ଚାଷୀକୁଳକୁ ପ୍ରତାରଣା କରିଛନ୍ତି ରାଜ୍ୟ ସରକାର: ବିଜେଡି

ଭୁବନେଶ୍ୱର: ରାଜ୍ୟରେ ଧାନ କିଣାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି ହୋଇଥିବା ବେଳେ, ଚାଷ ଉପରେ ନିର୍ଭର କରୁଥିବା ପ୍ରାୟ ୭୦ ପ୍ରତିଶତ ଲୋକ ଆଜି ରାଜ୍ୟ ସରକାରଙ୍କ ପ୍ରତାରଣାର ଶିକାର ହୋଇଛନ୍ତି ବୋଲି ବିଜୁ ଜନତା ଦଳ ଅଭିଯୋଗ କରିଛି । ଶଙ୍ଖ ଭବନରେ ମଙ୍ଗଳବାର ଆୟୋଜିତ ସାମ୍ୱାଦିକ

ପାଣି ପଞ୍ଚାୟତପକ୍ଷ ପାଳନ ସମାରୋହ – ୨୦୨୬ ଉଦଘାଟିତ

ନୟାଗଡ଼ (ନିସର୍ତ୍ତ) : ଓଡିଶା ସରକାରଙ୍କ ଜଳ ସମ୍ପଦ ବିଭାଗ ଦ୍ଵାରା ନୟାଗଡ଼ ଜିଲ୍ଲା ସୃଜନ ସମ୍ମିଳନୀ କକ୍ଷରେ ଆୟୋଜିତ ଜିଲ୍ଲା ସ୍ତରୀୟ ପାଣି ପଞ୍ଚାୟତ ପକ୍ଷ ପାଳନ ସମାରୋହ - ୨୦୨୬ ଓଡ଼ିଶା ବିଧାନସଭାର ବାଚସ୍ପତି ସୁରମା ପାଢ଼ୀଙ୍କ ଦ୍ଵାରା ଉଦଘାଟିତ ହୋଇଯାଇଛି। ଚାଷୀ ଭାଇ ଓ

ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରର ୩୭ତମ ବାର୍ଷିକୋତ୍ସବ

ବାଲିଗୁଡା : କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ର ୩୭ ତମ ଉତ୍ସବ ବାର୍ଷିକୋତ୍ସବ ବିଦ୍ୟାଳୟ ପରିସରରେ ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି। ବିଦ୍ୟା ମନ୍ଦିର ର ଛାତ୍ର ଛାତ୍ରୀ ଙ୍କ ଦ୍ୱାରା ସାମୁହିକ ବନ୍ଦେ ମାତରମ ସହ ସ୍ୱାଗତ ସଙ୍ଗୀତ ପରିବେଷଣ ପରେ

ଆଦାନୀ ଫାଉଣ୍ଡେସନ ପକ୍ଷରୁ ଆନ୍ତଃ ଗ୍ରାମୀଣ କ୍ରିକେଟ ଟୁର୍ଣ୍ଣାମେଣ୍ଟ ଆୟୋଜନ

ଛତ୍ରପୁର : ଗ୍ରାମାଞ୍ଚଳରେ ଯୁବପିଢ଼ିଙ୍କ ମଧ୍ୟରେ କ୍ରିଡାର ପ୍ରତିଭାକୁ ପ୍ରୋତ୍ସାହିତ କରିବା ଉଦ୍ଦେଶ୍ୟରେ ଗୋପାଳପୁର ବନ୍ଦରର ପାର୍ଶ୍ଵବର୍ତୀ ଗ୍ରାମଗୁଡିକର ଯୁବକମାନଙ୍କୁ ନେଇ ଆଦାନୀ ଫାଉଣ୍ଡେସନ ପକ୍ଷରୁ ଏକ ଆନ୍ତଃଗ୍ରାମ କ୍ରିକେଟ ଟୁର୍ଣ୍ଣାମେଣ୍ଟ କାଳିପଲ୍ଲି ପଞ୍ଚାୟତସ୍ଥିତ

ନେପାଳରୁ କନ୍ଧମାଳକୁ ମଦ ଚାଲାଣ: ବନ୍ଧା ହେଲେ ୫ ୱେବ ସାମ୍ବାଦିକ

ବାଲିଗୁଡା : ନେପାଳରୁ କନ୍ଧମାଳ ଜିଲ୍ଲାକୁ କାରରେ ବେଆଇନ ମଦ ଚାଲାଣ କରୁଥିବା ବେଳେ ପାଞ୍ଚ ୱେବ ସାମ୍ବାଦିକ ଗିରଫ l ମଦ ଚାଲାଣ କରୁଥିବା ବେଳେ କାରକୁ ଜବତ କରିବା ସହ ପାଞ୍ଚ ୱେବ ସାମ୍ବାଦିକକୁ ଗିରଫ କରିଛି ବିହାର ରାଜ୍ୟର କିଷାନଗଞ୍ଜ ଅବକାରୀ ବିଭାଗ l

