ପ୍ରଣବ ପ୍ରକାଶ ଦାସ ହୋଇପାରନ୍ତି ଓସିଏ ସଭାପତି, ୨୮ ତାରିଖରେ ହେବ ନିର୍ବାଚନ

କଟକ: ଓଡିଶା କ୍ରିକେଟ ଆସୋସିଏସନ ବା OCA ସଭାପତି ରେସ୍‌ରେ ପ୍ରଣବ ପ୍ରକାଶ ଦାସ । OCA ନିର୍ବାଚନ ପାଇଁ ପ୍ରାର୍ଥୀ ଚୂଡ଼ାନ୍ତ । ସଭାପତି ପ୍ରାର୍ଥୀ ହେବେ ପ୍ରଣବ ପ୍ରକାଶ ଦାସ । ଉପ ସଭାପତି ପ୍ରାର୍ଥୀ ହେବେ ପଙ୍କଜ ଲୋଚନ ମହାନ୍ତି। ସମ୍ପାଦକ ପ୍ରାର୍ଥୀ ହେବେ ସଞ୍ଜୟ ବେହେରା। ବାକି

ଜଙ୍ଗଲରୁ ମହିଳାଙ୍କ ଗଳିତ ମୃତଦେହ ଉଦ୍ଧାର: ମଦ ରନ୍ଧା ବନ୍ଦ କରିବା ପାଇଁ କହିବାରୁ ହତ୍ୟା କରିଥିଲା ସ୍ୱାମୀ

ବାଲିଗୁଡା : ମଦ ରନ୍ଧା ବନ୍ଦ କରିବା ପାଇଁ ସ୍ୱାମୀକୁ କହିବାରୁ ସ୍ତ୍ରୀକୁ ଜୀବନରେ ମାରି ଜଙ୍ଗଲରେ ଫୋପାଡି ଦେଲେ ସ୍ୱାମୀ ।କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଦାରିଙ୍ଗବାଡି ବ୍ଲକ ଭ୍ରମରବାଡ଼ି ପଞ୍ଚାୟତର ବୁଡାନପିପାଲି ଗ୍ରାମରେ ଦେଖିବାକୁ ମିଳିଛି ଏଭଳି କିଛି ଘଟଣା । ଉକ୍ତ

ଅର୍ଚ୍ଚନା ଜାମିନ୍‌ ପ୍ରସଙ୍ଗ: ଶୁଣାଣି ପରେ ରାୟ ସଂରକ୍ଷିତ ରଖିଲେ କୋର୍ଟ

ଭୁବନେଶ୍ୱର ୧୪/୧୦: ଲେଡି ବ୍ଲାକମେଲର ଅର୍ଚ୍ଚନା ନାଗ ଗିରଫ ମାମଲା। ଉଭୟ ପକ୍ଷର ଯୁକ୍ତି ଶୁଣିବା ପରେ ରାୟ ସଂରକ୍ଷିତ ରଖିଛନ୍ତି କୋର୍ଟ। ଅର୍ଚ୍ଚନାଙ୍କ ବିରୋଧରେ ଲାଗିଥିବା ଦଫାକୁ ଅର୍ଚ୍ଚନାଙ୍କ ଓକିଲ ବିରୋଧ କରିଛନ୍ତି। ଅର୍ଚ୍ଚନାଙ୍କୁ ଜାମିନ ଦେବାକୁ ତାଙ୍କ ସପକ୍ଷରେ ଓକିଲ ଯୁକ୍ତି

ହାଇକୋର୍ଟର ଦ୍ବାରସ୍ଥ ହେଲେ ଦୀପିକା

କଟକ: ନୂଆ ମୋଡ଼ ନେଉଛି ଦୀପିକା- ଦିନେଶ ପାରିବାରିକ ବିବାଦ ମାମଲା। ପୁଅକୁ ବାପାର ପରିଚୟ ଓ ସ୍ତ୍ରୀର ଅଧିକାର ପାଇଁ ଲଢେଇ କରୁଥିବା ବ୍ରହ୍ମପୁରର ଝିଅ ଦୀପିକା ଏବେ ହାଇକୋର୍ଟର ଦ୍ବାରସ୍ଥ ହୋଇଛନ୍ତି। ଦିନେଶଙ୍କ ଜାମିନ ଖାରଜ ପାଇଁ କୋର୍ଟରେ ପାର୍ଥନା କରିଛନ୍ତି ଦୀପିକା। ଦୀପିକାଙ୍କୁ

ଜିଲ୍ଲାସ୍ତରୀୟ ବିଶ୍ଵ ଅଣ୍ଡା ଦିବସ ପାଳିତ

ଫୁଲବାଣୀ : ଜିଲ୍ଲା ପ୍ରାଣୀ ସମ୍ପଦ ବିକାଶ ବିଭାଗ କନ୍ଧମାଳ ଦ୍ଵାରା ଜିଲ୍ଲା ସ୍ତରରେ ପାଳିତ ହୋଇଯାଇଛି l ପ୍ରଥମ ପର୍ଯ୍ୟାୟରେ ଜିଲ୍ଲାର ଦୁଇଗୋଟି ଅନାଥ ଆଶ୍ରମ ଯଥା ଗୋପବନ୍ଧୁ ବାଳାଶ୍ରମ କେନ୍ଦୁପଦର ଫୁଲବାଣୀ ଓ ସାଧନ ଫୁଲବାଣୀର ଅନ୍ତେବାସୀ ମାନଙ୍କୁ ସିଝା ଅଣ୍ଡା ଓ କେକ ବଣ୍ଟନ

