Sign in
Sign in
Recover your password.
A password will be e-mailed to you.
କନ୍ଧମାଳ-ବୌଦ୍ଧ ସୀମାନ୍ତରେ ଗୁଳି ବିନିମୟ, ୨ ମାଓବାଦୀଙ୍କ ମୃତ୍ୟୁ…
ଫୁଲବାଣୀ:- ୦୬/୧୨: ମଙ୍ଗଳବାର କନ୍ଧମାଳ ଓ ବୌଦ୍ଧ ଜିଲ୍ଲା ସୀମାନ୍ତ ଗୋଛାପଡା ଥାନା ଅଞ୍ଚଳରେ ଏସଓଜିର କମ୍ବିଂ ଅପରେସନ ବେଳେ ମାଓବାଦୀଙ୍କ ସହ ମୁହାଁମୁହିଁ ହୋଇଥିଲା l ଫଳରେ ଉଭୟଙ୍କ ପକ୍ଷରୁ ଗୁଳି ବିନିମୟ ହୋଇଥିଲା l ସୁରକ୍ଷାକର୍ମୀଙ୍କ ଗୁଳିରେ ୨ ଜଣ ମାଓବାଦୀଙ୍କ ମୃତ୍ୟୁ ହୋଇଥିବା!-->!-->!-->…
ମୁହଁ ଖୋଲିଲେ ସାରା ରାଜ୍ୟ ପରିବର୍ତ୍ତନ ହୋଇଯିବ : ଅର୍ଚ୍ଚନା ନାଗ
ଭୁବନେଶ୍ୱର ୦୬/୧୨: ଅର୍ଚ୍ଚନାଙ୍କୁ ୭ ଦିନିଆ ରିମାଣ୍ଡରେ ନେଲା ଇଡି । ତେବେ ରିମାଣ୍ଡରେ ନେବା ପୂର୍ବରୁ କ୍ୟାପିଟାଲ ହସ୍ପିଟାଲରେ ଅର୍ଚ୍ଚନାଙ୍କ ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଥିଲା । ଆଉ କ୍ୟାପିଟାଲ ହସ୍ପିଟାଲ ନେଲାବେଳେ ଅର୍ଚ୍ଚନା ନାଗ ପ୍ରତିକ୍ରିୟା ରଖିଥିଲେ ।
ମୁହଁ ଖୋଲି କହିଥିଲେ!-->!-->!-->…
ସାପ କାମୁଡ଼ାରେ ମହିଳା ଗୁରୁତର…
ବୁଗୁଡ଼ା : ତା ୦୬/୧୨/୨୨ : ବୁଗୁଡ଼ା ବ୍ଲକ ଅନ୍ତର୍ଗତ ସୋଲଣ୍ଡି ଗ୍ରାମର ଜନୈକା ମହିଳା ସାପ କାମୁଡ଼ାରେ ଗୁରୁତର ହୋଇ ବ୍ରହ୍ମପୁରକୁ ସ୍ଥାନାନ୍ତର ହୋଇଥିବା ଜଣାଯାଇଛି ।ଗୁରୁତର ମହିଳା ଜଣକ ହେଲେ ନିଳାଞ୍ଚଳ ଭୂୟାଁଙ୍କ ପତ୍ନୀ ଦିପ୍ତିମୟୀ ଭୂୟାଁ (୨୭) ।ଘଟଣାରୁ ପ୍ରକାଶ ଯେ , ଆଜି ସଂଧ୍ୟାରେ!-->…
ଭିଜିଲାନ୍ସ ଜାଲରେ କ୍ଷୁଦ୍ର ଜଳସେଚନ ବିଭାଗ ନିର୍ବାହୀ ଯନ୍ତ୍ରୀ