ମ୍ୟୁଜିୟମ ଭାବେ ବ୍ୟବହାର କରାଯିବ ବର୍ତ୍ତମାନର ବିଧାନସଭା: ପୂର୍ତ୍ତମନ୍ତ୍ରୀ

ଭୁବନେଶ୍ୱର : ଭଙ୍ଗା ଯିବନି ବର୍ତ୍ତମାନର ବିଧାନସଭା । ସନ୍ତକ ହିସାବରେ ବିଧାନସଭାକୁ ରଖାଯିବ । ମ୍ୟୁଜିୟମ ଭାବେ ବ୍ୟବହାର କରାଯିବ । ଭବିଷ୍ୟତରେ ଯଦି ବିଧାନ ପରିଷଦ ଗଠନ ହୁଏ ଏହାକୁ ବ୍ୟବହାର କରାଯିବ । ଲୋକସେବା ଭବନ ଓ ବିଧାନସଭା ମଝିରେ ଥିବା ଖାଲି

ଏକ ମାସର ଝିଅକୁ ବିକି ଦେଲେ ବାପା-ମାଆ, ଥାନାର ଦ୍ବାରସ୍ଥ ହେଲେ ଜେଜେମାଆ

ଭଦ୍ରକ  : ନାତୁଣୀକୁ ବିକିଦେଲେ ପୁଅ ବୋହୂ । ଏଭଳି ସାଙ୍ଘାତିକ ଅଭିଯୋଗ ଆଣିଛନ୍ତି ଭଦ୍ରକ ଜିଲ୍ଲା ଭଣ୍ଡାରିପୋଖରୀ ଥାନା ବୟାବନାପୁର ଗାଁର ସାବିତ୍ରୀ ଦାସ ।  ତାଙ୍କର ଏକ ମାସର ନାତୁଣୀକୁ ପୁଅ ସିପୁ ଦାସ ଓ ବୋହୂ ମିଳିମିଶି ଗତକାଲି କାଳେ କେଉଁ ଆଡକୁ ନେଇ ଯାଇଥିଲେ  ।  ନାତୁଣୀକୁ ନ ନେଇ

ରାଜ୍ୟରେ ବଢ଼ିଲା ଆଉ ୭ ହଜାର ବୁଥ

ଭୁବନେଶ୍ୱର : ରାଜ୍ୟରେ ବଢ଼ିଲା ବୁଥ ସଂଖ୍ୟା ।  ଆଉ ୭ ହଜାର ବୁଥ ବୃଦ୍ଧି କରାଯାଇଛି ।  ପୂର୍ବରୁ ୩୬ ହଜାର ବୁଥ ଥିବା ବେଳେ ଏବେ ପ୍ରାୟ ୪୩ ହଜାର ବୁଥ କରାଯାଇଛି ।  SIR ପାଇଁ ଓଡ଼ିଶା ପ୍ରସ୍ତୁତ ।  ଓଡିଶାରେ SIR ଲାଗୁ ପାଇଁ ପ୍ରସ୍ତୁତି ୫ମାସ ଧରି ଚାଲିଛି ।  ସବୁ ବୁଥରେ ବୁଥ ଲେବୁଲ

ଚିପ୍ସ ପ୍ୟାକେଟରେ ବିସ୍ଫୋରକ; ନାବାଳକର ଆଖି ନଷ୍ଟ

ଟିଟିଲାଗଡ଼ : ଛୋଟ ପିଲା ମାନଙ୍କୁ ଚିପ୍ସ ପ୍ୟାକେଟ୍ ଦେଉଛନ୍ତି କି ହୋଇଯାନ୍ତୁ ସାବଧାନ। ଚିପ୍ସ ପ୍ୟାକେଟ୍ ରୁ ବାହାରୁଥିବା ଖେଳନାରେ ବିସ୍ଫୋରଣ ଘଟି ଏକ କୁନି ପିଲାର ଆଖି ନଷ୍ଟ ହୋଇଯାଇଛି। ଏଭଳି ଏକ ହୃଦୟ ବିଦାରକ ଘଟଣା ଦେଖିବାକୁ ମିଳିଛି ବଲାଙ୍ଗିର ଜିଲ୍ଲା ଟିଟିଲାଗଡ଼ ଥାନା ଅଧୀନ

ବିବାହ ନିଷ୍ପତ୍ତିରେ ଝିଅର ସ୍ବୀକୃତି ନିତ୍ୟାନ୍ତ ଆବଶ୍ୟକ: ହାଇକୋର୍ଟ

କଟକ: ବିବାହ କ୍ଷେତ୍ରରେ ଝିଅର ନିଷ୍ପତ୍ତି ସବୁଠୁ ଗୁରୁତ୍ବପୂର୍ଣ୍ଣ । ଏପରି କୌଣସି ନିଷ୍ପତ୍ତି ଅଭିଭାବକଙ୍କ ଦ୍ବାରା ନିଆଯିବା ପୂର୍ବରୁ ଝିଅର ଅନୁମତି ନିଆଯିବା ଉଚିତ । ଜୋର୍ ଜବରଦସ୍ତି କନ୍ୟାର ବିବାହ କରି ପାରିବେ ନାହିଁ ଅଭିଭାବକ । ଝିଅ ନିଖୋଜ ଅଭିଯୋଗରେ ଦାୟର ହୋଇଥିବା ଏକ ‘ହେବିୟସ