ଅବପାତର ରୂପ ନେବ ଘୁର୍ଣ୍ଣିବଳୟ, ରାଜ୍ୟରେ ୨୨ରୁ ବର୍ଷା ସମ୍ଭାବନା

ଭୁବନେଶ୍ୱର ୧୮/୧୦: ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ବାତ୍ୟା ସମ୍ଭାବନା । ଗତକାଲିର ଘୁର୍ଣ୍ଣିବଳୟ ଆଜି ସକାଳ ୮.୩୦ ପାଖାପାଖି ଉତ୍ତର-ଆଣ୍ଡାମାନ ସାଗର ଏବଂ ପାର୍ଶ୍ଵବର୍ତ୍ତୀ ଅଞ୍ଚଳରେ ସକ୍ରିୟ ରହିବା ସହ ବାୟୁମଣ୍ଡଳର ୫.୮ କିମି ଯାଏଁ ବ୍ୟାପିଛି । ଏହି ଘୁର୍ଣ୍ଣିବଳୟ ପ୍ରଭାବରେ

ଭୁବନେଶ୍ୱରରୁ ମିଳିଲା ଯୁବକଙ୍କ ଝୁଲନ୍ତା ମୃତଦେହ

ଭୁବନେଶ୍ୱର ୧୮।୧୦ : ଗଛରେ ଝୁଲୁଛି ଯୁବକଙ୍କୁ ମୃତଦେହ । ଭୁବନେଶ୍ୱର ମେ ଫେୟାର ଛକ ନିକଟରେ ଥିବା କୋଠାଘରର ପଣସ ଗଛ ଡାଳରୁ ମିଳିଛି ମୃତଦେହ । ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ଖବର ଅନୁଯାୟୀ, ମଙ୍ଗଳବାର ସକାଳ ସମୟରେ ଜଣେ ଯୁବକଙ୍କ ମୃତଦେହ ଗଛରେ ଝୁଲୁଥିବାର

ଆତ୍ମହତ୍ୟା କଲେ ଅବସରପ୍ରାପ୍ତ ଶିକ୍ଷକ

ସମ୍ବଲପୁର ୧୮।୧୦ : ଟ୍ରେନ୍‌ ଲାଇନ୍‌କୁ ଡେଇଁ ଆତ୍ମହତ୍ୟା କରିଛନ୍ତି ଜଣେ ଅବସରପ୍ରାପ୍ତ ଶିକ୍ଷକ । ସମ୍ବଲପୁର ଜିଲ୍ଲା ସିନ୍ଦୁରପଙ୍କ ନିକଟସ୍ଥ ଭାଲୁଡୁଙ୍ଗୁରୀ ରେଳ ଲାଇନ୍ ନିକଟରେ ଏଭଳି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ମୃତଦେହ ନିକଟରୁ ଏକ ସୁଇସାଇଡ଼୍‌ ନୋଟ୍‌ ମିଳିଥିବା

ହୋଟେଲ୍‌ରେ ବିଷ ପିଇଲେ ପ୍ରେମୀଯୁଗଳ, ପ୍ରେମିକ କଟକ ସ୍ଥାନାନ୍ତର

ପୁରୀ ୧୮।୧୦ : ପ୍ରେମୀଯୁଗଳଙ୍କ ଆତ୍ମହତ୍ୟା ଉଦ୍ୟମ । ପୁରୀର ଏକ ହୋଟେଲରେ ଏମିତି କିଛି ଘଟଣା ଦେଖିବାକୁ ମିଳିଛି । ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ଖବର ଅନୁଯାୟୀ, ପୁରୀ ସିଟି ରୋଡ଼ ସ୍ଥିତ ଏକ ଘରୋଇ ହୋଟେଲରେ ଘଟିଛି ଏଭଳି ଘଟଣା। ଉଭୟ ବିଷ ପାନ କରି ଆତ୍ମହତ୍ୟା

ରାଜ୍ୟରେ ଚିହ୍ନଟ ହେଲେ ଆଉ ୫୯ କୋଭିଡ୍ ପଜିଟିଭ୍

ଭୁବନେଶ୍ୱର ୧୮।୧୦ : ରାଜ୍ୟରେ ଉପରତଳ କରୋନା ଗ୍ରାଫ୍ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୫୯ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୪ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୨୫ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୨ ବର୍ଷ ବୟସ

ଆଜିଠାରୁ ପୁଣି କଡାକଡି ହେଲା ଯାନବାହନ ଚେକିଂ

ଭୁବନେଶ୍ୱର ୧୮/୧୦: ଟ୍ରାଫିକ ନିୟମ ଉଲ୍ଲଘଂନକାରୀ ସାବଧାନ । ଆଜିଠାରୁ ପୁଣି କଡାକଡି ହେଲା ଯାନବାହନ ଚେକିଂ । କୌଣସି ପ୍ରକାର ଟ୍ରାଫିକ ନିୟମ ଉଲ୍ଲଂଘନ କଲେ ଦେବାକୁ ପଡିବ ଫାଇନ୍ । ସୁପ୍ରିମକୋର୍ଟଙ୍କ ସଡ଼କ ସୁରକ୍ଷା କମିଟିର ନିର୍ଦ୍ଦେଶକ୍ରମେ ରାଜ୍ୟରେ ଆଜିଠୁ ସ୍ପେଶାଲ୍ ଡ୍ରାଇଭକୁ

