କ୍ୟାପିଟାଲ ହସ୍ପିଟାଲରୁ ସଫେଇ କର୍ମଚାରୀଙ୍କ ଝୁଲନ୍ତା ମୃତଦେହ ଜବତ

ଭୁବନେଶ୍ବର: କ୍ୟାପିଟାଲ ହସ୍ପିଟାଲରୁ ଶନିବାର ଏକ ଝୁଲନ୍ତା ମୃତଦେହ ଜବତ ହୋଇଛି। କ୍ୟାପିଟାଲ ହସ୍ପିଟାଲ ଫାଣ୍ଡି ପୁଲିସ ମୃତଦେହକୁ ଜବତ କରିଛି। ମୃତକ ଜଣ ଡାକ୍ତରଖାନାରେ ଜଣେ ସଫେଇ କର୍ମଚାରୀ ଭାବେ କାର୍ଯ୍ୟ କରୁଥିଲେ ବୋଲି ଜଣାପଡ଼ିଛି। ତାଙ୍କ ନାମ ପରମାନନ୍ଦ ନାୟକ। ଏକ ଗାମୁଛାରେ ତାଙ୍କ

ନୂଆବର୍ଷରେ ନୂଆ ସୁଭଦ୍ରାଙ୍କୁ ମିଳିବ ଡବଲ୍‌ କିସ୍ତି

ଭୁବନେଶ୍ୱର: ସରଜମିନ ତଦନ୍ତ ପରେ ସୁଭଦ୍ରାରେ ୧୭ ଲକ୍ଷରୁ ଊର୍ଦ୍ଧ୍ବ ମହିଳା ଯୋଡ଼ି ହୋଇଛନ୍ତି । ଏ ନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଗୃହରେ ତଥ୍ୟ ରଖିଛନ୍ତି । ୧୭ ଲକ୍ଷ ୮୩ ହଜାର ୨୫୧ ମହିଳା ସୁଭଦ୍ରାରେ ଯୋଡ଼ି ହୋଇଛନ୍ତି । ୭ ଲକ୍ଷ ୫୧ ହଜାର ୪୭୯ ଜଣ ସମସ୍ତ ୩ଟି କିସ୍ତି ପାଇଛନ୍ତି

କଷିଆ ମୁହାଣରୁ ଡ଼ଲଫିନର ମୃତଦେହ ଉଦ୍ଧାର

ବାସୁଦେବପୁର : ବାସୁଦେବପୁର କଷିଆ ସମୁଦ୍ର ମୁହାଣରୁ ବିରାଟକାୟ ଡଲଫିନ୍‌ର ମୃତଦେହ ଉଦ୍ଧାର ହୋଇଛି। ଡଲଫିନ୍‌ଟିର ଲମ୍ବ ୧୨ରୁ ୧୫ ଫୁଟ୍ ହୋଇଥିବା ଜଣାପଡିଛି। ଏବଂ ଏହାର ଓଜନ ୧ ଟନରୁ ଅଧିକ ହେବ। ମତ୍ସ୍ୟଜୀବୀମାନେ ଡଲଫିନଟିକୁ ସମୁଦ୍ରରେ ମୃତ ଅବସ୍ଥାରେ ଉଦ୍ଧାରକରି ମୁହାଣକୁ ଆଣିବା ପରେ ବନ

ଆତ୍ମସମର୍ପଣ ନକଲେ ଏନ୍‌କାଉଣ୍ଟର: ବିଏସଏଫ ଆଇଜି

ଭୁବନେଶ୍ୱର : ଓଡ଼ିଶାରେ ଏବେ ଛୋଟଛୋଟ ଗ୍ରୁପ ହୋଇ ବୁଲୁଛନ୍ତି ମାଓବାଦୀ । ଆନ୍ଧ୍ର ଓ ଛତିଶଗଡ଼ ପଟୁ ମଧ୍ୟ ଓଡ଼ିଶାକୁ ମାଓବାଦୀ ପଶି ଆସୁଛନ୍ତି । ଏମାନଙ୍କ ଉପରେ ନଜର ଥିବା କହିଛନ୍ତି ବିଏସଏଫ ଆଇଜି । କେକେବିଏନ ଅଞ୍ଚଳ ଉପରେ ବିଏସଏଫ ବିଶେଷ ନଜର ରଖିଛି । ମାଓବାଦୀଙ୍କୁ ବିଏସଏଫ

ମଣ୍ଡିରେ ପଡ଼ିରହିଛି ଧାନ, ଚାଷୀ ଅସନ୍ତୁଷ୍ଟ

ସମ୍ବଲପୁର : ମଣ୍ଡିରୁ ଉଠୁନି ଧାନ । ଦାନା ବାନ୍ଧୁଛି ଚାଷୀ ଆନ୍ଦୋଳନ । ସମ୍ବଲପୁରରେ ପୂର୍ବ ନିର୍ଦ୍ଧାରିତ ସମୟ ଅନୁଯାୟୀ ମଣ୍ଡିକୁ ଉଠିପାରିଲାନି ଧାନ । ଯାହାକୁ ନେଇ ଚାଷୀଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ସୃଷ୍ଟି ହୋଇଛି । ଆନ୍ଦୋଳନ ପାଇଁ ସଜବାଜ ହେଉଛନ୍ତି ଚାଷୀ । ଗତକାଲି ଧାନ

ପଞ୍ଚାୟତ ନିର୍ବାଚନ ପ୍ରସ୍ତୁତି, ଜିଲ୍ଲା ପରିଷଦ ନିର୍ବାଚନ ପାଇଁ ୪୨ କୋଟିର ଅତିରିକ୍ତ ବଜେଟ ବ୍ୟବସ୍ଥା

