ମହିଳା ଉଚ୍ଚମାଧ୍ୟମିକ ବିଦ୍ୟାଳୟର ବାର୍ଷିକ କ୍ରୀଡା

ବୁଗୁଡ଼ା : ସ୍ଥାନୀୟ ଶ୍ରୀ ବଳଦେବଜୀଉ ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ୨୩ତମ ବାର୍ଷିକ କ୍ରୀଡା ପିପୁଲ୍ସ ହାଇସ୍କୁଲ ମିନି ଷ୍ଟାଡିୟମରେ ଅନୁଷ୍ଠିତ ହୋଇଯାଇଛି । ଅଧ୍ଯକ୍ଷ ମନୋଜ କୁମାର ସ୍ବାଇଁଙ୍କ ଦ୍ବାରା କ୍ରୀଡା ପତାକା ଉତ୍ତୋଳନ ଏବଂ ଛାତ୍ରୀଙ୍କ ଶପଥ ଗ୍ରହଣ ପରେ ରନିଙ୍ଗ୍, ସଟପୁଟ୍

ବିଭିନ୍ନ ଉନ୍ନୟନ ମୂଳକ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କଲେ ଶ୍ରମମନ୍ତ୍ରୀ

ବୁଗୁଡ଼ା : ବୁଗୁଡ଼ା ବ୍ଲକ ଅନ୍ତର୍ଗତ ବିଭିନ୍ନ ଗ୍ରାମକୁ ଯାଇ ଆଜି ଶ୍ରମ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ୭ଟି ଶତ ପ୍ରତିଶତ ଘରୋଇ ପାନୀୟ ଜଳ ଯୋଗାଣ ପ୍ରକଳ୍ପର ଭିତ୍ତି ପ୍ରସ୍ତର ସ୍ଥାପନ କରିଛନ୍ତି । ବୁଗୁଡ଼ା ବ୍ଲକ ଅନ୍ତର୍ଗତ କୁଶପଲ୍ଲୀ, କତକଲା, ଟଭାପଲ୍ଲୀ, ଶଙ୍କୁରୁ , ଗୁଡ଼ିପଲ୍ଲୀ,

ଷଣ୍ଢକୁ ଉଦ୍ଧାର କଲା ଅଗ୍ନିଶମ ବିଭାଗ

ହିଞ୍ଜିଳିକାଟୁ ୧୯।୧୨ : ହିଞ୍ଜିଳିକାଟୁ ପୌରପରିଷଦ ତରଫରୁ ମାର୍କେଟ କମ୍ପ୍ଲେକ୍ସ ନିର୍ମମ ନିମନ୍ତେ ଏକ ବର୍ଷରୁ ଊର୍ଦ୍ଧ୍ବ ହେବ ଠିକାଦାର ମାଟି ଖୋଳି ପକାଇ ମାଟି କୁଆଡେ ଗଲା କିଏ ଜାଣିଲେ ନାହିଁ। ଅନ୍ୟପକ୍ଷରେ ସେଠାରେ କୁତ୍ରିମ ବନ୍ଧ ହୋଇ ଆଵର୍ଜନା ସହ ଅବ୍ୟବହୃତ ପରିବା ଓ ଘାସ ରେ

ଭିନ୍ନକ୍ଷମ କୁଶ ମୁଦଳିଙ୍କୁ ସହାୟତା ଲାଗି ଦାବୀ

ଉମରକୋଟ : ଭାରତ ଯେଉଁଠି 76 ତମ ସ୍ଵର୍ଣ ଜୟନ୍ତୀ ପାଳନ କରୁଛି ସେହି ଭାରତରେ ଦୁର୍ଗମ ଅଞ୍ଚଳର ଆଦିବାସୀମାନେ ବିଭିନ୍ନ ସମୟରେ ଯେଉଁ ସବୁ ଅସୁବିଧାର ସମ୍ମୁଖୀନ ହେଉଛନ୍ତି ତାହାର ଖବର ନା ପ୍ରଶାସନ ପାଖରେ ପହଞ୍ଚୁଛି ନା ଶୁଣୁଛନ୍ତି ସରପଞ୍ଚ ନା ବ୍ଲକର ବିଡ଼ିଓ l ଏହି ପରି ଏକ ଦୃଶ୍ୟ

