Sign in
Sign in
Recover your password.
A password will be e-mailed to you.
୬ଦିନ ବନ୍ଦ ରହିବ ଦିଲ୍ଲୀ ବିମାନବନ୍ଦର
ନୂଆଦିଲ୍ଲୀ: ବିମାନ ଯାତ୍ରୀଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ଖବର, ଚଳିତ ମାସରେ ଦିଲ୍ଲୀ ବିମାନବନ୍ଦର ଛଅ ଦିନ ପାଇଁ ବନ୍ଦ ରହିବ। କେନ୍ଦ୍ର ସରକାର ଜାନୁଆରୀ ୨୧ ରୁ ଜାନୁଆରୀ ୨୬ ତାରିଖ ପର୍ୟ୍ୟନ୍ତ ଦିଲ୍ଲୀର ଆକାଶମାର୍ଗ ବନ୍ଦ ରଖିବାକୁ ନିର୍ଦ୍ଦେଶ ଦେଇ ଏୟାରମ୍ୟାନଙ୍କୁ ଏକ ନୋଟିସ (NOTAM)!-->…
ସୀମା ପାର୍ ଆତଙ୍କବାଦୀଙ୍କୁ ସ୍ଥଳସେନା ମୁଖ୍ୟଙ୍କ ଚେତାବନୀ
ନୂଆଦିଲ୍ଲୀ : ସୀମା ପାର୍ ଆତଙ୍କବାଦୀଙ୍କ କାର୍ଯ୍ୟକୁ ଦେଇ ସ୍ଥଳସେନା ମୁଖ୍ୟ ଜେନେରାଲ୍ ଉପେନ୍ଦ୍ର ଦ୍ବିବେଦୀ ଚେତାବନୀ ଦେଇଛନ୍ତି। ସେ କହିଛନ୍ତି ଏବେବି ଅପରେସନ ସିନ୍ଦୂର ଜାରି ରହିଛି ।ଭବିଷ୍ୟତରେ କୌଣସି ଅପରାଧ ଘଟାଇଲେ ଦୃଢ଼ତାର ସହ ଏହାର ଜବାବ ଦିଆଯିବ। ଜାତୀୟସ୍ତରର ସମସ୍ତ ଷ୍ଟେକ୍!-->…
ଆଉ ମିଳିବନି ୧୦ ମିନିଟ ଡେଲିଭରି ସେବା, ଡେଲିଭରି କର୍ମଚାରୀଙ୍କ ସୁରକ୍ଷା ପାଇଁ ନିଷ୍ପତ୍ତି ନେଲେ ସରକାର
ନୂଆଦିଲ୍ଲୀ : କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି । ଏବେ ଆଉ ମିଳିବନି ୧୦ ମିନିଟରେ ଡେଲିଭରି । ଡେଲିଭରି କର୍ମଚାରୀଙ୍କ ସୁରକ୍ଷା ପାଇଁ ସରକାର ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି । ଶ୍ରମ ମନ୍ତ୍ରଣାଳୟ ୧୦ ମିନିଟ୍ ଡେଲିଭରି ଉପରେ ପ୍ରତିବନ୍ଧକ ଲଗାଇଛି ।
କେନ୍ଦ୍ରମନ୍ତ୍ରୀ ମନସୁଖ!-->!-->!-->…
ଅନ୍ୟାୟପୂର୍ଣ ବିଦ୍ୟୁତ ବିଚ୍ଛିନ୍ନ ପାଇଁ ସାଉଥକୋ ସମ୍ମୁଖରେ ଗଣବିକ୍ଷୋଭ
ଦାରିଦ୍ର୍ୟ ସୀମାରେଖା ତଳେ ଥିବା ଦଳିତ ପରିବାରଙ୍କ ସାହି ଅନ୍ଧାରଆନ୍ଦୋଳନ ଯୋଗୁଁ ୫ ଦିନ ପରେ ଜୟପୁର ଦଳିତ ସାହିରେ ଆଲୁଅ ଲାଗିଲା*ଆସିକା : ବିଦ୍ୟୁତ ଉପଭୋକ୍ତା ମହାସଂଘ ନେତୃତ୍ୱରେ ଜୟପୁର ଗ୍ରାମର ଦଳିତ ସାହିରେ ଅନ୍ୟାୟପୂର୍ଣ୍ଣ ଭାବେ ବିଛିନ୍ନ ହୋଇଥିବା ବିଦ୍ୟୁତ ଉପଭୋକ୍ତାଙ୍କୁ କରେଣ୍ଟ!-->…
ପାକିସ୍ତାନରେ ଆଇଇଡି ବିସ୍ଫୋରଣ, ଏସଏଚଓ ସମେତ ୬ ପୋଲିସକର୍ମୀ ମୃତ
ପାକିସ୍ତାନ : ପାକିସ୍ତାନରେ ଆଇଇଡି ବ୍ଲାଷ୍ଟରେ ଜଣେ ଏସଏଚଓ ସମତେ ୬ ପୋଲିସକର୍ମୀ ମୃତ୍ୟୁ ହୋଇଥିବା ଜଣାପଡିଛି । ପାକିସ୍ତାନର ଖୈବର ପଖତୁନଖ୍ବା ଅଞ୍ଚଳରେ ହୋଇଛି । ପଖତୁନଖ୍ବାର ଟୋଙ୍କ ଜିଲ୍ଲାରେ ଆଇଇଡି ବିସ୍ଫୋରଣ ଯୋଗୁଁ ଗୋମଲ ପୋଲିସ ଷ୍ଟେସନର ଏସଏଚ୍ଓଙ୍କ ଜୀବନ ଚାଲିଯାଇଛି ।!-->…
