ଦୈନିକ ୧୨ ଘଣ୍ଟା କାମ ସହ ମାଗଣା ଖାଇବା ଆଉ ମିଳିବ ନାହିଁ: ମସ୍କ

ନୂଆଦିଲ୍ଲୀ: ଟେସଲା ସିଇଓ ଏଲୋନ୍ ମସ୍କଙ୍କ ହାତକୁ ଟ୍ୱିଟର ଆସିବା ପରେ ଏବେ ସେ ନୂଆ ନୂଆ ନିଷ୍ପତ୍ତି ନେବାରେ ଲାଗିପଡିଛନ୍ତି | ତେବେ ମସ୍କଙ୍କ ଏହି ସବୁ ନିଷ୍ପତ୍ତି ଏବେ ଏହାର କର୍ମଚାରୀଙ୍କୁ ହରଡ଼ଘଣାରେ ପକାଇଛି | ବର୍ତ୍ତମାନ ଏଲୋନ୍ ମସ୍କ ଏପରି କିଛି ନିର୍ଦ୍ଦେଶ ଦେଇଛନ୍ତି, ଯାହା ଆଗାମୀ

ହିନ୍ଦୀ ଭାଷାରେ ଇଂଜିନିୟରିଂ ପଢି ଇଂଜିନିୟର ହେବାକୁ ଚାହୁନାହାଁନ୍ତି ଛାତ୍ରଛାତ୍ରୀ

ଭୋପାଳ: ହିନ୍ଦୀ ଭାଷାରେ ଇଂଜିନିୟରିଂ ପଢି ଇଂଜିନିୟର ହେବାକୁ ଇଚ୍ଛାପ୍ରକାଶ କରୁନାହାନ୍ତି ଛାତ୍ରଛାତ୍ରୀ | ଆଞ୍ଚଳିକ ଭାଷାରେ ଇଂଜିନିୟରିଂ ଓ ମେଡିକାଲ ପାଠ୍ୟକ୍ରମ ପାଇଁ ସରକାର ପ୍ରୟାସ କରୁଥିବାବେଳେ ଏଥିପ୍ରତି କିନ୍ତୁ ଛାତ୍ରଛାତ୍ରୀଙ୍କର ସେତେ ଉତ୍କଣ୍ଠା ଥିବାର ପରିଲକ୍ଷିତ ହେଉନାହିଁ |

ଆସନ୍ତା ୨୧ ତାରିଖରୁ ପ୍ରାକ୍‌‌ ବଜେଟ ବୈଠକ

ନୂଆଦିଲ୍ଲୀ: ଆସନ୍ତା ୨୧ ତାରିଖରୁ କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ପ୍ରାକ୍‌‌ ବଜେଟ ବୈଠକ ପର୍ଯ୍ୟାୟ ଆରମ୍ଭ କରିବେ। ଅର୍ଥମନ୍ତ୍ରୀ ଚାରିଦିନ ପର୍ଯ୍ୟନ୍ତ ବିଭିନ୍ନ କ୍ଷେତ୍ରର ଅଧିକାରୀଙ୍କ ସହିତ ସାତଟି ବୈଠକରେ ଯୋଗଦେବେ। ଏହାବ୍ୟତୀତ ରାଜ୍ୟ ଅର୍ଥମନ୍ତ୍ରୀମାନଙ୍କ ସହିତ ଜିଏସ୍‌‌ଟି

ଜିଲ୍ଲା କୃଷି ବିଭାଗ ପକ୍ଷରୁ ମାଣ୍ଡିଆ ଦିବସ ପାଳିତ

ବ୍ରହ୍ମପୁର : ଜିଲ୍ଲା କୃଷି ବିଭାଗ ପକ୍ଷରୁ ମାଣ୍ଡିଆ ଦିବସ ପାଳିତ ହୋଇଯାଇଛି । ମୁଖ୍ୟ ଅତିଥି ଭାବେ ବ୍ରହ୍ମପୁର ମହାନଗର ନିଗମ କମିଶନର ଜେ. ସୋନାଲ ଯୋଗଦେଇ ଆନୁଷ୍ଠାନିକ ଭାବେ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥିଲେ । ମାଣ୍ଡିଆ ଏକ କ୍ଷୁଦ୍ର ଶସ୍ୟ ଜାତୀୟ । ଯାହାକୁ ପୋଷଣର ଶକ୍ତି ରୂପେ ଭାବେ

ପୋଲିସ ଉଚ୍ଚ ବିଦ୍ୟାଳୟରେ ମାଣ୍ଡିଆ ଦିବସ ପାଳିତ

ଫୁଲବାଣୀ :- ସାରା ରାଜ୍ୟରେ ପ୍ରଥମଥର ପାଇଁ ମାଣ୍ଡିଆ ଦିବସ ପାଳନ କରାଯାଉଛି। ମାଣ୍ଡିଆକୁ ପ୍ରୋତ୍ସାହନ ଦେବା ପାଇଁ ରାଜ୍ୟ ସରକାରଙ୍କ ଦ୍ବାରାମିଲେଟ ମିଶନ ଆରମ୍ଭ କରାଯାଇଥିଲା।ମାର୍ଗଶିର ମାସର ପ୍ରଥମ ଗୁରୁବାରକୁ ମାଣ୍ଡିଆ ଦିବସ ଭାବେ ସରକାର ଘୋଷଣା କରିଥିବା ବେଳେ ଏହି ଅବସରରେ ଆଜି ପୋଲିସ

