Sign in
Sign in
Recover your password.
A password will be e-mailed to you.
ସଡକ ଦୁର୍ଘଟଣାରେ ଚାଲିଗଲା ୨ ଭାଇଙ୍କ ଜୀବନ
ଗୁଣୁପୁର : ରାୟଗଡ଼ା ଜିଲ୍ଲା ଗୁଣୁପୁର ଥାନା ଅନ୍ତର୍ଗତ ଲିମାମୋଡା ଗ୍ରାମ ନିକଟରେ ରବିବାର ବିଳମ୍ବିତ ରାତିରେ ଏକ ବାଇକ୍ ଦୁର୍ଘଟଣାରେ ଦୁଇ ଯୁବକ ସମ୍ପର୍କୀୟ ଭାଇଙ୍କ ମୃତ୍ୟୁ ଘଟିଛି।
ମୃତକଙ୍କ ନାମ ମୁନା କିମ୍ବାକା ଏବଂ କୃଷ୍ଣ କିମ୍ବାକା ବୋଲି ଜଣାପଡ଼ିଛି। ସେମାନେ ଗୁଡାରି ବ୍ଲକର!-->!-->!-->…
ସୋସିଆଲ ମିଡିଆ ପ୍ଲାଟଫର୍ମ ‘X’ ଛାଡ଼ିଲେ ବରିଷ୍ଠ IAS ଅଧିକାରୀ ଅରବିନ୍ଦ ପାଢ଼ୀ
ଭୁବନେଶ୍ୱର: ସୋସିଆଲ ମିଡିଆରୁ ଦୂରେଇଲେ ଅରବିନ୍ଦ ପାଢ଼ୀ । ବରିଷ୍ଠ IAS ଅଧିକାରୀ ଅରବିନ୍ଦ ପାଢ଼ୀ ସୋସିଆଲ ମିଡିଆ ପ୍ଲାଟଫର୍ମ ‘X’ ଛାଡ଼ିବା ନେଇ ଗୁରୁତ୍ୱପୂର୍ଣ୍ଣ ସୂଚନା ଦେଇଛନ୍ତି। ସେ ଛାଡିବା ବେଳେ ଏକ ପୋଷ୍ଟରେ ଲେଖିଛନ୍ତି, “ପ୍ଲାଟଫର୍ମରେ ମୋର ଉପସ୍ଥିତି ସବୁବେଳେ ସରଳ ନୀତି ଉପରେ!-->…
ଶିକ୍ଷାନୁଷ୍ଠାନରେ ସାମୂହିକ ବନ୍ଦେ ମାତରମ୍ ଗାନ କଲେ ଛାତ୍ରଛାତ୍ରୀ-ଶିକ୍ଷକ ଶିକ୍ଷୟିତ୍ରୀ
ଭୁବନେଶ୍ବର: ଆଜି ରାଜ୍ୟର ସମସ୍ତ ବିଦ୍ୟାଳୟ, ମହାବିଦ୍ୟାଳୟ ଓ ବିଶ୍ୱବିଦ୍ୟାଳୟରେ ସାମୂହିକ ବନ୍ଦେ ମାତରମ୍ ଗାନ କରାଯାଇଛି । ‘ବନ୍ଦେ ମାତରମ୍’ର ୧୫୦ତମ ବାର୍ଷିକୀ ଅବସରରେ ସାମୂହିକ ଭାବେ ଛାତ୍ରଛାତ୍ରୀ, ଶିକ୍ଷକ ଓ ଶିକ୍ଷୟିତ୍ରୀମାନେ ଗାନ କରିଛନ୍ତି । ଛାତ୍ରଛାତ୍ରୀ ବନ୍ଦେ ମାତରମ୍ ଗାନ!-->…
୧୩ ଓ ୧୪ରେ ପୁଣି ଶୀତରେ ଥରିବ ସମଗ୍ର ରାଜ୍ୟ
