ନଦୀରେ ଭାସିଗଲେ ୨ ଯୁବକ, ଜଣେ ନିଖୋଜ

ମାର୍ଶାଘାଇ ୦୨/୧୨: ଚିତ୍ରୋତ୍ପଳା ନଦୀରେ ଗାଧେଇବାକୁ ଯାଇ ଭାସିଗଲେ ୩ ଯୁବକ। ଏପରି ଘଟଣା କେନ୍ଦ୍ରାପଡ଼ା ଜିଲ୍ଲା ପାଟକୁରା ଥାନା ଅଞ୍ଚଳରେ ଦେଖିବାକୁ ମିଳିଛି। ଏହାଦେଖି ସ୍ଥାନୀୟ ଲୋକମାନେ ୨ ଯୁବକଙ୍କୁ ଉଦ୍ଧାର କରିଛନ୍ତି। ଅନ୍ୟଜଣେ ଭାସିଯାଇଥିବା ଯୁବକ ବର୍ତ୍ତମାନ ସୁଦ୍ଧା ନିଖୋଜ

୨୦୨୩ରେ ଜିଲ୍ଲା ସ୍ୱପ୍ନ ସାକାର ହେବ, ପଦ୍ମପୁରବାସୀଙ୍କୁ ପ୍ରତିଶ୍ରୁତି ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଜିଲ୍ଲା ଘୋଷଣା ଦାବି ପଦ୍ମପର ଉପନିର୍ବାଚନରେ ଏକ ବଡ଼ ନିର୍ବାଚନୀ ପ୍ରସଙ୍ଗ ହୋଇଛି । ଏହାରି ଭିତରେ ଶୁକ୍ରବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପଦ୍ମପୁରବାସୀଙ୍କୁ ବଡ଼ ପ୍ରତିଶ୍ରୁତି ଦେଇଛନ୍ତି । ୨୦୨୩ରେ ପଦ୍ମପୁର ଜିଲ୍ଲା ସ୍ୱପ୍ନ ସାକାର ହେବ ବୋଲି ମୁଖ୍ୟମନ୍ତ୍ରୀ ନବୀନ

ମହିଳାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର; ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକ

ଆନନ୍ଦପୁର ୦୨/୧୨: ଶୋଇବା ଘରେ ଦଉଡ଼ିରେ ଫାସି ଦେଇ ମହିଳା ମୃତ। ମହିଳାଙ୍କ ବାପ ଘର ଲୋକ ଆଣିଲେ ହତ୍ୟା ଅଭିଯୋଗ। ଆନନ୍ଦପୁର ଉପଖଣ୍ଡ ରାମଚନ୍ଦ୍ରପୁର ଥାନା ଅତା ଗାଁରେ ଲକ୍ଷ୍ମୀରାଣୀ ଏପରି ଅଭାବନୀୟ ଘଟଣା ହୋଇଛି। ଲକ୍ଷ୍ମୀରାଣୀ ପାଗଳ ନାମକ ମହିଳାଙ୍କ ମୃତଦେହକୁ ପୋଲିସ

ASO ପରୀକ୍ଷା ଅନିୟମିତତା ମାମଲା, ଫଳ ପ୍ରକାଶ ଉପରେ ହାଇକୋର୍ଟଙ୍କ ରୋକ୍

କଟକ ୦୨/୧୨: ଏଏସଓ ପରୀକ୍ଷା ପରିଚାଳନକୁ ନେଇ ଓପିଏସସି କର୍ତ୍ତୃପକ୍ଷଙ୍କୁ ପୁଣି ଲାଗିଛି ଅଦାଲତି ଝଟକା । ଚୂଡାନ୍ତ ମେରିଟ ଲିଷ୍ଟ ପ୍ରକାଶ ଉପରେ ଆଜି ଅନ୍ତରୀଣ ରହିତାଦେଶ ଜାରି କରିଛନ୍ତି ହାଇକୋର୍ଟ । କୋର୍ଟଙ୍କ ବିନାନୁମତିରେ ଫଳ ପ୍ରକାଶ ହୋଇପାରିବ ନାହିଁ ବୋଲି ଆଜି ସ୍ପଷ୍ଟ ଭାବେ

ବର୍ଷା ରଞ୍ଜନ ସିଂହ ବରିହାଙ୍କ ପାଇଁ ପ୍ରଚାର କଲେ ବିଜେଡି ସୁପ୍ରିମୋ

ପଦ୍ମପୁର ୦୨/୧୨: ଆସନ୍ତା ୫ରେ ପଦ୍ମପୁର ଉପ-ନିର୍ବାଚନ । ଏଥିପାଇଁ ସବୁ ଦଳ ମୈଦାନରେ ଜୋରଦାର ପ୍ରଚାର କରୁଛନ୍ତି । ତେବେ ବିଜେଡି ପ୍ରାର୍ଥୀ ବର୍ଷା ରଞ୍ଜନ ସିଂହ ବରିହାଙ୍କ ପାଇଁ ଆଜି ପ୍ରଚାର କରୁଛନ୍ତି ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏଥିପାଇଁ ମୁଖ୍ୟମନ୍ତ୍ରୀ

