୨୨ ଗ୍ରାମ ବ୍ରାଉନ ସୁଗର ଜବତ; ଜଣେ ଗିରଫ

ଧର୍ମଗଡ଼ ୨୬/୧୧: କଳାହାଣ୍ଡି ଜିଲ୍ଲା ଭବାନିପାଟଣା ସହରରେ ଦିନକୁ ଦିନ ନିଶା କାରବାର ବଢ଼ିବାରେ ଲାଗିଛିl ଏଥିରେ ଯୁବ ବର୍ଗ ଲିପ୍ତ ହୋଇ ଅପରାଧ କରୁଥିବା ଦେଖିବାକୁ ମିଳୁଛିl କି ଭବାନିପାଟଣା ପରିବହନ କାର୍ଯ୍ୟାଳୟ ସାମ୍ନାରେ କିଛି ଯୁବକ ବ୍ରାଉନ ସୁଗାର କାରବାର କରୁଥିବା ଅବକାରୀ

ଆନ୍ତଃ ମହାବିଦ୍ୟାଳୟ ଖୋ ଖୋ ଟୁର୍ଣ୍ଣାମେଣ୍ଟ ଉଦ୍ଘାଟିତ…

ଫୁଲବାଣୀ :- କନ୍ଧମାଳ ଜିଲ୍ଲା ଟିକାବାଲି ଏମସି ଏସ କଲେଜ ପରିଚାଳନା ପରିଷଦର ସଭାପତି ଲଳିତେନ୍ଦୁ ପ୍ରଧାନଙ୍କ ସଭାପତିତ୍ବରେ ଆନ୍ତଃ ମହାବିଦ୍ୟାଳୟ ଖୋ ଖୋ ଟୁର୍ଣ୍ଣାମେଣ୍ଟ ପୁରୁଷ ଏବଂ ମହିଳା ମାନଙ୍କୁ ନେଇ ଉଦ୍ଘାଟିତ ହୋଇଯାଇଛି l ଅଧ୍ୟକ୍ଷ ଦିନବନ୍ଧୁ ମହାନ୍ତି କାର୍ଯ୍ୟକ୍ରମର ଆଭିମୁଖ୍ୟ

ହିଞ୍ଜିଳିକାଟୁ ପୌରପରିଷଦ କାର୍ଯ୍ୟାଳୟ ପରିସରରେ ବିଦାୟ କାଳୀନ ସମ୍ବର୍ଦ୍ଧନା ସଭା

ହିଞ୍ଜିଳିକାଟୁ ୨୫।୧୧ ହିଞ୍ଜିଳିକାଟୁ ପୌରପରିଷଦ କାର୍ଯ୍ୟାଳ଼ୟ ସଭା ଗୃହରେ ଵିଦାୟ କାଳୀନ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ ହୋଈଯାଇଅଛି। କାର୍ଯ୍ୟନିର୍ବାହୀ ଅଧିକାରୀ ଡଃ ମନୋରଞ୍ଜନ ସାହୁଙ୍କ ଭୁବନେଶ୍ବର ବଦଳି ହୋଇଥିବା ସହ ହିଞ୍ଜିଳିକାଟୁ ପୌରପରିଷଦ ସହକାରୀ ଯନ୍ତ୍ରୀ ପ୍ରମୋଦ କୁମାର ନାୟକ

ବୁଗୁଡ଼ା ବନାଞ୍ଚଳରେ ୭ ଟିକିଆ ହାତୀ ପଲ

ବୁଗୁଡ଼ା : ଫସଲ ଖାଇବାକୁ ତୟାର ହୋଇଗଲେଣି ହାତୀ l ପଞ୍ଚଭୂତି ସେକ୍ସନ ଅନ୍ତର୍ଗତ ସମଲେଇ ବିଟରେ ୩ ଦିନ ତଳେ ପାଞ୍ଚଟି ହାତୀ ଥିବା ବେଳେ ଗତକାଲି ଓଡ଼ଗାଁ ଅଞ୍ଚଳରୁ ଦୁଇଟି ହାତୀ ଆସି ଏହି ଦଳରେ ମିଶି ଥିବା ବନ ବିଭାଗ ସୂଚନା ଦେଇଛି l ଏହି ଦଳରେ ୨ ଅଣ୍ଡିରା,୩ ଛୁଆ ଓ ୨ ମାଈ ଥିବା ଜଣା ପଡିଛି

