Sign in
Sign in
Recover your password.
A password will be e-mailed to you.
ବି.ଆର.ଆମ୍ବେଦକର ଜାତୀୟ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ବାର୍ଷିକ କ୍ରୀଡା ଉତ୍ସବ ଉଦଘାଟିତ
ଦାରିଙ୍ଗବାଡି୧୯/୧୨ : , କନ୍ଧମାଳ ଜିଲ୍ଲା ଦାରିଙ୍ଗବାଡି ଡ. ଭୀମାରାଓ ଆମ୍ବେଦକର ଜାତୀୟ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ବାର୍ଷିକ ଉତ୍ସବ ଉଦଘାଟିତ ହୋଇଯାଇଛି | ଏହା ୩ ଦିନ ଧରି ଚାଲିବ ବୋଲି ବିଦ୍ୟାଳୟ ପକ୍ଷରୁ କୁହାଯାଇଛି | ଏଥିରେ ସ୍ଥାନୀୟ ସରପଞ୍ଚ ସୁଶ୍ରୀ ଚନ୍ଦ୍ରିକା ମଳିକ ମୁଖ୍ୟ!-->…
ଶାଶୁ ଘରେ ଝିଅକୁ ହତ୍ୟା ଅଭିଯୋଗ
ହିଞ୍ଜିଳିକାଟୁ ୧୯।୧୨ : ହିଞ୍ଜିଳି ଥାନା ଅନ୍ତର୍ଗତ ରାଳବ ଗ୍ରାମ ବୈଷ୍ଟବ ତୋଟା ସାହିରେ ସୋମବାର ଏକ ଅଭାବନୀୟ ଘଟଣା ଘଟିଛି। ଶାଶୁ ଘରେ ଝିଅ କୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ମୃତକ ସୁଦଷ୍ଟା ପରିଡା (୨୪) ଙ୍କ ମା ବାସନ୍ତୀ ପରିଡା ଏପରି ଅଭିଯୋଗ ପରେ ପୋଲିସ ଘଟଣାର ତଦନ୍ତ ଆରମ୍ଭ!-->…
କେଭିଏସ ଠାରେ ଅଜା ଆଇ ଦିବସ ପାଳିତ
ଫୁଲବାଣୀ :- କନ୍ଧମାଳ ଜିଲ୍ଲା କେନ୍ଦ୍ରୀୟ ବିଦ୍ୟାଳୟ ପରିସରରେ ଗ୍ରାଣ୍ଡ ପେରେଣ୍ଟସଡେ ବା ଅଜା,ଆଈ ଦିବସ ବିଦ୍ୟାଳୟର ଛୋଟ ଛୋଟ ଛୁଆ ମାନଙ୍କୁ ନେଇ ବହୁ ଆଡ଼ମ୍ବରରେ ପାଳିତ ହୋଇଯାଇଛି । ଉକ୍ତ କାର୍ଯ୍ୟକ୍ରମରେ କନ୍ଧମାଳ ଜିଲ୍ଲା ନବୋଦୟ ବିଦ୍ୟାଳୟ ଅବସରପ୍ରାପ୍ତ ଭାଇସ୍ ପିରିନ୍ସପାଲ ତଥା!-->…
ମୁଖ୍ୟ ଶାସନ ସଚିବ ଓ ୫-ଟି ସଚିବ ବିର୍ସା ମୁଣ୍ଡା ଅନ୍ତର୍ଜାତୀୟ ହକି ଷ୍ଟାଡିୟମ ଓ ରାଉରକେଲା ବିମାନ ବନ୍ଦର ନିର୍ମାଣ…
ରାଉରକେଲା: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ଓ ମୁଖ୍ୟମନ୍ତ୍ରୀଙ୍କ ସଚିବ (୫ଟି) ଭି.କେ. ପାଣ୍ତିଆନ ରାଉରକେଲା ଗସ୍ତରେ ଆସି ନିର୍ମାଣାଧୀନ ବିର୍ସା ମୁଣ୍ଡା ଅନ୍ତର୍ଜାତୀୟ ହକି ଷ୍ଟାଡିୟମ ସହିତ ରାଉରକେଲା!-->…
ସ୍କୁଲ ହତା ଭିତରୁ ଛାତ୍ରୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ଘଟଣାରେ ଅଭିଯୁକ୍ତ ଗିରଫ
ଯାଜପୁର: ଯାଜପୁର ଜିଲ୍ଲା ବାଲିଚନ୍ଦ୍ରପୁର ସ୍କୁଲ ହତା ଭିତରୁ ଛାତ୍ରୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ଘଟଣାରେ ଅଭିଯୁକ୍ତ ଗିରଫ । ମୃତ ଛାତ୍ରୀଙ୍କ ପରିବାର ପକ୍ଷରୁ ହତ୍ୟା ଅଭିଯୋଗ ପରେ ଅଭିଯୁକ୍ତ ପ୍ରେମିକକୁ ଗିରଫ କରି କୋର୍ଟ ଚାଲାଣ କରିଛି ପୋଲିସ । ଗତକାଲି ସ୍କୁଲ ହତା ଭିତରୁ!-->…
