ମାଙ୍କଡ଼ ଆକ୍ରମଣରେ ଡାକ୍ତରାଣୀ ଗୁରୁତର; ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି

ଦେବଗଡ଼ ୧୪/୧୦: ମାଙ୍କଡ଼ ଆକ୍ରମଣରେ ବରିଷ୍ଠ ଡାକ୍ତର ଆହତ। ଆହତ ବ୍ୟକ୍ତିଙ୍କ ପରିଚୟ ବରିଷ୍ଠ ଶଲ୍ୟ ଚିକିତ୍ସା ବିଶେଷଜ୍ଞ ଡାକ୍ତର ବିଳାସିନୀ ଦ୍ବିବେଦୀ। ସେ ରାସ୍ତାରେ ଯିବା ବେଳେ ମାଙ୍କଡ଼ମାନେ ଆକ୍ରମଣ କରିଥିଲେ। ଗୁରୁତର ଅବସ୍ଥାରେ ତାଙ୍କୁ ଦେବଗଡ଼ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ

ହାଇକୋର୍ଟ ଗଲା ଅର୍ଚ୍ଚନା ନାଗ୍ କେସ୍, ଭାରତୀୟ ବିକାଶ ପରିଷଦ ଦାୟର କଲା ଜନସ୍ୱାର୍ଥ ମାମଲା

କଟକ ୧୪/୧୦: ହାଇକୋର୍ଟ ଗଲା ଅର୍ଚ୍ଚନା ନାଗ୍‌ ମାମଲା । ବ୍ଲାକମେଲିଂ କୁଇନଙ୍କ ବେଆଇନ ସମ୍ପତ୍ତିର ଇଡି ତଦନ୍ତ ପାଇଁ ଦାବି ହୋଇଛି । ଏନେଇ ହାଇକୋର୍ଟରେ ଦାୟର ହୋଇଛି ଜନସ୍ୱାର୍ଥ ମାମଲା । ଭାରତୀୟ ବିକାଶ ପରିଷଦ ପକ୍ଷରୁ ଏହି ମାମଲା ଦାୟର ହୋଇଛି । ଅର୍ଚ୍ଚନାଙ୍କ ସହ ସମ୍ପର୍କିତ ସମସ୍ତ

କାର୍ ସହ ଦେଢ କୁଇଣ୍ଟାଲ ଗଞ୍ଜେଇ ଜବତ, ୨ ଗିରଫ

ମୁନିଗୁଡା ୧୪/୧୦: ରାୟଗଡା ଜିଲ୍ଲା ବିଷମ କଟକ ପୋଲିସ୍‌କୁ ବଡ଼ ସଫଳତା । ଓଡବା ଠାରୁ ମହାରାଷ୍ଟ୍ରକୁ ଯାଉଥିବା ଗଞ୍ଜେଇ ବୋଝେଇ କାର ସହ ୨ ଗଞ୍ଜେଇ ମାଫିଆଙ୍କୁ ଗିରଫ କରିଛି ବିଷମ କଟକ ପୋଲିସ । ସ୍ଥାନୀୟ ଖ୍ରୀଷ୍ଟିଆନ ହସ୍ପିଟାଲ ଛକରେ ବିଷମ କଟକ ପୋଲିସର ଚେକିଂ ଚାଲିଥିବା ବେଳେ ଏକ

ସିବିଆଇ ମାମଲା ରଦ୍ଦ ନେଇ ପ୍ରଭାତ ବିଶ୍ୱାଳଙ୍କ ଦାୟର ଆବେଦନର ହାଇକୋର୍ଟର ଶୁଣାଣି ଘୁଞ୍ଚିଲା

କଟକ: ସିବିଆଇ ମାମଲା ରଦ୍ଦ ନେଇ ଚୌଦ୍ୱାର-କଟକ ପୂର୍ବତନ ବିଧାୟକ ପ୍ରଭାତ ରଞ୍ଜନ ବିଶ୍ୱାଳ ଦାୟର କରିଥିବା ଆବେଦନର ହାଇକୋର୍ଟର ଶୁଣାଣି ଘୁଞ୍ଚିଛି । ଜଷ୍ଟିସ୍‌ ବିଭୁପ୍ରସାଦ ରାଉତରାୟଙ୍କୁ ନେଇ ଗଠିତ ଖଣ୍ଡପୀଠ ମାମଲାର ଶୁଣାଣି ସମୟରେ ଆବେଦନକାରୀଙ୍କ ପକ୍ଷରୁ ଅଧିକ ସମୟ ଲୋଡା ଯାଇଥିଲା ।

ଧାମନଗର ଉପନିର୍ବାଚନ: ସ୍ୱାଧୀନ ପ୍ରାର୍ଥୀ ଭାବେ ନାମାଙ୍କନ ଦାଖଲ କଲେ ରାଜେନ୍ଦ୍ର ଦାସ

ଭଦ୍ରକ ୧୪/୧୦: ନାମାଙ୍କନ ଦାଖଲ କଲେ ରାଜୁ ଦାସ । ସ୍ୱାଧୀନ ପ୍ରାର୍ଥି ଭାବେ ଧାମନଗର ଉପନିର୍ବାଚନ ପାଇଁ ପାର୍ଥିପତ୍ର ଦାଖଲ କରିଛନ୍ତି ବିଜେଡିର ପୂର୍ବତନ ବିଧାୟକ ରାଜେନ୍ଦ୍ର ଦାସ । ନିର୍ବାଚନ ଅଧିକାରୀଙ୍କ ନିକଟରେ ଦାଖଲ କରିଛନ୍ତି ନିଜର ନାମାଙ୍କନ ପତ୍ର । ସୂଚନା ଥାଉକି, ଆଜି ସକାଳେ

ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଲଘୁଚାପ, ପ୍ରଭାବରେ ରାଜ୍ୟରେ ବଢିବ ବର୍ଷା ପରିମାଣ

ଭୁବନେଶ୍ୱର ୧୪/୧୦: ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଲଘୁଚାପ ବଳୟ । ଫଳରେ ରାଜ୍ୟରେ ବର୍ଷା ପରିମାଣ ବଢିବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଆସନ୍ତା ୧୭ କିମ୍ୱା ୧୮ ତାରିଖରେ ଆଣ୍ଡାମାନସାଗରରେ ସୃଷ୍ଟି ହେବ ଘୂର୍ଣ୍ଣିବଳୟ । ପରବର୍ତ୍ତୀ ୪୮ ଘଣ୍ଟା ମଧ୍ୟରେ ପଶ୍ଚିମ ଉତ୍ତର

ଧାମନଗର ଉପନିର୍ବାଚନ ପାଇଁ ନାମାଙ୍କନ ଦାଖଲ କଲେ ବିଜେଡ଼ି ପ୍ରାର୍ଥୀ ଅବନ୍ତୀ ଦାସ

ଭଦ୍ରକ: ଧାମନଗର ଉପନିର୍ବାଚନ ପାଇଁ ନାମାଙ୍କନ ଦାଖଲ କଲେ ବିଜେଡ଼ି ପ୍ରାର୍ଥୀ ଅବନ୍ତୀ ଦାସ । ବାଇପାସ୍‌ ଜଗନ୍ନାଥ ମନ୍ଦିରରୁ ପୂଜାର୍ଚ୍ଚନା କରି ସିଧା ନେହେରୁ ଷ୍ଟାଡ଼ିୟମ୍‌ ଯାଇଥିଲେ । ସେଠାରୁ ଏକ ବିରାଟ ଶୋଭାଯାତ୍ରାରେ ଭଦ୍ରକ ଉପ-ଜିଲ୍ଲାପାଳଙ୍କ କାର୍ଯ୍ୟାଳୟକୁ ଆସିଥିଲେ । ଅତିରିକ୍ତ

ପୋଖରୀ ନିକଟରୁ ଦାଦା ଝିଆରୀଙ୍କ ମୃତଦେହ ଉଦ୍ଧାର

ରାଉରକେଲା, ୧୪/୧୦: ପୋଖରୀ ନିକଟରୁ ଦାଦା ଝିଆରୀଙ୍କ ମୃତଦେହ ଉଦ୍ଧାର। ସୁନ୍ଦରଗଡ଼ ଜିଲ୍ଲା ଲହୁଣୀପଡ଼ା ଥାନା ଅନ୍ତର୍ଗତ କପଣ୍ଡ ନୂଆଗାଁ ପୋଖରୀ ନିକଟରୁ ଦାଦା ଝିଆରୀଙ୍କ ମୃତଦେହ ଉଦ୍ଧାର ହୋଇଛି। ଘଟଣାସ୍ଥଳରେ ପୋଲିସ ପହଞ୍ଚି ମୃତଦେହ ଉଦ୍ଧାର କରିଛି। ସୂଚନାନୁଯାୟୀ, ଲହୁଣୀପଡ଼ା ଥାନା

ମହାପ୍ରଭୁଙ୍କ ଦର୍ଶନ କଲେ ୫-ଟି ସଚିବ, ଶ୍ରୀମନ୍ଦିର ଉନ୍ନତି ମୂଳକ କାର୍ଯ୍ୟର କଲେ ସମୀକ୍ଷା

ପୁରୀ ୧୪/୧୦: ପୁରୀରେ ୫-ଟି ସଚିବ । ଆଜି ସକାଳୁ ୫-ଟି ସଚିବ ଭି କାର୍ତ୍ତିକେୟନ ପାଣ୍ଡିଆନ ପୁରୀ ଗସ୍ତରେ ଆସି ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କୁ ଦର୍ଶନ ସହ ଆଶିଷ ଲାଭ କରିଛନ୍ତି ।‌ ୫-ଟି ସଚିବ ପୁରୀରେ ପହଞ୍ଚିବା ପରେ ଶ୍ରୀମନ୍ଦିର ମହାପ୍ରଭୁଙ୍କୁ ଦର୍ଶନ ସହ ବେଢା ପରିକ୍ରମା, ପାର୍ଶ୍ୱ

ଓଡ଼ିଶାରେ ଗତ ୨୪ ଘଣ୍ଟାରେ ୮୪ ନୂଆ ପଜିଟିଭ ଚିହ୍ନଟ, ସମ୍ବଲପୁରରୁ ସର୍ବାଧିକ ୧୫ ଜଣ

ଭୁବନେଶ୍ୱର ୧୪/୧୦ : ରାଜ୍ୟରେ ଉପରତଳ କରୋନା ଗ୍ରାଫ୍ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୮୪ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪୯ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୩୫ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୨ ବର୍ଷ ବୟସ