ଭୁବନେଶ୍ବର : ବଢ଼ିଲା ପଞ୍ଚାୟତ ନିର୍ବାଚନ ଚର୍ଚ୍ଚା । ପଞ୍ଚାୟତ ନିର୍ବାଚନ ପ୍ରସ୍ତୁତି ଆରମ୍ଭ । ଜିଲ୍ଲା ପରିଷଦ ନିର୍ବାଚନ ପାଇଁ ଅତିରିକ୍ତ ବଜେଟରେ ୪୨ କୋଟିର ବ୍ୟବସ୍ଥା ହୋଇଛି । ଯଦିଓ ୨୦୨୭ ମସିହା ପ୍ରାରମ୍ଭରେ ପଞ୍ଚାୟତ ନିର୍ବାଚନ ଅନୁଷ୍ଠିତ ହେବାର କାର୍ଯ୍ୟକ୍ରମ ରହିଛି । ତଥାପି

ଟିପିଏସ୍ଓଡିଏଲ୍ ତରଫରୁ ବ୍ରହ୍ମପୁରଠାରେ ରକ୍ତଦାନ ଶିବିର ଆୟୋଜିତ

ବ୍ରହ୍ମପୁର : ଟିପି ସଦର୍ଣ୍ଣ ଓଡ଼ିଶା ଡିଷ୍ଟ୍ରିବ୍ୟୁସନ ଲିମିଟେଡ (ଟିପିଏସ୍ଓଡିଏଲ୍) ତରଫରୁ ବ୍ରହ୍ମପୁରସ୍ଥିତ କର୍ପୋରେଟ କାର୍ଯ୍ୟାଳୟରେ ରକ୍ତଦାନ ଶିବିର ଆୟୋଜିତ ହୋଇଛି। କେନ୍ଦ୍ରୀୟ ରେଡକ୍ରସ୍ ରକ୍ତ ଭଣ୍ଡାର, କଟକ ଓ ଏ‌ଏଲ‌ଆଇଜି ଶୈକ୍ଷିକ ଓ ଜନମଙ୍ଗଳ ଅନୁଷ୍ଠାନର ସହଯୋଗରେ ଏହାକୁ

ମାତୃ ସ୍ମରଣରେ ‘ଜୀବନ ରଥ’: ଝରୀଗାଁବାସୀଙ୍କ ପାଇଁ ମାଝୀ ପରିବାରର ମାଗଣା ଆମ୍ବୁଲାନ୍ସ ସେବା ଶୁଭାରମ୍ଭ

ଉମରକୋଟ/ଝରୀଗାଁ : ନବରଙ୍ଗପୁର ଜିଲ୍ଲା ଅନ୍ତର୍ଗତ ଝରୀଗାଁ ଅଞ୍ଚଳରେ ଶୁକ୍ରବାର ଦିନ ଏକ ମହତ କାର୍ଯ୍ୟର ଶୁଭାରମ୍ଭ ହୋଇଛି। ପୂର୍ବତନ ସାଂସଦ ପ୍ରଦୀପ ମାଝୀଙ୍କ ପରିବାର ପକ୍ଷରୁ ସମାଜସେବାର ପରମ୍ପରାକୁ ଆହୁରି ଆଗକୁ ନେଇ ଅଞ୍ଚଳବାସୀଙ୍କ ପାଇଁ ଏକ ମାଗଣା ଆମ୍ବୁଲାନ୍ସ ସେବା ଲୋକାର୍ପଣ

କୂଅରୁ ଯୁବକଙ୍କ ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ

ବଲାଙ୍ଗିର : କୂଅରୁ ଉଦ୍ଧାର ହୋଇଛି ଜଣେ ଯୁବକଙ୍କ ମୃତଦେହ । ହାତରେ ବନ୍ଧା ହୋଇଛି ଦଉଡ଼ି । ବଲାଙ୍ଗିର ଜିଲ୍ଲା କଣ୍ଟାବାଞ୍ଜି ଥାନା ବୁରୋମାଳ ଗାଁର ଚାଷଜମିରେ ଥିବା କୂଅରୁ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି । ମୃତକ ହେଲେ ସୁରେନ୍ଦ୍ର ଭାଟି । ତାଙ୍କ ହାତରେ ଦଉଡ଼ି ଏକ ପଥର ବନ୍ଧା ହୋଇଛି

୪୧୪୫ ମନ୍ଦିରର ଅନୁଦାନ ରାଶି ବୃଦ୍ଧି କଲେ ରାଜ୍ୟ ସରକାର

ଭୁବନେଶ୍ୱର: ଆଜି ବିଧାନସଭାରେ ଶୀତ ଅଧିବେଶନର ତୃତୀୟ ଦିବସ। ଏଥିରେ ଝାରସୁଗୁଡ଼ା ବିଧାୟକ ଟଙ୍କଧର ତ୍ରିପାଠୀଙ୍କ ଏକ ପ୍ରଶ୍ନର ଉତ୍ତର ରଖି ଆଇନ ମନ୍ତ୍ରୀ ପୃଥ୍ବୀରାଜ ପଟ୍ଟନାୟକ କହିଛନ୍ତି, ରାଜ୍ୟ ସରକାର ୪୧୪୫ ମନ୍ଦିରର ଆର୍ଥିକ ଅନୁଦାନ ବୃଦ୍ଧି କରିଛନ୍ତି। ପୂର୍ବାପେକ୍ଷା ଅଢ଼େଇ କୋଟି