Sign in
Sign in
Recover your password.
A password will be e-mailed to you.
ପିଏଫଆଇକୁ ଝଟକା, ପ୍ରତିବନ୍ଧକ ଚ୍ୟାଲେଞ୍ଜ ଆବେଦନ ଖାରଜ କଲେ କର୍ଣ୍ଣାଟକ ହାଇକୋର୍ଟ
ବେଙ୍ଗାଳୁରୁ: ପପୁଲାର ଫଣ୍ଟ୍ ଅଫ ଇଣ୍ଡିଆର ପ୍ରତିବନ୍ଧକ ଚ୍ୟାଲେଞ୍ଜ ଆଦବେନ ଖାରଜ । କର୍ଣ୍ଣାଟକ ହାଇକୋର୍ଟ ମାମଲାର ଶୁଣାଣି କରି ଦାୟର ହୋଇଥିଲା ଆବେଦନକୁ ଖାରଜ କରିଛନ୍ତି । ପିଏଫଆଇ ସଦସ୍ୟ ନାସିର ପାସାଙ୍କ ଦ୍ବାରା ଉଚ୍ଚ ଅଦାଲତରେ ଦାୟର ହୋଇଥିଲା ଯାଚିକା। ଜଷ୍ଟିସ୍ ଏମ୍ ନଗପ୍ରସନ୍ନା!-->…
ସଠିକ୍ ସରକାରୀ ଦସ୍ତାବିଜ ନଥିବାରୁ ୯୯୮ଗାଁର ରାଜସ୍ୱ ମାନ୍ୟତା ରଦ୍ଦ
ଭୁବନେଶ୍ଵର: ରାଜ୍ୟରେ ସମୁଦାୟ ୫୧୭୨୩ ଗାଁ ଅଛି। ଏଥିରୁ ୫୫୧୫ ପଡା ହେଉଛି ଗାଁ। ଯେଉଁଥିରୁ ୬୬୫ ଗାଁକୁ ରାଜସ୍ୱ ଗାଁର ମାନ୍ୟତା ଦିଆଯାଇଛି। ୯୯୮ଗାଁର ସଠିକ ସରକାରୀ ଦସ୍ତାବିଜ ନଥିବାରୁ ରାଜସ୍ୱ ମାନ୍ୟତା ରଦ୍ଦ କରାଯାଇଛି। ବିଧାନସଭାରେ ପ୍ରଶ୍ନର ଉତ୍ତରରେ ଏହା କହିଛନ୍ତି ରାଜସ୍ୱ!-->…
ସାମ୍ବାଦିକ ଙ୍କ ଅକାଳ ମୃତ୍ୟୁ ରେ ହିଞ୍ଜିଳିକାଟୁ ପ୍ରେସ୍ କ୍ଲବରେ ଶୋକ…
ହିଞ୍ଜିଳିକାଟୁ ୧।୧୨ ହିଞ୍ଜିଳିକାଟୁ ଡୁମାଣି ଖବର ପ୍ରତିନିଧି ବସନ୍ତ କୁମାର ପାଢୀଙ୍କ ଅକାଳ ମୃତ୍ୟୁରେ ହିଞ୍ଜିଳିକାଟୁ ପ୍ରେସ୍ କ୍ଳବ୍ ତରଫରୁ ଗଭୀର ଶୋକ ବ୍ୟକ୍ତ କରାଯାଇଛି । ପ୍ରେସ୍ କ୍ଳବ୍ ସଭାପତି ଦ୍ୱୀତୀକୃଷ୍ଣ ପଣ୍ଡା ଙ୍କ ସଭାପତିତ୍ବରେ ଏକ ବୈଠକରେ ସ୍ୱର୍ଗତ ପାଢ଼ୀ ଆତ୍ମାର ସଦଗତି!-->…
ବେପାରୁଆ ବସ୍ ଚାଳନା ନେଲା ମହିଳାଙ୍କ ଜୀବନ
ଢେଙ୍କାନାଳ ୦୧।୧୨ : ବେପାରୁଆ ବସ୍ ଚାଳନା ନେଲା ମହିଳାଙ୍କ ଜୀବନ । ଢେଙ୍କାନାଳ କୁରୁଣ୍ଟି ଛକରେ ଜଣେ ମହିଳାଙ୍କ ଉପରେ ଚଢିଗଲା ଯାତ୍ରୀବାହୀ ବସ୍ । ଯାହାଫଳରେ ମହିଳାଙ୍କ ମୃତ୍ୟୁ ହୋଇଛି । କ୍ଷତିପୂରଣ ଦାବିରେ ରାଜପଥ ଅବରୋଧ କରି ବସିଛନ୍ତି!-->…
ଟାଟା ମ୍ୟାଜିକ୍-କାର୍ ମୁହାଁମୁହିଁ ଧକ୍କା, ଦୁଇ ଗୁରୁତର
ଜଗତସିଂହପୁର ୦୧।୧୨ : ଟାଟା ମ୍ୟାଜିକ୍ ଓ କାର୍ ମଧ୍ୟରେ ମୁହାଁମୁହିଁ ଧକ୍କା । ଯେଉଁଥିରେ ଦୁଇ ଜଣ ଗୁରୁତର ହୋଇଛନ୍ତି । ସେମାନଙ୍କୁ ଉଦ୍ଧାର କରି ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି ।
ଖବର ଅନୁଯାୟୀ, ଗୁରୁବାର ସକାଳ ସମୟରେ ଜଗତସିଂହପୁର ଜିଲ୍ଲା କଟକ-ପାରାଦୀପ ତର୍ଜଙ୍ଗା ଠାରେ!-->!-->!-->…
