ବୁଗୁଡ଼ାରେ ଅଁଳା ନବମୀ ଉତ୍ସବ ପାଳିତ

ବୁଗୁଡ଼ା : ବୁଗୁଡ଼ା ଅଞ୍ଚଳର ବିଭିନ୍ନ ମନ୍ଦିରରେ ଅଁଳା ନବମୀ ଉତ୍ସବ ଯଥା ରୀତିନୀତି ପ୍ରକାରେ ଅନୁଷ୍ଠିତ ହୋଇଯାଇଛି । ସ୍ଥାନୀୟବିରଞ୍ଚି ନାରାୟଣ ମନ୍ଦିର ପରିସରସ୍ଥ ରଘୁନାଥ ମନ୍ଦିରରେ ପୁରୋହିତ ଉମାକାନ୍ତ ଦାଶଙ୍କ ତତ୍ତ୍ବାବଧାନରେ ଉକ୍ତ ଉତ୍ସବ ପାଳନ ଅବସରରେ ଦେବାଦେବୀଙ୍କ ପହଡ, ଅବକାଶ

ଏଣିକି ଡ୍ରାଇଭିଂ ଲାଇସେନ୍ସ ଆବେଦନକାରୀଙ୍କୁ ଆର୍‌ଟିଓ ଅଫିସ୍‌ରେ ଦିଆଯିବ ପ୍ରଶିକ୍ଷଣ

ଭୁବନେଶ୍ବର: ରାଜ୍ୟରେ ସଡ଼କ ଦୁର୍ଘଟଣା ବୃଦ୍ଧି ପାଉଥିବା ନେଇ ଏହାକୁ ରୋକିବାକୁ ଏକ ନୂଆ ଉପାୟ ଚିନ୍ତା କରିଛନ୍ତି ପରିବହନ କମିସନ। ଏଣିକି ଆଉ ବିନା ପ୍ରଶିକ୍ଷଣରେ ମିଳିବ ନାହିଁ ଡ୍ରାଇଭିଂ ଲାଇସେନ୍ସ। ସଡ଼କ ସୁରକ୍ଷା ଓ ଫାଷ୍ଟ୍‌ଏଡ୍‌ ଆଦିରେ ସାମାନ୍ୟ ଜ୍ଞାନ ଆସିବା ପରେ ଯାଇ ଜଣେ

ବ୍ୟକ୍ତିଙ୍କୁ ମାଡ଼ ମାରି ଆଣ୍ଠେଇବା ଘଟଣା, ମନ୍ତ୍ରୀଙ୍କ ପୁତୁରାଙ୍କୁ ମିଳିଲାନି ଜାମିନ

କଟକ: କଟକ ସଦର ଥାନା ପ୍ରତାପନଗରୀ ଅଞ୍ଚଳରେ ଜଣେ ବ୍ୟକ୍ତିଙ୍କୁ ମାଡ଼ ମାରି ଆଣ୍ଠେଇବା ଘଟଣାରେ ଗିରଫ ହୋଇଥିବା ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁଙ୍କ ପୁତୁରା ନିରାଶ ହୋଇଛନ୍ତି। ମନ୍ତ୍ରୀଙ୍କ ପୁତୁରା ଅମରେନ୍ଦ୍ର ପ୍ରତାପ ଓରଫ ଭିକି ଜାମିନ ପାଇଁ ଆବେଦନ କରିଥିଲେ ହେଁ ତାଙ୍କୁ କୌଣସି

ଲେଡି ବ୍ଲାକମେଲର ଅର୍ଚ୍ଚନା ନାଗ ମାମଲା, ୪ ଜଣଙ୍କ ନାମରେ ମାମଲା ରୁଜୁ କଲା ED

ଭୁବନେଶ୍ୱର, ୦୨/୧୧: ଲେଡି ବ୍ଲାକମେଲର ଅର୍ଚ୍ଚନା ନାଗ ଗିରଫ ଘଟଣାରେ ଅଭିଯୁକ୍ତଙ୍କ ପାଇଁ ବଢ଼ିଲା ଅଡ଼ୁଆ । ମାମଲା ରୁଜୁ କରି ତଦନ୍ତ ଆରମ୍ଭ କଲା ପ୍ରବର୍ତ୍ତନ ନିର୍ଦେଶଳୟ ବା ଇଡି । ଅର୍ଚ୍ଚନା ନାଗ, ଜଗବନ୍ଧୁ ଚାନ୍ଦ, ଖଗେଶ୍ୱର ଓ ଶ୍ରଦ୍ଧାଞ୍ଜଳିଙ୍କ ବିରୁଦ୍ଧରେ ମାମଲା ରୁଜୁ କରିଛି

ଜଳସାଥୀ ଦକ୍ଷତା ବୃଦ୍ଧି କାର୍ଯ୍ୟକ୍ରମ, ଯାତାୟତ ସୁବିଧା ପାଇଁ ଦିଆଯିବ ସାଇକେଲ

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଲୋକସେବା ଭବନସ୍ଥିତ କନ୍‌ଭେନ ସେଣ୍ଟରରେ ଜଳସାଥୀ ମାନଙ୍କ ପାଇଁ ଆୟୋଜିତ ଦକ୍ଷତା ବୃଦ୍ଧି କାର୍ଯ୍ୟକ୍ରମରେ ଯୋଗଦେଇ ସେମାନଙ୍କ ଯାତାୟତର ସୁବିଧା ପାଇଁ ସାଇକେଲ ପ୍ରଦାନ କରାଯିବ ବୋଲି ଘୋଷଣା କରିଛନ୍ତି। ଜଳସାଥୀ ମାନେ ସରକାରଙ୍କ ଜଳଯୋଗାଣ ବିଭାଗ ଓ