ଜମାରାଶି ଫେରସ୍ତ ଦାବିରେ ସାହାରା କାର୍ଯ୍ୟାଳୟ ସମ୍ମୁଖରେ ଜମାକାରୀଙ୍କ ଧାରଣା

ବୁଗୁଡ଼ା : ତା ୧୦/୧୧/୨୨ : ସ୍ଥାନୀୟ ସାହାରା କାର୍ଯ୍ୟାଳୟ ସମ୍ମୁଖରେ ଜମାକାରୀମାନେ ଧାରଣା ଦେଇଛନ୍ତି । ଦୀର୍ଘ ବର୍ଷ ହେଲା ଜମାକାରୀଙ୍କ ମେଚ୍ଯୁରିଟି ଟଙ୍କା ଫେରସ୍ତ ନ ହେବା ଯୋଗୁଁ ସେମାନଙ୍କ ମଧ୍ୟରେ ଦିନକୁ ଦିନ ଅସନ୍ତୋଷ ବଢୁଛି । ସାହାରା ଜମାକାରୀ ମଞ୍ଚର ରାଜ୍ୟସ୍ତରୀୟ ଉପସଭାପତି

ନିଜ ମାଟି ‘ଓଡ଼ିଶା’କୁ ଆସି ମୁଁ ଆଜି ଆନନ୍ଦିତ: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ଭୁବନେଶ୍ବର: ନିଜ ମାଟିର ମୋହରେ ଭିନ୍ନତା ରହିଛି। ନିଜ ମାଟିର ଆକର୍ଷଣ ନିଆରା ମଧ୍ୟ। ନିଜ ମାଟି ‘ଓଡ଼ିଶା’କୁ ଆସି ମୁଁ ଆଜି ଆନନ୍ଦିତ। ସ୍ଥାନୀୟ ରାଜଭବନରେ ଓଡ଼ିଶା ସରକାରଙ୍କ ତରଫରୁ ଆୟୋଜିତ ନାଗରିକ ସମ୍ବର୍ଦ୍ଧନା କାର୍ଯ୍ୟକ୍ରମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆଜି ସନ୍ଧ୍ୟାରେ ଏହା

ତୂମୁଡିବନ୍ଧ ସିର୍ଲା ପଞ୍ଚାୟତରେ ଜନସମ୍ପର୍କ ପଦଯାତ୍ରା, ଶତାଧିକ ବିଜେପି ଓ କଂଗ୍ରେସ କର୍ମୀଙ୍କ ବିଜେଡି ରେ ସାମିଲ

ଫୁଲବାଣୀ : ବିଜୁ ଜନତା ଦଳର ଜନ ସମ୍ପର୍କ ପଦଯାତ୍ରା ତୂମୁଡିବନ୍ଧ ବ୍ଲକ ସିର୍ଲା ପଞ୍ଚାୟତରେ ଅନୁଷ୍ଠିତ ହୋଇଯାଇଛି । ନଭିନ ସରକାରଙ୍କ ଲୋକାଭିମୁଖୀ ଯୋଜନା ଗୁଡିକ ଘରେ ଘରେ ପହଞ୍ଚାଇବା ହି ଏହି ଜନ ସମ୍ପର୍କ ପଦଯାତ୍ରାର ମୁଖ୍ୟ ଉଦ୍ଦେଶ୍ୟ । ଏହି ଅବସରରେ କନ୍ଧମାଳ ଜିଲ୍ଲା ପର୍ଯ୍ୟବେକ୍ଷକ

କନ୍ଧମାଳରେ ସ୍ୱତନ୍ତ୍ର ସଂକ୍ଷିପ୍ତ ସଂଶୋଧନ କାର୍ଯ୍ୟକ୍ରମ ୨୦୨୩ ଆରମ୍ଭ

କନ୍ଧମାଳ : ଜାନୁଆରୀ ୦୧ ତାରିଖକୁ ଯୋଗ୍ୟତା ତାରିଖ ଭାବେ ଗ୍ରହଣ କରି ଭାରତର ନିର୍ବାଚନ ଆୟୋଗ ଏବଂ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ, ସ୍ୱତନ୍ତ୍ର ସଂକ୍ଷିପ୍ତ ସଂଶୋଧନ କାର୍ଯ୍ୟକ୍ରମ ୨୦୨୩ ଆରମ୍ଭ ହୋଇଛି । ଏହି କ୍ରମରେ, କନ୍ଧମାଳ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ସଦଦ୍ଭାବନା ସଭାଗୃହରେ ଜାତୀୟ

ଜିଲ୍ଲାର ଗଣ ପର୍ବ ମାଲ୍ୟବନ୍ତ ମହୋତ୍ସବ ପାଇଁ ପ୍ରସ୍ତୁତି ବୈଠକ

ମାଲକାନଗିରି (୧୦।୧୧) : ମାଲକାନଗିରି ଜିଲ୍ଲାର ଗଣ ପର୍ବ ମାଲ୍ୟବନ୍ତ ମହୋତ୍ସବ ହେବା ପାଇଁ ଆଜି ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଥିବା ବେଳେ ଏଥିରେ ଏହି ମହତୋସବ ପାଳନ ନିମନ୍ତେ ସମସ୍ତ ତାରିଖ ଚୁଡାନ୍ତ କରାଯାଇଛି । ଜିଲ୍ଲା ସଦର ମହକୁମାରେ ଥିବା ଡିଆରଦିଏ କାର୍ଯ୍ୟଳୟରେ ଏହି ବୈଠକ