Sign in
Sign in
Recover your password.
A password will be e-mailed to you.
ଗିରିଧାରୀ ମଠରୁ ଚୋରି, ନେଇଗଲେ ଅନେକ ଦୁର୍ଲଭ ମୂର୍ତ୍ତି
ସାଲେପୁର ୧୭।୧୧ : କଟକ ଜିଲ୍ଲା କିଶନନଗର ଥାନା ଗିରିଧାରୀ ମଠରୁ ଚୋରି । ରାତିରେ ଲକ୍ଷାଧିକ ଟଙ୍କାର ମୂର୍ତ୍ତି ଚୋରି କରିନେଲେ ଲୁଟେରା । ଗିରିଧାରୀ ମଠ ପରିଚାଳନା କମିଟି ପକ୍ଷରୁ ଏନେଇ ଥାନାରେ ଅଭିଯୋଗ ହୋଇଛି ।
ଖବର ଅନୁଯାୟୀ, ବୁଧବାର ବିଳମ୍ବିତ ରାତିରେ ଠାକରଙ୍କ!-->!-->!-->…
ମଙ୍ଗଳ ବିଭାଗ ଛାତ୍ରାବାସରେ ଜୁନିୟରଙ୍କୁ ମାଡ଼ ଘଟଣା: ପ୍ରଶାସନର ରାତିଅଧିଆ ଯାଞ୍ଚ
ଦାରିଙ୍ଗବାଡି //ବାଲିଗୁଡା : କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଦାରିଙ୍ଗବାଡ଼ି ବ୍ଲକ ଗ୍ରୀନବାଡ଼ି ରେ ଥିବା ମଙ୍ଗଳ ବିଭାଗ ଛାତ୍ରାବାସରେ ସପ୍ତମ ଶ୍ରେଣୀ ଛାତ୍ରଙ୍କୁ ଦଶମ ଶ୍ରେଣୀ ଛାତ୍ରମାନେ ମାଡ଼ ମାରିବା ଭିଡିଓ ଭାଇରାଲ ହେବା ପରେ ଦାରିଙ୍ଗବାଡି ବ୍ଲକ ପ୍ରଶାସନ ଏବେ କଠୋର!-->…
କଟକ ବାଲିଯାତ୍ରା ରେ କନ୍ଧମାଳ ହଳଦୀର ଚାହିଦା ଅଧିକ
ବାଲିଗୁଡା : କନ୍ଧମାଳ ହଳଦୀର ଚାହିଦା ସାରା ବିଶ୍ୱରେ ରହିଛି। ଜୈବିକ ପଦ୍ଧତିରେ ଚାଷ ହୋଉଥିବା ଏହି ହଳଦୀ ବିଭିନ୍ନ ରୋଗକୁ ପ୍ରତିହତ କରୁଛି। ଫଳରେ ଏହା ଜି ଆଇ ଟ୍ୟାଗର ମାନ୍ୟତା ପାଇଥିବାରୁ ଏହାର ଚାହିଦା ଅଧିକା ରହିଥିବା କୁହାଯାଇଛି। ତେବେ ରାଜ୍ୟ ତଥା ରାଜ୍ୟ ବାହାରେ ଯେଉଁଠିବି ମେଳା ହୁଏ!-->…
ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି: IMD
ଭୁବନେଶ୍ୱର ୧୭।୧୧ : ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି। ଦକ୍ଷିଣପୂର୍ବ ବଙ୍ଗୋପସାଗର-ଆଣ୍ଡାମାନ ସାଗରରେ ଗୁରୁବାର ସକାଳେ ଏହି ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏନେଇ ଆଇଏମଡି ପକ୍ଷରୁ ସୂଚନା ମିଳିଛି।
ଖବର ଅନୁଯାୟୀ, ଆଗାମୀ ୧୯ ତାରିଖ ସୁଦ୍ଧା ଲଘୁଚାପଟି!-->!-->!-->…
ଚିତ୍ରକୋଣ୍ଡା ରେ ଆଉଟସୋର୍ସିଙ୍ଗ କର୍ମଚାରୀଙ୍କ କଳାବ୍ୟାଚ ପିନ୍ଧି ପ୍ରତିବାଦ
ଚିତ୍ରକୋଣ୍ଡା(୧୭/୧୧) : ମାଲକାନଗିରି ଜିଲ୍ଲା ଚିତ୍ରକୋଣ୍ଡା ବ୍ଲକ ଅଧୀନ ଚିତ୍ରକୋଣ୍ଡା ବ୍ଲକ କାର୍ଯ୍ୟାଳୟର ଠିକା କର୍ମଚାରୀ,ବନାଞ୍ଚଳ କାର୍ଯ୍ୟାଳୟରେ ଥିବା ଠିକା କର୍ମଚାରୀ,ଚିତ୍ରକୋଣ୍ଡା ଉପଖଣ୍ଡ ଚିକିତ୍ସାଳୟରେ ଥିବା ଠିକା କର୍ମଚାରୀ ଏବଂ ବାଲିମେଳା ଜଳ ଭଣ୍ଡାର ପ୍ରକଳ୍ପ ଅଧୀନରେ ଥିବା!-->…