ଭୁବନେଶ୍ୱର: ଦୁଇ ଦିନ ପରେ ପୁଣି ଶୀତରେ ଥରିବ ସମଗ୍ର ରାଜ୍ୟ । ଆକାଶରୁ ବାଦଲ ହଟିବା ପରେ ପୁଣି ବିଭିନ୍ନ ସ୍ଥାନରେ ଶୀତର ପ୍ରକୋପ ବଢ଼ିବ । ମଙ୍ଗଳବାର ଓ ବୁଧବାର ଆଭ୍ୟନ୍ତରୀଣ ଓ ଉପକୂଳ ଓଡ଼ିଶାରେ ପାରଦ ପୁଣି ତଳମୁହାଁ ହେବ ଏହି ସମୟରେ ଅଧିକ ଶୀତ ଅନୁଭୂତ ହୋଇପାରେ ବୋଲି ପାଣିପାଗ ବିଶେଷଜ୍ଞ!-->…
ନୂଆ ଲୋକସେବା ଭବନର ଭିତ୍ତିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର : ଆଗକୁ ବିଧାନସଭା ଆସନ ସଂଖ୍ୟା ବଢିପାରେ । ବିଧାନସଭାରେ ଆଉ ୫୦ଟି ସିଟ୍ ବଢ଼ିପାରେ । ସେଣ୍ଟ୍ରାଲ ଭିଷ୍ଟା ଢାଞ୍ଚାରେ ହେବ ନୁଆ ଲୋକସେବା ଭବନ ଓ ବିଧାନସଭା । ସୀମା ନିର୍ଦ୍ଧାରଣ ପରେ ବଢ଼ିପାରେ ବିଧାନସଭା ସିଟ୍ ସଂଖ୍ୟା ବୋଲି ମୁଖ୍ୟମନ୍ତ୍ରୀ ମୋହନ ମାଝୀ କହିଛନ୍ତି । ୭୦!-->…
ଜାତୀୟ ଯୁବ ଦିବସରେ ଯୁବ ସମାଜକୁ କ୍ରାନ୍ତି ଓ ଆଇ.ଏସ.ଆର.ଡି ର ଆହ୍ବାନ
"ଯୁବ ସମାଜ ସଚେତନ ହୋଇ ନିଶାମୁକ୍ତ ଭାରତ ଗଠନ କରନ୍ତୁ "
ବ୍ରହ୍ମପୁର : ୧୬୩ ତମ ସ୍ବାମୀ ବିବେକାନନ୍ଦଙ୍କ ଜୟନ୍ତୀ ଯଥା ଜାତୀୟ ଯୁବ ଦିବସ ଅବସରରେ "ଯୁବ ସମାଜ ସଚେତନ ହୋଇ ନିଶାମୁକ୍ତ ଭାରତ ଗଠନ କରନ୍ତୁ "ଏହି ବାର୍ତ୍ତା ଯୁବ ସମାଜକୁ ସଂକଳ୍ପ ନେବା ପାଇଁ ବ୍ରହ୍ମପୁର ର ଅଗ୍ରଣୀ ସାମାଜିକ!-->!-->!-->…
ରେଡ୍ ରିବନ କ୍ଲବ୍ ପକ୍ଷରୁ ସ୍ଵାମୀ ବିବେକାନନ୍ଦଙ୍କ ୧୬୩ ତମ ଜୟନ୍ତୀ ଓ ବିଶ୍ୱ ଯୁବ ଦିବସ ପାଳିତ
ବାଲିଗୁଡା : କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ଆଦିବାସୀ ମହାବିଦ୍ଯାଳୟ ରେଡ୍ ରିବନ କ୍ଲବ୍ ଆନୁକୂଲ୍ଯରେ ସ୍ଵାମୀ ବିବେକାନନ୍ଦ ଙ୍କ ୧୬୩ ତମ ଜୟନ୍ତୀ ତଥା ବିଶ୍ୱ ଯୁବ ଦିବସ ପାଳିତ ହୋଇଯାଇଛି l ଏଥିରେ ମୁଖ୍ୟ ଅତିଥି ଭାବେ ମହାବିଦ୍ୟାଳୟ ର ଅଧ୍ଯକ୍ଷ ଲକ୍ଷ୍ମଣ ପାଳ, ସମ୍ମାନିତ ଅତିଥି ଭାବେ!-->…