ପୂର୍ବତନ ଯୁବ ବିଜେଡି ଉପସଭାପତିଙ୍କ ଗାଡି ଉପରକୁ ବୋମାମାଡ଼

କାମାକ୍ଷାନଗର ୧୮।୧୦ : ଢେଙ୍କାନାଳ ଜିଲ୍ଲାର ପୂର୍ବତନ ଯୁବ ବିଜେଡି ଉପସଭାପତିଙ୍କ ଗାଡି ଉପରକୁ ବୋମାମାଡ଼। କାହ୍ନୁ ସାହୁଙ୍କ ମଢିସାହି ସ୍ଥିତ ବାସଭବନ ଠାରେ ଥିବା ଗାଡି ଉପରକୁ ବୋମାମାଡ଼ ହୋଇଛି। ଖବର ଅନୁଯାୟୀ, ସୋମବାର ବିଳମ୍ବିତ ରାତିରେ ଦୁଇ ଜଣ ଦୁର୍ବୃତ୍ତ ଏକ ବାଇକ୍ ଯୋଗେ

ବୁଧବାର ଶ୍ରୀମନ୍ଦିରରେ ବନକଲାଗି ନୀତି, ଅପରାହ୍ନ ୫ଟାରୁ ରାତି ୧୦ଟା ଯାଏଁ ସାଧାରଣ ଦର୍ଶନ ବନ୍ଦ

ପୁରୀ ୧୮।୧୦: ବୁଧବାର କାର୍ତ୍ତିକ କୃଷ୍ଣ ନବମୀ ତିଥିରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକ ଲାଗି ନୀତି ଅନୁଷ୍ଠିତ ହେବ । ଦତ୍ତମହାପାତ୍ର ସେବକମାନେ ଶ୍ରୀବିଗ୍ରହଙ୍କ ଶ୍ରୀମୁଖ ସିଂହାର କରିବେ । ତେବେ ଏହି ବିଶେଷ ନୀତି ପାଇଁ ଭକ୍ତମାନେ ଅପରାହ୍ଣ ୫ଟାରୁ ୧୦ଟା ପର୍ଯ୍ୟନ୍ତ ପ୍ରାୟ ୫ଘଣ୍ଟା

ରାହୁଳଙ୍କ ଲାଗି ସନ୍ ସ୍କ୍ରିନ ଲୋସନ ପଠାଇଲେ ସୋନିଆ

ବାଙ୍ଗାଲୋର: ପ୍ରବଳ ଖରାରେ ବାହାରେ ବୁଲୁଥିବାରୁ ଯେଭଳି ଟ୍ୟାନ(ଚର୍ମର ରଙ୍ଗ ପରିବର୍ତ୍ତନ) ନ ହୁଏ, ସେଥିପାଇଁ ମୋ ମା ସନସ୍କ୍ରିନ ଲୋସନ ପଠାଇଛନ୍ତି | କିନ୍ତୁ ମୁଁ କେବେ ବ୍ୟବହାର କରେ ନାହିଁ | କଂଗ୍ରେସର ଯୁବ କର୍ମୀଙ୍କ ସହ କିଛି ଆଲୋଚନା ବେଳେ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଏଭଳି

ଦିଲ୍ଲୀ ଦଙ୍ଗା: ଷଡଯନ୍ତ୍ରକାରୀ ଉମର ଖାଲିଦର ଜାମିନ ଖାରଜ କଲେ ହାଇକୋର୍ଟ

ନୂଆଦିଲ୍ଲୀ: ୨୦୨୦ରେ ଦିଲ୍ଲୀ ହିଂସା ମାମଲାରେ ଜବାହରଲାଲ ନେହରୁ ବିଶ୍ୱବିଦ୍ୟାଳୟର ପୂର୍ବତନ ଛାତ୍ର ଉମର ଖାଲିଦଙ୍କୁ ଗିରଫ କରାଯାଇଥିଲା। ଏବେ ଉମର ଖାଲିଦଙ୍କୁ ଦିଲ୍ଲୀ ହାଇକୋର୍ଟ ପକ୍ଷରୁ ଖାଲିଦଙ୍କ ଏକ ଝଟକା ମିଳିଛି। ଦିଲ୍ଲୀରେ ହୋଇଥିବା ଦଙ୍ଗାର ଅଭିଯୁକ୍ତ ଉମର ଖାଲିଦଙ୍କ ଜାମିନ