Sign in
Sign in
Recover your password.
A password will be e-mailed to you.
ଶୀତକାଳୀନ ଅଧିବେଶନ : ବିଧାନସଭାରେ ଶୋକ ପ୍ରସ୍ତାବ ଆଗତ
ଭୁବନେଶ୍ୱର ୨୪।୧୧ : ବିଧାନସଭା ଶୀତକାଳୀନ ଅଧିବେଶନ ଆଜିଠାରୁ ଆରମ୍ଭ ହୋଇଛି । ଗୃହ କାର୍ଯ୍ୟ ପ୍ରାରମ୍ଭର ଦିବଙ୍ଗତ ସଦସ୍ୟଙ୍କ ଉଦ୍ଦେଶ୍ୟରେ ଆଗତ ହୋଇଛି ଶୋକ ପ୍ରସ୍ତାବ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକ ପ୍ରସ୍ତାବ ଆଗତ କରିଛନ୍ତି । ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ର ଓ କଂଗ୍ରେସ!-->…
ପୁଅ, ଝିଅ ସହ ମିଶି ସ୍ୱାମୀକୁ ପିଟି ପିଟି ହତ୍ୟା କଲା ସ୍ତ୍ରୀ
ଚାନ୍ଦବାଲି ୨୪।୧୧ : ବାପାକୁ ପିଟି ପିଟି ମାରିଦେଲେ ପୁଅ-ଝିଅ ଏବଂ ସ୍ତ୍ରୀ । ଭଦ୍ରକ ଜିଲ୍ଲା ଚାନ୍ଦବାଲି ପୁରୀହାଟ ଥାନା ଦୌଲତପୁର ଅଞ୍ଚଳରେ ଏପରି ଘଟଣା ଦେଖିବାକୁ ମିଳିଛି । ମୃତ ବ୍ୟକ୍ତିଙ୍କ ନାମ ବାବୁଆ ଦାସ ବୋଲି ଜଣାପଡିଛି ।
ଖବର ଅନୁଯାୟୀ, ବାବୁଆ ଦାସ ଓ!-->!-->!-->…
ଅର୍ଚ୍ଚନା ନାଗ ଗିରଫ ମାମଲା, ଇଡିରେ ହାଜର ହେଲେ ପ୍ରତିଷ୍ଠିତ ବ୍ୟବସାୟୀ ଗଙ୍ଗାଧର ସାମଲ
ଭୁବନେଶ୍ବର: ଖୋଲୁଛି ଅର୍ଚ୍ଚନା ନାଗ କଳା ସାମ୍ରାଜ୍ୟର ଗୁମର । ହନିଟ୍ରାପ୍ ଓ ମନି ଲଣ୍ଡରିଂ ମାମଲାରେ ଇଡିରେ ହାଜର ହେଉଛନ୍ତି ବଡ଼ ମୁଣ୍ଡ । ଆଜି ଇଡିରେ ହାଜର ହୋଇଛନ୍ତି ପ୍ରତିଷ୍ଠିତ ବ୍ୟବସାୟୀ ଗଙ୍ଗାଧର ସାମଲ । ଅର୍ଚ୍ଚନାଙ୍କ ସହ ଟଙ୍କା କାରବାର ନେଇ ପଚରାଉଚରା ଚାଲିଥିବା ସୂଚନା ।!-->…
ଭଷାଣୀ ବେଳେ ଅଘଟଣ : ବାଣ ଫୁଟି ୪୦ ଆହତ
କଟକ ୨୪।୧୧: କେନ୍ଦ୍ରାପଡା ବାଲିଆ ବଜାରରେ କାର୍ତ୍ତିକେଶ୍ୱର ଭଷାଣୀ ସମୟରେ ଅଘଟଣ। ବାଣ ଫୁଟି ୪୦ରୁ ଅଧିକ ଆହତ ହୋଇଛନ୍ତି । ସମସ୍ତ ଆହତଙ୍କ ମଧ୍ୟରୁ ୩୦ ଜଣଙ୍କୁ ଏସିବି ମେଡିକାଲକୁ ସ୍ଥାନାନ୍ତରିତ କରାଯାଇଛି । ଅନେକଙ୍କ ଅବସ୍ଥା ଅତି ଗୁରୁତର ରହିଛି । ପ୍ରଥମେ ସମସ୍ତଙ୍କୁ କାଜୁଆଲଟିରେ!-->…
ଡାକ୍ତରଖାନାରେ ଭର୍ତ୍ତି ହେଲେ ମାୟୋସିଟିସ୍ ରୋଗରେ ଆକ୍ରାନ୍ତ ଥିବା ସାମନ୍ଥା !
