Sign in
Sign in
Recover your password.
A password will be e-mailed to you.
ଯୁବତୀଙ୍କ ଝୁଲନ୍ତା ମୃତଦେହ ମିଳିବା ଘଟଣା: ତଣ୍ଟି ଚିପି ହତ୍ୟା କରି ଗଛରେ ଟାଙ୍ଗି ଦେଇଥିଲା ବିବାହିତ ପ୍ରେମିକ
ବଡବିଲ: ଗତ ୧୮ ତାରିଖରେ ବଡ଼ବିଲ, ହାୟରପୁର ଜଙ୍ଗଲରୁ ଯୁବତୀଙ୍କ ଝୁଲନ୍ତା ମୃତଦେହ ମିଳିବା ଘଟଣାର ଖୁଲାସା କରିଛି ବଡ଼ବିଲ ପୋଲିସ୍ । ଯୁବତୀ ଜଣକ ଆତ୍ମହତ୍ୟା କରିନଥିଲେ ବରଂ ତାଙ୍କୁ ନିର୍ମମ ଭାବରେ ତଣ୍ଟି ଚିପି ହତ୍ୟା କରିବାପରେ ଗଛରେ ଟାଙ୍ଗି ଦିଆଯାଇଥିଲା ବୋଲି ପୋଲିସ୍!-->…
ପୋଲିସ ଇନଫର୍ମର ସନ୍ଦେହରେ ଜଣକୁ ହତ୍ୟା କଲେ ମାଓବାଦୀ
ଧର୍ମଗଡ: ପୋଲିସ ଇନଫର୍ମର ସନ୍ଦେହରେ ଜଣକୁ ହତ୍ୟା କଲେ ଲାଲବାହିନୀ l କଳାହାଣ୍ଡି ଜିଲ୍ଲା ସଦରଥାନା ଯୁଗଶାଇପାଟଣା ଅଞ୍ଚଳ ତଳପଞ୍ଚକୁଲ ଗାଁ ର ଜଣେ ବ୍ୟକ୍ତିକୁ ରାତି ଅଧରେ ଘରୁ ଡାକି ନେଇ ହତ୍ୟା କଲେ ଲାଲବାହିନୀ l ଘଟଣା ସ୍ଥଳରେ ପୋଲିସ ପହଞ୍ଚି କମ୍ବିଂ ଜୋରଦାର କରିଥିବା ବେଳେ ପୋଲିସ!-->…
ଚାଷୀ ପ୍ରସଙ୍ଗରେ ବିଧାନସଭା ହୁଲସ୍ତୁଲ, ଶାସକ ଓ ବିରୋଧି ସଦସ୍ୟଙ୍କ ହଟ୍ଟଗୋଳ
ଭୁବନେଶ୍ୱର ୨୫/୧୧: ବିଧାନସଭା ଶୀତ ଅଧିବେଶନର ଆଜି ଦ୍ଵିତୀୟ ଦିନ ଆରମ୍ଭରୁ ଗୃହରେ ହଟ୍ଟଗୋଳ । ହୋହଲ୍ଲା ଯୋଗୁଁ ଚାଲିପାରିଲାନି ପ୍ରଶ୍ନକାଳ । ଶୁନ୍ୟକାଳ ଆରମ୍ଭରୁ ପୁଣି ଗୃହରେ ଦେଖିବାକୁ ମିଳିଥିଲା ହଙ୍ଗାମା । ବିଧାନସଭାରେ ଚାଷୀ ପ୍ରସଙ୍ଗକୁ ନେଇ ଶାସକ ଓ ବିରୋଧି ସଦସ୍ୟଙ୍କ ମୁହାଁମୁହିଁ ।!-->…
EDରେ ହାଜର ହେବ ଅର୍ଚ୍ଚନା ନାଗ୍ ଡ୍ରାଇଭର
ଭୁବନେଶ୍ୱର ୨୫/୧୧: ଆଜି EDରେ ହାଜର ହେବେ ଅର୍ଚ୍ଚନା ନାଗ୍ ଡ୍ରାଇଭର ଚନ୍ଦନ । ତାଙ୍କୁ ନୋଟିସ କରିଛି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ । ଚନ୍ଦନ ଅର୍ଚ୍ଚନାଙ୍କୁ ନେଇ କେଉଁ ଆଡେ ଯାଉଥିଲେ? ଅର୍ଚନାଙ୍କ ସହ ଆଉ କିଏ କିଏ ଭେଟ ହୋଇଥିଲେ ସେ ନେଇ ପଚରା ଉଚୁରା କରିବ ED । ତେବେ ଶ୍ରଦ୍ଧାଞ୍ଜଳୀଙ୍କ!-->…
ବଢୁଛି ଶୀତ, ଶିମିଳିପାଳରେ ସର୍ବନିମ୍ନ ତାପମାତ୍ରା ୯ ଡିଗ୍ରୀ
କରଞ୍ଜିଆ: ଖସୁଛି ପାରଦ ବଢୁଛି ଶୀତ। ମୟୂରରଭଞ୍ଜ ଜିଲ୍ଲା ଶିମିଳିପାଳ ଜାତୀୟ ଉଦ୍ୟାନରେ ଶୀତର ଲହରୀ ସାଙ୍ଗକୁ ଆଖପାଖ ଅଞ୍ଚଳରେ ଧଳା କୁହୁଡ଼ିର ଆସ୍ତରଣ ଦେଖିବାକୁ ମିଳିଛି ।
ଶିମିଳିପାଳ ନଅଣା ସର୍ବନିମ୍ନ ତାପମାତ୍ରା ୯ ଡିଗ୍ରୀ ସେଲସିୟସ ରେକର୍ଡ କରାଯାଇଥିବା ବେଳେ ରାମତୀର୍ଥରେ ୧୩!-->!-->!-->…