ଖୋର୍ଦ୍ଧା ୦୬/୧୨: ଭିଜିଲାନ୍ସ ଜାଲରେ କ୍ଷୁଦ୍ର ଜଳସେଚନ ବିଭାଗ ନିର୍ବାହୀ ଯନ୍ତ୍ରୀ ମନୋଜ କୁମାର ଦାସ । ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଚଢାଉ ହୋଇଛି ।
ସରକାରୀ କାର୍ଯ୍ୟାଳୟରେ ସକାଳୁ ଭିଜିଲାନ୍ସ ରେଡ ଚାଲିଛି । ଏକ କାଳୀନ ୭ଟି ସ୍ଥାନରେ ଚଢ଼ାଉ ଜାରି ରଖିଛି ଭିଜିଲାନ୍ସ ଟିମ୍!-->!-->!-->…
ସ୍କୁଲରେ କଳାପଟା ନଥିବାରୁ କବାଟରେ ଲେଖା ହେଲା ପ୍ରଶ୍ନ, ପରୀକ୍ଷା ଦେଲେ ଛାତ୍ରଛାତ୍ରୀ
ଯାଜପୁର ୦୬/୧୨: କଳାପଟା ନଥିବାରୁ କବାଟରେ ଲେଖାହେଲା ପ୍ରଶ୍ନ । ଦୀର୍ଘ ଅଢେଇ ଘଣ୍ଟା ପରେ ପରୀକ୍ଷା ଦେଲେ ଛାତ୍ର ଛାତ୍ରୀ । ଏଭଳି ଏକ ଦୃଶ୍ୟ ଦେଖିବାକୁ ମିଳିଛି ଯାଜପୁର ଜିଲ୍ଲା ଧର୍ମଶାଳା ବ୍ଲକ ଅଣ୍ଟିଆ ପଂଚାୟତରେ ଥିବା ହିଙ୍ଗୁଳା ସରକାରୀ ଉଚ୍ଚ ବିଦ୍ୟାଳୟରେ । ଗତକାଲି ପ୍ରଥମରୁ ଅଷ୍ଟମ!-->…
ଜାଗ୍ରତ କନ୍ଧମାଳ ପକ୍ଷରୁ ବାବା ସାହେବଙ୍କ ୬୬ ତମ ତିରୋଧାନ ଦିବସ ପାଳିତ…
ଫୁଲବାଣୀ:- ଆଜି ସମଗ୍ର ଭାରତ ବର୍ଷର ସମ୍ବିଧାନ ପ୍ରଣେତା ତଥା ଭାରତ ରତ୍ନ ଡ଼ଃ ଭୀମ ରାଓ ଆମ୍ବେଦକର ଙ୍କର ୬୬ ତମ ତିରୋଧାନ ଦିବସ ଜାଗ୍ରତ କନ୍ଧମାଳ ପ୍ରତି ବର୍ଷ ପରି ଚଳିତ ବର୍ଷ ମଧ୍ୟ ମହା ଆଡମ୍ବର ସହକାରେ ପାଳନ କରିଥିଲା l ସକାଳୁ ସକାଳୁ ଫୁଲବାଣୀ ସାହି ସ୍ଥିତ ଆମ୍ବେଦକର ଛକରେ ଥିବା!-->!-->!-->…
ବଡ଼ବିଲ ପୁରୁଣା ବସ୍ ଷ୍ଟାଣ୍ଡରେ ଯୁବକଙ୍କୁ ଛୁରାମାଡ଼
ଯୋଡା: ବଡ଼ବିଲ ପୁରୁଣା ବସ୍ ଷ୍ଟାଣ୍ଡରେ ଯୁବକଙ୍କୁ ଛୁରାମାଡ଼ । ଆଜି ସକାଳ ପ୍ରାୟ ୮ ବେଳେ, ବସ୍ ଷ୍ଟାଣ୍ଡରେ ଥିବା ଏକ ଚା’ ଦୋକାନ ନିକଟରେ ଏହି ଛୁରାମାଡ଼ ହୋଇଛି । ଏଥିରେ ନ୍ୟୁ ମାର୍କେଟ ଅଞ୍ଚଳର ଏମ୍ ଡି ଆକବର ନାମକ ଯୁବକ ଗୁରୁତର ଆହତ ହୋଇଛନ୍ତି ।
