ଇଡିରେ ହାଜର ହେଲେ ବ୍ୟବସାୟୀ ଅମୀୟକାନ୍ତ ଦାସ, ଅର୍ଚ୍ଚନାଙ୍କୁ ଦେଇଥିଲେ ମୋଟା ଅଙ୍କର ଟଙ୍କା

ଭୁବନେଶ୍ୱର: ଅର୍ଚ୍ଚନା ନାଗ ମାମଲାରେ ଇଡିର ଖୋଳତାଡ । ଭୁବନେଶ୍ୱର ପ୍ରବର୍ତ୍ତନ ନିର୍ଦ୍ଦେଶାଳୟରେ ହାଜର ହେଲେ ଜଣେ ବ୍ୟବସାୟୀ । ତାଙ୍କ ନାଁ ଅମୀୟକାନ୍ତ ଦାସ । ସେ ଅର୍ଚ୍ଚନାଙ୍କୁ ମୋଟା ଅଙ୍କର ଟଙ୍କା ଦେଇଥିଲେ । ତାଙ୍କୁ ହାଜର ହେବାକୁ ନୋଟିସ୍‌ ଜାରି କରିଥିଲା ଇଡି । ପ୍ରଥମ ପର୍ଯ୍ୟାୟରେ

ଆସନ୍ତାକାଲିଠୁ ଆରମ୍ଭ ହେବ ମାଟ୍ରିକ ସମେଟିଭ୍‌ ଆସେସମେଣ୍ଟ ପରୀକ୍ଷା-୧

କଟକ ୨୨।୧୧ : ବୁଧବାରଠୁ ଦଶମ ସମେଟିଭ ପରୀକ୍ଷା ଏକ ଆରମ୍ଭ । ସେଥିପାଇଁ ବୋର୍ଡ ପକ୍ଷରୁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ସମସ୍ତ ନୋଡାଲ ସେଣ୍ଟର ମାନଙ୍କୁ ପ୍ରଶ୍ନ ପତ୍ର ପଠାଯାଇଛି । କପି ରୋକିବା ପାଇଁ ତ୍ରିସ୍ତରୀୟ ସ୍କ୍ବାର୍ଡ ବ୍ୟବସ୍ଥା କରାଯାଇଛି । ବୋର୍ଡସ୍ତରୀୟ ଜିଲ୍ଲା ଶିକ୍ଷା

ମାଟିରେ ମିଶିଲା ଦୀର୍ଘ ୭୮ବର୍ଷର ମହିମା ଗାଦୀ ସାଧନାସ୍ଥଳୀ

ଢେଙ୍କାନାଳ ୨୨/୧୧: ବିଶ୍ୱପ୍ରସିଦ୍ଧ ମହିମା ଧର୍ମର ମୁଖ୍ୟ ପୀଠ ଢେଙ୍କାନାଳର ଜୋରନ୍ଦା ମହିମାଗାଦୀର ତୃତୀୟ ବେଢାରୁ ଉଚ୍ଛେଦ କାର୍ଯ୍ୟ ଆରମ୍ଭ ହୋଇଛି । ଯାହାକୁ ନେଇ ମହିମା ଗାଦିରେ ଚାପା ଉତ୍ତେଜନା ପ୍ରକାଶ ପାଇଛି । କୌଣସି ଅପ୍ରୀତିକର ପରିସ୍ଥିତି ଏଡ଼ାଇବା ପାଇଁ ପୋଲିସ ପ୍ରଶାସନ ପକ୍ଷରୁ

ASO ପରୀକ୍ଷାରେ ତ୍ରୁଟି ନାହିଁ, ହାଇକୋର୍ଟଙ୍କ ନିର୍ଦ୍ଦେଶ ମୁତାବକ ପଦକ୍ଷେପ ନିଆଯିବ- OPSC ଅଧ୍ୟକ୍ଷ

କଟକ ୨୨।୧୧ : ଏଏସ୍‌ଓ ପରୀକ୍ଷାରେ ଅନିୟମିତତା ପ୍ରସଙ୍ଗ । ହାଇକୋର୍ଟଙ୍କ ନିର୍ଦ୍ଦେଶ ମୁତାବକ ପଦକ୍ଷେପ ନିଆଯିବ । ପ୍ରେସ୍‌ମିଟ୍‌ କରି ସ୍ପଷ୍ଟୀକରଣ ରଖିଲେ ଓପିଏସ୍‌ସି ଅଧ୍ୟକ୍ଷ ସତ୍ୟଜିତ ମହାନ୍ତି । ସେ ଆହୁରୀ ମଧ୍ୟ କହିଛନ୍ତି ଯେ, ୭୯୦ ପଦବୀ ପାଇଁ ପରୀକ୍ଷା ହୋଇଥିଲା । ସ୍କିଲ୍‌

ପୁରୀ ଗୁଣ୍ଡିଚା ମନ୍ଦିରରେ ଗଜପତି ମହାରାଜା ଦିବ୍ୟସିଂହ ଦେବ

ପୁରୀ ୨୨।୧୧ : ଶ୍ରୀଗୁଣ୍ଡିଚା ମନ୍ଦିରର ସ୍ଥିତି ଅନୁଧ୍ୟାନ କଲେ ଗଜପତି ମହାରାଜା । ଶ୍ରୀଗୁଣ୍ଡିଚା ମନ୍ଦିର ନାଟ ମଣ୍ଡପରେ ୪ଟି ବିମ୍‌ରୁ ଗୋଟିଏ ବିମ୍ ଓ ୩ଟି କଲମରେ ଫାଟ ସୃଷ୍ଟି ହୋଇଥିବା ବେଳେ ତାହାକୁ ୨ ମାସ ମଧ୍ୟରେ ସାରିବା ପାଇଁ ନିଷ୍ପତ୍ତି ହୋଇଥିଲା । କାର୍ଯ୍ୟକୁ କିଭଳି ତ୍ୱରାନ୍ୱିତ

