Sign in
Sign in
Recover your password.
A password will be e-mailed to you.
ଉପଖଣ୍ଡ କ୍ରୀଡା ସଂଘ କପ : ରାଜ୍ୟସ୍ତରୀୟ ଫୁଟବଲ ଚମ୍ପିୟାନସିପ ଆୟୋଜନ ନିମନ୍ତେ ପ୍ରସ୍ତୁତି ବୈଠକ
ବାଲିଗୁଡା : କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ଉପଖଣ୍ଡ କ୍ରୀଡା ସଂଘ ଆନୁକୂଲ୍ୟରେ ରାଜ୍ୟ ସ୍ତରୀୟ ଫୁଟବଲ ଚମ୍ପିୟାନସିପ -୨୦୨୬ ଆୟୋଜନ ନିମନ୍ତେ ଏକ ପ୍ରସ୍ତୁତି ବୈଠକ ସଂଘ ର ସଭାପତି ତଥା ଉପଜିଲ୍ଲାପାଳ ପ୍ରଣୀତା ଦାସ ଙ୍କ ଅଧ୍ୟକ୍ଷତା ରେ ଅନୁଷ୍ଠିତ ହୋଇଯାଇଛି l ଏଥିରେ ସଂଘର ଉପସଭାପତି!-->…
ରଙ୍ଗଣୀ ପାଟଣା ସମବାୟ ସମିତିରେ ଧାନ ମଣ୍ଡି ଉଦ୍ଘାଟନ
ନୟାଗଡ଼: ନୟାଗଡ଼ ଜିଲ୍ଲା ଓଡ଼ଗାଁ ବ୍ଲକ ରଙ୍ଗଣୀ ପାଟଣା ସମବାୟ ସମିତିରେ ଧାନ ମଣ୍ଡି ଉଦ୍ଘାଟନ ହୋଇଯାଇଛି ।ସମବାୟ ସମିତି ସଭାପତି ସନ୍ତୋଷ କୁମାର ସାହୁ ସମସ୍ତ ଡାଇରେକ୍ଟର ମାନଙ୍କ ସହିତ ସରପଂଚ ସସ୍ମିତା ପାତ୍ର ଏବଂ ରଙ୍ଗଣୀ ପାଟଣା ସମବାୟ ସମିତି ସଂଲଗ୍ନ ଗ୍ରାମଗୁଡିକର ଅନେକ ଚାଷୀ ଉପସ୍ଥିତ!-->…
ନିର୍ବାଚନ ବେଳେ ନେତାଙ୍କ ପାଇଁ ଭୋଟ କରେଇ ମାଡ଼ ଖାଇ ଶେଷରେ ଜେଲ ଗଲେ ଯୁବକ…..!
ଭୁବନେଶ୍ୱର: ଗଞ୍ଜାମ ଜିଲ୍ଲାର ଆସିକା ବିଧାନସଭା ନିର୍ବାଚନ ମଣ୍ଡଳୀ ସବୁବେଳେ ଚର୍ଚ୍ଚା ରେ ରହିଆସିଛି। ଗତ ଗୁରୁବାର ଦିନ ଆସିକା ବିଧାୟକଙ୍କ ଗୃହ ସମ୍ମୁଖରେ ଜଣେ ଯୁବକ କୌଣସି କାରଣକୁ ନେଇ ପାଟି ତୁଣ୍ଡ କରି ନିର୍ଧୁମ ଛେଚାଖାଇ ଶେଷରେ ଜେଲ ଯାଇଥିବା ନେଇ ସହର ରେ ଚର୍ଚ୍ଚା ର ବିଷୟ ପାଲଟିଛି।!-->…