ନୂଆଦିଲ୍ଲୀ: ସାଉଥ ସୁପରଷ୍ଟାର ସାମନ୍ଥା ରୁଥ ପ୍ରଭୁ ତାଙ୍କ ବୃତ୍ତିଗତ ଜୀବନ ସହ ବ୍ୟକ୍ତିଗତ ଜୀବନକୁ ନେଇ ସବୁବେଳେ ଚର୍ଚ୍ଚାରେ ରହିଥାନ୍ତି। କିଛି ମାସ ତଳେ ସେ ନିଜ ସ୍ବାମୀ ତଥା ଅଭିନେତା ନାଗା ଚୈତନ୍ୟଙ୍କଠାରୁ ଅଲଗା ହେଉଥିବା ଖବରକୁ ନେଇ ଚର୍ଚ୍ଚାରେ ରହିଥିଲେ। ଏହା ସହ ନିଜ!-->…
‘ଏସ୍ଏସ୍ସି’ ଦୁର୍ନୀତି: ବିରୋଧୀମାନେ ଏକଥା ନ ବୁଝିବା ପର୍ଯ୍ୟନ୍ତ ନୂଆ ନିଯୁକ୍ତି ସମ୍ଭବ ନୁହେଁ -ମମତା ବାନାର୍ଜୀ
କୋଲ୍କାତା: ପଶ୍ଚିମବଙ୍ଗ ବିଧାନସଭାରେ ଶୀତକାଳୀନ ଅଧିବେଶନ ଚାଲିଥିବା ବେଳେ ଆଜି ମୁଖ୍ୟମନ୍ତ୍ରୀ ମତତା ବାନାର୍ଜୀ ଶିକ୍ଷା କ୍ଷେତ୍ରରେ ବେଆଇନ ନିଯୁକ୍ତି ପ୍ରସଙ୍ଗରେ ବିରୋଧୀ ଦଳଙ୍କ ଉପରେ ପୁଣି ବିରକ୍ତ ହୋଇଛନ୍ତି।
ଆଜି ସକାଳେ ମୁଖ୍ୟମନ୍ତ୍ରୀ ବିଧାନସଭାରେ ପହଞ୍ଚି ରେସନ୍!-->!-->!-->…
ଶ୍ରଦ୍ଧା ହତ୍ୟାକାରୀକୁ ଦିଲ୍ଲୀ ପୁଲିସ ସବୁଠୁ କଠିନ ଶାସ୍ତି ଦେବ: ଅମିତ ଶାହ
ନୂଆଦିଲ୍ଲୀ: ଶ୍ରଦ୍ଧା ୱାଲ୍କର୍ଙ୍କ ହତ୍ୟାକାରୀ ପ୍ରତି ଯେଭଳି ସବୁଠୁ କଠିନ ଶାସ୍ତି ବିଧାନ କରାଯାଏ ସେ ବିଷୟରେ ଦିଲ୍ଲୀ ପୁଲିସ ଓ ବିଚାର ବ୍ୟବସ୍ଥା ନିଶ୍ଚୟ ଯତ୍ନବାନ ହେବେ ବୋଲି ଆଜି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ କହିଛନ୍ତି।
ଆଜି ‘ଟାଇମ୍ସ୍ ନାଓଁ ସମିଟ୍’ରେ ଅମିତ ଶାହ!-->!-->!-->…
ପୁଲଓ୍ବାମା ଆକ୍ରମଣ ବେଳେ ଆଇଏସଆଇ ମୁଖ୍ୟ ଥିଲେ ପାକିସ୍ତାନର ନୂଆ ସେନାମୁଖ୍ୟ ଅସୀମ ମୁନୀର
ନୂଆଦିଲ୍ଲୀ : ଲେପ୍ଟନାଣ୍ଟ ଜେନେରାଲ ଅସୀମ ମୁନୀରଙ୍କୁ ଗୁରୁବାରଦିନ ପାକିସ୍ତାନର ପରବର୍ତ୍ତୀ ସେନାମୁଖ୍ୟ ଭାବେ ଘୋଷଣା କରିଛନ୍ତି । ତାଙ୍କ ନାମ ଉପରେ ପ୍ରଧାନମନ୍ତ୍ରୀ ଶାହବାଜ ସରିଫ ମୋହର ମାରିଥିବା ପ୍ରଧାନମନ୍ତ୍ରୀଙ୍କ ମୁଖପାତ୍ର ମରିୟମ ଔରଙ୍ଗଜେବ ସୂଚନା ଦେଇଛନ୍ତି । ତେବେ କିଏ ଏହି!-->…
ଇଣ୍ଡୋନେସିଆ ଭୂମିକମ୍ପ : ୨ ଦିନ ପରେ ଜୀବନ୍ତ ଉଦ୍ଧାର ହେଲା ଶିଶୁ
ଜାକାର୍ତ୍ତା : କଥାରେ ଅଛି ରଖେ ହରି ମାରେ କିଏ । ଏହା ପୁଣିଥରେ ପ୍ରମାଣିତ ହୋଇଯାଇଛି। ଗତ ସୋମବାରଦିନ ଇଣ୍ଡୋନେସିଆରେ ହୋଇଥିବା ଭୟଙ୍କର ଭୂମିକମ୍ପ ଯୋଗୁଁ ଶହ ଶହ ମୃତାହତ ହୋଇଥିବାବେଳେ ଗୋଟିଏ ଭଲ ଖବର ମିଳିଛି । ଏକ ୬ ବର୍ଷର ଶିଶୁ ୨ ଦିନ ଧରି ଭୂମିକମ୍ପର ଧ୍ବଂସସ୍ତୁପ ତଳେ ପୋତିହୋଇ!-->…
ଝୁଲା ପୋଲ ଭୁଶୁଡ଼ିବା ଘଟଣା: ଗୁଜରାଟ ସରକାରଙ୍କ ଉପରେ ବର୍ଷିଲେ କୋର୍ଟ
ଅହମଦାବାଦ: ଗୁଜରାଟ ମୋର୍ବି ଝୁଲା ପୋଲ ଭୁଶୁଡ଼ିବା ଘଟଣାରେ କ୍ଷତିଗ୍ରସ୍ତକୁ ମିଳିଥିବା ଆର୍ଥିକ ସହାୟତା ପ୍ରସଙ୍ଗକୁ ନେଇ ରାଜ୍ୟ ସରକାରଙ୍କ ଉପରେ ବର୍ଷିଛନ୍ତି ଗୁଜରାଟ ହାଇକୋର୍ଟ। ମୋର୍ବି ବ୍ରିଜ ଭୁଶୁଡ଼ିବା ଘଟଣାରେ ପ୍ରାଣ ହରାଇଥିବା ଲୋକଙ୍କୁ ସରକାର ଦେଇଥିବା ଆର୍ଥିକ ସହାୟତା ଅତ୍ୟନ୍ତ!-->…