ଉପରକୋର୍ଟରେ ଜାମିନ୍ ଆବେଦନ କଲେ ଅର୍ଚ୍ଚନା
ଭୁବନେଶ୍ୱର ୦୧।୧୨ : ଜାମିନ ଆବେଦନ କଲେ ଅର୍ଚ୍ଚନା । ତଳକୋର୍ଟରେ ଜାମିନ୍ ଆବେଦନ ଖାରଜ ପରେ ଉପରକୋର୍ଟରେ ଜାମିନ୍ ଆବେଦନ କରିଛନ୍ତି ଅର୍ଚ୍ଚନା ନାଗ । ବୁଧବାର ଜାମିନ ଆବେଦନର ଶୁଣାଣି କରିବେ ଭୁବନେଶ୍ୱର ଜେଏମ୍ଏଫ୍ସି (୩) କୋର୍ଟ ।
ଖବର ଅନୁଯାୟୀ, ବୁଧବାର ଦିନ ଅର୍ଚ୍ଚନାଙ୍କ ଜାମିନ!-->!-->!-->…
ଅର୍ଚ୍ଚନା ନାଗ ଗିରଫ ମାମଲା, ଇଡିରେ ହାଜର ହେଲେ ହୋଟେଲ ମାଲିକ
ଭୁବନେଶ୍ୱର ୦୧।୧୨ : ଅର୍ଚ୍ଚନା ନାଗ ଗିରଫ ମାମଲା । ଇଡିରେ ହାଜର ହେଲେ ହୋଟେଲ ମାଲିକ ଶିବ ପ୍ରସାଦ ଦାସ । ମାଷ୍ଟରକ୍ୟାଣ୍ଟିନ ଠାରେ ଥିବା ତାଜ ହୋଟେଲରେ ହୋଇଥିଲା ଡିଲ୍ । ଅର୍ଚ୍ଚନା ଓ ଶ୍ରଦ୍ଧାଞ୍ଜଳୀ ଉଭୟ ସେହି ହୋଟେଲରେ ଜଣେ ବ୍ୟକ୍ତିଙ୍କୁ କରିଥିଲେ ବ୍ଲାକମେଲର ଶିକାର । ଯାହାର ଛାନଭିନ୍!-->…
ଆଖିବୁଜିଲା ଅସୁସ୍ଥ ଦନ୍ତା, ଡାହାଣ ଗୋଡରେ ହୋଇଥିଲା ଗଭୀର କ୍ଷତ
ବଡ଼ବିଲ ୦୧।୧୨ : ପୁଣି ଏକ ଦନ୍ତାର ମୃତ୍ୟୁ । କେନ୍ଦୁଝର ଜିଲ୍ଲା ଚମ୍ପୁଆ ରେଞ୍ଜ ଚମକପୁର ଜଙ୍ଗଲରେ ଆହତ ଦନ୍ତାହାତୀର ମୃତ୍ୟୁ ହୋଇଛି । ବନବିଭାଗ ଘଟଣାସ୍ଥଳରେ ପହଞ୍ଚି ଛାନ୍ଭିନ୍ ଜାରି ରଖିଛି ।
ଖବର ଅନୁଯାୟୀ, କୌଣସି କାରଣରୁ ଦନ୍ତା ହାତୀଟି ଅସୁସ୍ଥ ହୋଇଥିଲା । ଏହାପରେ ଗତ ଗତ!-->!-->!-->…
ଆରମ୍ଭ ହେଉଛି କୋଣାର୍କ ଉତ୍ସବ ଓ ଅନ୍ତର୍ଜାତୀୟ ବାଲୁକା କଳା ମହୋତ୍ସବ
କୋଣାର୍କ ୦୧।୧୨ : ଗୁରୁବାରଠୁ ଆରମ୍ଭ ହେଉଛି କୋଣାର୍କ ଉତ୍ସବ ଓ ଅନ୍ତର୍ଜାତୀୟ ବାଲୁକା କଳା ମହୋତ୍ସବ । ଏଥିଲାଗି ଉତ୍ସବମୁଖର ହୋଇଉଠିଛି ପର୍ଯ୍ୟଟନସ୍ଥଳୀ କୋଣାର୍କ ଓ ଚନ୍ଦ୍ରଭାଗା ବେଳାଭୂମି । ପର୍ଯ୍ୟଟନ ବିଭାଗ, ପର୍ଯ୍ୟଟନ ଉନ୍ନୟନ ନିଗମ, ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀର ମିଳିତ!-->…
ପଦ୍ମପୁର ଉପନିର୍ବାଚନ, ଶୁକ୍ରବାର ପ୍ରଚାର କରିବେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର ୦୧।୧୨ : ପଦ୍ମପୁର ଉପନିର୍ବାଚନ ପାଇଁ ସରଗରମ ପ୍ରଚାର ଜାରି ରହିଛି । ତିନି ପ୍ରମୁଖ ଦଳର ନେତାମାନେ ଏଠାରେ ଡେରା ପକାଇ ପ୍ରଚାର ଚଳାଇଛନ୍ତି । ଆସନ୍ତା ଡିସେମ୍ବର ୨ରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଜେଡି ପ୍ରାର୍ଥୀଙ୍କ ପ୍ରଚାର ପାଇଁ ନିର୍ବାଚନୀ ମଇଦାନକୁ ଓହ୍ଲାଇବେ ।
!-->!-->!-->…