ସରିଲା ଧାମନଗର ଉପନିର୍ବାଚନ: ଇଭିଏମରେ ସିଲ୍ ହେଲା ଭାଗ୍ୟ, ୬୬.୬୩ ପ୍ରତିଶତ ମତଦାନ

ଭୁବନେଶ୍ବର/ଭଦ୍ରକ: ଧାମନଗର ବିଧାନସଭା ଉପନିର୍ବାଚନ ଲାଗି ଗୁରୁବାର ମତଦାନ ଶେଷ ହୋଇଛି।ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ (ସିଇଓ) ସୁଶୀଲ କୁମାର ଲୋହାନୀ ଗଣମାଧ୍ୟମକୁ ଏହି ସୂଚନା ଦେଇଛନ୍ତି। ମତଦାନ ଶେଷ ସୁଦ୍ଧା ପ୍ରାୟ ୬୬.୬୩ ପ୍ରତିଶତ ମତଦାନ ହୋଇଥିବା ନେଇ ନିର୍ବାଚନ କମିସନଙ୍କ ପକ୍ଷରୁ

ପୋଲିସ ରିଜର୍ଭ ପଡିଆରେ ସାମ୍ବାଦିକ ବିକାଶଙ୍କୁ ଶ୍ରଦ୍ଧାଞ୍ଜଳି

ଫୁଲବାଣୀ, ୦୩/୧୧: ଗୁରୁବାର ଫୁଲବାଣୀ ସ୍ଥିତ ପୋଲିସ ରିଜର୍ଭ ପଡିଆରେ ରାସ୍ତା ଦୁର୍ଘଟଣାରେ ପ୍ରାଣ ହରାଇଥିବା ସାମ୍ବାଦିକ ବିକାଶ ମିଶ୍ରଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରାଯାଇଥିଲା l ରିଜର୍ଭ ପଡିଆଠାରେ ପୋଲିସ ପକ୍ଷରୁ ଆୟୋଜିତ ସପ୍ତମ ସହିଦ ଟୁର୍ଣ୍ଣାମେଣ୍ଟର ଆଜି ଫାଇନାଲ ମ୍ୟାଚର ସମସ୍ତ

କନ୍ଧମାଳରେ ସ୍ୱତନ୍ତ୍ର ଉନ୍ନୟନ ପରିଷଦ କାର୍ଯ୍ୟାଳୟ ଉଦଘାଟିତ

ଫୁଲବାଣୀ : କନ୍ଧମାଳରେ ସ୍ୱତନ୍ତ୍ର ଉନ୍ନୟନ ପରିଷଦର ଅଧ୍ୟକ୍ଷ ଶ୍ରୀ ରୋଦନ ମଲିକ ଓ ଉପାଧ୍ୟକ୍ଷ ଶ୍ରୀମତୀ ନଳିନୀ କହଁରଙ୍କ କାର୍ଯ୍ୟାଳୟ ଠାରେ ମହାସମାରୋହରେ ଉଦ୍ଘାଟିତ ହୋଇଛି l ଉକ୍ତ କାର୍ଯ୍ୟକ୍ରମରେ ନୂତନ ଭାବେ କନ୍ଧମାଳ ଜିଲ୍ଲାର ଦାୟିତ୍ଵ ନେଇଥିବା ପର୍ଯ୍ୟବେକ୍ଷକ ଶ୍ରୀଯୁକ୍ତ ବିଜୟ

ଅବସରପ୍ରାପ୍ତ ସରକାରୀ କର୍ମଚାରୀଙ୍କ ବିଭିନ୍ନ ସମସ୍ୟା ନେଇ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଦାବିପତ୍ର

ମାଲକାନଗିରି : ମାଲକାନଗିରି ଜିଲ୍ଲା ଅବସରପ୍ରାପ୍ତ ସରକାରୀ କର୍ମଚାରୀ ସଂଘ ସେମାନଙ୍କ ବିଭିନ୍ନ ଦାବି ନେଇ ଆଜି ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଅତିରିକ୍ତ ଜିଲ୍ଲାପାଳଙ୍କ ଜରିଆରେ ଏକ ଦାବିପତ୍ର ପ୍ରଦାନ କରିଛନ୍ତି । ସଂଘର ସମ୍ପାଦକ ରବିନ୍ଦ୍ର ମହାରଣାଙ୍କ ନେତୃତ୍ୱରେ ସୁବାଷ ଛକ ସଂଘ

ମା’ ଓ ଝିଅଙ୍କୁ ହତ୍ୟା ମାମଲା : ପୂର୍ବତନ ବିଧାୟକ ଅନୁପ ସାଏଙ୍କୁ ସର୍ତ୍ତମୂଳକ ଜାମିନ

ଝାରସୁଗୁଡ଼ା: ମା-ଝିଅ ହତ୍ୟାକାଣ୍ଡ ଅଭିଯୁକ୍ତ ତଥା ବ୍ରଜରାଜନଗରର ପୂର୍ବତନ ବିଧାୟକ ଅନୁପ ସାଏଙ୍କୁ ସର୍ତ୍ତମୂଳକ ଜାମିନ୍‌ ମିଳିଛି। ୨୦୧୬ ମସିହାରେ ମା’ ଓ ଝିଅଙ୍କ ହତ୍ୟା ମାମଲାରେ ଅନୁପ ସାଏଙ୍କୁ ଛତିଶଗଡ଼ ହାଇକୋର୍ଟ ଜାମିନ ପ୍ରଦାନ କରିଛନ୍ତି। ପୂର୍ବରୁ ଅନୁପ ସାଏଙ୍କୁ ଗତ ଏପ୍ରିଲ ମାସରେ