ଅତର୍କିତ ଛୁରାମାଡ଼ ଯୋଗୁଁ ତାଙ୍କ!-->!-->!-->…
ଇଡିରେ ହାଜର ହେଲେ ଅର୍ଚ୍ଚନାଙ୍କ ଆରକିଟେକ୍ଟ
ଭୁବନେଶ୍ୱର ୦୬/୧୨: ବ୍ଲାକମେଲିଂ କୁଇନ୍ ଅର୍ଚ୍ଚନା ନାଗ ଗିରଫ ମାମଲା । ଇଡିରେ ହାଜର ହେଲେ ଆରକିଟେକ୍ଟ ରଞ୍ଜିତ ବେହେରା । ରଞ୍ଜିତ ଅର୍ଚ୍ଚନାଙ୍କ ଘର ବିଡିଏ ଆପ୍ରୁଭାଲ ଠାରୁ ଆରମ୍ଭ କରି ଡିଜାଇନ୍ କରିଥିଲେ ।
ରଞ୍ଜିତଙ୍କ ଆକାଉଣ୍ଟରୁ ଅର୍ଚ୍ଚନାଙ୍କ ଆକାଉଣ୍ଟକୁ ଆର୍ଥିକ କାରବାର ହୋଇଥିବା!-->!-->!-->…
ହକି ବିଶ୍ୱକପ ପାଇଁ ସୁନ୍ଦରଗଡ଼ରେ ପ୍ରଶାସନ ପକ୍ଷରୁ ବ୍ୟାପକ କାର୍ଯ୍ୟକ୍ରମ: ଭାରତର ପ୍ରସିଦ୍ଧ ହକି ଗାଁ ସଉନାମରାରୁ…
• ଜିଲ୍ଲାର ସମସ୍ତ ୨୭୯ଟି ଗ୍ରାମପଞ୍ଚାୟତରେ ହକି ଓ ଫୁଟବଲ ଟୁର୍ଣ୍ଣାମେଣ୍ଟ• ସ୍କୁଲ, କଲେଜ ଛାତ୍ରଛାତ୍ରୀଙ୍କ ପାଇଁ ବିଭିନ୍ନ ରଚନାତ୍ମକ କାର୍ଯ୍ୟକ୍ରମ କରାଯିବ• ଜନସାଧାରଣଙ୍କୁ ଯୋଡ଼ି ବିଭିନ୍ନ ଆକର୍ଷଣୀୟ କାର୍ଯ୍ୟକ୍ରମ ଲାଗି ପ୍ରସ୍ତୁତି
ସୁନ୍ଦରଗଡ଼,:୬ ଡିସେମ୍ବର ୨୦୨୨: ହକି!-->!-->!-->!-->!-->!-->!-->…
ଓଡ଼ିଶାରେ ପଡ଼ିବନି ବାତ୍ୟାର ପ୍ରଭାବ, କମିବ ଶୀତ
ଭୁବନେଶ୍ୱର ୦୬।୧୨ : ଓଡ଼ିଶା ଉପରେ ବାତ୍ୟାର ପ୍ରଭାବ ପଡ଼ିବନି । ଦକ୍ଷିଣ ଆଣ୍ଡାମାନ ସାଗର ଓ ଏହାର ପାଶ୍ୱର୍ବତ୍ତୀ ଅଞ୍ଚଳରେ ଏକ ଲଘୁଚାପ ସୃଷ୍ଟି ହୋଇଛି । ଏହା ଘନୀଭୂତ ହୋଇ ବାତ୍ୟା ରୂପ ନେବ । ୮ ତାରିଖ ସୁଦ୍ଧା ଏହା ଉତ୍ତର ତାମିଲନାଡୁ ଓ ସଂଲଗ୍ନ ଦକ୍ଷିଣ ଆନ୍ଧ୍ରପ୍ରଦେଶ ଉପକୂଳରେ!-->…