ନକଲି ଔଷଧ କାରବାର ମାମଲା; ୨ ମୁଖ୍ୟ ଅଭିଯୁକ୍ତଙ୍କୁ ମିଳିଲା ସର୍ତ୍ତମୂଳକ ଜାମିନ୍‌

କଟକ ୦୨/୧୧: କଟକରେ ନକଲି ଔଷଧ କାରବାର ମାମଲାରେ ୨ ମୁଖ୍ୟ ଅଭିଯୁକ୍ତଙ୍କୁ ସର୍ତମୁଳକ ଜାମିନ୍ ମିଳିଛି। ହାଇକୋର୍ଟ ଏହି ୨ ଅଭିଯୁକ୍ତଙ୍କୁ ବୁଧବାର ସର୍ତ୍ତମୂଳକ ଜାମିନ ମଞ୍ଜୁର କରିଛନ୍ତି। ଏହି ଅଭିଯୁକ୍ତଙ୍କ ପରିଚୟ ରାହୁଲ କ୍ୟାଲ ଓ ସଞ୍ଜୟ ଜଲାନ। ତାଙ୍କୁ ମିଳିଥିବା ଜାମିନ୍‌ର

କୂଅରେ ପଡି ମାଈହାତୀର ମୃତ୍ୟୁ

ରାଇରଙ୍ଗପୁର, ୦୨।୧୧ : କୂଅରେ ଖସିପଡ଼ି ମାଈ ହାତୀର ମୃତ୍ୟୁ । ଏପରି ଏକ ଅଭାବନୀୟ ଘଟଣା ମୟୁରଭଞ୍ଜ ଜିଲ୍ଲା ରାଇରଙ୍ଗପୁର ବନଖଣ୍ଡ ଅନ୍ତର୍ଗତ ଦଳେଇଡ଼ିହି ଗ୍ରାମରେ ଘିଟିଛି । ସୂଚନା ଅନୁଯାୟୀ, ଗତକାଲି ବିଳମ୍ବିତ ରାତ୍ରିରେ ବାର ଟିକିଆ ହାତୀପଲ ଧାନ ଫସଲ ଖାଇବା ଉଦ୍ଦେଶ୍ୟରେ ଗାଁ ନିକଟକୁ

ନଭେମ୍ବର ୧୦ରେ ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ୧୦ ତାରିଖରେ ରାଷ୍ଟ୍ରପତି ଭୁବନେଶ୍ୱରରେ ଆସି ପହଞ୍ଚିବେ । ରାଷ୍ଟ୍ରପତି ହେବା ପରେ ଏହା ତାଙ୍କର ପ୍ରଥମ ଓଡିଶା ଗସ୍ତ ହେବ । ଓଡିଶା ଗସ୍ତ ବେଳେ ସେ ରାଜଭବନରେ ଅବସ୍ଥାନ କରିବେ । ପରେ ପୁରୀ ଯାଇ ମହାପ୍ରଭୁଙ୍କୁ ଦର୍ଶନ

ଏସଡିଜେଏମ କୋର୍ଟରେ ଶାଶୁଘର ଚାବି ହସ୍ଥାନ୍ତର କଲେ ବର୍ଷା

କଟକ ୦୨/୧୧: ବହୁ ଚର୍ଚ୍ଚିତ ଓଲିଉଡ୍‌ ଦମ୍ପତ୍ତି ବର୍ଷା-ଅନୁଭବଙ୍କ ମଧ୍ୟରେ ବିବାଦ ଅନ୍ତ ହୋଇଛି ବୋଲି କହିଲେ ଅତ୍ୟୁକ୍ତି ହେବ ନାହିଁ। ଶେଷରେ ଏସଡିଜେଏମ୍‌ କୋର୍ଟରେ ଅଭନେତ୍ରୀ ବର୍ଷା ପ୍ରିୟ ଦର୍ଶନୀ ଶାଶୁ ଘର ଚାବି ଫେରାଇଛନ୍ତି। ସୂଚନାଥାଉକି, ଗତ ସେପ୍ଟେମ୍ୱର ୨୭ରେ ଏସଡିଜେଏମ୍‌

OCAରେ ପୁଣି ବୟସ ଜାଲିଆତି ଅଭିଯୋଗ

କଟକ ୦୨।୧୧ : ଓଡିଶା କ୍ରିକେଟ ଆସୋସିଏସନରେ ପୁଣି ବୟସ ଜାଲିଆତି ଅଭିଯୋଗ । କୂଚବିହାର ଟ୍ରଫି ପାଇଁ ଓଡିଶା କ୍ରିକେଟ ଆସୋସିଏସନ ପକ୍ଷରୁ ନିକଟରେ ଘୋଷଣା କରାଯାଇଛି ୧୬ ଜଣିଆ ତାଲିକା। ଘୋଷଣା ହୋଇଥିବା ତାଲିକାରେ ଖୋର୍ଦ୍ଧାର ଜଣେ ଖେଳାଳୀ ସ୍ଥାନ ପାଇଥିବା ବେଳେ ତାଙ୍କ ବୟସ ୨୦ରୁ ଅଧିକ