପତ୍ତିକୁ!-->…
ଆଉ ପାରୁ ନାହାନ୍ତି ପୁଟିନ! ୟୁକ୍ରେନ ସହ ଯୁଦ୍ଧ ଶେଷ କରିବାକୁ ଦେଲେ ସଙ୍କେତ
ମସ୍କୋ: ଦୀର୍ଘ ୩୦୩ ଦିନ ହେଲେ ୟୁକ୍ରେନ ସହ ଯୁଦ୍ଧ କରୁଥିବା ରୁଷ ଏବେ ନିଜର ଆଭିମୁଖ୍ୟ ବଦଳାଇବାକୁ ସଙ୍କେତ ଦେଇଛି। ୟୁକ୍ରେନ ଭଳି ଗୋଟିଏ ଛୋଟିଆ ଦେଶକୁ ଯୁଦ୍ଧରେ ପରାସ୍ତ ନ କରିପାରି ରୁଷ ରାଷ୍ଟ୍ରପତି ଭ୍ଲାଦିମର ପୁଟିନ ସତେ ଯେମିତି ହତାଶ ହୋଇପଡ଼ିଲେଣି।
ସମ୍ଭବତଃ ଏହି କାରଣ ପାଇଁ ସେ!-->!-->!-->…
ଏ ରାଜାଙ୍କ ବେନାମୀ କମ୍ପାନୀ ନାଁରେ ଥିବା ୫୫ କୋଟିର ପ୍ଲଟ ସିଜ୍ କଲା ଇଡି
ଚେନ୍ନାଇ: ଡିଏମକେ ନେତା ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ ଏ ରାଜାଙ୍କ ବେନାମୀ କମ୍ପାନୀ ନାଁରେ ଥିବା ୪୫ ଏକର ଜମିକୁ ସିଜ୍ କରିଛି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ବା ଇଡି। ତାମିଲନାଡୁର କୋଏମ୍ବାଟୁରରେ ଥିବା ଏହି ଜମିର ମୂଲ୍ୟ ୫୫ କୋଟି ଟଙ୍କା ହେବ ବୋଲି ଇଡି କହିଛି।
ୟୁପିଏ-୧ ସରକାରରେ!-->!-->!-->…
୪୭୯୦ କନେଷ୍ଟବଳ ପଦବି ପୂରଣ ପାଇଁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର: ରାଜ୍ୟ ସରକାରଙ୍କ ପୁଲିସ ବିଭାଗରେ ଯୋଗଦେବା ପାଇଁ ଆଗ୍ରହ ପ୍ରକାଶ କରୁଥିବା ଯୁବପିଢ଼ିଙ୍କ ପାଇଁ ଖୁସି ଖବର ଆସିଛି। ଖୁବ୍ ଶୀଘ୍ର ପୁଲିସ ବିଭାଗରେ ନୂଆଁ ଭର୍ତ୍ତି ହେବାକୁ ଯାଉଛି। ଏନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି।
ମୁଖ୍ୟମନ୍ତ୍ରୀଙ୍କ!-->!-->!-->…
ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ିଲେ ଲାଇନ୍ମ୍ୟାନ୍
ଭୁବନେଶ୍ବର: ପୁରୀ ଜିଲା ପିପିଲି ଉପଖଣ୍ଡର ଭାରତିପୁର ସେକ୍ସନ ଲାଇନ୍ମ୍ୟାନ୍ ମାନସ ରଞ୍ଜନ ସାହୁ ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ଅଭିଯୋଗକାରୀଙ୍କ ସମ୍ପର୍କୀୟଙ୍କ କୁକୁଡ଼ା ଫାର୍ମକୁ ନୂତନ ବିଦ୍ୟୁତ ସଂଯୋଗ ପାଇଁ ଫିଜିବିଲିଟି ରିପୋର୍ଟ ପ୍ରଦାନ କରିବାକୁ ୭,୫୦୦ ଟଙ୍କା!-->…
ଓଡ଼ିଶା ଆସିବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ ପି ନଡ୍ଡା