ଆଦିବାସୀ ମହାବିଦ୍ୟାଳୟରେ ୧୫୦ ତମ ବନ୍ଦେମାତରଂ ଦିବସ ପାଳିତ
ବାଲିଗୁଡା : କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ଆଦିବାସୀ ମହାବିଦ୍ଯାଳୟ ପରିସରରେ ୧୫୦ ତମ ବନ୍ଦେ ମାତରଂ ସଂଗୀତ ସମୂହ ଭାବେ ସମସ୍ତ ଅଧ୍ୟାପକ ଅଧ୍ୟାପିକା ଓ ଅଣ ଶିକ୍ଷକ କର୍ମଚାରୀ ତଥା ସମସ୍ତ ଛାତ୍ର ଛାତ୍ରୀ ଗାନ କରିବା ସହ ସ୍ୱଦେଶୀ ଭାବନା ସମ୍ୱଳିତ ଶପଥ କାର୍ଯ୍ଯକ୍ରମ ଅନୁଷ୍ଠିତ!-->…
ଓଡ଼ିଶା ଆଦର୍ଶ ବିଦ୍ୟାଳୟ ନବମ ଶ୍ରେଣୀ ପ୍ରବେଶିକା ପରୀକ୍ଷା ପ୍ରଶ୍ନପତ୍ରରେ ତ୍ରୁଟି ଅଭିଯୋଗ
ନୟାଗଡ଼ : ଓଡ଼ିଶା ଆଦର୍ଶ ବିଦ୍ୟାଳୟ ନବମ ଶ୍ରେଣୀ ପ୍ରବେଶିକା ପରୀକ୍ଷା ପ୍ରଶ୍ନପତ୍ରରେ ତ୍ରୁଟି ଅଭିଯୋଗ ହୋଇଛି ।ଚଳିତ ମାସ ଜାନୁଆରୀ ୦୯ ତାରିଖରେ ଅନୁଷ୍ଠିତ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ନବମ ଶ୍ରେଣୀ ପ୍ରବେଶିକା ପରୀକ୍ଷା ୬୭ ନମ୍ବର ପ୍ରଶ୍ନପତ୍ର ତଳେ ଥିବା ୪ ସମ୍ଭାବିତ ଉତ୍ତର (ଅପ୍ସନ୍)!-->…
ସ୍ଵର୍ଣ୍ଣଧନୁଙ୍କ ଓଡ଼ଗାଁ ପରିକ୍ରମା
ନୟାଗଡ଼ : ନୟାଗଡ଼ ଜିଲ୍ଲା ଓଡ଼ଗାଁ ରେ ବିରାଜିତ ଶ୍ରୀ ରଘୁନାଥ ଜୀଉଙ୍କ ପୀଠ ତଥା ଓଡ଼ିଶାର ଗୁପ୍ତ ଅଯୋଧ୍ୟା ଓଡ଼ଗାଁ ର ଅଧୀଶ୍ଵର ଶ୍ରୀ ରଘୁନାଥ ଜୀଉଙ୍କ ମନ୍ଦିର ଦକ୍ଷିଣ ଦ୍ବାର ବେଢାରେ ରବିବାର ସଂଧ୍ୟାରେ ପଞ୍ଚାଧତୁରେ ନିର୍ମିତ ସ୍ଵର୍ଣ୍ଣ ଧନୁ ପହଞ୍ଚିବା ପରେ ଖୋଳ କୀର୍ତ୍ତନ ବଜାଇ ଲୋକମାନେ!-->…