ଭିଜିଲାନ୍ସ ଜାଲରେ କ୍ରୀଡା ଶିକ୍ଷକ ଜନାର୍ଦ୍ଦନ ସାହୁ

ବ୍ରହ୍ମପୁର: ଭିଜିଲାନ୍ସ ଜାଲରେ କ୍ରୀଡା ଶିକ୍ଷକ । PET ଜନାର୍ଦ୍ଦନ ସାହୁଙ୍କ ବାସଭବନରେ ଭିଜିଲାନ୍ସ ରେଡ । କ୍ରୀଡ଼ା ଶିକ୍ଷକଙ୍କର ରହିଛି ଅମାପ ସମ୍ପତ୍ତି । ମଦ ଭାଟିଠୁ ଆରମ୍ଭ କରି ପେଟ୍ରୋଲ ପମ୍ପ ଓ ଗ୍ୟାସ୍ ଗୋଦାମ ବି ରହିଛି। ଏହାବାଦ ବହୁତଳ ବିଶିଷ୍ଟ କୋଠା ବି ରହିଛି। ଆୟ

୨୫ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଲେ କନିଷ୍ଠଯନ୍ତ୍ରୀ

ଝାରସୁଗୁଡ଼ା: ଝାରସୁଗୁଡ଼ା ଜିଲା ଲଖନପୁର ବ୍ଲକ୍‌ରେ କାର୍ଯ୍ୟରତ କନିଷ୍ଠଯନ୍ତ୍ରୀ ଟିକନାଥ ଭଇଁସାଲ ଜଣେ ଭେଣ୍ଡରଙ୍କ ନିକଟରୁ ୨୫ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଗୁରୁବାର ଭିଜିଲାନ୍ସ ହାତରେ ଧରାପଡିଛନ୍ତି। ଏ ନେଇ ଭିଜିଲାନ୍ସ ଟିମ୍‌ ଏକ ମାମଲା (ନଂ.୧୫/୨୨) ରୁଜୁକରି ଯନ୍ତ୍ରୀଙ୍କୁ ଅଟକ

ରାଜ୍ୟରେ ଝାଡାବାନ୍ତି ସ୍ଥିତି ନେଇ ସମୀକ୍ଷା କଲେ ମୁଖ୍ୟ ଶାସନ ସଚିବ

ଭୁବନେଶ୍ବର: ରାଜ୍ୟରେ ଦେଖାଦେଇଥିବା ଝାଡାବାନ୍ତି ନେଇ ଆଜି ମୁଖ୍ୟଶାସନ ସଚିବ ସମୀକ୍ଷା ବୈଠକ କରିଛନ୍ତି। ଏଥିରେ ସେ ଗ୍ରାମ ଓ ୱାର୍ଡ ରୁ କମ୍ୟୁନିଟି ହେଲଥ୍ ସେଣ୍ଟର, ଜିଲ୍ଲା ମୁଖ୍ୟାଳୟ ଡାକ୍ତରଖାନା ଏବଂ ଜିଲ୍ଲାପାଳଙ୍କ ପର୍ଯ୍ୟନ୍ତ ତ୍ୱରିତ ଡାଇରିଆ ସୂଚନା ପ୍ରସାରଣ ବ୍ୟବସ୍ଥା ଉପରେ

ବୃଦ୍ଧଙ୍କୁ ପିଟି ଦେଲା ‘ମୋ ବସ୍‌’

ଭୁବନେଶ୍ୱର: ଭୁବନେଶ୍ୱର ରଘୁନାଥପୁର ନିକଟରେ ବୃଦ୍ଧଙ୍କୁ ପିଟି ଦେଲା ମୋ ବସ୍‌। ବୃଦ୍ଧ ଜଣଙ୍କ ଗୁରୁତର ଆହତ ହୋଇଛନ୍ତି। ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ସେ ସ୍ଥାନୀୟ ଅଞ୍ଚଳର ବୋଲି ଜଣାଯାଇଛି। ଆଜି ସକାଳେ ବୃଦ୍ଧ ଜଣଙ୍କ ରାସ୍ତାରେ ଯାଉଥିବା ସମୟରେ ଏକ ମୋ ବସ୍‌ ତାଙ୍କୁ

୧୮ ବର୍ଷ ହେଲେ ଭୋଟର କାର୍ଡ ପାଇଁ ଆଉ ବର୍ଷେ ଅପେକ୍ଷା କରିବାକୁ ପଡ଼ିବ ନାହିଁ: ସୁଶୀଲ ଲୋହାନି

ଭୁବନେଶ୍ବର: ୧୮ ବର୍ଷ ହେଲେ ଭୋଟର କାର୍ଡରେ ସାମିଲ ପାଇଁ ଆଉ ବର୍ଷେ ଅପେକ୍ଷା କରିବାକୁ ପଡ଼ିବ ନାହିଁ। ଏଣିକି ବର୍ଷକୁ ୪ ଥର ଆବେଦନ କରିପାରିବେ ନୂଆ ଭୋଟର। ଜାନୁଆରୀ ୧,ଏପ୍ରିଲ ୧, ଜୁଲାଇ ୧ ଓ ଅକ୍ଟୋବର ୧ ତାରିଖ ସୁଦ୍ଧା ୧୮ ବର୍ଷ ପୂରୁଥିଲେ ନା ସାମିଲ ପାଇଁ ଆବେଦନ କରିପାରିବେ ବୋଲି