ଭୁବନେଶ୍ୱର: ଓଡ଼ିଶା ଆସିବେ ଜେ ପି ନଡ୍ଡା । ଓଡ଼ିଶା ଆସିବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ ପି ନଡ୍ଡା । ଚଳିତମାସ ୨୮ କିମ୍ବା ୨୯ରେ ଜେ ପି ନଡ୍ଡା ଆସିବେ ବୋଲି ସୂଚନା ମିଳିଛି । ମୁଖପାତ୍ର ଦିଲ୍ଲୀପ ମଲ୍ଲିକ ଏହି ସୂଚନା ଦେଇଛନ୍ତି ।
ଜେପି ନଡ୍ଡା ଗତ ସେପ୍ଟେମ୍ବର ୨୯ ଓ ୩୦ ଦୁଇ!-->!-->!-->…
ମୋ ବିରୋଧରେ ଚକ୍ରାନ୍ତ କରାଯାଇଛି, ଜାଣିଶୁଣି କାରଣ ଦର୍ଶାଅ ନୋଟିସ୍ ଦିଆଯାଇଛି: ସୁରେଶ ରାଉତରାୟ
ଭୁବନେଶ୍ୱର: ମୋ ବିରୋଧରେ ଚକ୍ରାନ୍ତ କରାଯାଇଛି । ଜାଣିଶୁଣି ମତେ କାରଣ ଦର୍ଶାଅ ନୋଟିସ୍ ଦିଆଯାଇଛି ବୋଲି ଅଭିଯୋଗ କରିଛନ୍ତି କଂଗ୍ରେସ ବିଧାୟକ ସୁରେଶ ରାଉତରାୟ। ମୁଁ କେଉଁ ନେତାଙ୍କ ବିରୋଧରେ କିଛି କହିନାହିଁ । କାରଣ ଦର୍ଶାଅ ନୋଟିସର କାଲି ମୁଁ ଉତ୍ତର ରଖିବି । ଯଦି ମୋ ବିରୋଧରେ!-->…
ଡ. ଅଚ୍ୟୁତ ସାମନ୍ତଙ୍କୁ ୫୦ତମ ସମ୍ମାନସୂଚକ ଡକ୍ଟରେଟ ଡିଗ୍ରୀ
ଭୁବନେଶ୍ୱର: ଉତ୍କଳ ବିଶ୍ୱବିଦ୍ୟାଳୟର ୫୨ତମ ସମାବର୍ତ୍ତନ ଉତ୍ସବ କୁଳାଧିପତି ତଥା ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଛି। ଉତ୍ସବରେ ବିଶିଷ୍ଟ ଶିକ୍ଷାବିତ୍, ସାଂସଦ ତଥା କିଟ୍ ଓ କିସ୍ର ପ୍ରତିଷ୍ଠାତା ଡ. ଅଚ୍ୟୁତ ସାମନ୍ତଙ୍କୁ ସମ୍ମାନସୂଚକ ଡକ୍ଟରେଟ୍!-->…
ସର୍ଗିଫୁଲ ମହୋତ୍ସବର ଉଦଯାପନୀ ସମାରୋହରେ ମୁଖ୍ୟମନ୍ତ୍ରୀଙ୍କ ଉଦ୍ବୋଧନ: ଓଡିଶାର ପିଲାମାନେ କାହା ଠାରୁ କମ୍ ନୁହଁନ୍ତି
ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ସର୍ଗିଫୁଲ ମହୋତ୍ସବର ଉଦ୍ଯାପନ ଦିବସରେ ଉଦ୍ବୋଧନ ଦେଇ ପ୍ରତିଯୋଗିତାମୂଳକ ମନୋଭାବ ନେଇ ଆଗକୁ ବଢିବାକୁ ପରାମର୍ଶ ଦେଇଛନ୍ତି। ଅନୁସୂଚିତ ଜାତି ଜନଜାତି ଉନ୍ନୟନ୍ ବିଭାଗ ଅନ୍ତର୍ଗତ ବିଦ୍ୟାଳୟ ସମୂହର ଏହି ଅନନ୍ୟ କାର୍ଯ୍ୟକ୍ରମରେ!-->…
ବୁଷ୍ଟର ଡୋଜ କୋଭିଡର ନୂଆ ଭାରିଆଣ୍ଟକୁ ପ୍ରତିହତ କରିପାରିବ- ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ନିର୍ଦ୍ଦେଶକ
ଭୁବନେଶ୍ବର: କିଛି ଦିନର ନିରବତା ପରେ ପୁଣି ଥରେ କୋଭିଡ୍ ସଂକ୍ରମଣ ଆଶଙ୍କା ଦେଖାଦେଇଛି। କରୋନାକୁ ପୁଣି ଥରେ ହରାଇବା ପାଇଁ ସସସ୍ତ ପ୍ରକାର ପ୍ରସ୍ତୁତି ଆରମ୍ଭ ହୋଇଛି। ବୁଷ୍ଟର ଡୋଜ ନୂଆ ଭାରିଆଣ୍ଟକୁ ପ୍ରତିହତ କରିପାରିବ ବୋଲି ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ନିର୍ଦ୍ଦେଶକ ବିଜୟ!-->…