ହାଇୱା ଗାଡ଼ି ଧକ୍କାରେ ଦୁଇ ଜଣଙ୍କ ମୃତ୍ୟୁ

ବାଲିଗୁଡା : କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଥାନା ସୁରୁବାଲି ବୁଲାଣି ରାସ୍ତାରେ ମର୍ମନ୍ତୁଦ ଦୁର୍ଘଟଣା । ମୃତ ଯୁବକ ଦୁଇଜଣ ବଡ଼ଗାଁ ଅଞ୍ଚଳର ରାକେଶ ମଲ୍ଲିକ(ଲିଚୁ) ଓ ଅଚ୍ୟୁତାନନ୍ଦ ନାୟକ ହୋଇଥିବା ଜଣାପଡ଼ିଛି । ସୂଚନା ପ୍ରକାରେ ରବିବାର ରାତି ପ୍ରାୟ ୧୦ଟା ସମୟରେ ବଡ଼ଗାଁ ଅଞ୍ଚଳର ଦୁଇ ଜଣ

ନିର୍ବାପିତ ସୁନ୍ଦରଗଡ଼ କଳାଜଗତର ପ୍ରଦୀପ…

ସୁନ୍ଦରଗଡ଼ :ଚଳଚ୍ଚିତ୍ର ପ୍ରଯୋଜକ, ନିର୍ଦ୍ଦେଶକ ତଥା ନାଟ୍ୟକାର ପ୍ରଦୀପ ଭୋଳଙ୍କ ହୃଦଘାତରେ ପରଲୋକ ଘଟିଛି। ସେ ସୁନ୍ଦରଗଡ ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସାଧୀନ ଥିବା ଅବସ୍ଥାରେ ତାଙ୍କର ପରଲୋକ ଘଟିଥିବା ସୂଚନା ରହିଛି। ମୃତ୍ୟୁ ବେଳକୁ ତାଙ୍କୁ ୫୯ ବର୍ଷ ବୟସ ‌ହୋଇଥିଲା। ତାଙ୍କ ବିୟୋଗରେ

ସେଲ୍‌ଫି ନେବା ବେଳେ ପାଣିରେ ଗୋଡ଼ ଖସିଯିବାରୁ ଯୁବକ ନିଖୋଜ

ସୁନ୍ଦରଗଡ଼: ସେଲଫି ହେଲା କାଳ। ମୋବାଇଲରେ ସେଲଫି ନେଉ ନେଉ ପାଣିରେ ଗୋଡ଼ ଖସିଯିବାରୁ ଯୁବକ ନିଖୋଜ। ଆଜି ସୁନ୍ଦରଗଡ଼ ତଳସରା କାନକୁଣ୍ଡ ପିକନିକ୍ ସ୍ପଟରେ ଏଭଳି ଅଘଟଣ ଘଟିଛି। ନିଖୋଜ ଯୁବକଙ୍କ ନାମ ସୋମେଶ ମଲ୍ଲିକ। ସୂଚନା ମୁତାବକ, ରାଉରକେଲାର ସେକ୍ଟର-୧୫ ଅଞ୍ଚଳରୁ ୪ ଜଣ ସାଙ୍ଗ ଆଜି

ପୁଲିସ ଇନଫର୍ମର ସନ୍ଦେହରେ ଜଣକୁ ଗୁଳି କରି ହତ୍ୟା

ଫୁଲବାଣୀ: ପୁଲିସ ଇନଫର୍ମର ସନ୍ଦେହରେ ଜଣକୁ ଗୁଳି କରି ହତ୍ୟା କଲେ ମାଓବାଦୀ। କନ୍ଧମାଳ ଜିଲ୍ଲା କୋଟଗଡ଼ ଥାନା ଅନ୍ତର୍ଗତ ବଣ୍ଡାପିପିଲିର ହାଟପଦା ପଛ ପଟି ଜଙ୍ଗଲରେ ଆଜି ଏହି ହତ୍ୟାକାଣ୍ଡ ଘଟିଛି। ମୃତକ ଜଣକ ବଣ୍ଡାପିପିଲି ଗ୍ରାମର ରମେଶ ନାୟକ ବୋଲି ଜଣାପଡ଼ିଛି। ମୃତଦେହ ପଡ଼ିଥିବା ସ୍ଥାନରୁ