Sign in
Sign in
Recover your password.
A password will be e-mailed to you.
ବିରଞ୍ଚି ନାରାୟଣ ପବ୍ଲିକ୍ ସ୍କୁଲର ବାର୍ଷିକ କ୍ରୀଡା
ବୁଗୁଡ଼ା : ତା ୨୨/୧୨/୨୨ : ସ୍ଥାନୀୟ ବିରଞ୍ଚି ନାରାୟଣ ପବ୍ଲିକ୍ ସ୍କୁଲର ୮ମ ବାର୍ଷିକ କ୍ରୀଡା ଅନୁଷ୍ଠିତ ହୋଇଯାଇଛି । ଉକ୍ତ ବାର୍ଷିକ କ୍ରୀଡାର ଉଦଘାଟନୀ ଉତ୍ସବରେ ସ୍କୁଲ ପରିଚାଳନା ନିର୍ଦ୍ଦେଶକ ଚନ୍ଦନ ଚର୍ଚ୍ଚିତ ପାତ୍ର ଅଧ୍ଯକ୍ଷତା କରିଥିବା ବେଳେ ଏଥିରେ ମୁଖ୍ୟ ଅତିଥି ଭାବେ ବୁଗୁଡ଼ା!-->…
ଅବସରପ୍ରାପ୍ତ ପ୍ରଧାନ ଶିକ୍ଷକଙ୍କ ପରଲୋକ
ବୁଗୁଡା ବୁଗୁଡ଼ା ଏନ୍ଏସି ଅନ୍ତର୍ଗତ ହରଶରଣପୁର ଗ୍ରାମର ଅବସରପ୍ରାପ୍ତ ପ୍ରଧାନ ଶିକ୍ଷକ ଗୋବିନ୍ଦ ଦାଶ(୮୬)ଙ୍କ ପରଲୋକରେ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି । ଆଜି ସକାଳ ୧୦ଟା୧୦ ସମୟରେ ହୃଦଘାତ ଯୋଗୁଁ ତାଙ୍କର ଦେହାନ୍ତ ହୋଇଥିଲା। ଏହି ଦୁଃଖଦ ଖବର ପ୍ରଚାରିତ ହେବା ପରେ ବହୁ ବ୍ଯକ୍ତି!-->…
ଜିଲ୍ଲାସ୍ତରୀୟ ୧୫ତମ ଅନ୍ତରଙ୍ଗ ଯୁବ ମହୋତ୍ସବ ୨୦୨୨ ଅନୁଷ୍ଠିତ
ଦାରିଙ୍ଗବାଡ଼ି,୨୨/୧୨ : ଦାରିଙ୍ଗବାଡ଼ି ପଥପ୍ରାନ୍ତ ସୁବିଧା କେନ୍ଦ୍ର ଠାରେ ଆଜି ୧୫ତମ ଜିଲ୍ଲା ସ୍ତରୀୟ ଅନ୍ତରଙ୍ଗ ଯୁବ ମହୋତ୍ସବ -୨୦୨୨ ଅନୁଷ୍ଠିତ ହୋଇଯାଇଛି । ଏଥିରେ ଜିଲ୍ଲାର ବାରଟି ବ୍ଳକର ଅନ୍ତରଙ୍ଗ କ୍ଳବର ଯୁବକ ଯୁବତୀ ଯୋଗଦେଇ ଥିଲେ। ପ୍ରଥମ ଅଧିବେଶନ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି!-->…
ବିଶ୍ବକପ୍ ହକିରେ ଯୋଗ ଦେବା ପାଇଁ ସବୁ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କୁ ଆମନ୍ତ୍ରଣ କରାଯିବ: ନବୀନ
ଭୁବନେଶ୍ବର: ୨୦୨୩ ପୁରୁଷ ବିଶ୍ବକପ୍ ହକି ଆୟୋଜନ ଏବଂ ସୁପରିଚାଳନା ନିମନ୍ତେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଆଜି ଲୋକସେବା ଭବନର କନ୍ଭେନସେଣ୍ଟରଠାରେ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ଅଧ୍ୟକ୍ଷତା କରି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓଡିଶାରେ କ୍ରୀଡା ମହୋତ୍ସବର!-->…
ଶିଶୁ ମନ୍ଦିରରେ ଜାତୀୟ ଗଣିତ ଦିବସ ପାଳିତ
ବୁଗୁଡ଼ା : ସ୍ଥାନୀୟ ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ପକ୍ଷରୁ ସ୍ବପରିସରରେ ଜାତୀୟ ଗଣିତ ଦିବସ ପାଳିତ ହୋଇଯାଇଛି। ପ୍ରଧାନାଚାର୍ଯ୍ଯ ରବିନ୍ଦ୍ର କୁମାର ଦାଶଙ୍କ ପୌରହିତ୍ଯରେ ଅନୁଷ୍ଠିତ ଉକ୍ତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ମାଣିତରା କଲେଜର ଗଣିତ ଅଧ୍ଯାପକ ପ୍ରିୟବ୍ରତ ପ୍ରଧାନ ଓ!-->…