ସହାୟତା କେନ୍ଦ୍ର ମାଧ୍ୟମରେ ପେନସନ ଉପଭୋକ୍ତାଙ୍କୁ ମାଗଣାରେ ଜୀବନ ପ୍ରମାଣପତ୍ର ପ୍ରଦାନ

ଫୁଲବାଣୀ : ବାଲିଗୁଡା ଉପ କୋଷାଗାର କାର୍ଯ୍ୟଳୟ ଠାରେ ବିନା ଶୁଳ୍କରେ ପେନସନ ଉପଭୋକ୍ତାଙ୍କ ବାର୍ଷିକ ଜୀବନ ପ୍ରମାଣପତ୍ର ଦାଖଲ ପାଇଁ ମୋ ସେବା କେନ୍ଦ୍ର ରେ ସହାୟତା କେନ୍ଦ୍ରରେ କାର୍ଯ୍ୟ ଆରମ୍ଭ ହୋଇଛି l ଉପ କୋଷାଗାର ଅଧିକାରୀ ସୁଧାକର କହଁରମୋ ସେବା କେନ୍ଦ୍ରର ଜିଲ୍ଲା ପରିଚାଳକ

ଆଇପିଏସ୍ ଲଳିତ ଦାସଙ୍କୁ ଦୀର୍ଘ ୭ମାସ ପରେ ନୂଆ ନିଯୁକ୍ତି

ଭୁବନେଶ୍ୱର: ୧୯୯୨ ବ୍ୟାଚ୍ ଓଡ଼ିଆ ଆଇପିଏସ୍ ଲଳିତ ଦାସଙ୍କୁ ଦୀର୍ଘ ୭ମାସ ପରେ ରାଜ୍ୟ ସରକାର ନୂଆ ନିଯୁକ୍ତି ଦେଇଛନ୍ତି । ଗତ ଏପ୍ରିଲ ଦ୍ୱିତୀୟ ସପ୍ତାହରେ ସରକାର ତାଙ୍କୁ ଅଚାନକ ଗୁଇନ୍ଦା ନିର୍ଦ୍ଦେଶକ ପଦରୁ ହଟାଇ ଗୃହ ବିଭାଗର ଓଏସଡି ଭାବେ ବସାଇ ଦେଇଥିଲେ । ଆଜି ଗୃହ ବିଭାଗ ପକ୍ଷରୁ

ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ଘୋଷଣା: ମୃତ ପୋଲିଂ ଅଧିକାରୀଙ୍କ ପରିବାରକୁ ମିଳିବ ୧୫ ଲକ୍ଷ ଟଙ୍କା

ଭୁବନେଶ୍ବର: ଧାମନଗର ବିଧାନସଭା ଉପନିର୍ବାଚନ ଲାଗି ମତଦାନ ଜାରି ରହିଛି। ଏନେଇ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ଏକ ସାମ୍ବାଦିକ ସମ୍ମିଳନୀରେ ଅଧିକ ସୂଚନା ଦେଇଛନ୍ତି। ସେ କହିଛନ୍ତି, ପୂର୍ବାହ୍ନ ୧୧ଟା ସୁଦ୍ଧା ୨୨.୩୬ ପ୍ରତିଶତ ମତଦାନ ହୋଇଛି। ସକାଳ ୯ଟା ସୁଦ୍ଧା ୧୦.୨୫ ପ୍ରତିଶତ

ଇଡିର ସମନ ସତ୍ତ୍ୱେ ହାଜର ହେଲେନି, ଗିରଫ ପାଇଁ ଚ୍ୟାଲେଞ୍ଜ ଦେଲେ ହେମନ୍ତ ସୋରେନ

ରାଞ୍ଚି: କେନ୍ଦ୍ର ଓ ଝାରଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ମଧ୍ୟରେ ବିବାଦ ତୀବ୍ର ହୋଇଛି। କୋଇଲା ଦୁର୍ନୀତି ଘଟଣାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ହେମନ୍ତ ସୋରେନଙ୍କୁ ଆଜି ରାଞ୍ଚି କାର୍ଯ୍ୟାଳୟରେ ହାଜର ହେବାକୁ ସମନ କରିଥିଲା। ତେବେ ସେ ସମନ ଅନୁସାରେ ଜେରା ପାଇଁ ଆଜି ଇଡି

ସ୍ତ୍ରୀକୁ ଛୁରି ଭୁଷିଲା ପରେ ସ୍ୱାମୀର ଆତ୍ମହତ୍ୟା

ସୋନପୁର ୦୩।୧୧ : ସୋନପୁର ଜିଲ୍ଲା ବୀରମହାରାଜପୁର ଥାନା ପାଲିଗାଁରେ ଅଘଟଣ । ସ୍ତ୍ରୀକୁ ଛୁରିଭୁଣି ଆକ୍ରମଣ ପରେ ଆତ୍ମହତ୍ୟା କଲା ସ୍ୱାମୀ ।ମୃତକ ସମ୍ବଲପୁର ଚିପିଲିମା ଅଞ୍ଚଳରେ ବନ୍ତୋଷ ଗଣ୍ଡ ବୋ ଜଣାପଡିଛି । ସେପଟେ ତାଙ୍କ ପତ୍ନୀ ହେଲେ ପାଲିଗାଁର ରଞ୍ଜିତା ଗଣ୍ଡ ବୋଲି ଜଣାପଡିଛି ।