ପୋଲିସର ନିସ୍ତୁକ ମାଡ଼ରେ ବ୍ୟବସାୟୀ ଲହୁଲୁହାଣ

ଫୁଲବାଣୀ ୦୨/୧୨: ଗଂଜାମ ଜିଲ୍ଲା ଗୋପାଳପୁର ପୋଲିସର ଅମାନବୀୟତା ଓ ବର୍ବରତା । କୌଣସି କାରଣ ନଥାଇ ଗଂଜାମ ଜିଲ୍ଲା ଗୋପାଳପୁର ଥାନା ଅଧିକାରୀ ଶ୍ରୀକାନ୍ତ ଖମାରିଙ୍କ ନିର୍ଦେଶରେ କିଛି ପୋଲିସ ବେସରକାରୀ ଗାଡ଼ିରେ ଆସି ଗତ ୨୭ ତାରିଖ ଦିନ ବିଳମ୍ବିତ ରାତିରେ ରେଡି ମେଡ଼ ଗାର୍ମେଣ୍ଟସ ବ୍ୟବସାୟୀ

ଦନ୍ତା ହାତୀର ମୃତଦେହ ଠାବ

ଆଠମଲ୍ଲିକ ୦୨/୧୨: ଆଠମଲ୍ଲିକ ବନଖଣ୍ଡ ମାଧପୁର ରେଞ୍ଜର ଘୋଡାଗାଡି ଖେସରା ଜଙ୍ଗଲରୁ ଦଶବର୍ଷର ଦନ୍ତା ହାତୀର ମୃତେଦହ ଠାଵ କରିଛି ବନବିଭାଗ । ହାତୀ ମୃତ୍ୟୁ କାରଣ କଣ ଜଣାପଡ଼ିନି । କିନ୍ତୁ ହାତୀର କିଛି ସ୍ଥାନରେ ରକ୍ତର ଦାଗ ମାନ ରହିଛି । ଗତ ତିନି ମାସ ଭିତରେ ଆଜିର ହାତୀ ମୃତ୍ୟୁକୁ

ଜଳିଗଲା ଘରୋଇ ବସ୍ , ଅଳ୍ପକେ ବର୍ତ୍ତିଗଲେ କଣ୍ଡକ୍ଟର

ସମ୍ୱଲପୁର ୦୨/୧୨: ଜଳିଗଲା ନାଇଟ୍ କୋଚ୍ ବସ୍। ବୁର୍ଲାରୁ ଭୁବନେଶ୍ୱର ଅଭିମୁଖେ ଚାଲୁଥିବା ଘରୋଇ ବସ୍ ନାଗରାଜରେ ଅଗ୍ନିକାଣ୍ଡ ଘଟିଥିବା ଜଣାପଡ଼ିଛି। ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଛି। ଏହି ଘଟଣାରେ କେହି ମୃତାହତ ହୋଇନଥିବା ସୂଚନା ମିଳିଛି। ବସ୍‌ଟି ଗୁରୁବାର

ଚାଷୀ ପ୍ରସଙ୍ଗରେ ଗୃହରେ ହଟ୍ଟଗୋଳ, ବିଧାନସଭା ମୁଲତବୀ

ଭୁବନେଶ୍ୱର ୦୨/୧୨: ବିଧାନସଭା ଅଧିବେଶନ ଆରମ୍ଭରୁ ଗୃହରେ ହୋହଲ୍ଲା ଓ ହଙ୍ଗାମା । ପ୍ରଶ୍ନକାଳ ଚାଲିଥିବା ସମୟରେ ଚାଷୀ ପ୍ରସଙ୍ଗ ଘେରିଥିଲେ ବିରୋଧୀ । ଗୃହରେ ହଟ୍ଟଗୋଳ କରିଥିଲେ ବିରୋଧୀ । ଗୃହର ମଧ୍ୟଭାଗରେ ଆସି ନାରାବାଜି କରିଥିଲେ ବିଜେପି ସଦସ୍ୟ । ଏପରିକି ବାଚସ୍ପତିଙ୍କ ପୋଡିୟମ ଆଗରେ

ବରିଷ୍ଠ ଅଭିନେତ୍ରୀ ଝରଣା ଦାସଙ୍କ ପରଲୋକ, ମୁଖ୍ୟମନ୍ତ୍ରୀଙ୍କ ଶୋକ

କଟକ ୦୨/୧୨: ବର୍ଷୀୟାନ ଅଭିନେତ୍ରୀ ଝରଣା ଦାସଙ୍କ ପରଲୋକେ । କଟକ କଟକ ଚଣ୍ଡୀ ଛକ ସ୍ଥିତ ବାସଭବନରେ ତାଙ୍କର୦ ଦେହାନ୍ତ ହୋଇଛି । ମୃତ୍ୟୁ ବେଳକୁ ତାଙ୍କୁ ୮୨ ବର୍ଷ ବୟସ ହୋଇଥିଲା । ତେବେ ବିଳମ୍ୱିତ ରାତିରେ ତାଙ୍କର ପରଲୋକ ହୋଇଥିବା ସୂଚନା ମିଳିଛି । ତାଙ୍କ ମୃତ୍ୟୁ ପରେ ଓଲିଉଡରେ ଶୋକର