ଅର୍ଚ୍ଚନା ନାଗ ମାମଲା: ପୁଣି ଥରେ ଇଡିରେ ହାଜର ହେଲେ ଶ୍ରଦ୍ଧାଞ୍ଜଳି
ଭୁବନେଶ୍ଵର: ବହୁ ଚର୍ଚ୍ଚିତ ଅର୍ଚ୍ଚନା ନାଗ ବ୍ଲାକମେଲିଂ ମାମଲାରେ ପୁଣି ଥରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି)ରେ ହାଜର ହୋଇଛନ୍ତି ଶ୍ରଦ୍ଧାଞ୍ଜଳି ବେହେରା। କ୍ରମାଗତ ଦ୍ଵିତୀୟ ଦିନ ପାଇଁ ସେ ଇଡିରେ ହାଜର ହୋଇଛନ୍ତି। ପ୍ରଥମ ଦିନ ଇଡିର ଅଧିକାରୀ ଶ୍ରଦ୍ଧାଞ୍ଜଳିଙ୍କୁ ଦୀର୍ଘ ୧୪ ଘଣ୍ଟା!-->…
ଏଡସ୍ ସମ୍ପର୍କିତ ସଚେତନତା କାର୍ଯ୍ୟକ୍ରମ…
ଫୁଲବାଣୀ:- ବିଶ୍ବ ଏଡସ୍ ଦିବସ ପାଳନ ୨୦୨୨ ଅବ୍ୟବ୍ୟହିତ ପୂର୍ବରୁ ଏଡସ୍ ନିୟନ୍ତ୍ରଣ ନିମନ୍ତେ ସେଚ୍ଛାସେବୀ ଅନୁଷ୍ଠାନ ସ୍ଵାତି ଓ ରାଜ୍ୟ ଏଡସ୍ ନିୟନ୍ତ୍ରଣ ସମିତି ଭୂବନେଶ୍ବରଙ୍କ ମିଳିତ ଉଦ୍ୟମରେ ଛାତ୍ରଛାତ୍ରି ମାନଙ୍କ ମଧ୍ୟରେ ସଚେତନତା ସୃଷ୍ଟି ନିମେନ୍ତେ ବିଭିନ୍ନ କାର୍ଯ୍ୟକ୍ରମ!-->!-->!-->…
ପୌର ପରିଷଦରେ ଡ୍ରେନ ନିର୍ମାଣ ନେଇ ସ୍ଥାୟୀ ଓ ନିରନ୍ତର ଲୋକ ଅଦାଲତର ପରାମର୍ଶ…
ଫୁଲବାଣୀ:-କନ୍ଧମାଳ ଜିଲ୍ଲା ଫୁଲବାଣୀ ପୌରପରିଷଦର ସର୍କୁଲାର ରୋଡରେ ବହୁ ଅବ୍ୟବସ୍ଥା ରେ ଡ୍ରେନ ନିର୍ମାଣ ହେଉଛି। କନ୍ଧମାଳ ଜିଲ୍ଲା ଓ ଫୁଲବାଣୀ ସହରର ବର୍ଦ୍ଧିତ ଜନସଂଖ୍ୟାକୁ ଦୃଷ୍ଟିରେ ରଖି ରାସ୍ତା ଚଉଡା ହେବା ଆବଶ୍ୟକ। ଟାଉନ ପ୍ଲାନିଂ ତଥ୍ୟ ଅନୁସାରେ ୬୬ଫୁଟ ରାସ୍ତା ରହିଛି। ଏବଂ ଭିଜନ!-->…
ସତ୍ୟ ସାଇବାବାଙ୍କ ୯୭ତମ ଜୟନ୍ତୀ ଉତ୍ସବ ପାଳିତ
ବୁଗୁଡ଼ା : ତା ୨୪/୧୧/୨୨ : ସ୍ଥାନୀୟ ସତ୍ୟସାଇ ସେବା ସମିତି ପକ୍ଷରୁ ସତ୍ୟସାଇଙ୍କ ୯୭ତମ ଜୟନ୍ତୀ ଉତ୍ସବ ମହାସମାରୋହରେ ପାଳିତ ହୋଇଯାଇଛି । ପ୍ରଭାତରୁଓଁକାର,ସୁପ୍ରଭାତ,ନଗରସଙ୍କୀର୍ତ୍ତନ,ସେବା,ରୋଗୀସେବା ,ପ୍ରଶାନ୍ତି ଧ୍ଵଜା ଉତ୍ତୋଳନ, ଷୋଡଶ ଉପଚାର ପୂଜା ପରେ ଶତାଧିକ ଅନୁଗାମୀଙ୍କୁ ନେଇ!-->…
ରଟିଙ୍ଗିଆ ପଞ୍ଚାୟତରେ ବିଶ୍ୱ ପାଇଖାନା ଦିବସ ପାଳିତ
ଫୁଲବାଣୀ : କନ୍ଧମାଳ ଜିଲ୍ଲା ରଟିଙ୍ଗିଆ ପଞ୍ଚାୟତ ସ୍ଥିତ ପଞ୍ଚାୟତ ଉଚ୍ଚ ବିଦ୍ୟାଳୟ ଖେଳ ପଡ଼ିଆରେ ବିଶ୍ଵ ପାଇଖାନା ଦିବସର ସାପ୍ତାହିକ ପାଳନ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ଗ୍ରାମୀଣ ଜଳ ଯୋଗାଣ ଓ ସ୍ବଚ୍ଛତା କନିଷ୍ଠ ଯନ୍ତ୍ରୀ ନରେଶ କୁମାର ପ୍ରଧାନ, ସ୍ବେଚ୍ଛାସେବୀ ତଥା ମୋ ସ୍କୁଲ୍!-->…