କୋରାପୁଟ ଜିଲ୍ଲାରେ ପେସା (PESA) ଆଇନ ଏବଂ ଜନଜାତି ବିକାଶ ଉପରେ ଏକଦିବସୀୟ ଜିଲ୍ଲା ସ୍ତରୀୟ ପ୍ରଶିକ୍ଷଣ ଶିବିର…
କୋରାପୁଟ: 17/0126--- କୋରାପୁଟ ଜିଲ୍ଲା ପ୍ରଶାସନ ପକ୍ଷରୁ ଆଜି ସ୍ଥାନୀୟ ସଦଭାବନା ସଭାଗୃହଠାରେ ପେସା (Panchayats Extension to Scheduled Areas Act, 1996) ଆଇନ ଏବଂ ଜନଜାତିଙ୍କ ସାମଗ୍ରିକ ବିକାଶ ଉପରେ ଏକ ଗୁରୁତ୍ୱପୂର୍ଣ୍ଣ ଜିଲ୍ଲା ସ୍ତରୀୟ ପ୍ରଶିକ୍ଷଣ କର୍ମଶାଳା ଅନୁଷ୍ଠିତ!-->…
ଚୀନ୍ରେ ନୋରୋଭାଇରସ୍ ଆତଙ୍କ: ୧୦୦ରୁ ଅଧିକ ସଂକ୍ରମିତ
ବେଜିଂ: ଚୀନ୍ର ଉହାନ ସହରରୁ ଆରମ୍ଭ ହୋଇଥିବା କୋଭିଡ-୧୯ ସାରା ବିଶ୍ୱରେ ଭୟ ସୃଷ୍ଟି କରିଥିଲା। ଏହି ସଂକ୍ରମଣ ୨୦୧୯ ଶେଷ ଭାଗରେ ଆରମ୍ଭ ହୋଇଥିଲା। ଏବେ ଆଉ ଏକ ଭାଇରସ ସଂକ୍ରମଣ ଆତଙ୍କ ସୃଷ୍ଟି କରିଛି। ଏହି ଭାଇରସକୁ ନୋରୋଭାଇରସ୍ କୁହାଯାଉଛି। ଏହି ଭାଇରସ ସଂକ୍ରମଣ ଦ୍ରୁତ ଗତିରେ!-->…
ପ୍ରଥମ ବନ୍ଦେ ଭାରତ ସ୍ଲିପର ଉଦଘାଟନ କଲେ ପ୍ରଧାନମନ୍ତ୍ରୀ ମୋଦୀ
କଲକାତା: ଦେଶର ପ୍ରଥମ ବନ୍ଦେ ଭାରତ ସ୍ଲିପର ଟ୍ରେନର ଉଦଘାଟନ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ଆଜି ପଶ୍ଚିମବଙ୍ଗର ମାଲଦାରେ, ପ୍ରଧାନମନ୍ତ୍ରୀ ମୋଦୀ ଭାରତର ପ୍ରଥମ ବନ୍ଦେ ଭାରତ ସ୍ଲିପର ଟ୍ରେନର ଉଦଘାଟନ କରିଛନ୍ତି । ହାୱଡ଼ା ଏବଂ ଗୌହାଟି ମଧ୍ୟରେ ଚାଲିବାକୁ ଥିବା ଟ୍ରେନକୁ!-->…
ଗ୍ରୀନଲାଣ୍ଡ ଉପରେ ଆମେରିକା ପ୍ରଭୁତ୍ୱକୁ ଅସ୍ୱୀକାର କଲେ ଲାଗିବ ଟାରିଫ୍: ଡୋନାଲ୍ଡ ଟ୍ରମ୍ପ