ଜେଲ୍କୁ ଫେରିଲେ ଅର୍ଚ୍ଚନା ନାଗ
ଭୁବନେଶ୍ୱର: ରିମାଣ୍ଡ ଅବଧି ଶେଷ ହେବା ପରେ ଝାରପଡ଼ା ଜେଲ୍କୁ ଫେରିଛନ୍ତି ହନିଟ୍ରାପ୍ କୁଇନ୍ ଅର୍ଚ୍ଚନା ନାଗ। ଦ୍ୱିତୀୟ ପର୍ଯ୍ୟାୟ ରିମାଣ୍ଡ ସରିବା ପରେ ଆଜି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ପକ୍ଷରୁ ତାଙ୍କୁ ଭୁବନେଶ୍ୱର ଏଡିଜେ-୩ କୋର୍ଟରେ ହାଜର କରାଯିବା ସହିତ ଆଉ ଥରେ ରିମାଣ୍ଡରେ!-->…
ରାଜ୍ୟର ୯୬ ଜଣ ପ୍ରାଥମିକ ଶିକ୍ଷକ ଚାକିରିରୁ ବହିଷ୍କୃତ
ଭୁବନେଶ୍ୱର: ରାଜ୍ୟରେ ଦୀର୍ଘଦିନ ଧରି ବିନାନୁମତିରେ ଅନୁପସ୍ଥିତ ରହୁଥିବା ଶିକ୍ଷକମାନଙ୍କ ବିରୁଦ୍ଧରେ ରାଜ୍ୟ ସରକାର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି । ପ୍ରାଥମିକ ସ୍କୁଲରେ କନିଷ୍ଠ ଶିକ୍ଷକ ବର୍ଗରେ କାର୍ଯ୍ୟ କରୁଥିବା ୯୬ଜଣ ପ୍ରାଥମିକ ଶିକ୍ଷକଙ୍କ ବିରୁଦ୍ଧରେ ଶୃଙ୍ଖଳାଗତ!-->…
ଆମ୍ବୁଲାନ୍ସ ଭିତରେ ରୋଗୀଙ୍କୁ ମଦ ପିଆଇଲେ ଡ୍ରାଇଭର, ନିଜେ ବି ପିଇଲେ
ଜଗତସିଂହପୁର: ଆମ୍ବୁଲାନ୍ସ ଭିତରେ ରୋଗୀଙ୍କୁ ମଦ ପିଆଇଲେ। ନିଜେ ବି ମଦ ପିଇଲେ ଆମ୍ବୁଲାନ୍ସ ଡ୍ରାଇଭର। ପରେ ରୋଗୀଙ୍କୁ ନେଇ ଯାଇଥିଲେ ଡାକ୍ତରଖାନା। ରାସ୍ତା କଡରେ ଆମ୍ବୁଲାନ୍ସ ଭିତରେ ଖୁଲମଖୁଲା ଏଭଳି ମଦ ପିଇବାର ଦୃଶ୍ୟ ଏବେ ଭାଇରାଲ ହୋଇଛି। ଗତକାଲି ଜଗତସିଂହପୁର ଜିଲ୍ଲାର କଟକ-ପାରାଦ୍ୱୀପ!-->…
କୃଷ୍ଣପ୍ରସାଦ ଗାଁରେ ଦୁଇ ପଡୋଶୀଙ୍କ ମଧ୍ୟରେ କଥା କଟାକଟିକୁ ନେଇ ଗୁଳିକାଣ୍ଡ, ଜଣେ ମୃତ ଓ ୫ ଜଣ ଗୁରୁତର
ନୟାଗଡ଼: ଗୋଷ୍ଠୀ ସଂଘର୍ଷରୁ ଗୁଳିମାଡ଼, ଜଣେ ମୃତ । ନୟାଗଡ଼ ଇଟାମାଟି ଥାନା କୃଷ୍ଣପ୍ରସାଦ ଗାଁରେ ଗୋଷ୍ଠୀ ସଂଘର୍ଷ । ଗୁଳିମାଡ଼ରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫ ଗୁରୁତର ହୋଇଛନ୍ତି । ମୃତକ ହେଲେ ଅନିରୁଦ୍ଧ ନାୟକ । ସମସ୍ତଙ୍କୁ ନୟାଗଡ଼ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି!-->…
କଟକ ପାରିବାରିକ ଅଦାଲତରେ ବର୍ଷାଙ୍କୁ ଆପତ୍ତିଜନକ ପ୍ରଶ୍ନ ପଚାରିଲେ ଅନୁଭବଙ୍କ ଓକିଲ
କଟକ: କଟକ ପାରିବାରିକ ଅଦାଲତରେ ବର୍ଷାଙ୍କୁ ଆପତ୍ତିଜନକ ପ୍ରଶ୍ନ ପଚାରିଲେ ଅନୁଭବଙ୍କ ଓକିଲ । ଏଭଳି ପ୍ରଶ୍ନକୁ ବିରୋଧ କଲେ ବର୍ଷାଙ୍କ ଓକିଲ । ଏଭଳି ପ୍ରଶ୍ନ ନାରୀର ସମ୍ମାନରେ ଆଞ୍ଚ ଆଣୁଛି। ଅନୁଭବଙ୍କ ଓକିଲ ବର୍ଷାଙ୍କୁ ଇଂରାଜୀରେ ଉତ୍ତର ରଖିବାକୁ କହିଥିଲେ । ବର୍ଷା କିନ୍ତୁ ଓଡ଼ିଆରେ!-->…