ଭ୍ରାମ୍ୟମାଣ ପ୍ରସବ ଯାନର ଶୁଭାରମ୍ଭ

ଦାରିଙ୍ଗବାଡ଼ି, ୨୨/୧୧ : ଦାରିଙ୍ଗବାଡ଼ି ବ୍ଲକ ଅନ୍ତର୍ଗତ ବ୍ରାହ୍ମଣୀଗାଁ ଥାନା ଅଞ୍ଚଳର ୮ଟି ଗ୍ରାମ ପଞ୍ଚାୟତରେ ପ୍ରସବଜନିତ ସମସ୍ୟାକୁ ଦୂରକରିବା ପାଇଁ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅବସରରେ ଜି ଉଦୟଗିରି ବିଧାୟକ ସାଲୁଗା ପ୍ରଧାନ ଡେଲିଭେରି ଭ୍ୟାନର ଶୁଭାରମ୍ଭ

ରାଜଧାନୀ ଉପକଣ୍ଠରେ ଯୁବକଙ୍କୁ ପଥରରେ ଛେଚି ହତ୍ୟା

ଭୁବନେଶ୍ୱର ୨୨।୧୧ : ରାଜଧାନୀ ଉପକଣ୍ଠରେ ବିଭତ୍ସ ହତ୍ୟାକାଣ୍ଡ । ଚନ୍ଦକା ଥାନା ପାଇକପୁର ପାହାଡ଼ ପାଖରେ ଜଣେ ଯୁବକଙ୍କୁ ହତ୍ୟା କରାଯାଇଛି । ମୃତ ବ୍ୟକ୍ତି ହେଲେ ବଂଶୀଧର , ସେ ହାଇସ୍କୁଲରେ ପିଅନ ଭାବେ କାର୍ଯ୍ୟ କରନ୍ତ ବୋଲି ସୂଚନା ରହିଛି । ଖବର ଅନୁଯାୟୀ, ପାଇକପୁର ପାହାଡ଼ ତଳେ

ଆଜିଠାରୁ ଶ୍ରୀମନ୍ଦିରରେ ତିନିଦିନ ବ୍ୟାପି ମହାପ୍ରଭୁଙ୍କ ଦେବଦୀପାବଳି ନୀତି…

ପୁରୀ ୨୨/୧୧: ଆଜିଠାରୁ ଶ୍ରୀମନ୍ଦିରରେ ତିନିଦିନ ବ୍ୟାପି ମହାପ୍ରଭୁଙ୍କ ଦେବଦୀପାବଳି ନୀତି ଆରମ୍ଭ ହୋଇଛି । ଏହି ତିନିଦିନ ମହାପ୍ରଭୁ ପିତୃପୁରୁଷଙ୍କ ଉଦ୍ଦେଶ୍ୟରେ ଦୀପଦାନ କରିବା ସହ ଶ୍ରାଦ୍ଧ ଦେବେ । ଚତୁର୍ଦ୍ଦଶୀ, ଅମାବାସ୍ୟା ଓ ପ୍ରତିପଦା ତିନିଦିନ ଧରି ଏହି ନୀତି ଯଥାବିଧି ପାଳନ ହେବାର

ଉପାନ୍ତ ଇଲାକାରେ ଜନସମ୍ପର୍କ ପଦଯାତ୍ରା

ଦାରିଙ୍ଗବାଡ଼ି, ୨୨/୧୧, ବିଜୁ ଜନତା ଦଳ ପକ୍ଷରୁ ଦାରିଙ୍ଗବାଡ଼ି ବ୍ଲକ ସିର୍କାବର୍ଗ ପଞ୍ଚାୟତ ରେ ଆଜି ଜନ ସମ୍ପର୍କ ପଦଯାତ୍ରା ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ମୁଖ୍ୟ ଅତିଥି ଭାବେ ଜି ଉଦୟଗିରି ବିଧାୟକ ସାଲୁଗା ପ୍ରଧାନ ଯୋଗଦେଇଥିବା ବେଳେ ସମ୍ମାନିତ ଅତିଥି ଭାବେ ଜିଲ୍ଲା ପରିଷଦ ସଭ୍ୟ

ଚାଷୀଙ୍କପାଇଁ ଉଠା ଜଳସେଚନ ପ୍ରକଳ୍ପ କାର୍ଯ୍ୟକ୍ଷମ ହେବ କେବେ

ଫୁଲବାଣୀ : କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ବ୍ଲକ କେଳାପଡା ପଞ୍ଚାୟତ ଗୁରୁପଡା ପଦାସାହିରେ ଚାଷୀଙ୍କ ସୁବିଧା ନିମନ୍ତେ ସରକାରଙ୍କ ତରଫରୁ ଚାଷ ଜମିକୁ ଜଳସେଚନ ସୁବିଧା ପାଇଁ ଉଠାଜଳସେଚନ ତଥା ଲିଫ୍ଟ ମାଧ୍ୟମରେ ଯୋଗାଇ ଦିଆଯାଇଛି ସତ କିନ୍ତୁ ନିର୍ମାଣ ହେବାର ଆଠ ମାସ ବିତିଯାଇଥିଲେ ସୁଧା ଚାଷ