ଦୁଇ ମାସର ଗର୍ଭବତୀ ପ୍ରେମିକାକୁ ଛାଡି ପ୍ରେମିକ ଫେରାର

ବାଲେଶ୍ୱର: ଲଭ, ସେକ୍ସ , ଧୋକ୍କା । ପ୍ରଥମେ ଭଲ ପାଇଲେ ପରେ ପରିବାରର ଅଜାଣତରେ ବିବାହ କଲେ । କିନ୍ତୁ ଏବେ ୨ମାସର ଗର୍ଭବତୀ ପ୍ରେମିକାକୁ ଛାଡି ପ୍ରେମିକ ଫେରାର । ବାଲେଶ୍ୱର ଜିଲ୍ଲା ଖଇରା ବ୍ଲକ ନୂଆଗାଁରେ ଘଟିଛି ଏପରି ଘଟଣା । ପିଡୀତା କୋରାପୁଟର ଏକ ନର୍ସିଂହୋମରେ କାମ କରନ୍ତି ।

ଯାଜପୁରରେ ଟ୍ରକ୍‌ ଚଢ଼ାଇ ମାଆ ଝିଅଙ୍କୁ ହତ୍ୟା ଘଟଣା: ଗିରଫ ହେଲା ଅଭିଯୁକ୍ତ ଡ୍ରାଇଭର

ଯାଜପୁର: ଯାଜପୁର ଜିଲ୍ଲା ୫୩ ନମ୍ବର ଜାତୀୟ ରାଜପଥର ବରଡ଼ା ଛକରେ ଟ୍ରକ୍‌ ଚଢ଼ାଇ ମାଆ ଝିଅଙ୍କୁ ହତ୍ୟା ଘଟଣା । ଆରୁହା ଛକରେ ମାଆ, ଝିଅ ଓ ଡ୍ରାଇଭର ମଧ୍ୟରେ ଝଗଡ଼ାର ଭିଡିଓ ମୋବାଇଲରେ ସୁଟ୍‌ କରିଥିଲେ ଝିଅ ସୋନାଲି । ସେହି ମୋବାଇଲକୁ ଜେନାପୁର ପୋଲିସ ଜବତ କରିଛି । ମୋବାଇଲକୁ ତଦନ୍ତ ପରିସର

ରାଜ୍ୟରେ ଆଉ ୮୩୬ ଜଣ କରୋନା ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର: ଆଜି ମଧ୍ୟ ଦୈନିକ କରୋନା ସଂକ୍ରମଣ ସଂଖା ଏକ ହଜାର ତଳେ ରହିଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୮୩୬ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪୮୮ ଜଣ କ୍ୱାରେଣ୍ଟାଇନ୍ ରୁ ରହିଥିବା ବେଳେ ୩୪୮ ଜଣ ସ୍ଥାନୀୟ ସଂକ୍ରମିତ । ସେହିଭଳି

ଆଠଗଡ଼ରେ କୁକୁଡ଼ା ଚୋରିକୁ ନେଇ ହତ୍ୟା!

ଆଠଗଡ଼: କୁକୁଡା ଚୋରିରୁ ହତ୍ୟା ଅଭିଯୋଗ । ଆଠଗଡ଼ ଥାନା କନ୍ଦରପୁର ଟାଙ୍ଗୀ ସାହିରେ କୁକୁଡ଼ା ଚୋରିକୁ ନେଇ ହତ୍ୟା ଅଭିଯୋଗ । କୁକୁଡା ଫାର୍ମ ପାଖରୁ ମୃତଦେହ ଉଦ୍ଧାର କରିଛି ଆଠଗଡ ପୋଲିସ । ମୃତକ କନ୍ଦରପୁର ଗାଁର ଗଣେଶ ସାମଲ । ଗଣେଶ ପୂର୍ବରୁ ଉକ୍ତ ଫାର୍ମରେ କାମ କରୁଥିଲେ । ଗତକାଲି

ଲଜ୍ୟା… : ଏକଲବ୍ୟ ବିଦ୍ୟାଳୟରେ ଦଶମ ଶ୍ରେଣୀର ଛାତ୍ରୀ ଗର୍ଭବତୀ ଅଭିଯୋଗ…

ମାଲକାନଗିରି : ମାଲକାନଗିରି ଜିଲ୍ଲା ସଦର ବ୍ଳକର ଚମ୍ପାନଗର ସ୍ତିତ ଏକଲବ୍ୟ ବିଦ୍ୟାଳୟରେ ଦଶମ ଶ୍ରେଣୀର ଜଣେ ଛାତ୍ରୀ ଗର୍ଭବତୀ ହୋଇଥିବା ଅଭିଯୋଗ ହୋଇଛି । ଛାତ୍ରୀ ଜଣଙ୍କ ଘର ମାଥିଲି ବ୍ଲକରେ ବୋଲି ଜଣାପଡିଛି । ପରିବାର ଲୋକଙ୍କ କହିବା ଅନୁସାରେ ଗତ ଜୁଲାଇ ମାସ ୧୨ତାରିଖ ରାତିରେ