ପଶ୍ଚିମ ଓଡ଼ିଶାରେ ହାଇକୋର୍ଟ ବେଞ୍ଚ ହେବା କେନ୍ଦ୍ର ଚାହୁଁ ନାହିଁ: ସସ୍ମିତ ପାତ୍ର

ନୂଆଦିଲ୍ଲୀ : କେନ୍ଦ୍ର ସରକାର ଚାହିଁଲେ ପଶ୍ଚିମ ଓଡ଼ିଶାରେ ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠା ହୋଇପାରିବ । ରାଜ୍ୟ ସରକାର ପ୍ରତିଶ୍ରୁତି ଦେଇଥିଲେ ମଧ୍ୟ କେନ୍ଦ୍ର ସରକାର ଏଥି ପ୍ରତି ଧ୍ୟାନ ଦେଉନାହାନ୍ତି। ବେଞ୍ଚ ପ୍ରତିଷ୍ଠା ନେଇ ରାଜ୍ୟକୁ ସହଯୋଗ କରୁନାହିଁ କେନ୍ଦ୍ର । ହେଲେ ବିଜେପି ବାରମ୍ବାର

ଶ୍ରୀଜଗନ୍ନାଥ ମନ୍ଦିରକୁ ୧ ଲକ୍ଷ ଟଙ୍କା ଦାନ କଲେ ଭିକାରୁଣୀ

ଫୁଲବାଣୀ: ଫୁଲବାଣୀ ଶ୍ରୀଜଗନ୍ନାଥ ମନ୍ଦିରକୁ ୧ ଲକ୍ଷ ଟଙ୍କା ଦାନକଲେ ଭିକାରୁଣୀ। ୬୦ ବର୍ଷୀୟା ଏହି ଭିକାରୁଣୀଙ୍କ ନାମ ତୁଳା ବେହେରା। ସେ ଫୁଲବାଣୀ ସହରରେ ଭିକମାଗି ଚଳନ୍ତି। ଏହି ଭିକ ଟଙ୍କା ମଧ୍ୟରୁ କିଛିକିଛି ଟଙ୍କା ତାଙ୍କ ନାମରେ ଥିବା ପୋଷ୍ଟାଲ ଆକାଉଣ୍ଟରେ ଜମା କରୁଥିଲେ। ଏହି ସଞ୍ଚୟ

ପୁଲିସ ଇନଫର୍ମର ଦର୍ଶାଇ ଯୁବକକୁ ହତ୍ୟା କଲେ ନକ୍ସଲ

ମାଲକାନଗିରି: ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡରେ ପୁଣି ନକ୍ସଲ ହିଂସା ଦେଖିବାକୁ ମିଳିଛି। ପୁଲିସ ଇନଫରମରର ଦର୍ଶାଇ ନକ୍ସଲ ଜଣେ ଯୁବକକୁ ହତ୍ୟା କରିଛନ୍ତି। ଦନ୍ତେୱାଡା ଜିଲ୍ଲାର ମାଲେବାହୀ ଥାନା ଅଂଚଳର ଯୁବକ ଜୟରାମ କଶ୍ୟପ କିଛି ଦିନ ତଳେ କଚନାର ଅଂଚଳକୁ ବୁଲିବାକୁ ଯାଇଥିଲା।ତେବେ

ସଂସଦରେ ପଶ୍ଚିମ ଓଡ଼ିଶାରେ ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରସଙ୍ଗ ଉଠାଇଲେ ସାଂସଦ ସୁରେଶ ପୂଜାରୀ

ନୂଆଦିଲ୍ଲୀ/ଭୁବନେଶ୍ବର: ବରଗଡ଼ର ବିଜେପି ସାଂସଦ ସୁରେଶ ପୂଜାରୀ ପଶ୍ଚିମ ଓଡ଼ିଶାରେ ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରସଙ୍ଗକୁ ସଂସଦରେ ଉଠାଇଛନ୍ତି। ସଂସଦର ଶୀତକାଳୀନ ଅଧିବେଶନରେ ଶୁକ୍ରବାର ସେ କହିଛନ୍ତି ଯେ, ପଶ୍ଚିମ ଓଡ଼ିଶାରେ ହାଇକୋର୍ଟଙ୍କ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ଦାବି ନେଇ ହୋଇଥିବା

କନ୍ଧମାଳ ଜିଲ୍ଲାପାଳଙ୍କ ତୁରନ୍ତ କାର୍ଯ୍ୟାନୁଷ୍ଠାନ : କାର୍ଯ୍ୟରେ ଅବହେଳା ଅଭିଯୋଗ ନେଇ ଶିକ୍ଷକ ନିଲମ୍ବିତ…

ଫୁଲବାଣୀ : କନ୍ଧମାଳ ଜିଲା ଗୋଛାପଡ଼ା ପଂଚାୟତ ଅନ୍ତର୍ଗତ ପିପଲମାଲ ବିଦ୍ୟାଳୟରେ ଗତ ୧୨ ତାରିଖରେ ଦେଖାଯାଇଥିବା ଅଭାବନିୟ ଘଟଣା ପ୍ରକାରେ ଜିଲା ପ୍ରଶାସନ ପକ୍ଷରୁ ନିଆଯାଇଛି ବିହିତ କାର୍ଯ୍ୟାନୁଷ୍ଠାନ। କାର୍ଯ୍ୟରେ ଅବହେଳା ପାଇଁ ଉକ୍ତ ବିଦ୍ୟାଳୟର ସହକାରୀ ଶିକ୍ଷକଙ୍କୁ କାର୍ଯ୍ୟରୁ ନିଲମ୍ବିତ