ଜରୁରୀ ସେବାକେନ୍ଦ୍ରରେ ବଢୁଛି ଫେକ୍ କଲ୍
ଭୁବନେଶ୍ୱର ୧୭/୧୧: ଜରୁରୀ ସେବା ସହ ସାଙ୍ଘାତିକ ଖେଳ । ବାରମ୍ୱାର ଆସୁଛି ଫେକ୍ କଲ୍ । ଏନେଇ ଅଭିଯୋଗ କଲାପରେ ବି ସୁଧୁରୁନାହାଁନ୍ତି ଲୋକେ । ବାରମ୍ୱାର କଲ୍ କରି କର୍ମଚାରୀଙ୍କୁ କରୁଛନ୍ତି ହଇରାଣ ହରକତ ।
ଲୋକଙ୍କୁ ଆମ୍ବୁଲାନ୍ସ ସେବା ଯୋଗାଇଦେବାକୁ ରାଜ୍ୟ ସରକାର ୧୦୪ ଓ ୧୦୮!-->!-->!-->…
ମେଗା ଚକ୍ଷୁ ଚିକିତ୍ସା ଶିବିର ଅନୁଷ୍ଠିତ
ବୁଗୁଡା : ବୁଗୁଡା ବ୍ଲକ ଅନ୍ତର୍ଗତ ଗୌଡିଆବୋରଦା ଗ୍ରାମ ପଞ୍ଚାୟତ ରାଜୀବ ଗାନ୍ଧୀ ସେବା କେନ୍ଦ୍ରରେ ଆଜି ଏକ ମାଗଣା ଚକ୍ଷୁ ଚିକିତ୍ସା ଶିବିର ଅନୁଷ୍ଠିତ ହୋଇଯାଇଛି । ସରପଞ୍ଚ ସୁନ୍ଦରୀ ମହାରଥାଙ୍କ ତତ୍ତ୍ବାବଧାନ ଓ ଶଙ୍କର ଚକ୍ଷୁ ଚିକିତ୍ସାଳୟ ଆନୁକୂଲ୍ୟରେ ଅନୁଷ୍ଠିତ ଉକ୍ତ ଶିବିରରେ!-->…
ଆୟୁର୍ବେଦିକ ମହାବିଦ୍ୟାଳୟ ଓ ଚିକିତ୍ସାଳୟ ପ୍ରତିଷ୍ଠା ନିମନ୍ତେ ସ୍ମାରକପତ୍ର
ଫୁଲବାଣୀ : ବରିଷ୍ଠ ନାଗରିକ ତଥା ଅବସର ପ୍ରାପ୍ତ ସରକାରୀ କର୍ମଚାରୀ ମାନଙ୍କ ପକ୍ଷରୁ ଏକ ସ୍ମାରକ ପତ୍ର ଆଦିବାସୀ ବ୍ୟାପାର କଲ୍ୟାଣ ଓ ଜଳ ସମ୍ପଦ ରାଷ୍ଟ୍ରମନ୍ତ୍ରୀ ଭାରତ ସରକାର ବିଶେଶ୍ଵର ଟୁଡୁ ଙ୍କୁ ଦିଆଯାଇଛି । ଏଥିରେ ଯାହା ଲିଖିତ ରହିଛି କନ୍ଧମାଳ ଜିଲ୍ଲାର ବରିଷ୍ଠ ନାଗରିକ,!-->…
ଗୁରୁବାରଠୁ ବିଜେପିର ସତ୍ୟାଗ୍ରହ, ବିଧାନସଭା ସମ୍ମୁଖରେ ଦେବ ଧାରଣା
ଭୁବନେଶ୍ବର ୧୭।୧୧ : ଗୁରୁବାରଠୁ ବିଜେପିର ସତ୍ୟାଗ୍ରହ । ବିଧାନସଭା ସମ୍ମୁଖରେ ଗୁରୁବାରଠୁ ସତ୍ୟାଗ୍ରହ କରିବ ବିଜେପି । ଏନେଇ ବିଜେପି ସାଧାରଣ ସମ୍ପାଦକ ପୃଥ୍ବୀରାଜ ହରିଚନ୍ଦନ ସୂଚନା ଦେଇଛନ୍ତି ।
ଖବର ଅନୁଯାୟୀ, ଚାଷୀଙ୍କ ସମସ୍ୟା ପ୍ରସଙ୍ଗକୁ ନେଇ ଆନ୍ଦୋଳନକୁ ଓହ୍ଲାଇବ ଭାରତୀୟ ଜନତା!-->!-->!-->…
ଜିଲ୍ଲାସ୍ତରୀୟ ଧାନ କ୍ରୟ କମିଟି ବୈଠକ
ଫୁଲବାଣୀ (୧୭/୧୧) : ଖରିଫ୍ ବର୍ଷ- ୨୦୨୨-୨୩ ପାଇଁ ଜିଲ୍ଲାସ୍ତରୀୟ ଧାନ କ୍ରୟ କମିଟି ବୈଠକ ସ୍ଥାନୀୟ ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷରେ କନ୍ଧମାଳ ଜିଲ୍ଲାପାଳ ପାଟିଲ ଆଶିଷ ଇଶ୍ଵରଙ୍କ ଅଧ୍ୟକ୍ଷତାରେ ଆଜି ଅନୁଷ୍ଠିତ ହୋଇଯାଇଛି। ଯେଉଁ ମଣ୍ଡିଗୃହ ଗୁଡ଼ିକର ନିର୍ମାଣ କାର୍ଯ୍ୟ ଅଧାରେ ପଡ଼ିରହିଛି!-->…