ସଜେଇ ହେଉଛି ଦାରିଙ୍ଗବାଡ଼ିର ଇକୋରିଟ୍ରିଟ

ଦାରିଙ୍ଗବାଡ଼ି, ୨୫/୧୧ : କନ୍ଧମାଳ ଜିଲା ଦାରିଙ୍ଗବାଡ଼ିରେ ତୃତୀୟ ବର୍ଷ ପାଇଁ ରାଜ୍ୟ ସରକାରଙ୍କ ଇକୋରିଟ୍ରିଟ ହେଉଛି। ଏହି ପରିପ୍ରେକ୍ଷୀରେ ନୂତନ ଜମିରେ ଚଳିତ ବର୍ଷ ଇକୋରିଟ୍ରିଟ କରାଯାଉଥିବା ବେଳେ ଯୁଦ୍ଧକାଳୀନ ଭିତ୍ତିରେ ବହୁତ କମ୍‌ ସମୟ ମଧ୍ୟରେ ଏକ ପାହାଡ଼ ଉପରେ ଏହି ଇକୋରିଟ୍ରିଟ

ଗୁରୁକୂଳ ଇଣ୍ଟରନ୍ୟାସନାଲ ସ୍କୁଲ ଓ କଲେଜରେ ଷଷ୍ଠ ଶ୍ରେଣୀ ଛାତ୍ରଙ୍କୁ ରାଗିଂ ଅଭିଯୋଗ…

ବ୍ରହ୍ମପୁର : ଗୁରୁକୂଳ ଇଣ୍ଟେରନ୍ୟାସନେଲ ସ୍କୁଲ ଓ କଲେଜର ଉପର ଶ୍ରେଣୀ ଛାତ୍ରଙ୍କ ଦ୍ୱାରା ଷଷ୍ଠ ଶ୍ରେଣୀ ଛାତ୍ରଙ୍କୁ ଶାରୀରିକ ଯୌନ ନିର୍ଯ୍ୟାତନା । ଗୋଷାଣୀନୂଆଗାଁ ଥାନାରେ କେସ୍ ଦର୍ଜ ହେଇଛି । ପିଡୀତ ଛାତ୍ରଙ୍କ ମା'ଙ୍କୁ ବିଭିନ୍ନ ପ୍ରକାର ଧମକ ଦିଆଯାଉଛି । ଏହି ପରିପ୍ରେକ୍ଷୀରେ ଆଜି

ସରକାରୀ ବିଭାଗରେ ରହିପାରିବ ନାହିଁ ୧୫ ବର୍ଷ ପୁରୁଣା ଗାଡ଼ି

ନୂଆଦିଲ୍ଲୀ : କେନ୍ଦ୍ର ପରିବହନ ମନ୍ତ୍ରୀ ନିତିନ ଗଡକରୀ କହିଛନ୍ତି ଯେ ୧୫ ବର୍ଷ ପୁରୁଣା ସରକାରୀ ଗାଡିକୁ ହଟାଇ ଦିଆଯିବ । ଅର୍ଥାତ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାରୀ ବିଭାଗରେ ୧୫ ବର୍ଷରୁ ଅଧିକ ପୁରୁଣା ଗାଡ଼ି ଚାଲିପାରିବ ନାହିଁ । ଏ ସମ୍ପର୍କରେ କେନ୍ଦ୍ର ସରକାର ଏକ ନୀତି ପ୍ରସ୍ତୁତ କରି

