କାମାକ୍ଷାନଗରରେ ଯୁବକଙ୍କୁ ଗୁଳିକରି ହତ୍ୟା

କାମାକ୍ଷାନଗର : ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗର ଥାନା ରେଙ୍ଗାଳୀ ବାମ ପାର୍ଶ୍ୱ କେନାଲର କଙ୍କଣା ଗାଁ ନିକଟରେ ଯୁବକଙ୍କୁ ଗୁଳିକରି ହତ୍ୟା । ହତ୍ୟାର କାରଣ ଅସ୍ପଷ୍ଟ। ମୃତକ ଜଣଙ୍କ କାମାକ୍ଷାନଗର ଥାନା କାନପୁରା ଗାଁର ମୀନକେତନ ଦଳେଇ । ମିନକେତନ ଯାଜପୁର ଜିଲ୍ଲା ଟାଟାମାଇନ୍ସରୁ

ସାଲେପୁରରେ ଡିବିୟୁ ଉଦଘାଟନ ଉତ୍ସବରେ ଯୋଗ ଦେଲେ କେନ୍ଦ୍ର ମନ୍ତ୍ରୀ ବିଶ୍ୱେଶ୍ୱର ଟୁଡୁ

ଭୁବନେଶ୍ୱର : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ରବିବାର ସାରା ଦେଶର ୭୫ଟି ଜିଲ୍ଲାରେ ୭୫ଟି ଡିଜିଟାଲ୍ ବ୍ୟାଙ୍କିଙ୍ଗ ୟୁନିଟ୍ (ଡିବିୟୁ) ଗୁଡିକୁ ଦେଶ ଉଦ୍ଦେଶ୍ୟରେ ଉତ୍ସର୍ଗ କରିଛନ୍ତି।ଏହି ଭଳି ଚାରୋଟି ୟୁନିଟ୍ ଓଡିଶାରେ ରହିଛି। ଏହି ୟୁନିଟ୍ ଗୁଡିକ କଟକ, ଖୋର୍ଦ୍ଧା, ପୁରୀ ଏବଂ କେନ୍ଦୁଝର

ବିପୁଳ ପରିମାଣରେ ନକଲି ବିଦେଶୀ ମଦ ଜବତ, ୩ ଗିରଫ

କାମାକ୍ଷାନଗର : ପରଜଙ୍ଗ ଲୋଧଣୀ ଗାଁରୁ ବ୍ୟାପକ ପରିମାଣର ନକଲି ବିଦେଶୀ ମଦ ଜବତ କରାଯାଇଛି । ଢେଙ୍କାନାଳ ଜିଲ୍ଲାପାଳ ସରୋଜ କୁମାର ସେଠି ଓ ଜିଲ୍ଲା ଅବକାରୀ ଅଧିକ୍ଷକ ପ୍ରଦୀପ କୁମାର ପାଣିଗ୍ରାହୀଙ୍କ ନିର୍ଦ୍ଦେଶକ୍ରମେ ଅବକାରୀ ବିଭାଗର ମିଳିତ ଟିମ ପରଜଙ୍ଗର ବିଭିନ୍ନ ଅଂଚଳରେ ଚଢ଼ାଉ

ସାଂସଦ ଅନୁଭବ ମହାନ୍ତିଙ୍କ ନାଁରେ ଫେକ ଆକାଉଣ୍ଟ ଖୋଲା ଯାଇ ଟଙ୍କା ସଂଗ୍ରହ କରାଯିବା ନେଇ ଅଭିଯୋଗ

କଟକ: କେନ୍ଦ୍ରାପଡ଼ା ସାଂସଦ ତଥା ଅଭିନେତା ଅନୁଭବ ମହାନ୍ତିଙ୍କ ନାଁରେ ଫେକ ଆକାଉଣ୍ଟ ଖୋଲା ଯାଇ ଲୋକଙ୍କ ଠାରୁ ଟଙ୍କା ସଂଗ୍ରହ କରାଯିବା ନେଇ ଅଭିଯୋଗ ହୋଇଛି। ଏନେଇ କଟକ ସାଇବର ଥାନାରେ ଏତଲା ଦେଇଛନ୍ତି ଅନୁଭବ ମହାନ୍ତି। ଏତଲା ମୁତାବକ ଇନ୍‌ଷ୍ଟାଗ୍ରାମ ଓ ଫେସବୁକରେ ତାଙ୍କ ନାଁରେ ଦୁଇଟି

ମୁଖ୍ୟମନ୍ତ୍ରୀଙ୍କ ହାଇଦ୍ରାବାଦ ଗସ୍ତ ; ଆସନ୍ତାକାଲି ଓଡ଼ିଶା ନିବେଶକ ସମ୍ମିଳନୀ

ଭୁବନେଶ୍ବର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଅପରାହ୍ଣରେ ହାଇଦ୍ରାବାଦ ଗସ୍ତ କରିଛନ୍ତି । ଆସନ୍ତାକାଲି ସେଠାରେ ଆୟୋଜିତ ହେବାକୁ ଥିବା ଓଡ଼ିଶା ନିବେଶକ ସମ୍ମିଳନୀରେ ସେ ଯୋଗ ଦେବେ। ଆସନ୍ତା ନଭେମ୍ବର ୩୦ରୁ ଡିସେମ୍ବର ୪ ତାରିଖ ପର୍ଯ୍ୟନ୍ତ ଭୁବନେଶ୍ୱରଠାରେ ଆୟୋଜିତ ହେବାକୁ