ନୂଆଦିଲ୍ଲୀ: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣିଥରେ ବିଶ୍ୱକୁ ଶୁଳ୍କ ଲଗାଇବାକୁ ଧମକ ଦେଇଛନ୍ତି । ଏଥର, ଏହି ଧମକ ୟୁରୋପୀୟ ଦେଶଗୁଡ଼ିକ ପ୍ରତି ନିର୍ଦ୍ଦେଶିତ, କାରଣ ଗ୍ରୀନଲାଣ୍ଡକୁ ନେଇ ସେମାନଙ୍କ ସହିତ ଉତ୍ତେଜନା ବୃଦ୍ଧି ପାଇଛି। ରାଷ୍ଟ୍ରପତି ଟ୍ରମ୍ପ ଗ୍ରୀନଲାଣ୍ଡକୁ ମିଶାଇ!-->…
ଏକ୍ସପ୍ରେସୱେରେ ଦୁର୍ଘଟଣା; ୩ ଶ୍ରମିକ ମୃତ, ୭ ଆହତ
ଉତ୍ତରପ୍ରଦେଶ : ଉତ୍ତରପ୍ରଦେଶର ସୁଲତାନପୁର ଜିଲ୍ଲାର ପୂର୍ବାଞ୍ଚଳ ଏକ୍ସପ୍ରେସୱେରେ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି । ଏହି ଦୁର୍ଘଟଣାରେ ୩ ଜଣ ଶ୍ରମିକଙ୍କ ମୃତ୍ୟୁ ଘଟିଥିଲାବେଳେ ଅନ୍ୟ ୭ ଜଣ ଆହତ ହୋଇଛନ୍ତି । ଘନ କୁହୁଡ଼ି କାରଣରୁ ଏପରି ଦୁର୍ଘଟଣା ଘଟିଥିବା ଜଣାପଡିଛି । ସୂଚନା ପାଇ!-->…
ସାଧାରଣତନ୍ତ୍ର ଦିବସ ପୂର୍ବରୁ ଆତଙ୍କୀ ଆକ୍ରମଣ ଆଶଙ୍କା, ସାରା ଦେଶରେ ହାଇ-ଆଲର୍ଟ
ନୂଆଦିଲ୍ଲୀ : ସାଧାରଣତନ୍ତ୍ର ଦିବସ ପୂର୍ବରୁ ଦିଲ୍ଲୀ ସମେତ ଆଖପାଖ ଅଞ୍ଚଳରେ ହାଇ ଆଲର୍ଟ ଜାରି । ସାଧାରଣତନ୍ତ୍ର ଦିବସରେ ଖଲିସ୍ତାନୀ ଏବଂ ବାଂଲାଦେଶୀ ଆତଙ୍କବାଦୀ ଗୋଷ୍ଠୀ ବଡ଼ ଯୋଜନା କରୁଥିବା ନେଇ ଗୁଇନ୍ଦା ସୂଚନା ଆଧାରରେ ଆଲର୍ଟ ଜାରି ହୋଇଛି । ଦିଲ୍ଲୀ ସମେତ ଦେଶର ପ୍ରମୁଖ ସହର!-->…
ବଲିଉଡ ଗାୟକ ବି ପ୍ରାକଙ୍କୁ ଧମକ; ୧୦ କୋଟି ଦାବି କଲା ଲରେନ୍ସ ବିଷ୍ନୋଇ ଗ୍ୟାଙ୍ଗ
ନୂଆଦିଲ୍ଲୀ : ବଲିଉଡର ଲୋକପ୍ରିୟ ଗାୟକ ବି ପ୍ରାକଙ୍କୁ ଧମକ । ଲରେନ୍ସ ବିଷ୍ନୋଇ ଗ୍ୟାଙ୍ଗ ଗାୟକଙ୍କୁ ୧୦ କୋଟି ଟଙ୍କା ମାଗି ଧମକ ଦେଇଛି । ବି ପ୍ରାକଙ୍କୁ ମେସେଜ କରି ଟଙ୍କା ପଠାଇବାକୁ କହିଛି ଲରେନ୍ସ ବିଷ୍ନୋଇ ଗ୍ୟାଙ୍ଗ । ଗୋଟିଏ ସପ୍ତାହ ମଧ୍ୟରେ ଟଙ୍କା ଦେବାକୁ ଦାବି କରାଯାଇଛି ।!-->…