ବିନା ଅନୁମତିରେ ଅମିତାଭ ବଚ୍ଚନଙ୍କ ଫଟୋ, କଣ୍ଠସ୍ବର ଓ ନାଁ ବ୍ୟବହାର କରାଯାଇ ପାରିବ ନାହିଁ: ଦିଲ୍ଲୀ ହାଇକୋର୍ଟ

ନୂଆଦିଲ୍ଲୀ: ବଲିଉଡ୍‌ ମେଗାଷ୍ଟାର୍‌ ଅମିତାଭ ବଚ୍ଚନଙ୍କ ନାଁ, ଫଟୋ ଓ କଣ୍ଠସ୍ବରର ବେଆଇନ ବ୍ୟବହାର ରୋକିବା ଲାଗି ଆଜି ଦିଲ୍ଲୀ ହାଇକୋର୍ଟ ଏକ ମଧ୍ୟବର୍ତ୍ତୀକାଳୀନ ଆଦେଶ ଜାରି କରିଛନ୍ତି। ଜାରି କରିଥିବା ଆଦେଶରେ ଅଦାଲତ ଅଭିନେତା ବଚ୍ଚନଙ୍କ ବ୍ୟକ୍ତିତ୍ବ ଅଧିକାର ଦଖଲ କରିବାରୁ ନିବୃତ

ଭାରତ ଯୋଡ଼ୋ ଯାତ୍ରାରେ ପାକିସ୍ତାନ ଜିନ୍ଦାବାଦ ନାରା ଅଭିଯୋଗ ଆଣିଲା ବିଜେପି, କଂଗ୍ରେସର ଖଣ୍ଡନ

ନୂଆଦିଲ୍ଲୀ: ରାହୁଲ ଗାନ୍ଧିଙ୍କ ନେତୃତ୍ୱରେ ‘ଭାରତ ଯୋଡ଼ୋ’ ଯାତ୍ରା ଚାଲିଥିବା ବେଳେ ଏଥିରେ ‘ପାକିସ୍ତାନ ଜିନ୍ଦାବାଦ୍’ ନାରା ଦିଆଯାଇଥିବା ଅଭିଯୋଗ ହୋଇଛି। ବିଜେପିର ଆଇଟି ସେଲ୍‌ ମୁଖ୍ୟ ଅମିତ ମାଲବୀୟ ଶୁକ୍ରବାର ଏହି ଅଭିଯୋଗ କରିଛନ୍ତି। ଅମିତ ଏ ସଂପର୍କରେ ଏକ ଟ୍ୱିଟ୍ କରିଛନ୍ତି।

ଟ୍ୱିଟର ଆଣିବ ଗୋଲ୍ଡ,, ଗ୍ରେ ଓ ବ୍ଲୁ ଟିକ୍‌, ଘୋଷଣା କଲେ ଏଲନ ମସ୍କ

ନୂଆଦିଲ୍ଲୀ: ପୁଣିଥରେ ନୂଆ ଭେରିଫିକେସନ ବ୍ୟବସ୍ଥା ଲଞ୍ଚ କରିବ ସୋଶାଲ ମିଡିଆ ପ୍ଲାଟଫର୍ମ ଟ୍ୱିଟର। ଆସନ୍ତା ଶୁକ୍ରବାର ଟ୍ୱିଟର ପକ୍ଷରୁ ଏହି ବ୍ୟବସ୍ଥାର ଶୁଭାରମ୍ଭ କରାଯିବ। ଟ୍ୱିଟରର ମାଲିକ ଏଲନ ମସ୍କ ନିଜେ ଏକଥା ଘୋଷଣା କରିଛନ୍ତି। ପୂର୍ବରୁ ସେ ଲଞ୍ଚ ଡେଟ ନଭେମ୍ବର ୨୯ ରହିବ ବୋଲି