ଓଡ଼ିଶାରେ ବରିଷ୍ଠ କଂଗ୍ରେସ ନେତା ମଲ୍ଲିକାର୍ଜୁନ ଖଡ୍‌ଗେ

ଭୁବନେଶ୍ବର: ଭୁବନେଶ୍ୱରରେ ବରିଷ୍ଠ କଂଗ୍ରେସ ନେତା ମଲ୍ଲିକାର୍ଜୁନ ଖଡ୍‌ଗେ । କଂଗ୍ରେସ ଅଧ୍ୟକ୍ଷ ନିର୍ବାଚନକୁ ଆଉ ହାତରେ କମ୍‌ ସମୟ ଥିବାରୁ ସମର୍ଥନ ଯୋଗାଡ଼ କରିବାକୁ ଭୁବନେଶ୍ୱରରେ ପହଞ୍ଚିଛନ୍ତି। ବିମାନବନ୍ଦରରେ ପହଞ୍ଚିବା ପରେ ତାଙ୍କୁ ରାଜ୍ୟ କଂଗ୍ରେସର ବରିଷ୍ଠ ନେତା, ବିଧାୟକ,

ବିଦ୍ୟାଳୟରେ ମଦ୍ୟପାନ, ୨ ପ୍ରଧାନଶିକ୍ଷକ ନିଲମ୍ବିତ

ବଲାଙ୍ଗିର: ବିଦ୍ୟାଳୟରେ ମଦ୍ୟପାନ ଘଟଣାରେ ୨ଜଣ ପ୍ରଧାନ ଶିକ୍ଷକଙ୍କୁ ନିଲମ୍ବନ କରାଯାଇଛି। ମାଟୁପାଲି ଓ ଡୁମେରପିଟା ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ୨ଜଣ ପ୍ରଧାନଶିକ୍ଷକ ନିଲମ୍ବିତ ହୋଇଛନ୍ତି। ଦେଓଗାଁ ବ୍ଲକ ଶିକ୍ଷା ଅଧିକାରୀ ଉଭୟ ପ୍ରଧାନଶିକ୍ଷକଙ୍କୁ ନିଲମ୍ବନ କରିଛନ୍ତି। ପ୍ରଧାନ ଶିକ୍ଷକ

କନ୍ଧମାଳରେ ଦିବ୍ୟାଙ୍ଗ ମହିଳାଙ୍କୁ ଟେକି ନେଇ ଦୁଷ୍କର୍ମ ଅଭିଯୋଗ

ଜି.ଉଦୟଗିରି : କନ୍ଧମାଳରେ ପୁଣି ଲଜ୍ଜା । କଳିଙ୍ଗା ଘାଟିରେ ଜଣେ ଦିବ୍ୟାଙ୍ଗ ମହିଳାଙ୍କୁ ଟେକି ନେଇ ଦୁଷ୍କର୍ମ ଅଭିଯୋଗ । ଜି.ଉଦୟଗିରି ଆଦର୍ଶ ଥାନାରେ ମହିଳାଙ୍କ ସ୍ୱାମୀ ଏନେଇ ଲିଖିତ ଅଭିଯୋଗ ଦେଇଛନ୍ତି । ଫୁଲବାଣୀ ଅଞ୍ଚଳର ଜଣେ ମହିଳା କଳିଙ୍ଗା ବୁଲି ଆସିଥିଲେ । ସେଠାରୁ ସେ କଳିଙ୍ଗା

ପୁଣି OTET ପ୍ରଶ୍ନ ପତ୍ର ସହ ସଠିକ ଉତ୍ତର ସିଟ୍ ଲିକ୍ ହୋଇଥିବା ଅଭିଯୋଗ

ମାଲକାନଗିରି: : ମାଲକାନଗିରି ଜିଲ୍ଲାରେ ଗତ ଅଗଷ୍ଟ ୨୯ ତାରିଖ ଦିନ ତିନୋଟି କେନ୍ଦ୍ରରେ ଓଟିଇଟି ପରୀକ୍ଷା ହୋଇଥିବା ବେଳେ ଏହି ପରୀକ୍ଷାରେ ପ୍ରଶ୍ନ ପତ୍ର ଲିକ୍ ହୋଇଥିବା ଘଟଣା ବିଭିନ୍ନ ଗଣମାଧ୍ୟମରେ ପ୍ରକାଶ ପାଇବା ପରେ ଏହାକୁ ରଦ୍ଦ କରି ଆଜି ପୁନଃ ପରୀକ୍ଷା କରାଯାଇଛି । ଗତ ୨୯

ଓଡ଼ିଶା ପର୍ଯ୍ୟଟନ ନିଗମ ଅଧ୍ୟକ୍ଷ ଭାବେ ଦାୟିତ୍ୱ ନେଲେ ବିଜେଡି ନେତା ଲେନିନ୍‌ ମହାନ୍ତି

ଭୁବନେଶ୍ୱର: ବିଜେଡି ନେତା ଲେନିନ୍‌ ମହାନ୍ତିଙ୍କୁ ନୂଆ ଦାୟିତ୍ୱ। ଓଡ଼ିଶା ପର୍ଯ୍ୟଟନ ନିଗମ ଅଧ୍ୟକ୍ଷ ଭାବେ ଦାୟିତ୍ୱ ନେଲେ ବିଜେଡି ନେତା ଲେନିନ୍‌ ମହାନ୍ତି । OTDCର ଅଧିକାରୀ ତାଙ୍କୁ ସ୍ୱାଗତ କରିଛନ୍ତି । ଆଗାମୀ ହକି ବିଶ୍ୱକପ୍‌ OTDC ପାଇଁ ଚ୍ୟାଲେଞ୍ଜ ରହିବ । ଯେଉଁ ଅତିଥିମାନେ