ଖାକିରେ ଲାଗିଲା ଦାଗ, ପୋଲିସ ମାଡରେ ହବିଷ୍ୟାଳୀଙ୍କ ଫାଟିଲା ମୁଣ୍ଡ

ପୁରୀ ୦୭/୧୧: ପୁରୀରେ ହବିଷ୍ୟାଳୀଙ୍କୁ ମାଡ । ପୋଲିସ ମାଡରେ ଗୁରୁତର ହେଲେ ମହିଳା । ପଞ୍ଚୁକରେ ହବିଷ୍ୟାଳୀଙ୍କୁ ମାଡି ମାରିଛନ୍ତି ପୋଲିସ । ମହାକାର୍ତ୍ତିକ ଧାର୍ମିକ ମାସ ପଞ୍ଚୁକରେ ଭକ୍ତଙ୍କୁ ଆକ୍ରମଣ କରିଛି ପୋଲିସ । ଶ୍ରୀମନ୍ଦିର ଜଗମୋହନ ଭିତରେ ହବିଷ୍ୟାଳୀଙ୍କୁ ମାଡ

ମାଓପ୍ରବଣ ଅଞ୍ଚଳରେ ସିଆରପିଏଫ୍ ୧୨୭ ବାଟାଲିୟନ୍ ପକ୍ଷରୁ ଜନସମ୍ପର୍କ ଶିବିର ଅନୁଷ୍ଠିତ

ବାଲିଗୁଡ଼ା: ମାଓପ୍ରବଣ ଅଞ୍ଚଳରେ ସିଆରପିଏଫ୍ ପକ୍ଷରୁ ଜନସମ୍ପର୍କ ଶିବିର ଅନୁଷ୍ଠିତ ହୋଇଯାଇଛି । କନ୍ଧମାଳ ଜିଲ୍ଲା ତୁମୁଡ଼ିବନ୍ଧ ବ୍ଲକ୍ ଅନ୍ତର୍ଗତ ଦୁର୍ଗମ ଲଙ୍କାଗଡ଼ ଅଞ୍ଚଳରେ ସରକାରଙ୍କ ଦ୍ୱାରା ପରିଚାଳିତ ଆର୍ଥିକ ସହାୟତା ଯୋଜନା, ଗୃହ ମନ୍ତ୍ରଣାଳୟର ତତ୍ତ୍ୱାବଧାନରେ ସିଆରପିଏଫ୍ ୧୨୭

ଡ଼ଃ ନୃସିଂହାନନ୍ଦ ମହାପାତ୍ର ପାଇଲେ କୈବଲ୍ୟ ସାହିତ୍ୟ ଜ୍ୟୋତି ସମ୍ମାନ

ଫୁଲବାଣୀ : କନ୍ଧମାଳର ପ୍ରତିଷ୍ଠିତ ସାହିତ୍ୟିକ ଡ଼ଃ ନୃସିଂହାନନ୍ଦ ମହାପାତ୍ର ସମ୍ମାନଜନକ କୈବଲ୍ୟ ଜ୍ୟୋତି ସମ୍ମାନ ପାଇଲେ l କଟକରେ ପ୍ରସିଦ୍ଧ ଧବଳେଶ୍ୱର ପୀଠରେ କୈବଲ୍ୟ ସାହିତ୍ୟ ସାହିତ୍ୟ ସଂସଦ ତରଫରୁ ଆୟୋଜିତ ଆଧ୍ୟାତ୍ମିକ ଜ୍ଞାନର ସମ୍ପ୍ରସାରଣ, ସାହିତ୍ୟ, ସେବା ଓ ସାମ୍ବାଦିକତା ଉପରେ

ଫୁଲବାଣୀ ବିଧାୟକ ଅଙ୍ଗଦ କହଁରଙ୍କ ଜରିଆରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ

ଫୁଲବାଣୀ : କନ୍ଧମାଳ ଜିଲ୍ଲା ହୋମଗାର୍ଡ ସଂଘର ଆଲୋଚନା କ୍ରମେ ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା ଅବସରରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ କନ୍ଧମାଳ ଜିଲ୍ଲା ହୋମଗାର୍ଡ ସଂଘ ସଭାପତି ପ୍ରଭାବ କୁମାର ସାହାଣୀ ଏବଂ ମାନବାଧିକାର ମିସନ କନ୍ଧମାଳ ଜିଲ୍ଲା

ଦାରିଙ୍ଗବାଡିରେ ବନ୍ଧୁକରୁ ଗୁଳି ଫୁଟି ଯୁବକ ଗୁରୁତର

ଦାରିଙ୍ଗବାଡି : କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଦାରିଙ୍ଗବାଡ଼ି ଥାନାଠାରୁ ମାତ୍ର ୨ଶହ ମିଟର ଦୂର ପଞ୍ଚାୟତ କାର୍ଯ୍ୟାଳୟଏବଂ ବ୍ଲକ କାର୍ଯ୍ୟାଳୟ ନିକଟରେ ବନ୍ଧୁକରୁ ଗୁଳି ଫୁଟି ଜଣେ ଯୁବକ ଗୁରୁତର ହୋଇଛନ୍ତି। ଯୁବକ ଜଣକ କୋଟଗଡ଼ ଥାନା ଅଞ୍ଚଳର ଏଲିଅ ସୁନାମାଝି ବୋଲି ପ୍ରାଥମିକ