ପଶ୍ଚିମବଙ୍ଗରେ ନିପା ଭାଇରସ ସଂକ୍ରମଣ, ସରକାର ଜାରି କଲେ ହେଲପଲାଇନ୍ ନମ୍ବର
କୋଲକାତା : ପଶ୍ଚିମବଙ୍ଗରେ ନିପା ଭାଇରସର ଦୁଇଟି ମାମଲା ସାମ୍ନାକୁ ଆସିଛି । ଏହି ସଂକ୍ରମଣ ବ୍ୟାପିବା ଯୋଗୁଁ ସ୍ବାସ୍ଥ୍ୟ ବିଭାଗକୁ ସତର୍କ କରାଯାଇଛି । କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରୀ ଜେପି ନଡ୍ଡା ମମତା ବାନାର୍ଜୀଙ୍କ ସହ କଥା ହୋଇଛନ୍ତି । ସରକାର ବର୍ତ୍ତମାନ ହେଲପଲାଇନ୍ ନମ୍ବର ଜାରି!-->…
ମକର ସଂକ୍ରାନ୍ତିରେ ନୂଆ ଅଫିସକୁ ସ୍ଥାନାନ୍ତର ହେବ PMO
ନୂଆଦିଲ୍ଲୀ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନୂଆ ଅଫିସ୍ ପ୍ରସ୍ତୁତ । ପବିତ୍ର ମକର ସଂକ୍ରାନ୍ତି ଅବସରରେ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ସାଉଥ ବ୍ଳକରୁ ଏହି ନୂଆ ଅଫିସକୁ ସ୍ଥାନାନ୍ତର ହେବ ବୋଲି କୁହାଯାଉଛି । ଦେଶ ସ୍ବାଧୀନତା ଲାଭକରିବା ପରଠାରୁ ଅର୍ଥାତ ୧୯୪୭ ମସିହାରୁ!-->…
ଗୁଡ଼ି ମାଞ୍ଜା ସୂତା ଲାଗି ଯୁବକ ଗୁରୁତର
ଭୁବନେଶ୍ବର: ମକର ସଂକ୍ରାନ୍ତି ପୂର୍ବରୁ ସାମ୍ନାକୁ ଆସିଲା ଗୁଡ଼ି ଉଡ଼ା ଜନିତ ଅଘଟଣ । ରାଜଧାନୀରେ ଗୁଡ଼ି ମାଞ୍ଜା ସୂତା ଲାଗି ଯୁବକ ଗୁରୁତର ।ରାଜଧାନୀରେ ସାମ୍ନାକୁ ଆସିଲା ଗୁଡ଼ି ଉଡ଼ା ଜନିତ ଅଘଟଣ । ଗୁଡ଼ି ମାଞ୍ଜା ସୂତା ଲାଗି ଗୁରୁତର ଆହତ ହେଲେ ଯୁବକ । ଯୁବକଙ୍କ ଗୋଡ଼ ଓ ହାତରେ ଗଭୀର!-->…
ଯାତ୍ରାରେ ଅଶ୍ଳୀଳ ନୃତ୍ୟ ହେଲେ କାର୍ଯ୍ୟାନୁଷ୍ଠାନ: ଆଇନ ମନ୍ତ୍ରୀ
ଭୁବନେଶ୍ବର: ଯାତ୍ରାରେ ଅଶ୍ଳୀଳ ନୃତ୍ୟ ପ୍ରସଙ୍ଗରେ ଗୁରୁତ୍ୱପୂର୍ଣ୍ଣ ବୟାନ ରଖିଛନ୍ତି ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । କାର୍ଯ୍ୟାନୁଷ୍ଠାନ ନେବା ପାଇଁ ଉତ୍ତର ରଖିଛନ୍ତି ଆଇନ ମନ୍ତ୍ରୀ ।ଯାତ୍ରାରେ ଅଶ୍ଳୀଳ ନୃତ୍ୟ ପ୍ରସଙ୍ଗରେ ବଡ ବୟାନ ରଖିଛନ୍ତି ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ!-->…
ପରିବହନ ବେଳେ ବାଲି ଗାଡ଼ିକୁ ଘୋଡ଼ାଇବା ବାଧ୍ୟତାମୂଳକ; ନିୟମ ଉଲ୍ଲଙ୍ଘନ କଲେ କାର୍ଯ୍ୟାନୁଷ୍ଠାନ
ଭୁବନେଶ୍ୱର: ବାଲି ବୋଝେଇ ଗାଡ଼ିରେ ବାଲିକୁ ଘୋଡ଼ାଇ ରଖିବା ବାଧ୍ୟତାମୂଳକ କରାଯାଇଛି । ଜାତୀୟ ରାଜପଥରେ ବାଲି ଖସି ଦୁର୍ଘଟଣା ଘଟୁଥିବାରୁ କଡ଼ା ନିର୍ଦ୍ଦେଶ ଦେଇଛନ୍ତି ରାଜ୍ୟ ପରିବହନ କମିଶନର । ବାଲି ଘାଟରୁ ଗାଡ଼ି ବାହାରିବା ପୂର୍ବରୁ ବାଲି ଗାଡିକୁ ଭଲଭାବରେ ଘୋଡାଇ ନେବା ବାଧ୍ୟତାମୂଳକ ।!-->…