ବର୍ଷା ଅନୁଭବ ବିବାଦ ମାମଲା: ୧୯ ତାରିଖରେ ପରବର୍ତ୍ତୀ ଶୁଣାଣି

କଟକ: ହାଇକୋର୍ଟରେ ବର୍ଷା ଓ ଅନୁଭବ ବିବାଦ ମାମଲା। ଆସନ୍ତା ୧୯ ତାରିଖରେ ମାମଲାର ପରବର୍ତ୍ତୀ ଶୁଣାଣି ପାଇଁ କୋର୍ଟ ଦିନ ଧାର୍ଯ୍ୟ କରିଛନ୍ତି। ସୋସିଆଲ ମିଡିଆରେ ପରସ୍ପର ବିରୋଧରେ ଆକ୍ଷେପ ନେଇ ହାଇକୋର୍ଟରେ ଦାୟର ହୋଇଥିଲା ମାମଲା। ଅନୁଭବ ସୋସିଆଲ ମିଡିଆରେ କରିଥିବା ଟିପ୍ପଣୀକୁ ନେଇ

ଏମ୍ ଭି ୭୯ ଏସ ଏସ ଡି ମାଧ୍ୟମିକ ବିଦ୍ୟାଳୟରେ ଅଧ୍ୟାପକ ହାତରେ କଳା କନା ବାନ୍ଧି କଳା ଦିବସ ପାଳନ…

ମାଲକାନଗିରି : ମାଲକାନଗିରି ଜିଲ୍ଲା କାଲିମେଳା ବ୍ଲକ ଅନ୍ତର୍ଗତ ଏମ ଭି ୭୯ ଠାରେ ଥିବା SSD ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ରେ ସମସ୍ତ ଅଧ୍ୟାପକ ଏବଂ ଅଧ୍ୟାପିକା ହାତରେ କଳା କନା ବାନ୍ଧି ସେମାନେ କଳା ଦିବସ ପାଳନ କରୁଛନ୍ତି । ୨୦୦୬ ମସିହାରୁ ଓଡ଼ିଶା ରେ କାର୍ଯ୍ୟ ରତ ଥିବା ୧୧୬ ଜଣ

ପଶ୍ଚିମ ଓଡ଼ିଶାରେ ହାଇକୋର୍ଟର ସ୍ଥାୟୀ ବେଞ୍ଚ୍‌ ପ୍ରତିଷ୍ଠା ପ୍ରସଙ୍ଗ: ବ୍ୟକ୍ତିଗତ ହସ୍ତକ୍ଷେପ ପାଇଁ…

ଗିରଫ ଓକିଲଙ୍କୁ ମୁକ୍ତ କରି ସେମାନଙ୍କ ଲାଇସେନ୍‌ସ୍‌ ସଚଳ କରିବା ସହିତ ପଶ୍ଚିମ ଓଡ଼ିଶାରେ ହାଇକୋର୍ଟର ସ୍ଥାୟୀ ବେଞ୍ଚ୍‌ ସ୍ଥାପନ ନିମନ୍ତେ ବ୍ୟକ୍ତିଗତ ଭାବେ ହସ୍ତକ୍ଷେପ କରିବା ଲାଗି ଆଜି ‘ବିଜେପି’ର ୫ଜଣ ସାଂସଦ ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ପତ୍ର ଲେଖିଛନ୍ତି। ସାଂସଦ

ବ୍ରାହ୍ମଣୀଗାଁ ବନାଞ୍ଚଳ ପକ୍ଷରୁ ଜଙ୍ଗଲ ନିଆଁ ସଚେତନତା ଶିବିର…

ଦାରିଙ୍ଗବାଡ଼ି, ୧୬/୧୨, କନ୍ଧମାଳ ଜିଲ୍ଲା ପାଳ ଆଶିଷ ଈଶ୍ୱର ପାଟିଲଙ୍କ ନିର୍ଦ୍ଦେଶ କ୍ରମେ ବାଲିଗୁଡ଼ା ବନଖଣ୍ଡ ଅନ୍ତର୍ଗତ ବ୍ରାହ୍ମଣୀଗାଁ ବନାଞ୍ଚଳ ପକ୍ଷରୁ ବାନାଞ୍ଚଳ ଅଧିକାରୀ ବିରେନ୍ଦ୍ର ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଜଙ୍ଗଲ ନିଆଁ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି

ଓକିଲ ଆନ୍ଦୋଳନରେ ଗିରଫଦାରି ଜାରି, ୩୨ ଜଣ ଜେଲ୍‌ଗଲେ

ସମ୍ବଲପୁର : ସମ୍ବଲପୁରରେ ହାଇକୋର୍ଟ ବେଞ୍ଚ୍‌ ଆନ୍ଦୋଳନ ଘଟଣାରେ ଓକିଲ ଓ ସାଧାରଣ ଲୋକଙ୍କ ଗିରଫଦାରି ଜାରି ରହିଛି। ଗୁରୁବାର ସୁଦ୍ଧା ୧୨ ଆନ୍ଦୋଳନ ଓ ଭଙ୍ଗାରୁଜା ‌ଘଟଣାରେ ମୋଟ ଗିରଫଙ୍କ ସଂଖ୍ୟା ୩୨ରେ ପହଞ୍ଚିଛି। ପୂର୍ବରୁ ୧୫ ଜଣ ଆଇନ୍‌ଜୀବୀଙ୍କୁ ଗିରଫ କରା ଯାଇଥିଲାବେଳେ ଗୁରୁବାର ଆଉ ୧୭