ବାଇକ୍ ଦୁର୍ଘଟଣାରେ ଗୁରୁତର ଯୁବକଙ୍କ ମୃତ୍ୟୁ

ବୁଗୁଡ଼ା : ବୁଗୁଡ଼ା ଥାନା ଅନ୍ତର୍ଗତ ବରଡ଼ିପଲ୍ଲୀ ଗାଁ ନିକଟସ୍ଥ କରାପଡିଆ ଛକଠାରେ ରବିବାର ରାତିରେ ବାଇକ ଦୁର୍ଘଟଣାରେ ଗୁରୁତର ଥିବା ଯୁବକଙ୍କ ମୃତ୍ୟୁ ଘଟିଥିବା ଜଣାଯାଇଛି । ମୃତକ ଜଣକ ହେଲେ ବୁଗୁଡ଼ା ଥାନା ଅନ୍ତର୍ଗତ ବାରିକପଲ୍ଲୀ ଗ୍ରାମର ଅରୁଣ କୁମାର ବିଷୋୟୀ(୩୫) । ପ୍ରକାଶ ଯେ ,

ଶିକ୍ଷକ ମାରଣନୀତି କୁ ଦୃଢ଼ ପ୍ରତିବାଦ କରିବା ପାଇଁ ପ୍ରସ୍ତୁତି ବୈଠକ

ଫୁଲବାଣୀ :- ମହୋନଦାସ କରମଚାନ୍ଦ ସାଂସ୍କୃତିକ ପରିଷଦ ଫୁଲବାଣୀ ଠାରେ ନୂତନ ପେନସନ ଯୋଜନା ଅନ୍ତର୍ଭୁକ୍ତ ଜିଲ୍ଲା ଶିକ୍ଷକ ସଂଘର କାର୍ଯ୍ୟକାରୀ ସଭାପତି ସରୋଜ କୁମାର ସେଠୀଙ୍କ ଅଧ୍ୟକ୍ଷତାରେ ସରକାରଙ୍କ ଶିକ୍ଷକ ମାରଣନୀତିକୁ ଆଗାମୀ ଦିନରେ ଦୃଢ଼ ପ୍ରତିବାଦ କରିବା ପାଇଁ ପ୍ରସ୍ତୁତି ବୈଠକ

ଉଚ୍ଚ ଜାତିର ଆର୍ଥିକ ଅନଗ୍ରସରଙ୍କ ଲାଗି ସଂରକ୍ଷଣ ବ୍ୟବସ୍ଥାକୁ କାଏମ ରଖିଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ:ଉଚ୍ଚ ଜାତିର ଆର୍ଥିକ ଅନଗ୍ରସରଙ୍କ ଲାଗି ୧୦ ପ୍ରତିଶତ ସଂରକ୍ଷଣ ବ୍ୟବସ୍ଥାକୁ ନେଇ କେନ୍ଦ୍ର ସରକାରଙ୍କ ସୁପ୍ରିମକୋର୍ଟରେ ବଡ଼ ବିଜୟ। ଏହି ସଂରକ୍ଷଣ ବ୍ୟବସ୍ଥାକୁ ରଦ୍ଦ ଲାଗି ହୋଇଥିବା ଆବେଦନକୁ କୋର୍ଟ ଖାରଜ କରି ସରକାରୀ ପକ୍ଷର ଯୁକ୍ତିକୁ କାଏମ ରଖିଛନ୍ତି। ଅର୍ଥାତ ଶିକ୍ଷା ଓ

ବିଜେପିକୁ ପଛେ ଭୋଟ ଦିଅ, କିନ୍ତୁ ଆପକୁ ଜମା ବି ଭୋଟ ଦିଅ ନାହିଁ: କଂଗ୍ରେସ ବିଧାୟକ

ନୂଆଦିଲ୍ଲୀ: ଗୁଜରାଟରେ ବିଧାନସଭା ନିର୍ବାଚନ ପାଇଁ ତାରିଖ ଘୋଷଣା ହେବା ପରେ ଭାରତୀୟ ଜନତା ପାର୍ଟି, କଂଗ୍ରେସ ଏବଂ ଆମ୍ ଆଦମୀ ପାର୍ଟିର ନେତାମାନେ ଜୋରଦାର ପ୍ରଚାର କରିବାରେ ବ୍ୟସ୍ତ ଅଛନ୍ତି। ନିଜ ଦଳକୁ ଜିତାଇବା ପାଇଁ ସମସ୍ତ ନେତା ଭୋଟ ମାଗିବା ଆରମ୍ଭ କରିଛନ୍ତି। ଏହି ସମୟରେ କଂଗ୍ରେସ

ରୁଷ-ୟୁକ୍ରେନ ମଧ୍ୟରେ ମଧ୍ୟସ୍ଥି ହେବ କି ଭାରତ ?

ନୂଆଦିଲ୍ଲୀ : ଭାରତର ବୈଦେଶିକ ବ୍ୟାପାର ମନ୍ତ୍ରୀ ଏସ. ଜୟଶଙ୍କର ଦୁଇଦିନିଆ ରୁଷ ଗସ୍ତରେ ଯାଇଛନ୍ତି । ଏହି ଅବସରରେ ସେ ରୁଷ ବୈଦେଶିକ ମନ୍ତ୍ରୀ ସର୍ଗେଇ ଲାଭରୋଭଙ୍କ ସହ ଆଲୋଚନା କରିବେ । ୟୁକ୍ରେନ ଓ ରୁଷ ମଧ୍ୟରେ ଚାଲିଥିବା ଯୁଦ୍ଧ ଦିନକୁ ଦିନ ଅଧିକ ଭୀଷଣ ହେଉଥିବାବେଳେ ଓ ପରମାଣୁ