ଐତିହାସିକ ବାଲିଯାତ୍ରା : ୩୧ ଯାଏ ପ୍ରାକ୍‍ ବାଲିଯାତ୍ରା ଉତ୍ସବ

କଟକ: କଟକର ଐତିହାସିକ ବାଲିଯାତ୍ରାକୁ ସ୍ୱଚ୍ଛ, ସବୁଜ ଓ ସୁନ୍ଦର ମହୋତ୍ସବରେ ପରିଣତ କରିବା ପାଇଁ ଆଜିଠାରୁ ପ୍ରାକ୍‍ ବାଲିଯାତ୍ରା ଉତ୍ସବ ଆରମ୍ଭ ହେଉଛି । ଆସନ୍ତା ଅକ୍ଟୋବର ୩୧ ତାରିଖ ପର୍ଯ୍ୟନ୍ତ ପ୍ରତିଦିନ ଅପରାହ୍ଣ ୪ଟାରୁ ସାଢ଼େ ୫ଟା ପର୍ଯ୍ୟନ୍ତ ମହାନଦୀର ଗଡଗଡ଼ିଆ ଘାଟଠାରେ ଏହି ଉତ୍ସବ

କେନ୍ଦ୍ର ଟେଲିକମ୍ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ସୂଚନା : ୨୦୨୩ ମାର୍ଚ୍ଚ ସୁଦ୍ଧା ଓଡ଼ିଶାରେ ମିଳିବ ୫-ଜି ସେବା..

ଭୁବନେଶ୍ୱର: ଆସନ୍ତାବର୍ଷ ମାର୍ଚ୍ଚରେ ଓଡ଼ିଶାରେ ଆରମ୍ଭ ହେବ 5G ସେବା । ପ୍ରଥମ ପର୍ଯ୍ୟାୟରେ ୮ଟି ସହର ସାମିଲ ହେବ । ଏହି ସୂଚନା ଦେଇଛନ୍ତି କେନ୍ଦ୍ର ଆଇଟି ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ । ମାର୍ଚ୍ଚ ସୁଦ୍ଧା ୮ଟି ସହରରେ ଓ ୨୦୨୩ ଡିସେମ୍ବର ସୁଦ୍ଧା ରାଜ୍ୟର ୮୦ ପ୍ରତିଶତ ଅଞ୍ଚଳରେ ମିଳିବ 5G

ବିଶ୍ୱସ୍ତରୀୟ ହେବ ଭୁବନେଶ୍ୱର ରେଳ ଷ୍ଟେସନ : ଅଶ୍ୱିନୀ ବୈଷ୍ଣବ

ଭୁବନେଶ୍ୱର: ଭୁବନେଶ୍ୱର ରେଳ ଷ୍ଟେସନର ନବକଳେବର ହେବ । ରେଲେଓ୍ଵ ଷ୍ଟେସନକୁ ବିଶ୍ୱସ୍ତରୀୟ କରାଯିବ । ପ୍ଲାନିଂ, ଡିଜାଇନ୍‌ ସହ ଟେଣ୍ଡର କାମ ଶେଷ ହୋଇଛି । ଖୁବଶୀଘ୍ର ଭୂମି ପୂଜନ ଆରମ୍ଭ ହେବ ବୋଲି ଅଶ୍ୱିନୀ ବୈଷ୍ଣବ କହିଛନ୍ତି । ଆଜି ଏହାର ସମୀକ୍ଷା କରିଛନ୍ତି ରେଳମନ୍ତ୍ରୀ ।

ଚଳିତ ସପ୍ତାହ ଶେଷ ଆଡ଼କୁ ଆଉ ଏକ ଲଘୁଚାପ ସୃଷ୍ଟି ! 

ଭୁବନେଶ୍ୱର: ଚଳିତ ସପ୍ତାହ ଶେଷ ଆଡ଼କୁ ଆଣ୍ଡାମାନ ସାଗରରେ ଏକ ଲଘୁଚାପ ସୃଷ୍ଟିର ସମ୍ଭାବନା ରହିଛି । ଏନେଇ ବିଶିଷ୍ଟ ପାଣିପାଗ ବିଜ୍ଞାନୀ ଜାସନ ନିକୋଲସ ପୂର୍ବାନୁମାନ କରିଛନ୍ତି । ଲଘୁଚାପ ଘନୀଭୂତ ହୋଇ ଡିପ୍‌ ଡିପ୍ରେସନ କିମ୍ବା ସାଇକ୍ଲୋନିକ ଷ୍ଟର୍ମରେ ପରିଣତ ହୋଇପାରେ । ୨୪

୫ ଦିନିଆ ରିମାଣ୍ଡରେ ଆସିବେ ଲେଡି ବ୍ଲାକମେଲର୍ ଅର୍ଚ୍ଚନା

ଭୁବନେଶ୍ୱର: ଲେଡି ବ୍ଲାକମେଲର୍‌ ଅର୍ଚ୍ଚନା ନାଗର ରହସ୍ୟ ଭେଦୁଛି ପୋଲିସ । ବ୍ଲାକମେଲିଂ ଅଭିଯୋଗର ତଥ୍ୟ ପ୍ରମାଣ ଯୋଗାଡ ଚାଲୁଛି । ଅର୍ଚ୍ଚନାଙ୍କ କଳା ସାମ୍ରାଜ୍ୟର ଖିଅ ଖୋଜା ଚାଲିଛି । ଅଧିକ ଖୋଳତାଡ ପାଇଁ ଅର୍ଚ୍ଚନାଙ୍କୁ ରିମାଣ୍ଡରେ ଆଣିବ ପୋଲିସ । ତାଙ୍କୁ ୫ ଦିନିଆ ରିମାଣ୍ଡରେ