ଦୁଷ୍କର୍ମ ମାମଲାରେ ଅଭିଯୁକ୍ତକୁ ୨୫ ବର୍ଷ ଜେଲ ୨୨ହଜାର ଟଙ୍କା ଜୋରିମାନା
ଫୁଲବାଣୀ : ଫୁଲବାଣୀ ଅତିରିକ୍ତ ଜିଲ୍ଲା ଦୌରାଜଜ ଏବଂ ସ୍ଵତନ୍ତ୍ର ପୋସ୍କୋ କୋର୍ଟ ବିଚାରପତି ସଞ୍ଜିତ କୁମାର ବେହେରା ଏକ ଦୁଷ୍କର୍ମ ମାମଲାର ବିଚାରଣା କରି ଘଟଣାର ସାକ୍ଷୀ, ଡାକ୍ତରୀ ରିପୋର୍ଟ ଆଧାରରେ ମାମଲାର ଅଭିଯୁକ୍ତ ଗଣେଶ ବେହେରା ଦଳେଈଙ୍କୁ ଦୋଷୀ ସାବ୍ୟସ୍ତ କରି ୨୫ ବର୍ଷ ସଶ୍ରମ!-->…
ଭୁବନେଶ୍ୱର ଏମ୍ସକୁ ସଫଳତା: ଯୋଡ଼ି ହେଲା କଟା ହାତ, ନୂଆ ଜୀବନ ପାଇଲେ ବର୍ଷା
ଭୁବନେଶ୍ୱର: ଧାନ କଟା ମେଶିନରେ ହାତ କଟିଥିଲା। ୧୦ ଘଣ୍ଟାର ଅପରେଶନ୍ ପରେ କଟା ହାତ ଯୋଡ଼ି ହେଲା। ଭୁବନେଶ୍ୱର ଏମ୍ସ ପ୍ଲାଷ୍ଟିକ୍ ସର୍ଜରୀ ବିଭାଗକୁ ଏହି ବିରଳ ସଫଳତା ମିଳିଛି।
ଘଟଣା ଥିଲା ଏମିତି । ଗତ ୯ ତାରିଖ ଅପରାହ୍ନ ପ୍ରାୟ ୪ଟା ବେଳେ ପୁରୀ ଜିଲ୍ଲା କୃଷ୍ଣପ୍ରସାଦ ବ୍ଳକ୍!-->!-->!-->…
କବୟିତ୍ରୀ ଗାୟତ୍ରୀବାଳା ପଣ୍ଡା ପାଇବେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର
ଭୁବନେଶ୍ବର: ୨୦୨୨ ବର୍ଷ ପାଇଁ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ଘୋଷଣା କରାଯାଇଛି। ଦେଶର ୨୩ଟି ଭାଷା ପାଇଁ ଘୋଷଣା କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ହୋଇଛି। ଓଡ଼ିଶାର କବୟିତ୍ରୀ ଗାୟତ୍ରୀବାଳା ପଣ୍ଡା କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପାଇବା ପାଇଁ ମନୋନୀତ ହୋଇଛନ୍ତି।!-->…
ଗୋବିନ୍ଦ ସାହୁ ଆତ୍ମହତ୍ୟା ମାମଲାର ସିବିଆଇ ତଦନ୍ତ ଦାବି କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ
ଭୁବନେଶ୍ବର: ଗୋବିନ୍ଦ ସାହୁ ଆତ୍ମହତ୍ୟା ମାମଲାର ସିବିଆଇ ତଦନ୍ତ ଦାବି କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ମମିତା ମେହେରଙ୍କ ଡିଏନଏ ରିପୋର୍ଟର ସାମଞ୍ଜସ୍ୟକୁ ନେଇ ସେ ପ୍ରଶ୍ନ ଉଠାଇଛନ୍ତି । ଧର୍ମେନ୍ଦ୍ର କହିଛନ୍ତି, ଜେଲ ପରିସରରେ ମୃତ୍ୟୁ ହେବା ଏକ ଗମ୍ଭୀର ପ୍ରସଙ୍ଗ । ଜେଲ୍!-->…
ବାଲେଶ୍ବରରେ ୧୮୦୬ କୋଟି ଟଙ୍କାର ୧୯୧ଟି ପ୍ରକଳ୍ପର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ
ବାଲେଶ୍ବର: ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବାଲେଶ୍ବର ଗସ୍ତ କରି ସେ ସେଠାରେ ୧୮୦୬ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି। ଏଥିରେ ୩୭୪ କୋଟି ଟଙ୍କାର ପ୍ରକଳ୍ପ ଉଦ୍ଘାଟିତ ହୋଇଥିବା ବେଳେ, ୧୪୩୧ କୋଟି ଟଙ୍କାର ପ୍ରକଳ୍ପ ପାଇଁ ଭିତ୍ତି ପ୍ରଦାନ କରାଯାଇଛି।!-->…